-+91-9937148622 |

prerana_bgr@rediffmail.com |

  Wednesday 4th November 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ଼ ଓମ୍ ଭ୍ୟାଲି ସ୍କୁଲ ର ଛାତ୍ରୀ ଦିବ୍ୟା କମାନୀଙ୍କ ବଡ଼ ସଫଳତା♦️ ଏମବିବିଏସ୍ ପ୍ରବେଶିକା ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇ ନେତାଜୀ ସୁଭାଷ ମେଡିକାଲ କଲେଜରେ ପାଇଲେ ନାମଲେଖା ସୁଯୋଗ   (04-Nov-2026)       ||      ଯୁଗ୍ମ ସଚିବଙ୍କ ମହାବିଦ୍ୟାଳୟ ପରିଦର୍ଶନ   (04-Nov-2026)       ||      ସ୍ୱପ୍ନର ଡେଣା ମେଲାଇଲା ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ: ୨୮୮ ପ୍ରତିଭାର ନବସୃଜନ ଉତ୍ସବ   (04-Nov-2026)       ||      ସୁନା ମଙ୍ଗଳସୂତ୍ର ଲୁଟ୍ ଘଟଣାର ପର୍ଦ୍ଦାଫାସ, ଅଭିଯୁକ୍ତ ଗିରଫ   (04-Nov-2026)       ||      ଟିଟିଲାଗଡ଼ ଲାୟନ୍ସ କ୍ଲବ ତରଫରୁ ମଧୁମେହ ପରୀକ୍ଷଣ ଶିବିର ଆୟୋଜିତ    (04-Nov-2026)       ||      ଫାଶ ବସାଇ ବାରହା ଶିକାର ଅଭିଯୋଗରେ ୩ ଗିରଫ ୭ କିଲୋଗ୍ରାମ ବାରହା ମାଂସ ଜବତ, କୋର୍ଟ ଚାଲାଣ କଲା ବନ ବିଭାଗ   (04-Nov-2026)       ||      ସୁବର୍ଣ୍ଣପୁର ଜିଲ୍ଲାକୁ ଶିଶୁ ଶ୍ରମମୁକ୍ତ କରିବା ପାଇଁ ସଚେତନତା ରଥର ଶୁଭାରମ୍ଭ   (04-Nov-2026)       ||      ଭଗବାନପୁର ଲକ୍ଷ୍ମୀପୂଜା ପ୍ରତିଷ୍ଠାନର ସମ୍ବଦ୍ଧନା ସଭା   (04-Nov-2026)       ||      ଝାରମୁଣ୍ଡା ରେ ବ୍ଲକ ସ୍ତରୀୟ ସୁରଭି କାର୍ଯ୍ୟକ୍ରମ    (03-Nov-2026)       ||      ପୌରପରିଷଦ ପକ୍ଷରୁ ସକାଳେ ପଲିଥିନ ପାଇଁ ବିଭିନ୍ନ ଦୋକାନରେ ଚଢ଼ାଉ - ଦ୍ୱିପହରେ ପୌରାଧ୍ୟକ୍ଷା ଫେରାଇଲେ ବ୍ୟବସାୟୀଙ୍କ ଜିନିଷ ଓ ଜୋରିମାନା    (03-Nov-2026)       ||      ତୁରେକେଲା ବ୍ଳକ ସ୍ତରୀୟ ସୁରଭି ଉଦଯାପିତ   (03-Nov-2026)       ||      ମାନସିକ ଅନଗ୍ରସର ବ୍ୟକ୍ତିଙ୍କୁ ଉଦ୍ଧାର କରି ଚିକିତ୍ସା କରାଇଲା ଜଗବନ୍ଧୁ ଜରାଶ୍ରମ   (03-Nov-2026)       ||      *ଝରୀଗାଁ ବ୍ଲକରେ ବାତ୍ୟା ବେଳେ ଚାଉଳ ସମସ୍ୟା ହନ୍ତସନ୍ତ ଚକଲାପଦର ପଞ୍ଚାୟତର ୬ ଟି ଗ୍ରାମର ଗ୍ରାମବାସୀ*   (03-Nov-2026)       ||      *ଝରୀଗାଁ ବ୍ଲକରେ ବାତ୍ୟା ବେଳେ ଚାଉଳ ସମସ୍ୟା ହନ୍ତସନ୍ତ ଚକଲାପଦର ପଞ୍ଚାୟତର ୬ ଟି ଗ୍ରାମର ଗ୍ରାମବାସୀ*   (03-Nov-2026)       ||      ଡାବୁଗାଁ ବ୍ଲକ୍ ପାଇଁ ସାଂସଦ ପ୍ରତିନିଧି ନିଯୁକ୍ତ ହେଲେ ରାଜେନ୍ଦ୍ର ବିଷୟୀ   (03-Nov-2026)       ||      ଗାନ୍ଧୀନଗରରେ କୁମାର ପୂର୍ଣ୍ଣିମାର ଭବ୍ୟ ଆୟୋଜନ   (03-Nov-2026)       ||      ଗାଏବ ହୋଇଗଲା ଜିସି କଲେଜ ପରିଚାଳନା କମିଟି ପୁସ୍ତକ,,,,, ଉଚ୍ଚସ୍ତରୀୟ ତଦନ୍ତ ଦାବିରେ କର୍ମଚାରୀଙ୍କ ଅହୋରାତ୍ର ଧାରଣା   (03-Nov-2026)       ||      କଣ୍ଟାମାଳରେ ମାଗଣା ଚକ୍ଷୁ ଚିକିତ୍ସା କେନ୍ଦ୍ର ଉଦଘାଟିତ   (03-Nov-2026)       ||      ‘ବିକଶିତ ଭାରତ-୨୦୪୭’ ଓ ଶିକ୍ଷା ବ୍ୟବସ୍ଥା ଉପରେ ଆଲୋଚନା ଚକ୍ର♦️ଶିକ୍ଷାର ବିକାଶ ପାଇଁ ସରକାରଙ୍କ ବିଭିନ୍ନ ପଦକ୍ଷେପ ଉପରେ ଆଲୋକପାତ   (03-Nov-2026)       ||      ସିଲଭର ଗାନ୍ଧୀଙ୍କ ଦ୍ୱାରା ଗୁଜରାଟ ରେ ସ୍ୱଚ୍ଛ ଭାରତ ପଦଯାତ୍ରାର ଭବ୍ୟ ଆୟୋଜନ   (02-Nov-2026)       ||     

HOME   ଜିଲ୍ଲା

ଭକ୍ତକବି ଜୟଦେବ ଜୟନ୍ତୀ ଉତ୍ସବ ଏବଂ ଆଲୋଚନାଚକ୍ର ଅନୁଷ୍ଠିତ

30-Apr-2025



ବଲାଙ୍ଗିର(ପ୍ରେରଣା ଖବର):ଜଗନ୍ନାଥଙ୍କ ପରମ ଭକ୍ତ ତଥା ବିଶ୍ବପ୍ରସିଦ୍ଧ କବି ଗୀତଗୋବିନ୍ଦର ରଚୟିତା ଜୟଦେବଙ୍କ ଜୟନ୍ତୀ ଉତ୍ସବ ଏବଂ ଆଲୋଚନାଚକ୍ର ସ୍ଥାନୀୟ ସଂସ୍କୃତି ଭବନ ଠାରେ  ଅନୁଷ୍ଠିତ ହୋଇଯାଇଛି ।

 ଆୟୋଜିତ ଆଲୋଚନା ଚକ୍ରରେ ଅତିରିକ୍ତ ଜିଲ୍ଲାପାଳ ଡ଼ ବିଜୟାନନ୍ଦ ସେଠି ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିବା ବେଳେ ମୁଖ୍ୟ ବକ୍ତା ସନ୍ଦୀପ କୁଅଁର, ସମ୍ମାନିତ ଅତିଥିଭାବେ ଜୟ ପ୍ରକାଶ ଆଚାର୍ଯ୍ୟ, ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଶ୍ରୀ ସରୋଜ କୁମାର ସାହୁ ଯୋଗ ଦେଇ ଥିଲେ । ସାମ୍ପ୍ରତିକ ବ୍ୟସ୍ତ ବହୁଳ ଜୀବନରେ ମାନସିକ ଶାନ୍ତି ନିମନ୍ତେ ସମସ୍ତେ ଆଧ୍ୟାତ୍ମିକତା ଆଡକୁ ଯିବାକୁ ହେଲେ କବି ଜୟଦେବଙ୍କୁ ଅନୁକରଣ କରିବା ଆବଶ୍ୟକ ବୋଲି ମୁଖ୍ୟ ଅତିଥି କହିଥିଲେ |

ମୁଖ୍ୟ ଵକ୍ତା କବି ଜୟଦେବ ଭାଷା,ସ୍ଥାନ ଓ କାଳ ର ଉର୍ଦ୍ଧ୍ବରେ ଥିବା ଜଣେ ଅତୁଳନୀୟ କାବ୍ୟ ପୁରୁଷ।ସମଗ୍ର ଭାରତୀୟ ସାହିତ୍ୟରେ ରାଧାକୃଷ୍ଣଙ୍କ ଅପ୍ରାକୃତ ପ୍ରେମର ଧ୍ବଜା ଉତ୍ଥାନ ସହ ଶ୍ରୀ କୃଷ୍ଣଙ୍କ ସମର୍ପିତ ପ୍ରେମର  କଥା କହିଛନ୍ତି ଗୀତଗୋବିନ୍ଦ କାବ୍ୟରେ। କବିଦୃଷ୍ଟିର ସାର୍ଥକ ସ୍ବରୂପ କବି ଜୟଦେବ ବୋଲି ନିଜ ବକ୍ତବ୍ଯରେ  କହିଛନ୍ତି ମୁଖ୍ଯବକ୍ତା ସାମ୍ବାଦିକ, ଅଧ୍ୟାପକ

ସନ୍ଦୀପ କୁମାର କୁଅଁର ନିଜ ବକ୍ତବ୍ୟରେ କହିଥିଲେ | ମହୋତ୍ସବରେ ଜୟଦେବ କଳା ସଂସଦ ସଙ୍ଗୀତ ପରିବେଷଣ କରିଥିଲେ | ଜିଲ୍ଲା ସଂସ୍କୃତି ଅଧିକାରୀ ରଶ୍ମି ରଂଞ୍ଜନ ମିଶ୍ର ମଂଚ ପରିଚାଳନ ଏବଂ ସ୍ୱାଗତ କରିଥିବା ବେଳେ ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଧନ୍ୟବାଦ ଦେଇଥିଲେ |


News Comment




Photo in News

Advertisment
Lastest News
  ଜିଲ୍ଲା  
ଟିଟିଲାଗଡ଼ ଓମ୍ ଭ୍ୟାଲି ସ୍କୁଲ ର ଛାତ୍ରୀ ଦିବ୍ୟା କମାନୀଙ୍କ ବଡ଼ ସଫଳତା♦️ ଏମବିବିଏସ୍ ପ୍ରବେଶିକା ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇ ନେତାଜୀ ସୁଭାଷ ମେଡିକାଲ କଲେଜରେ ପାଇଲେ ନାମଲେଖା ସୁଯୋଗ   04-Nov-2026
  ଜିଲ୍ଲା  
ଯୁଗ୍ମ ସଚିବଙ୍କ ମହାବିଦ୍ୟାଳୟ ପରିଦର୍ଶନ   04-Nov-2026
  ଜିଲ୍ଲା  
ସ୍ୱପ୍ନର ଡେଣା ମେଲାଇଲା ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ: ୨୮୮ ପ୍ରତିଭାର ନବସୃଜନ ଉତ୍ସବ   04-Nov-2026
  ଅପରାଧ  
ସୁନା ମଙ୍ଗଳସୂତ୍ର ଲୁଟ୍ ଘଟଣାର ପର୍ଦ୍ଦାଫାସ, ଅଭିଯୁକ୍ତ ଗିରଫ   04-Nov-2026
  ଜିଲ୍ଲା  
ଟିଟିଲାଗଡ଼ ଲାୟନ୍ସ କ୍ଲବ ତରଫରୁ ମଧୁମେହ ପରୀକ୍ଷଣ ଶିବିର ଆୟୋଜିତ   04-Nov-2026
  ଜିଲ୍ଲା  
ଫାଶ ବସାଇ ବାରହା ଶିକାର ଅଭିଯୋଗରେ ୩ ଗିରଫ ୭ କିଲୋଗ୍ରାମ ବାରହା ମାଂସ ଜବତ, କୋର୍ଟ ଚାଲାଣ କଲା ବନ ବିଭାଗ   04-Nov-2026
  ଜିଲ୍ଲା  
ସୁବର୍ଣ୍ଣପୁର ଜିଲ୍ଲାକୁ ଶିଶୁ ଶ୍ରମମୁକ୍ତ କରିବା ପାଇଁ ସଚେତନତା ରଥର ଶୁଭାରମ୍ଭ   04-Nov-2026
  ଜିଲ୍ଲା  
ଭଗବାନପୁର ଲକ୍ଷ୍ମୀପୂଜା ପ୍ରତିଷ୍ଠାନର ସମ୍ବଦ୍ଧନା ସଭା   04-Nov-2026
  ଜିଲ୍ଲା  
ଝାରମୁଣ୍ଡା ରେ ବ୍ଲକ ସ୍ତରୀୟ ସୁରଭି କାର୍ଯ୍ୟକ୍ରମ   03-Nov-2026
  ଜିଲ୍ଲା  
ପୌରପରିଷଦ ପକ୍ଷରୁ ସକାଳେ ପଲିଥିନ ପାଇଁ ବିଭିନ୍ନ ଦୋକାନରେ ଚଢ଼ାଉ - ଦ୍ୱିପହରେ ପୌରାଧ୍ୟକ୍ଷା ଫେରାଇଲେ ବ୍ୟବସାୟୀଙ୍କ ଜିନିଷ ଓ ଜୋରିମାନା   03-Nov-2026
  ଜିଲ୍ଲା  
ତୁରେକେଲା ବ୍ଳକ ସ୍ତରୀୟ ସୁରଭି ଉଦଯାପିତ   03-Nov-2026
  ରାଜ୍ୟ  
ମାନସିକ ଅନଗ୍ରସର ବ୍ୟକ୍ତିଙ୍କୁ ଉଦ୍ଧାର କରି ଚିକିତ୍ସା କରାଇଲା ଜଗବନ୍ଧୁ ଜରାଶ୍ରମ   03-Nov-2026

You Might Also Like