-+91-9937148622 |

prerana_bgr@rediffmail.com |

  Tuesday 1st September 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗୀରର ବିକାଶ ଯାତ୍ରାରେ ଯୋଡ଼ି ହେଲା ଆଉ ଏକ ସ୍ୱର୍ଣ୍ଣିମ ଅଧ୍ୟାୟ - ଅଧ୍ୟକ୍ଷା ଲିକା ସାହୁ    (31-Aug-2026)       ||      ପଞ୍ଚାୟତ ସ୍ତରୀୟ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (31-Aug-2026)       ||      ଡେଙ୍ଗ ବିଦ୍ୟାଳୟରେ ଉତ୍ସାହୋଦ୍ଦୀପକ ପରିବେଶ ମଧ୍ୟରେ ‘ସଂସ୍କୃତ ସପ୍ତାହ’ ଉଦ୍‌ଯାପିତ   (31-Aug-2026)       ||      ଡେଙ୍ଗ ବିଦ୍ୟାଳୟରେ ଉତ୍ସାହୋଦ୍ଦୀପକ ପରିବେଶ ମଧ୍ୟରେ ‘ସଂସ୍କୃତ ସପ୍ତାହ’ ଉଦ୍‌ଯାପିତ   (31-Aug-2026)       ||      ପୋଲରୁ ଖସିଲା ବାଇକ୍: ସ୍ତ୍ରୀ ମୃତ, ସ୍ବାମୀ ଓ ପୁଅ ଗୁରୁତର   (31-Aug-2026)       ||      ସୁବର୍ଣ୍ଣପୁର ସିନିୟର୍ ଫୁଟବଲ୍ ଲିଗ - 2026 ରାମଧୁନ କ୍ଲବ ଚମ୍ପିୟାନ   (31-Aug-2026)       ||      *ଜିଲ୍ଲାପାଳ ଡ଼. ନୃପ ରାଜ ସାହୁ ଙ୍କ ଅବସର କାଳୀନ ବିଦାୟ ସମ୍ବର୍ଦ୍ଧନା ରେ ଭାବ ପ୍ରବଣ ସୁବର୍ଣ୍ଣପୁର*-   (31-Aug-2026)       ||      ବରପାଲି ବିଜ୍ଞାପିତ ପରିଷଦ ପକ୍ଷରୁ ସାୟତ୍ତ ଶାସନ ଦିବସ ପାଳିତ   (31-Aug-2026)       ||      ବୋଡ଼େନ ବ୍ଲକ ପଞ୍ଚାୟତ ସମିତି ସମ୍ମିଳନୀ କକ୍ଷ ଠାରେ ଜିଲ୍ଲାପାଳ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (31-Aug-2026)       ||      ବରପାଲି ଓମ୍ ଶାନ୍ତି ଭବନରେ ପବିତ୍ର ରକ୍ଷା ବନ୍ଧନ ଉତ୍ସବ ପାଳିତ   (31-Aug-2026)       ||      *ବେଆଇନ ମଦ ବିକ୍ରୀ ବନ୍ଦ ପାଇଁ ଜାମଗୁଡା ମହିଳା ମାନଙ୍କ ଦାବୀ*   (31-Aug-2026)       ||      ବିନିକା କଂଗ୍ରେସ ତରଫରୁ ବିଏଲଏ-୨ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ   (31-Aug-2026)       ||      ତହଁକ୍ କୁଟୁମର୍ ହଜଲା ରସ, ନୁରମା ଆସ   (31-Aug-2026)       ||      *ରକ୍ତସେତୁ: Gen Z ମାନଙ୍କ ଦ୍ୱାରା ପ୍ରତିଷ୍ଠିତ ଜରୁରୀକାଳୀନ ରକ୍ତଦାନ ସେବା ସଂଗଠନ*   (31-Aug-2026)       ||      ପାର୍ଲାମେଣ୍ଟ ଯୁଗ୍ମ କମିଟିର ଭୁବନେଶ୍ୱର ଗସ୍ତ ♦️ବିଧାୟକ ଓ ପୂର୍ବତନ ବିଧାୟକମାନଙ୍କର ବେତନ ଓ ଭତ୍ତା ସମ୍ପର୍କରେ ଆଲୋଚନା    (31-Aug-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ଜିଲ୍ଲା ସ୍କାଉଟ ଓ ଗାଇଡର ଯୋଜନା ବୈଠକ ଅନୁଷ୍ଠିତ ।   (31-Aug-2026)       ||      ଅତିରିକ୍ତ ମୁଖ୍ୟ ଶାସନ ସଚିବ ତଥା ଇଡ଼କୋ ଅଧ୍ୟକ୍ଷା ଶ୍ରୀମତୀ ଉଷା ପାଢ଼ୀଙ୍କ ଦ୍ୱାରା କାଳିବେଟି ଏବଂ ମୁଦାମ୍ବା ଶିଳ୍ପାଞ୍ଚଳ ବିକାଶ କାର୍ଯ୍ୟର ସମୀକ୍ଷା   (30-Aug-2026)       ||      *କେଲିଆ ମନ୍ଦିର ଉନ୍ନୟନ କମିଟି ସହ ନବରଙ୍ଗପୁର ସାଂସଦ ଙ୍କ ବୈଠକ*   (30-Aug-2026)       ||      ଉପରବାହାଲ ଠାରେ ଡିବିରୀ ଟ୍ରଷ୍ଟ ଆନୁକୂଲ୍ୟରେ ମେଗା ସ୍ବାସ୍ଥ୍ୟ ଶିବିର ଅନୁଷ୍ଠିତ   (30-Aug-2026)       ||      ଚତୁର୍ଥସ୍ତମ୍ଭ ଆଜି ଅବହେଳିତ.. ସାମ୍ବାଦିକ ଙ୍କ ସୁରକ୍ଷା ସହ ପେନସନ ବ୍ୟବସ୍ଥା ଲାଗୁ କରିବା ନିହାତି ଆବଶ୍ୟକ..   (30-Aug-2026)       ||     

HOME   ଜିଲ୍ଲା

ଅକ୍ଷୟ ତୃତୀୟରେ ଅକ୍ଷି ମୁଠି ଅନୁକୁଳ କଲେ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ

30-Apr-2025



ଅତାବିରା(ଆକାଶ ମିଶ୍ର): ବରଗଡ଼ ଜିଲ୍ଲା ଅତାବିରା ବ୍ଲକ ଅନ୍ତର୍ଗତ ସରକାରୀ କୃଷି ଫାର୍ମ ଚକୁଳିରେ ରାଜସ୍ବ ମନ୍ତ୍ରୀ ତଥା କେନ୍ଦ୍ର ମନ୍ତ୍ରୀ ସୁରେଶ ପୂଜାରୀ ଜିଲ୍ଲାସ୍ତରୀୟ  ଭୂମି ପୂଜନ ସହ ଅକ୍ଷି ମୁଠି ଅନୁକୂଳ କରିଛନ୍ତି ।ବରଗଡ଼ ଜିଲ୍ଲା ପାଲ ଆଦିତ୍ୟ ଗୋୟଲ୍ ଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ   ବରଗଡ଼ ସାଂସଦ ପ୍ରଦୀପ ପୁରୋହିତ, ଭଟଲି ବିଧାୟକ  ଇରାସିସ ଆଚାର୍ଯ୍ୟ , ଜିଲ୍ଲା କୃଷି ଅଧିକାରୀ  ନିଶିକାନ୍ତ ମେହେର , ଜିଲ୍ଲା  ମୁଖ୍ୟ ଉନ୍ନୟନ ଅଧିକାରୀ ତଥା

କାର୍ଯ୍ୟନିର୍ବାହୀ ଅଧିକାରୀ ଲଲାଟ କୁମାର ଲୁହା, ଉପ ଜିଲ୍ଲାପାଳ ପ୍ରସନ୍ନ କୁମାର ପାଣ୍ଡେ,ବରଗଡ଼ ପୌରପାଳିକା ଅଧ୍ୟକ୍ଷା କଳ୍ପନା ମାଝୀ ତଥା ସମସ୍ତ ବିଭାଗୀୟ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ।ପ୍ରଥମେ ପଣ୍ଡିତ ଙ୍କ ମନ୍ତ୍ରପାଠ ରେ ଭୂମି ପୂଜନ କରାଯାଇ 
ହଳ ବୁଲେଇ  ଜମି କୁ କର୍ଷଣ କରି  ବିହ ସିଞ୍ଚନ କରି  ଖରିଫ କୃଷି  ଫସଲ  ପାରମ୍ପାରିକ ଶୁଭାରମ୍ଭ କରିଥିଲେ । ଏହି ଅବସରରେ  କୃଷି କ୍ଷେତ୍ର ରେ ବ୍ୟବହୃତ କୃଷି ଯନ୍ତ୍ରପାତି  ସରକାରୀ ସବସିଟି ମୂଲ୍ୟରେ  ଡେବିଡ ମାଧ୍ୟମରେ  ଯୋଗ୍ୟ ବିବେଚିତ ଜିଲ୍ଲାର  ଉମାକାନ୍ତ ପ୍ରଧାନ, ପୂର୍ଣ୍ଣଚନ୍ଦ୍ର ସାହୁ, ରାଜୁ ସାହୁ, ରିମଲ୍ ବଡ୍ଡି ଦୂର୍ଗଦେବି ଓ ବଲ୍ଲୁରି ଦୁର୍ଗା ଭବାନୀ  ଆଦି ପାଞ୍ଚ ଜଣ କୃଷକ ମାନଙ୍କୁ ଫୁଲତୋଡ଼ା ଓ  ଉପଢ଼ୌକନ ଦେଇ ସମ୍ମାନିତ କରାଯିବ ସହ  ପ୍ରଦାନ କରାଯାଇଥିଲା । ଏହି କାର୍ଯ୍ୟକ୍ରମ କୁ ଅତାବିରା ତହସିଲଦାର କେ ରିଚୀ କୁମାର, ରେଜିଷ୍ଟ୍ରି ଅଧିକାରୀ ତଥା ଅତିରିକ୍ତ ତହସିଲଦାର ଅଙ୍କିତ ପଣ୍ଡା , ଗୋଷ୍ଠୀ ଉନ୍ନୟନ ଅଧିକାରୀ ରିପୁନାଥ ସୁନା  ପ୍ରମୁଖ ସହଯୋଗ କରିଥିଲେ ।  ସମସ୍ତ ଧାନ ମଣ୍ଡି ମାନଙ୍କୁ ଆଧୁନିକ କରଣ ସହ ସୋନ୍ଦର୍ଯ୍ୟ କରଣ ର ଶୁ ବ୍ୟବସ୍ଥା କରାଯିବ, ଯେଉଁଥିରେ  ଚାଷୀ ମାନେ ସମସ୍ତ ପ୍ରକାର ସୁବିଧା ପାଇ ପାରିବେ ବୋଲି ମନ୍ତ୍ରୀ ତାଙ୍କ ଅଭିଭାଷଣରେ କହିଥିଲେ ।ଏହା

ବ୍ୟତୀତ କାଳ ବୈଶାଖୀ ରେ ଯେଉଁମାନଙ୍କ ଘର  ଉଜୁଡ଼ି ଯାଇଛି, ତାର ପ୍ରକୃତ  ରିପୋର୍ଟ ଦାଖଲ କରିବା ପାଇଁ ଘର ନିର୍ମାଣ ରେ ବିହୀତ ବ୍ୟବସ୍ଥା କରିବା ପାଇଁ ଆର୍ ଆଇ ମାନଙ୍କୁ କଡା କଡି ନିର୍ଦ୍ଦେଶ ଦେଇଥିଲେ । ଭୂମିହୀନ ମାନଙ୍କୁ ୪ ଡିସିମିଲ ଲେଖାଏଁ ଜମି ପ୍ରଦାନ ପାଇଁ ଜିଲ୍ଲାପାଲ  ଙ୍କୁ ରିପୋର୍ଟ ଦାଖଲ କରିବା ପାଇଁ ନିର୍ଦ୍ଦେଶ ଦେଇଥିଲେ । ଚଳିତ  ରବି ଫସଲ ରେ  ଧାନ ବିକ୍ରି ରେ ଛଟନି ର ଶିକାର ହେବେ ନାହିଁ ବୋଲି ସରକାର ଙ୍କ ପକ୍ଷରୁ ନିର୍ଦ୍ଦେଶ ଆଗରୁ ରହିଛି,  ତଥାପି ପୁଣି ଥରେ  ଚେତାବନୀ ଦେଇ କହିଥିଲେ ଯେ କୌଣସି ମିଲ ମାଲିକ କୌଣସି ଚାଷୀ ଙ୍କୁ ହଇରାଣ କରୁଥିବା ସୂଚନା କିମ୍ବା ଅଭିଯୋଗ ହେଲେ ,ସେମାନଙ୍କ ଉପରେ କଠୋର ପଦକ୍ଷେପ ନିଆଯିବ ବୋଲି ମନ୍ତ୍ରୀ  ଶ୍ରୀଯୁକ୍ତ ପୂଜାରୀ କହିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗୀରର ବିକାଶ ଯାତ୍ରାରେ ଯୋଡ଼ି ହେଲା ଆଉ ଏକ ସ୍ୱର୍ଣ୍ଣିମ ଅଧ୍ୟାୟ - ଅଧ୍ୟକ୍ଷା ଲିକା ସାହୁ   31-Aug-2026
  ଜିଲ୍ଲା  
ପଞ୍ଚାୟତ ସ୍ତରୀୟ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   31-Aug-2026
  ଜିଲ୍ଲା  
ଡେଙ୍ଗ ବିଦ୍ୟାଳୟରେ ଉତ୍ସାହୋଦ୍ଦୀପକ ପରିବେଶ ମଧ୍ୟରେ ‘ସଂସ୍କୃତ ସପ୍ତାହ’ ଉଦ୍‌ଯାପିତ   31-Aug-2026
  ରାଜ୍ୟ  
ଡେଙ୍ଗ ବିଦ୍ୟାଳୟରେ ଉତ୍ସାହୋଦ୍ଦୀପକ ପରିବେଶ ମଧ୍ୟରେ ‘ସଂସ୍କୃତ ସପ୍ତାହ’ ଉଦ୍‌ଯାପିତ   31-Aug-2026
  ଜିଲ୍ଲା  
ପୋଲରୁ ଖସିଲା ବାଇକ୍: ସ୍ତ୍ରୀ ମୃତ, ସ୍ବାମୀ ଓ ପୁଅ ଗୁରୁତର   31-Aug-2026
  ଜିଲ୍ଲା  
ସୁବର୍ଣ୍ଣପୁର ସିନିୟର୍ ଫୁଟବଲ୍ ଲିଗ - 2026 ରାମଧୁନ କ୍ଲବ ଚମ୍ପିୟାନ   31-Aug-2026
  ଜିଲ୍ଲା  
*ଜିଲ୍ଲାପାଳ ଡ଼. ନୃପ ରାଜ ସାହୁ ଙ୍କ ଅବସର କାଳୀନ ବିଦାୟ ସମ୍ବର୍ଦ୍ଧନା ରେ ଭାବ ପ୍ରବଣ ସୁବର୍ଣ୍ଣପୁର*-   31-Aug-2026
  ଜିଲ୍ଲା  
ବରପାଲି ବିଜ୍ଞାପିତ ପରିଷଦ ପକ୍ଷରୁ ସାୟତ୍ତ ଶାସନ ଦିବସ ପାଳିତ   31-Aug-2026
  ଜିଲ୍ଲା  
ବୋଡ଼େନ ବ୍ଲକ ପଞ୍ଚାୟତ ସମିତି ସମ୍ମିଳନୀ କକ୍ଷ ଠାରେ ଜିଲ୍ଲାପାଳ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   31-Aug-2026
  ଜିଲ୍ଲା  
ବରପାଲି ଓମ୍ ଶାନ୍ତି ଭବନରେ ପବିତ୍ର ରକ୍ଷା ବନ୍ଧନ ଉତ୍ସବ ପାଳିତ   31-Aug-2026
  ଜିଲ୍ଲା  
*ବେଆଇନ ମଦ ବିକ୍ରୀ ବନ୍ଦ ପାଇଁ ଜାମଗୁଡା ମହିଳା ମାନଙ୍କ ଦାବୀ*   31-Aug-2026
  ଜିଲ୍ଲା  
ବିନିକା କଂଗ୍ରେସ ତରଫରୁ ବିଏଲଏ-୨ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ   31-Aug-2026

You Might Also Like