-+91-9937148622 |

prerana_bgr@rediffmail.com |

  Wednesday 4th November 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ଼ ଲାୟନ୍ସ କ୍ଲବ ତରଫରୁ ମଧୁମେହ ପରୀକ୍ଷଣ ଶିବିର ଆୟୋଜିତ    (04-Nov-2026)       ||      ଫାଶ ବସାଇ ବାରହା ଶିକାର ଅଭିଯୋଗରେ ୩ ଗିରଫ ୭ କିଲୋଗ୍ରାମ ବାରହା ମାଂସ ଜବତ, କୋର୍ଟ ଚାଲାଣ କଲା ବନ ବିଭାଗ   (04-Nov-2026)       ||      ସୁବର୍ଣ୍ଣପୁର ଜିଲ୍ଲାକୁ ଶିଶୁ ଶ୍ରମମୁକ୍ତ କରିବା ପାଇଁ ସଚେତନତା ରଥର ଶୁଭାରମ୍ଭ   (04-Nov-2026)       ||      ଭଗବାନପୁର ଲକ୍ଷ୍ମୀପୂଜା ପ୍ରତିଷ୍ଠାନର ସମ୍ବଦ୍ଧନା ସଭା   (04-Nov-2026)       ||      ଝାରମୁଣ୍ଡା ରେ ବ୍ଲକ ସ୍ତରୀୟ ସୁରଭି କାର୍ଯ୍ୟକ୍ରମ    (03-Nov-2026)       ||      ପୌରପରିଷଦ ପକ୍ଷରୁ ସକାଳେ ପଲିଥିନ ପାଇଁ ବିଭିନ୍ନ ଦୋକାନରେ ଚଢ଼ାଉ - ଦ୍ୱିପହରେ ପୌରାଧ୍ୟକ୍ଷା ଫେରାଇଲେ ବ୍ୟବସାୟୀଙ୍କ ଜିନିଷ ଓ ଜୋରିମାନା    (03-Nov-2026)       ||      ତୁରେକେଲା ବ୍ଳକ ସ୍ତରୀୟ ସୁରଭି ଉଦଯାପିତ   (03-Nov-2026)       ||      ମାନସିକ ଅନଗ୍ରସର ବ୍ୟକ୍ତିଙ୍କୁ ଉଦ୍ଧାର କରି ଚିକିତ୍ସା କରାଇଲା ଜଗବନ୍ଧୁ ଜରାଶ୍ରମ   (03-Nov-2026)       ||      *ଝରୀଗାଁ ବ୍ଲକରେ ବାତ୍ୟା ବେଳେ ଚାଉଳ ସମସ୍ୟା ହନ୍ତସନ୍ତ ଚକଲାପଦର ପଞ୍ଚାୟତର ୬ ଟି ଗ୍ରାମର ଗ୍ରାମବାସୀ*   (03-Nov-2026)       ||      *ଝରୀଗାଁ ବ୍ଲକରେ ବାତ୍ୟା ବେଳେ ଚାଉଳ ସମସ୍ୟା ହନ୍ତସନ୍ତ ଚକଲାପଦର ପଞ୍ଚାୟତର ୬ ଟି ଗ୍ରାମର ଗ୍ରାମବାସୀ*   (03-Nov-2026)       ||      ଡାବୁଗାଁ ବ୍ଲକ୍ ପାଇଁ ସାଂସଦ ପ୍ରତିନିଧି ନିଯୁକ୍ତ ହେଲେ ରାଜେନ୍ଦ୍ର ବିଷୟୀ   (03-Nov-2026)       ||      ଗାନ୍ଧୀନଗରରେ କୁମାର ପୂର୍ଣ୍ଣିମାର ଭବ୍ୟ ଆୟୋଜନ   (03-Nov-2026)       ||      ଗାଏବ ହୋଇଗଲା ଜିସି କଲେଜ ପରିଚାଳନା କମିଟି ପୁସ୍ତକ,,,,, ଉଚ୍ଚସ୍ତରୀୟ ତଦନ୍ତ ଦାବିରେ କର୍ମଚାରୀଙ୍କ ଅହୋରାତ୍ର ଧାରଣା   (03-Nov-2026)       ||      କଣ୍ଟାମାଳରେ ମାଗଣା ଚକ୍ଷୁ ଚିକିତ୍ସା କେନ୍ଦ୍ର ଉଦଘାଟିତ   (03-Nov-2026)       ||      ‘ବିକଶିତ ଭାରତ-୨୦୪୭’ ଓ ଶିକ୍ଷା ବ୍ୟବସ୍ଥା ଉପରେ ଆଲୋଚନା ଚକ୍ର♦️ଶିକ୍ଷାର ବିକାଶ ପାଇଁ ସରକାରଙ୍କ ବିଭିନ୍ନ ପଦକ୍ଷେପ ଉପରେ ଆଲୋକପାତ   (03-Nov-2026)       ||      ସିଲଭର ଗାନ୍ଧୀଙ୍କ ଦ୍ୱାରା ଗୁଜରାଟ ରେ ସ୍ୱଚ୍ଛ ଭାରତ ପଦଯାତ୍ରାର ଭବ୍ୟ ଆୟୋଜନ   (02-Nov-2026)       ||      ଥାନାରେ ଦାଦନ ଓ ସର୍ଦାରଙ୍କ ହାଜିରୀ ଚୁଲିକି ଗଲାଣି ଟାସ୍କଫୋର୍ସ  !   (02-Nov-2026)       ||      ଟିଟିଲାଗଡ଼ ବ୍ଲକର ପ୍ରାଥମିକ ଶିକ୍ଷକ ସଂଘର ନୂତନ କର୍ମକର୍ତ୍ତା ଚୟନ - ସୁଶାନ୍ତ କୁମାର ରଥ ସଭାପତି ଭାବେ ମନୋନୀତ    (02-Nov-2026)       ||      ଦ୍ୱାଦଶ ଭୀମପାହାଡମହୋତ୍ସବର ଲୋଗୋ ଉନ୍ମୋଚିତ   (02-Nov-2026)       ||      ବଲାଙ୍ଗିର ଦିନ୍‌ କାର୍ଯ୍ୟକ୍ରମରେ ବଲାଙ୍ଗିର ଜିଲ୍ଲା ସାମ୍ବାଦିକ ସଂଘ ଅପମାନିତ   (02-Nov-2026)       ||     

HOME   ଜିଲ୍ଲା

ବରୀ ବିଧାୟକଙ୍କ କୁଶ ପୁତ୍ତଳିକା ଦାହ

01-May-2025



ବରୀ(ରଞ୍ଜିତ ମହାନ୍ତି):  ସରକାରୀ କର୍ମଚାରୀଙ୍କୁ ବରୀ ବିଧାୟକ ମାଡ଼ ମାରିବା ଅଭିଯୋଗର ପ୍ରତିବାଦ କରି ୨୩ନଂ. ଜିଲା ପରିଷଦ ଜୋନର ପୂର୍ବତନ ସଭ୍ୟ ରବୀନ୍ଦ୍ର କୁମାର ଜେନାଙ୍କ ନେତୃତ୍ୱରେ ବରୀ ମାଉଣ୍ଡଠାରେ ବିଧାୟକଙ୍କ କୁଶପୁତ୍ତଳିକା ଦାହ କରାଯାଇଛି। ବିଗତ ଦିନରେ ବରୀ ବିଧାୟକଙ୍କ ଗୁଣ୍ଡାରାଜ ବରୀ ଅଞ୍ଚଳର ଜନ ସାଧ ସାଧାରଣ ଅନୁଭବ କରିଥିଲେ ବୋଲି ଭାଜପା ପକ୍ଷରୁ ଅଭିଯୋଗ କରାଯାଇଛି। ସରକାରୀ କର୍ମଚାରୀଙ୍କୁ ମାଡ ମାରିବା ଏହା ଅନ୍ୟତମ ଉଦାହର ରଣ ବୋଲି ରବୀନ୍ଦ୍ର କୁମାର ଜେନା କହିଛନ୍ତି। କୁଶପୁତ୍ତଳିକା ଦାହ କରିବ ରିବା ସମୟରେ ବିଧାୟକ ବିଶ୍ବ ରଞ୍ଜନ ମଲିକ ଅନୁସୂଚିତ ଜାତି/ଜନଜାତି ବର୍ଗ ବର୍ଗର ଲୋକମାନଙ୍କୁ ସବୁବେଳେ ଘୃଣା । ଚକ୍ଷୁରେ ଦେଖୁଥାନ୍ତି ବୋଲି କର୍ମୀମାନେ କହିବା ସହ ତାଙ୍କୁ ଭୟ ବ୍ଲକ କାର୍ଯ କରି ସାଧାରଣ ଲୋକ ନାର୍ଯ୍ୟାଳୟକୁ ଯିବାକୁ ଡ଼ରୁଛନ୍ତି। ବିଧାୟକଙ୍କ ଏତାଦୃଶ କାର୍ଯ୍ୟକୁ ଗୁରୁତର ସହ ନେବା ଏବଂ ଉପଯୁକ୍ତ ବିଚାର କରି ସରକାରୀ କର୍ମଚାରୀଙ୍କୁ ନ୍ୟାୟ ପ୍ରଦାନ କରିବାକୁ ନିବେଦନ କରାଯାଇଛି। ଏହି ଅବସରରେ ରବୀନ୍ଦ୍ର ଜେନା, ମନୋଜ ମହାପାତ୍ର, ସଂଗ୍ରାମ ପଲେଇ, ଚନ୍ଦ୍ରକାନ୍ତ ନାୟକ, ଅଭୟ ପଲେଇ, ଦିଲୀପ ଜେନା, ମୁନା ଜେନା, ଶ୍ରାବଣ ଦାସ, ସରୋଜ ସାହୁ, ଅଜିତ ଜେନା, ଗୋବର୍ଦ୍ଧନ ବେହେରା, ମାନସ ଜେନା, ମନୋଜ ମଲ, ନୁରସିଂହ ବେହେରା, ପ୍ରୀତି ରଞ୍ଜନ ଜେନା, ରଘୁନାଥ ବେହେରା, ସରୋଜ କୁମାର ପଣ୍ଡା, ଜଗନ ମଲିକ , ସଞ୍ଜୀବ କୁମାର ସାମଲ, ଦୁର୍ଯ୍ୟୋଧନ ମାଝୀ, ଶଶିକାନ୍ତ ବେହେରା, ଚିନ୍ମୟ ମହାନ୍ତି, ଅନୁପମା ମଲିକ, ମନୋଜ ଦାସ, ସୁଦର୍ଶନ ମଲିକ, ଅରୁଣ ମଲିକ ପ୍ରମୁଖ ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଟିଟିଲାଗଡ଼ ଲାୟନ୍ସ କ୍ଲବ ତରଫରୁ ମଧୁମେହ ପରୀକ୍ଷଣ ଶିବିର ଆୟୋଜିତ   04-Nov-2026
  ଜିଲ୍ଲା  
ଫାଶ ବସାଇ ବାରହା ଶିକାର ଅଭିଯୋଗରେ ୩ ଗିରଫ ୭ କିଲୋଗ୍ରାମ ବାରହା ମାଂସ ଜବତ, କୋର୍ଟ ଚାଲାଣ କଲା ବନ ବିଭାଗ   04-Nov-2026
  ଜିଲ୍ଲା  
ସୁବର୍ଣ୍ଣପୁର ଜିଲ୍ଲାକୁ ଶିଶୁ ଶ୍ରମମୁକ୍ତ କରିବା ପାଇଁ ସଚେତନତା ରଥର ଶୁଭାରମ୍ଭ   04-Nov-2026
  ଜିଲ୍ଲା  
ଭଗବାନପୁର ଲକ୍ଷ୍ମୀପୂଜା ପ୍ରତିଷ୍ଠାନର ସମ୍ବଦ୍ଧନା ସଭା   04-Nov-2026
  ଜିଲ୍ଲା  
ଝାରମୁଣ୍ଡା ରେ ବ୍ଲକ ସ୍ତରୀୟ ସୁରଭି କାର୍ଯ୍ୟକ୍ରମ   03-Nov-2026
  ଜିଲ୍ଲା  
ପୌରପରିଷଦ ପକ୍ଷରୁ ସକାଳେ ପଲିଥିନ ପାଇଁ ବିଭିନ୍ନ ଦୋକାନରେ ଚଢ଼ାଉ - ଦ୍ୱିପହରେ ପୌରାଧ୍ୟକ୍ଷା ଫେରାଇଲେ ବ୍ୟବସାୟୀଙ୍କ ଜିନିଷ ଓ ଜୋରିମାନା   03-Nov-2026
  ଜିଲ୍ଲା  
ତୁରେକେଲା ବ୍ଳକ ସ୍ତରୀୟ ସୁରଭି ଉଦଯାପିତ   03-Nov-2026
  ରାଜ୍ୟ  
ମାନସିକ ଅନଗ୍ରସର ବ୍ୟକ୍ତିଙ୍କୁ ଉଦ୍ଧାର କରି ଚିକିତ୍ସା କରାଇଲା ଜଗବନ୍ଧୁ ଜରାଶ୍ରମ   03-Nov-2026
  ଜିଲ୍ଲା  
*ଝରୀଗାଁ ବ୍ଲକରେ ବାତ୍ୟା ବେଳେ ଚାଉଳ ସମସ୍ୟା ହନ୍ତସନ୍ତ ଚକଲାପଦର ପଞ୍ଚାୟତର ୬ ଟି ଗ୍ରାମର ଗ୍ରାମବାସୀ*   03-Nov-2026
  ଜିଲ୍ଲା  
*ଝରୀଗାଁ ବ୍ଲକରେ ବାତ୍ୟା ବେଳେ ଚାଉଳ ସମସ୍ୟା ହନ୍ତସନ୍ତ ଚକଲାପଦର ପଞ୍ଚାୟତର ୬ ଟି ଗ୍ରାମର ଗ୍ରାମବାସୀ*   03-Nov-2026
  ଜିଲ୍ଲା  
ଡାବୁଗାଁ ବ୍ଲକ୍ ପାଇଁ ସାଂସଦ ପ୍ରତିନିଧି ନିଯୁକ୍ତ ହେଲେ ରାଜେନ୍ଦ୍ର ବିଷୟୀ   03-Nov-2026
  ଜିଲ୍ଲା  
ଗାନ୍ଧୀନଗରରେ କୁମାର ପୂର୍ଣ୍ଣିମାର ଭବ୍ୟ ଆୟୋଜନ   03-Nov-2026

You Might Also Like