-+91-9937148622 |

prerana_bgr@rediffmail.com |

  Tuesday 1st September 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗୀରର ବିକାଶ ଯାତ୍ରାରେ ଯୋଡ଼ି ହେଲା ଆଉ ଏକ ସ୍ୱର୍ଣ୍ଣିମ ଅଧ୍ୟାୟ - ଅଧ୍ୟକ୍ଷା ଲିକା ସାହୁ    (31-Aug-2026)       ||      ପଞ୍ଚାୟତ ସ୍ତରୀୟ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (31-Aug-2026)       ||      ଡେଙ୍ଗ ବିଦ୍ୟାଳୟରେ ଉତ୍ସାହୋଦ୍ଦୀପକ ପରିବେଶ ମଧ୍ୟରେ ‘ସଂସ୍କୃତ ସପ୍ତାହ’ ଉଦ୍‌ଯାପିତ   (31-Aug-2026)       ||      ଡେଙ୍ଗ ବିଦ୍ୟାଳୟରେ ଉତ୍ସାହୋଦ୍ଦୀପକ ପରିବେଶ ମଧ୍ୟରେ ‘ସଂସ୍କୃତ ସପ୍ତାହ’ ଉଦ୍‌ଯାପିତ   (31-Aug-2026)       ||      ପୋଲରୁ ଖସିଲା ବାଇକ୍: ସ୍ତ୍ରୀ ମୃତ, ସ୍ବାମୀ ଓ ପୁଅ ଗୁରୁତର   (31-Aug-2026)       ||      ସୁବର୍ଣ୍ଣପୁର ସିନିୟର୍ ଫୁଟବଲ୍ ଲିଗ - 2026 ରାମଧୁନ କ୍ଲବ ଚମ୍ପିୟାନ   (31-Aug-2026)       ||      *ଜିଲ୍ଲାପାଳ ଡ଼. ନୃପ ରାଜ ସାହୁ ଙ୍କ ଅବସର କାଳୀନ ବିଦାୟ ସମ୍ବର୍ଦ୍ଧନା ରେ ଭାବ ପ୍ରବଣ ସୁବର୍ଣ୍ଣପୁର*-   (31-Aug-2026)       ||      ବରପାଲି ବିଜ୍ଞାପିତ ପରିଷଦ ପକ୍ଷରୁ ସାୟତ୍ତ ଶାସନ ଦିବସ ପାଳିତ   (31-Aug-2026)       ||      ବୋଡ଼େନ ବ୍ଲକ ପଞ୍ଚାୟତ ସମିତି ସମ୍ମିଳନୀ କକ୍ଷ ଠାରେ ଜିଲ୍ଲାପାଳ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (31-Aug-2026)       ||      ବରପାଲି ଓମ୍ ଶାନ୍ତି ଭବନରେ ପବିତ୍ର ରକ୍ଷା ବନ୍ଧନ ଉତ୍ସବ ପାଳିତ   (31-Aug-2026)       ||      *ବେଆଇନ ମଦ ବିକ୍ରୀ ବନ୍ଦ ପାଇଁ ଜାମଗୁଡା ମହିଳା ମାନଙ୍କ ଦାବୀ*   (31-Aug-2026)       ||      ବିନିକା କଂଗ୍ରେସ ତରଫରୁ ବିଏଲଏ-୨ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ   (31-Aug-2026)       ||      ତହଁକ୍ କୁଟୁମର୍ ହଜଲା ରସ, ନୁରମା ଆସ   (31-Aug-2026)       ||      *ରକ୍ତସେତୁ: Gen Z ମାନଙ୍କ ଦ୍ୱାରା ପ୍ରତିଷ୍ଠିତ ଜରୁରୀକାଳୀନ ରକ୍ତଦାନ ସେବା ସଂଗଠନ*   (31-Aug-2026)       ||      ପାର୍ଲାମେଣ୍ଟ ଯୁଗ୍ମ କମିଟିର ଭୁବନେଶ୍ୱର ଗସ୍ତ ♦️ବିଧାୟକ ଓ ପୂର୍ବତନ ବିଧାୟକମାନଙ୍କର ବେତନ ଓ ଭତ୍ତା ସମ୍ପର୍କରେ ଆଲୋଚନା    (31-Aug-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ଜିଲ୍ଲା ସ୍କାଉଟ ଓ ଗାଇଡର ଯୋଜନା ବୈଠକ ଅନୁଷ୍ଠିତ ।   (31-Aug-2026)       ||      ଅତିରିକ୍ତ ମୁଖ୍ୟ ଶାସନ ସଚିବ ତଥା ଇଡ଼କୋ ଅଧ୍ୟକ୍ଷା ଶ୍ରୀମତୀ ଉଷା ପାଢ଼ୀଙ୍କ ଦ୍ୱାରା କାଳିବେଟି ଏବଂ ମୁଦାମ୍ବା ଶିଳ୍ପାଞ୍ଚଳ ବିକାଶ କାର୍ଯ୍ୟର ସମୀକ୍ଷା   (30-Aug-2026)       ||      *କେଲିଆ ମନ୍ଦିର ଉନ୍ନୟନ କମିଟି ସହ ନବରଙ୍ଗପୁର ସାଂସଦ ଙ୍କ ବୈଠକ*   (30-Aug-2026)       ||      ଉପରବାହାଲ ଠାରେ ଡିବିରୀ ଟ୍ରଷ୍ଟ ଆନୁକୂଲ୍ୟରେ ମେଗା ସ୍ବାସ୍ଥ୍ୟ ଶିବିର ଅନୁଷ୍ଠିତ   (30-Aug-2026)       ||      ଚତୁର୍ଥସ୍ତମ୍ଭ ଆଜି ଅବହେଳିତ.. ସାମ୍ବାଦିକ ଙ୍କ ସୁରକ୍ଷା ସହ ପେନସନ ବ୍ୟବସ୍ଥା ଲାଗୁ କରିବା ନିହାତି ଆବଶ୍ୟକ..   (30-Aug-2026)       ||     

HOME   ଜିଲ୍ଲା

ଦୁଇ ଶିକ୍ଷକଙ୍କ ଅବସର ପରେ ସ୍କୁଲ ବନ୍ଦ

30-Apr-2025



ବିନିକା(ହିମାଂଶୁ ଶେଖର ପୁଟେଲ)ଦୀର୍ଘ ବର୍ଷ ଧରି ସଚ୍ଚୋଟ,ଆଦର୍ଶ ଶିକ୍ଷକ ଭାବେ ସ୍କୁଲରେ ଶିକ୍ଷାଦାନ କରି ଛାତ୍ରଛାତ୍ରୀ ମାନଙ୍କ ଭବିଷ୍ୟତ ଗଠନ ଦିଗରେ ପ୍ରୟାସ କରି ଆସିଥିଲେ ।ହେଲେ ଆଜିର ଦିନରେ ଉଭୟ ଶିକ୍ଷକଙ୍କ ଚାକିରୀରୁ ଅବସର ପରେ ସବୁଦିନ ପାଇଁ ସ୍କୁଲ ଶିକ୍ଷକ ଶୂନ୍ୟ ସହ ସମ୍ପୂର୍ଣ୍ଣ ବନ୍ଦ ହୋଇଯାଇଛି ।ଘଟଣାଟି ହେଉଛି ଖୋଦ ବିନିକା ଏନ ଏ ଏସି ଅଧିନସ୍ତ ୨ନଂ ୱାର୍ଡ ଗୁଲାପଡା ଗ୍ରାମରେ । ଏଠାରେ ଥିବା ସରକାରୀ ଏମି ଇ ସ୍କୁଲ(୬/୭ ଶ୍ରେଣୀ) ରେ ଦୀର୍ଘ ବର୍ଷ ଧରି ପାଠ ପଢା ଚାଲିଥିଲା ।ଛାତ୍ରଛାତ୍ରୀ ମାନେ ମଧ୍ୟ ନିୟମିତ କ୍ଲାସ ଆସୁଥିଲେ । ଏଠାରେ ଅବସ୍ଥାପିତ ଶିକ୍ଷକ କାହୁଁଚରଣ ନାୟକ ଓ ଲିଙ୍ଗରାଜ ପାତ୍ର ଠିକ ଭାବରେ କର୍ତ୍ତବ୍ୟ ସମ୍ପାଦନା କରି ଛାତ୍ରଛାତ୍ରୀ ମାନଙ୍କୁ ଶିକ୍ଷାଦାନ ଦେଉଥିଲେ ।ଆଜି ଉଭୟ ଶିକ୍ଷକ ତାଙ୍କ ଚାକିରୀ କାର୍ଯ୍ୟକାଳ ରୁ ଅବସର ନେବା ପରେ ସ୍କୁଲ ଟି ସମ୍ପୂର୍ଣ ଶିକ୍ଷକ ଶୂନ୍ୟ ହୋଇ ପଡ଼ିଛି।ଅବସର ପୂର୍ବରୁ ଗ୍ରାମବାସୀଙ୍କ ତରଫରୁ ବହୁବାର ଶିକ୍ଷ୍ୟା ବିଭାଗ ଠାରେ ଶିକ୍ଷକ ନିଯୁକ୍ତି ନେଇ ଦାବୀ କରାଯାଇଥିଲେ ମଧ୍ୟ ଶିକ୍ଷା ବିଭାଗର କୁମ୍ଭକର୍ଣ୍ଣ ନିଦ୍ରା ଅଦ୍ୟାବଧି ଭାଙ୍ଗି ନାହିଁ ।ଯାହା ଫଳରେ  ଆଜିଠାରୁ ଉକ୍ତ ସ୍କୁଲ ବନ୍ଦ ହୋଇ ଯାଇଛି ।ଆଜି ଅବସର ସମ୍ବର୍ଦ୍ଧନା ନେଇ ଏକ ସଭା ଅନୁଷ୍ଠିତ ହୋଇଥିଲା।ଏଥିରେ ସ୍କୁଲ କମିଟି ସଭାପତି ସନ୍ତୋଷ କର ଅଧ୍ୟକ୍ଷତା କରିଥିଲେ ।କମିଟି ସମ୍ପାଦକ ଦୂତୀଆ ମହାନ୍ତି ସ୍କୁଲର ଅବସ୍ଥା ସମ୍ପର୍କରେ ଆଲୋକପାତ କରିଥିଲେ।ଅନ୍ୟ ମାନଙ୍କ ମଧ୍ୟରେ ବୈରାଗୀ ପ୍ରଧାନ, ଉଷତ କର,ଶରତ ପାତ୍ର,ବରୁଣ ମହାନ୍ତି,ଜୟାଲାଲ ସେବକ,ଶିକ୍ଷକ ପ୍ରଦୀପ କିଶୋର ମହାନ୍ତି,ପୂର୍ଣ୍ଣଚନ୍ଦ୍ର ପ୍ରଧାନ ପ୍ରମୁଖ ଅବସର ଗ୍ରହଣ କରିଥିବା ଶିକ୍ଷକଙ୍କ ଦାୟିତ୍ଵ,ସଚ୍ଚୋଟପଣିଆ ଓ ଛାତ୍ରଛାତ୍ରୀଙ୍କୁ ଦେଇଥିବା ଶିକ୍ଷାଦାନ ଉପରେ ଆଲୋକପାତ କରିଥିଲେ।ପରେ ଉଭୟ ଶିକ୍ଷକଙ୍କୁ ଅବସରକାଳୀନ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଥିଲା।ଏହି ଅବସରରେ ଛାତ୍ରଛାତ୍ରୀ ମାନେ ମଧ୍ୟ ତାଙ୍କର ପ୍ରିୟ ଶିକ୍ଷକଙ୍କ ଗୁଣଗାନ କରିଥିଲେ ।ତେବେ ଶିକ୍ଷକ ଶୂନ୍ୟ ଉକ୍ତ ବିଦ୍ୟାଳୟ ଯେପରି ଛାତ୍ରଛାତ୍ରୀଙ୍କ ଶିକ୍ଷାଦାନର କୋଳାହଳରେ ହସିବ ଏବଂ ନିୟମିତ ଚାଲିବ ।ସେ ଦିଗରେ ଶିକ୍ଷା ବିଭାଗ ଉଚ୍ଚ କର୍ତ୍ତୃପକ୍ଷ ଦୃଷ୍ଟି ଦେବା ଆବଶ୍ୟକ ବୋଲି ବୁଦ୍ଧିଜୀବୀ ମହଲରେ ମତ ପ୍ରକାଶ ପାଇଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗୀରର ବିକାଶ ଯାତ୍ରାରେ ଯୋଡ଼ି ହେଲା ଆଉ ଏକ ସ୍ୱର୍ଣ୍ଣିମ ଅଧ୍ୟାୟ - ଅଧ୍ୟକ୍ଷା ଲିକା ସାହୁ   31-Aug-2026
  ଜିଲ୍ଲା  
ପଞ୍ଚାୟତ ସ୍ତରୀୟ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   31-Aug-2026
  ଜିଲ୍ଲା  
ଡେଙ୍ଗ ବିଦ୍ୟାଳୟରେ ଉତ୍ସାହୋଦ୍ଦୀପକ ପରିବେଶ ମଧ୍ୟରେ ‘ସଂସ୍କୃତ ସପ୍ତାହ’ ଉଦ୍‌ଯାପିତ   31-Aug-2026
  ରାଜ୍ୟ  
ଡେଙ୍ଗ ବିଦ୍ୟାଳୟରେ ଉତ୍ସାହୋଦ୍ଦୀପକ ପରିବେଶ ମଧ୍ୟରେ ‘ସଂସ୍କୃତ ସପ୍ତାହ’ ଉଦ୍‌ଯାପିତ   31-Aug-2026
  ଜିଲ୍ଲା  
ପୋଲରୁ ଖସିଲା ବାଇକ୍: ସ୍ତ୍ରୀ ମୃତ, ସ୍ବାମୀ ଓ ପୁଅ ଗୁରୁତର   31-Aug-2026
  ଜିଲ୍ଲା  
ସୁବର୍ଣ୍ଣପୁର ସିନିୟର୍ ଫୁଟବଲ୍ ଲିଗ - 2026 ରାମଧୁନ କ୍ଲବ ଚମ୍ପିୟାନ   31-Aug-2026
  ଜିଲ୍ଲା  
*ଜିଲ୍ଲାପାଳ ଡ଼. ନୃପ ରାଜ ସାହୁ ଙ୍କ ଅବସର କାଳୀନ ବିଦାୟ ସମ୍ବର୍ଦ୍ଧନା ରେ ଭାବ ପ୍ରବଣ ସୁବର୍ଣ୍ଣପୁର*-   31-Aug-2026
  ଜିଲ୍ଲା  
ବରପାଲି ବିଜ୍ଞାପିତ ପରିଷଦ ପକ୍ଷରୁ ସାୟତ୍ତ ଶାସନ ଦିବସ ପାଳିତ   31-Aug-2026
  ଜିଲ୍ଲା  
ବୋଡ଼େନ ବ୍ଲକ ପଞ୍ଚାୟତ ସମିତି ସମ୍ମିଳନୀ କକ୍ଷ ଠାରେ ଜିଲ୍ଲାପାଳ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   31-Aug-2026
  ଜିଲ୍ଲା  
ବରପାଲି ଓମ୍ ଶାନ୍ତି ଭବନରେ ପବିତ୍ର ରକ୍ଷା ବନ୍ଧନ ଉତ୍ସବ ପାଳିତ   31-Aug-2026
  ଜିଲ୍ଲା  
*ବେଆଇନ ମଦ ବିକ୍ରୀ ବନ୍ଦ ପାଇଁ ଜାମଗୁଡା ମହିଳା ମାନଙ୍କ ଦାବୀ*   31-Aug-2026
  ଜିଲ୍ଲା  
ବିନିକା କଂଗ୍ରେସ ତରଫରୁ ବିଏଲଏ-୨ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ   31-Aug-2026

You Might Also Like