-+91-9937148622 |

prerana_bgr@rediffmail.com |

  Wednesday 30th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବରପାଲି ରେ ନାବ୍ୟା ସିଲିଣ୍ଡର ର ଉନ୍ମୋଚନ   (30-Sep-2026)       ||      ପ୍ରେରଣା ନ୍ୟୁଜ୍ ପୋର୍ଟାଲର ଷଷ୍ଠ ପ୍ରତିଷ୍ଠା ଦିବସ ଅବସରରେ ବିଭିନ୍ନ ପ୍ରତିଯୋଗିତା     (30-Sep-2026)       ||      ୩୫ କେଜି ୬୮୦ ଗ୍ରାମ ଗଞ୍ଜେଇ ଜବତ, ଜଣେ ଗିରଫ ,   (30-Sep-2026)       ||      ଜିଲ୍ଲା ସ୍ତରୀୟ ଲୋକନୃତ୍ୟ ଓ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ମାୟାବର୍ହା ଉଚ୍ଚ ବିଦ୍ୟାଳୟ ପୁରସ୍କୃତ   (30-Sep-2026)       ||      ବୃନ୍ଦାବନ ଧାମ ଦର୍ଶନ କଲେ କୁଟୁମଡୋଳା ଗୁପ୍ତେଶ୍ୱର କୀର୍ତ୍ତନ ମଣ୍ଡଳୀର ୬୮ ଭକ୍ତ   (30-Sep-2026)       ||      ପ୍ରବାସୀ ଶ୍ରମିକ ପ୍ରଥା ହ୍ରାସ ପାଇଁ ବିଭାଗୀୟ ପଦକ୍ଷେପ ବଢ଼ାଇବାକୁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ   (30-Sep-2026)       ||      ଜଗବନ୍ଧୁ ଦାସ ସ୍ନାତକ ମହିଳା ମହାବିଦ୍ୟାଳୟରେ ହିନ୍ଦୀ ଦିବସ   (30-Sep-2026)       ||      "ଆତ୍ମହତ୍ୟା କୌଣସି ସମସ୍ୟାର ସମାଧାନ ନୁହେଁ, ମନକଥା କୁହ, ଜୀବନ ବଞ୍ଚାଅ"   (30-Sep-2026)       ||      ଓଡ଼ିଶା ବେଷ୍ଟ ଇଞ୍ଜିନିୟର ଆୱାର୍ଡ଼ରେ ସମ୍ମାନିତ ହେଲେ ଟିଟିଲାଗଡର ଅନ୍ୱେଷ ଷଡଙ୍ଗୀ    (30-Sep-2026)       ||      ଚୁଡାପାଲିରେ ସ୍ୱାଧିନତା ସଂଗ୍ରାମୀ ଯୋଗେଶ୍ୱର କୁମୁରାଙ୍କ ୮୮ତମ ପ୍ରଜାମେଳିର ସ୍ମୃତି କୁ ମନେ ପକାଇଲେ ଗ୍ରାମବାସୀ   (29-Sep-2026)       ||      କାଶିପାଲି ରେ ଆଙ୍ଗନ୍ କା ଉତ୍ସବ ଉଦଯାପିତ    (29-Sep-2026)       ||      କୋକସରା ବ୍ଲକ ରେ ୧୬୮ ଅଙ୍ଗନ ବାଡି କେନ୍ଦ୍ର ରେ ପାଳିତ ହେଲା ଆଙ୍ଗନ କା ଉତ୍ସବ    (29-Sep-2026)       ||      ଆଗଲପୁର ଅଙ୍ଗନୱାଡ଼ି କେନ୍ଦ୍ର ରେ ଆଙ୍ଗନ୍ କା ଉତ୍ସବ ପାଳିତ   (29-Sep-2026)       ||      *ସାହାଣୀ କପ୍ ଫୁଟବଲ୍    (29-Sep-2026)       ||      ଆଙ୍ଗନ କା ଉତ୍ସବ ପାଳିତ    (29-Sep-2026)       ||      ଫୁଲମୁଠି ଅଙ୍ଗନାୱାର୍ଡ କେନ୍ଦ୍ର ରେ ଆଙ୍କନ କା ଉତ୍ସବ    (29-Sep-2026)       ||      ଫୁଲମୁଠି ଅଙ୍ଗୱାର୍ଡ ରେ ଆଙ୍କନ କା ଉତ୍ସବ    (29-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଚତୁର୍ଥ ଦିନରେ ପିତୃପକ୍ଷ ସେବା କାର୍ଯ୍ୟକ୍ରମ।   (29-Sep-2026)       ||      *ଡାବୁଗାଁ ଗୋଷ୍ଠୀ ସ୍ତରୀୟ ବିଦ୍ୟାଳୟ ସମୁହ ଖେଳ ଓ ଦୌଡକୁଦ ପ୍ରତିଯୋଗିତା ଉଦ୍ଘାଟିତ*   (29-Sep-2026)       ||      ବେଲପଡା ମହାବିଦ୍ୟାଳୟରେ ସ୍ୱାଗତ ସମ୍ବର୍ଦ୍ଧନା   (29-Sep-2026)       ||     

HOME   ଜିଲ୍ଲା

ଆମ୍ବୁଲାନ୍ସ ଡ୍ରାଇଭର୍ ଙ୍କ ଅକାଳ ବିୟୋଗରେ ଆମ୍ବୁଲାନ୍ସ କର୍ମଚାରୀ ସଂଘ ତରଫରୁ ଶ୍ରଦ୍ଧାଞ୍ଜଳି

21-Jan-2021



ବଲାଙ୍ଗିର, (ପ୍ରେରଣା ଖବର) :ଗତ ତା:୧୯|୧|୨୦୨୧ ଦିନ ସନ୍ଧ୍ୟା ୮ଟା ସମୟରେ ବଲାଙ୍ଗୀର ଭିମ ଭୋଇ ମେଡିକାଲ କଲେଜ ଓ ହସପିଟାଲ ଆମ୍ବୁଲାନ୍ସ ଷ୍ଟାଣ୍ଡରେ ରାସ୍ତା ଦୃର୍ଘଟଣାରେ ମୃତ ଆମ୍ବୁଲାନ୍ସ ଚାଲକ √ସରୋଜ ଜେନା ଙ୍କୁ ଆମ୍ବୁଲାନ୍ସ କର୍ମଚାରୀ ସଂଘ ପକ୍ଷରୁ ଶ୍ରଦ୍ଧାଞ୍ଜଳି ଦିଆଯାଇଥିଲା।

ବଲାଙ୍ଗୀର ଭିମ ଭୋଇ ମେଡିକାଲ କଲେଜ ଓ ହସପିଟାଲ ରେ ଦିର୍ଘ କୋଡ଼ିଏ ବର୍ଷ ରୁ ଉର୍ଦ୍ଧ ହେବ √ ସରୋଜ ଜେନା ରୋଗୀ ମାନଙ୍କୁ ଆମ୍ବୁଲାନ୍ସ ଯୋଗେ ବିଭିନ୍ନ ସ୍ଥାନକୁ ଜରୁରୀକାଳୀନ ସେବା ରେ ନିଜକୁ ଦିନ,ରାତି,ଖରା, ବର୍ଷା, ଶୀତ କୁ ଖାତିର ନକରି ନିଜ ବୃତ୍ତି କୁ ସେବା ଭାବରେ ନିଜକୁ ସମର୍ପି ଦେଇଥିଲେ। କରୋନା କାଳରେ ଅନେକ କରୋନା ରୋଗୀଙ୍କୁ ସେ ପିପିଇ କିଟ୍ ଲଗାଇ ସେବା ଯୋଗାଇ ଦେଉଥିଲେ। ତାଙ୍କର ସେବା କ୍ଷେତ୍ରରେ ଅନେକ ଅବଦାନ ରହିଥିଲା। ତାଙ୍କର ବିୟୋଗରେ ଅନେକ ମର୍ମାହତ। ତେଣୁ ଆଜି ଏହି ଶ୍ରଦ୍ଧାଞ୍ଜଳି ସଭା ରେ ଭିମ ଭୋଇ ମେଡିକାଲ କଲେଜ ଓ ହସପିଟାଲ ର ସୁପରିଟେଣ୍ଡେନ ଶ୍ରୀଯୁକ୍ତ ମହେନ୍ଦ୍ର ନାୟକ, ଏକ୍ସନ କମିଟି ର ଆବାହକ ଶ୍ରୀଯୁକ୍ତ ଗୋପାଲଜୀ ପାଣିଗ୍ରାହୀ ଓ ୟୁଥ୍ ଏକ୍ସନ କମିଟି ର ସଭାପତି ଶ୍ରୀ ବିନୋଦ କୁମାର କାଲସାଏ ଯୋଗଦେଇ √ଜେନା ସ୍ମୃତି ଚାରଣ, ଦୀପ, ପୁଷ୍ପ ଓ ଦୁଇ ମିନିଟ ନିରବ ପ୍ରାର୍ଥନା କରି ଅମର ଆତ୍ମାର ସତଗତି ନିମନ୍ତେ କାମନା କରିଛନ୍ତି।

ଏହି କାର୍ଯ୍ୟକ୍ରମରେ ଅନ୍ୟ ମାନଙ୍କ ମଧ୍ୟରେ ପ୍ରଶୁରାମ ବାଗ, ଦିଲିପ ଛତ୍ରିଆ,କୁନୁ ତ୍ରିପାଠୀ,ସଞ୍ଜିବ ସେଠ, ଅଜୟ ପ୍ରଧାନ,ଶସାଙ୍କ ଶେଖର ବାରିକ,ନିତ୍ୟା ଜାଲ, ସାନନ୍ଦ ମହାନନ୍ଦ, ସଞ୍ଜୀବ ବାରିକ, ଦିଗାମ୍ବର ମାଝୀ, ଶ୍ରୀନାଥ ସେଠ,ତ୍ରୀଲୋଚନ ଦିପ, ସନ୍ତୋଷ ପ୍ରଧାନ, ସନ୍ତୋଷ ସାହୁ, ସନ୍ତୋଷ ପଟ୍ଟନାୟକ, ରବି ଖମାରୀ, ଅଜୟ ନାଗ, ସଞ୍ଜୟ  ଜଣାଇଥିଲେ ।

ସାହୁ,ସନ୍ଦିବ ବାଗ, ଜୟଦେବ ଜାଲ,ବବୁଲୁ ମିଶ୍ର, ଲିଙ୍କନ ସେଠ, ଶ୍ରୀକର କାଲସାଏ, ରିଙ୍କୁ ବନଛୋର,ନିଲାନ୍ଦ୍ରୀ ଦେହୁରୀ,ବଣ୍ଟୁ ବଗର୍ତ୍ତୀ,ବିକି ନନ୍ଦ ଓ ସତୃଘନ ପ୍ରମୁଖ ସାମିଲ ହୋଇ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ବରପାଲି ରେ ନାବ୍ୟା ସିଲିଣ୍ଡର ର ଉନ୍ମୋଚନ   30-Sep-2026
ପ୍ରେରଣା ନ୍ୟୁଜ୍ ପୋର୍ଟାଲର ଷଷ୍ଠ ପ୍ରତିଷ୍ଠା ଦିବସ ଅବସରରେ ବିଭିନ୍ନ ପ୍ରତିଯୋଗିତା    30-Sep-2026
  ଜିଲ୍ଲା  
୩୫ କେଜି ୬୮୦ ଗ୍ରାମ ଗଞ୍ଜେଇ ଜବତ, ଜଣେ ଗିରଫ ,   30-Sep-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ଲୋକନୃତ୍ୟ ଓ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ମାୟାବର୍ହା ଉଚ୍ଚ ବିଦ୍ୟାଳୟ ପୁରସ୍କୃତ   30-Sep-2026
  ରାଜ୍ୟ  
ବୃନ୍ଦାବନ ଧାମ ଦର୍ଶନ କଲେ କୁଟୁମଡୋଳା ଗୁପ୍ତେଶ୍ୱର କୀର୍ତ୍ତନ ମଣ୍ଡଳୀର ୬୮ ଭକ୍ତ   30-Sep-2026
  ଜିଲ୍ଲା  
ପ୍ରବାସୀ ଶ୍ରମିକ ପ୍ରଥା ହ୍ରାସ ପାଇଁ ବିଭାଗୀୟ ପଦକ୍ଷେପ ବଢ଼ାଇବାକୁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ   30-Sep-2026
  ଜିଲ୍ଲା  
ଜଗବନ୍ଧୁ ଦାସ ସ୍ନାତକ ମହିଳା ମହାବିଦ୍ୟାଳୟରେ ହିନ୍ଦୀ ଦିବସ   30-Sep-2026
  ଜିଲ୍ଲା  
"ଆତ୍ମହତ୍ୟା କୌଣସି ସମସ୍ୟାର ସମାଧାନ ନୁହେଁ, ମନକଥା କୁହ, ଜୀବନ ବଞ୍ଚାଅ"   30-Sep-2026
  ରାଜ୍ୟ  
ଓଡ଼ିଶା ବେଷ୍ଟ ଇଞ୍ଜିନିୟର ଆୱାର୍ଡ଼ରେ ସମ୍ମାନିତ ହେଲେ ଟିଟିଲାଗଡର ଅନ୍ୱେଷ ଷଡଙ୍ଗୀ   30-Sep-2026
  ଜିଲ୍ଲା  
ଚୁଡାପାଲିରେ ସ୍ୱାଧିନତା ସଂଗ୍ରାମୀ ଯୋଗେଶ୍ୱର କୁମୁରାଙ୍କ ୮୮ତମ ପ୍ରଜାମେଳିର ସ୍ମୃତି କୁ ମନେ ପକାଇଲେ ଗ୍ରାମବାସୀ   29-Sep-2026
  ଜିଲ୍ଲା  
କାଶିପାଲି ରେ ଆଙ୍ଗନ୍ କା ଉତ୍ସବ ଉଦଯାପିତ   29-Sep-2026
  ଜିଲ୍ଲା  
କୋକସରା ବ୍ଲକ ରେ ୧୬୮ ଅଙ୍ଗନ ବାଡି କେନ୍ଦ୍ର ରେ ପାଳିତ ହେଲା ଆଙ୍ଗନ କା ଉତ୍ସବ   29-Sep-2026

You Might Also Like