-+91-9937148622 |

prerana_bgr@rediffmail.com |

  Tuesday 1st September 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗୀରର ବିକାଶ ଯାତ୍ରାରେ ଯୋଡ଼ି ହେଲା ଆଉ ଏକ ସ୍ୱର୍ଣ୍ଣିମ ଅଧ୍ୟାୟ - ଅଧ୍ୟକ୍ଷା ଲିକା ସାହୁ    (31-Aug-2026)       ||      ପଞ୍ଚାୟତ ସ୍ତରୀୟ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (31-Aug-2026)       ||      ଡେଙ୍ଗ ବିଦ୍ୟାଳୟରେ ଉତ୍ସାହୋଦ୍ଦୀପକ ପରିବେଶ ମଧ୍ୟରେ ‘ସଂସ୍କୃତ ସପ୍ତାହ’ ଉଦ୍‌ଯାପିତ   (31-Aug-2026)       ||      ଡେଙ୍ଗ ବିଦ୍ୟାଳୟରେ ଉତ୍ସାହୋଦ୍ଦୀପକ ପରିବେଶ ମଧ୍ୟରେ ‘ସଂସ୍କୃତ ସପ୍ତାହ’ ଉଦ୍‌ଯାପିତ   (31-Aug-2026)       ||      ପୋଲରୁ ଖସିଲା ବାଇକ୍: ସ୍ତ୍ରୀ ମୃତ, ସ୍ବାମୀ ଓ ପୁଅ ଗୁରୁତର   (31-Aug-2026)       ||      ସୁବର୍ଣ୍ଣପୁର ସିନିୟର୍ ଫୁଟବଲ୍ ଲିଗ - 2026 ରାମଧୁନ କ୍ଲବ ଚମ୍ପିୟାନ   (31-Aug-2026)       ||      *ଜିଲ୍ଲାପାଳ ଡ଼. ନୃପ ରାଜ ସାହୁ ଙ୍କ ଅବସର କାଳୀନ ବିଦାୟ ସମ୍ବର୍ଦ୍ଧନା ରେ ଭାବ ପ୍ରବଣ ସୁବର୍ଣ୍ଣପୁର*-   (31-Aug-2026)       ||      ବରପାଲି ବିଜ୍ଞାପିତ ପରିଷଦ ପକ୍ଷରୁ ସାୟତ୍ତ ଶାସନ ଦିବସ ପାଳିତ   (31-Aug-2026)       ||      ବୋଡ଼େନ ବ୍ଲକ ପଞ୍ଚାୟତ ସମିତି ସମ୍ମିଳନୀ କକ୍ଷ ଠାରେ ଜିଲ୍ଲାପାଳ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (31-Aug-2026)       ||      ବରପାଲି ଓମ୍ ଶାନ୍ତି ଭବନରେ ପବିତ୍ର ରକ୍ଷା ବନ୍ଧନ ଉତ୍ସବ ପାଳିତ   (31-Aug-2026)       ||      *ବେଆଇନ ମଦ ବିକ୍ରୀ ବନ୍ଦ ପାଇଁ ଜାମଗୁଡା ମହିଳା ମାନଙ୍କ ଦାବୀ*   (31-Aug-2026)       ||      ବିନିକା କଂଗ୍ରେସ ତରଫରୁ ବିଏଲଏ-୨ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ   (31-Aug-2026)       ||      ତହଁକ୍ କୁଟୁମର୍ ହଜଲା ରସ, ନୁରମା ଆସ   (31-Aug-2026)       ||      *ରକ୍ତସେତୁ: Gen Z ମାନଙ୍କ ଦ୍ୱାରା ପ୍ରତିଷ୍ଠିତ ଜରୁରୀକାଳୀନ ରକ୍ତଦାନ ସେବା ସଂଗଠନ*   (31-Aug-2026)       ||      ପାର୍ଲାମେଣ୍ଟ ଯୁଗ୍ମ କମିଟିର ଭୁବନେଶ୍ୱର ଗସ୍ତ ♦️ବିଧାୟକ ଓ ପୂର୍ବତନ ବିଧାୟକମାନଙ୍କର ବେତନ ଓ ଭତ୍ତା ସମ୍ପର୍କରେ ଆଲୋଚନା    (31-Aug-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ଜିଲ୍ଲା ସ୍କାଉଟ ଓ ଗାଇଡର ଯୋଜନା ବୈଠକ ଅନୁଷ୍ଠିତ ।   (31-Aug-2026)       ||      ଅତିରିକ୍ତ ମୁଖ୍ୟ ଶାସନ ସଚିବ ତଥା ଇଡ଼କୋ ଅଧ୍ୟକ୍ଷା ଶ୍ରୀମତୀ ଉଷା ପାଢ଼ୀଙ୍କ ଦ୍ୱାରା କାଳିବେଟି ଏବଂ ମୁଦାମ୍ବା ଶିଳ୍ପାଞ୍ଚଳ ବିକାଶ କାର୍ଯ୍ୟର ସମୀକ୍ଷା   (30-Aug-2026)       ||      *କେଲିଆ ମନ୍ଦିର ଉନ୍ନୟନ କମିଟି ସହ ନବରଙ୍ଗପୁର ସାଂସଦ ଙ୍କ ବୈଠକ*   (30-Aug-2026)       ||      ଉପରବାହାଲ ଠାରେ ଡିବିରୀ ଟ୍ରଷ୍ଟ ଆନୁକୂଲ୍ୟରେ ମେଗା ସ୍ବାସ୍ଥ୍ୟ ଶିବିର ଅନୁଷ୍ଠିତ   (30-Aug-2026)       ||      ଚତୁର୍ଥସ୍ତମ୍ଭ ଆଜି ଅବହେଳିତ.. ସାମ୍ବାଦିକ ଙ୍କ ସୁରକ୍ଷା ସହ ପେନସନ ବ୍ୟବସ୍ଥା ଲାଗୁ କରିବା ନିହାତି ଆବଶ୍ୟକ..   (30-Aug-2026)       ||     

HOME   ଜିଲ୍ଲା

ଟ୍ରକ-ବାଇକ୍ ଧକ୍କା.... ଜଣେ ମୃତ ଜଣେ ଗୁରୁତର

30-Apr-2025



ଅତାବିରା(ଆକାଶ ମିଶ୍ର): ଅତାବିରା ୫୩ ନଂ ଜାତୀୟ ରାଜପଥରେ ଆର୍ ଏମ୍ ସି ଛକରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଜଣେ ବ୍ୟକ୍ତିଙ୍କ  ଘଟଣାସ୍ଥଳରେ ମୃତ୍ୟୁ ହୋଇ ଥିବା ବେଳେ ଜଣେ ଗୁରୁତର ହୋଇଛନ୍ତି। ମୃତ ବ୍ୟକ୍ତି ଜଣକ ହେଲେ  ଛୋଟେଲାଲ ମନୋହର (୪୫), ମୂଳ ନିବାସୀ ଛତିଶ ଗଡ଼ ରାଜ୍ୟର ସାରଙ୍ଗଡ ଜିଲ୍ଲା ପାଟ ଗ୍ରାମ। ସେ ଜଣେ  ପେଟି ଠିକାଦାର। ଦୀର୍ଘ ୧ବର୍ଷ ଧରି ଅତାବିରା କଲେଜରେ କାମ କରିଆସୁ ଥିଲେ। ଆଜି ବାବେବୀରାର ଜଣେ ଠିକାଦାର ବୁଲୁ କର ଙ୍କ ବାଇକ୍ ନଂ ଓଡି୧୫ ଇ ୬୧୯୫ ରେ ଛୋଟେଲାଲଙ୍କୁ ସାଥିରେ ନେଇ ଅତାବିରାରେ ନିର୍ମାଣାଧୀନ ଅବସ୍ଥାରେ  ଶ୍ମଶାନ ଘାଟରେ ରହିଥିବା କିଛି କାମକୁ ସମ୍ପୂର୍ଣ୍ଣ କରିବା ପାଇଁ  ଦେଖିବାକୁ ଯାଇଥିଲେ । ଫେରିବା ବେଳେ ଆର୍ ଏମ୍ ସି

ଛକରେ ଏହି ଦୁର୍ଘଟଣା ଘଟିଥିଲା। ଆଜି ଅତାବିରା ବ୍ରାହ୍ମଣ ସମାଜ ପକ୍ଷରୁ  ପର୍ଶୁରାମ ଜୟନ୍ତୀ ପାଳନ ନିମନ୍ତେ ଏକ ଶୋଭାଯାତ୍ରା କରାଯାଉଥିଲା ।ଫଳରେ ଜାତୀୟ ରାଜପଥକୁ ୱାନ ୱେ କରାଯାଇଥିଲା । ତେଣୁ ରାସ୍ତାରେ  ଯାନବାହନ ଗୁଡ଼ିକର  ଭିଡ଼  ଦେଖିବାକୁ ମିଳିଥିଲା। ବାଇକ୍ ରେ ଥିବା ଛୋଟେଲାଳ ଓ  ବୁଲୁ କର ଛକରେ ଅତାବିରା କଲେଜକୁ ଆସିବା ପାଇଁ  ଛକର ବୁଲାଣି ରାସ୍ତାକୁ ଆସି ମୋଡ଼ ନେବା ପୂର୍ବରୁ ସମ୍ମୁଖରୁ ଆସୁଥିବା ଏକ ଟ୍ରକ ନଂ ଡବ୍ଲୂ ବି ୩୩ ଇ  ୮୪୩୮ ସହ ମୁହାମୁହିଁ ହୋଇ ଟ୍ରକ୍ ତଳକୁ ଘୋଷାରି ହୋଇ ଯାଉଥିଲେ । ଟ୍ରକ ଚକା ତଳେ ଚାପି ହୋଇ ଛୋଟେଳାଲଙ୍କ ମୃତ୍ୟୁ ହୋଇଥିଲା । ଅନ୍ୟ ଜଣକ ଗୁରୁତର ହୋଇ ବରଗଡ଼ ବିକାଶ ଡାକ୍ତର ଖାନlକୁ ନିଆଯାଇଥିବା ବେଳେ ଅତାବିରା ପୋଲିସ ଶବକୁ ବ୍ୟବଚ୍ଛେଦ ପାଇଁ ବରଗଡ  ଡାକ୍ତରଖାନାକୁ ଅତାବିରା ଥାନା ଅଧିକାରୀ ପ୍ରକାଶ କର୍ଣ୍ଣ ପଠାଇ ଟ୍ରକ୍ କୁ ଜବତ କରିବା ସହ ଡ୍ରାଇଭରକୁ  ଗିରଫ କରି ତଦନ୍ତ ଜାରି ରଖିଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗୀରର ବିକାଶ ଯାତ୍ରାରେ ଯୋଡ଼ି ହେଲା ଆଉ ଏକ ସ୍ୱର୍ଣ୍ଣିମ ଅଧ୍ୟାୟ - ଅଧ୍ୟକ୍ଷା ଲିକା ସାହୁ   31-Aug-2026
  ଜିଲ୍ଲା  
ପଞ୍ଚାୟତ ସ୍ତରୀୟ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   31-Aug-2026
  ଜିଲ୍ଲା  
ଡେଙ୍ଗ ବିଦ୍ୟାଳୟରେ ଉତ୍ସାହୋଦ୍ଦୀପକ ପରିବେଶ ମଧ୍ୟରେ ‘ସଂସ୍କୃତ ସପ୍ତାହ’ ଉଦ୍‌ଯାପିତ   31-Aug-2026
  ରାଜ୍ୟ  
ଡେଙ୍ଗ ବିଦ୍ୟାଳୟରେ ଉତ୍ସାହୋଦ୍ଦୀପକ ପରିବେଶ ମଧ୍ୟରେ ‘ସଂସ୍କୃତ ସପ୍ତାହ’ ଉଦ୍‌ଯାପିତ   31-Aug-2026
  ଜିଲ୍ଲା  
ପୋଲରୁ ଖସିଲା ବାଇକ୍: ସ୍ତ୍ରୀ ମୃତ, ସ୍ବାମୀ ଓ ପୁଅ ଗୁରୁତର   31-Aug-2026
  ଜିଲ୍ଲା  
ସୁବର୍ଣ୍ଣପୁର ସିନିୟର୍ ଫୁଟବଲ୍ ଲିଗ - 2026 ରାମଧୁନ କ୍ଲବ ଚମ୍ପିୟାନ   31-Aug-2026
  ଜିଲ୍ଲା  
*ଜିଲ୍ଲାପାଳ ଡ଼. ନୃପ ରାଜ ସାହୁ ଙ୍କ ଅବସର କାଳୀନ ବିଦାୟ ସମ୍ବର୍ଦ୍ଧନା ରେ ଭାବ ପ୍ରବଣ ସୁବର୍ଣ୍ଣପୁର*-   31-Aug-2026
  ଜିଲ୍ଲା  
ବରପାଲି ବିଜ୍ଞାପିତ ପରିଷଦ ପକ୍ଷରୁ ସାୟତ୍ତ ଶାସନ ଦିବସ ପାଳିତ   31-Aug-2026
  ଜିଲ୍ଲା  
ବୋଡ଼େନ ବ୍ଲକ ପଞ୍ଚାୟତ ସମିତି ସମ୍ମିଳନୀ କକ୍ଷ ଠାରେ ଜିଲ୍ଲାପାଳ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   31-Aug-2026
  ଜିଲ୍ଲା  
ବରପାଲି ଓମ୍ ଶାନ୍ତି ଭବନରେ ପବିତ୍ର ରକ୍ଷା ବନ୍ଧନ ଉତ୍ସବ ପାଳିତ   31-Aug-2026
  ଜିଲ୍ଲା  
*ବେଆଇନ ମଦ ବିକ୍ରୀ ବନ୍ଦ ପାଇଁ ଜାମଗୁଡା ମହିଳା ମାନଙ୍କ ଦାବୀ*   31-Aug-2026
  ଜିଲ୍ଲା  
ବିନିକା କଂଗ୍ରେସ ତରଫରୁ ବିଏଲଏ-୨ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ   31-Aug-2026

You Might Also Like