-+91-9937148622 |

prerana_bgr@rediffmail.com |

  Tuesday 1st September 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗୀରର ବିକାଶ ଯାତ୍ରାରେ ଯୋଡ଼ି ହେଲା ଆଉ ଏକ ସ୍ୱର୍ଣ୍ଣିମ ଅଧ୍ୟାୟ - ଅଧ୍ୟକ୍ଷା ଲିକା ସାହୁ    (31-Aug-2026)       ||      ପଞ୍ଚାୟତ ସ୍ତରୀୟ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (31-Aug-2026)       ||      ଡେଙ୍ଗ ବିଦ୍ୟାଳୟରେ ଉତ୍ସାହୋଦ୍ଦୀପକ ପରିବେଶ ମଧ୍ୟରେ ‘ସଂସ୍କୃତ ସପ୍ତାହ’ ଉଦ୍‌ଯାପିତ   (31-Aug-2026)       ||      ଡେଙ୍ଗ ବିଦ୍ୟାଳୟରେ ଉତ୍ସାହୋଦ୍ଦୀପକ ପରିବେଶ ମଧ୍ୟରେ ‘ସଂସ୍କୃତ ସପ୍ତାହ’ ଉଦ୍‌ଯାପିତ   (31-Aug-2026)       ||      ପୋଲରୁ ଖସିଲା ବାଇକ୍: ସ୍ତ୍ରୀ ମୃତ, ସ୍ବାମୀ ଓ ପୁଅ ଗୁରୁତର   (31-Aug-2026)       ||      ସୁବର୍ଣ୍ଣପୁର ସିନିୟର୍ ଫୁଟବଲ୍ ଲିଗ - 2026 ରାମଧୁନ କ୍ଲବ ଚମ୍ପିୟାନ   (31-Aug-2026)       ||      *ଜିଲ୍ଲାପାଳ ଡ଼. ନୃପ ରାଜ ସାହୁ ଙ୍କ ଅବସର କାଳୀନ ବିଦାୟ ସମ୍ବର୍ଦ୍ଧନା ରେ ଭାବ ପ୍ରବଣ ସୁବର୍ଣ୍ଣପୁର*-   (31-Aug-2026)       ||      ବରପାଲି ବିଜ୍ଞାପିତ ପରିଷଦ ପକ୍ଷରୁ ସାୟତ୍ତ ଶାସନ ଦିବସ ପାଳିତ   (31-Aug-2026)       ||      ବୋଡ଼େନ ବ୍ଲକ ପଞ୍ଚାୟତ ସମିତି ସମ୍ମିଳନୀ କକ୍ଷ ଠାରେ ଜିଲ୍ଲାପାଳ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (31-Aug-2026)       ||      ବରପାଲି ଓମ୍ ଶାନ୍ତି ଭବନରେ ପବିତ୍ର ରକ୍ଷା ବନ୍ଧନ ଉତ୍ସବ ପାଳିତ   (31-Aug-2026)       ||      *ବେଆଇନ ମଦ ବିକ୍ରୀ ବନ୍ଦ ପାଇଁ ଜାମଗୁଡା ମହିଳା ମାନଙ୍କ ଦାବୀ*   (31-Aug-2026)       ||      ବିନିକା କଂଗ୍ରେସ ତରଫରୁ ବିଏଲଏ-୨ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ   (31-Aug-2026)       ||      ତହଁକ୍ କୁଟୁମର୍ ହଜଲା ରସ, ନୁରମା ଆସ   (31-Aug-2026)       ||      *ରକ୍ତସେତୁ: Gen Z ମାନଙ୍କ ଦ୍ୱାରା ପ୍ରତିଷ୍ଠିତ ଜରୁରୀକାଳୀନ ରକ୍ତଦାନ ସେବା ସଂଗଠନ*   (31-Aug-2026)       ||      ପାର୍ଲାମେଣ୍ଟ ଯୁଗ୍ମ କମିଟିର ଭୁବନେଶ୍ୱର ଗସ୍ତ ♦️ବିଧାୟକ ଓ ପୂର୍ବତନ ବିଧାୟକମାନଙ୍କର ବେତନ ଓ ଭତ୍ତା ସମ୍ପର୍କରେ ଆଲୋଚନା    (31-Aug-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ଜିଲ୍ଲା ସ୍କାଉଟ ଓ ଗାଇଡର ଯୋଜନା ବୈଠକ ଅନୁଷ୍ଠିତ ।   (31-Aug-2026)       ||      ଅତିରିକ୍ତ ମୁଖ୍ୟ ଶାସନ ସଚିବ ତଥା ଇଡ଼କୋ ଅଧ୍ୟକ୍ଷା ଶ୍ରୀମତୀ ଉଷା ପାଢ଼ୀଙ୍କ ଦ୍ୱାରା କାଳିବେଟି ଏବଂ ମୁଦାମ୍ବା ଶିଳ୍ପାଞ୍ଚଳ ବିକାଶ କାର୍ଯ୍ୟର ସମୀକ୍ଷା   (30-Aug-2026)       ||      *କେଲିଆ ମନ୍ଦିର ଉନ୍ନୟନ କମିଟି ସହ ନବରଙ୍ଗପୁର ସାଂସଦ ଙ୍କ ବୈଠକ*   (30-Aug-2026)       ||      ଉପରବାହାଲ ଠାରେ ଡିବିରୀ ଟ୍ରଷ୍ଟ ଆନୁକୂଲ୍ୟରେ ମେଗା ସ୍ବାସ୍ଥ୍ୟ ଶିବିର ଅନୁଷ୍ଠିତ   (30-Aug-2026)       ||      ଚତୁର୍ଥସ୍ତମ୍ଭ ଆଜି ଅବହେଳିତ.. ସାମ୍ବାଦିକ ଙ୍କ ସୁରକ୍ଷା ସହ ପେନସନ ବ୍ୟବସ୍ଥା ଲାଗୁ କରିବା ନିହାତି ଆବଶ୍ୟକ..   (30-Aug-2026)       ||     

HOME   ଜିଲ୍ଲା

ସର୍ବୋପରି ରାଷ୍ଟ୍ର ଗଠନ ଆମର ମୁଖ୍ୟ ଲକ୍ଷ୍ୟ -ମୁଖ୍ୟ ଅତିଥି

01-May-2025



ପଦ୍ମପୁର (ପ୍ରେରଣା ଖବର )
 ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ପଦ୍ମପୁର ରେ ଆଜି ପ୍ରାଦେଶିକ ଆଚାର୍ଯ୍ୟ ପ୍ରଶିକ୍ଷଣ ୨୦୨୫  ପ୍ରାରମ୍ଭରେ ଜ୍ଞାନ ଯଜ୍ଞ ପରେ ମାନ୍ୟବର ବରଗଡ଼ ସାଂସଦ ଶ୍ରୀଯୁକ୍ତ ପ୍ରଦୀପ କୁମାର ପୁରୋହିତ ଙ୍କ କର କମଳରେ ଉଦଘାଟନ କରି ସର୍ବୋପରି ରାଷ୍ଟ୍ର ଗଠନ କରିବା ପାଇଁ ସମର୍ପିତ ମନୋଭାବ ରଖିବା ଆମର ଲକ୍ଷ୍ୟ ହେଉ ର ବାର୍ତ୍ତା ପ୍ରଦାନ କରିଥିଲେ। ମୁଖ୍ୟ ବକ୍ତା ଭାବେ ପୂର୍ବତନ ଯୁଗ୍ମ ସମ୍ପାଦକ ତଥା ଉପାଧ୍ୟକ୍ଷ ଶିକ୍ଷା ବିକାଶ ସମିତି, ଓଡିଶା ର ଡଃ ପ୍ରଦୀପ ସାହୁ, ଅନ୍ୟତମ ଅତିଥି ଭାବେ ପ୍ରାନ୍ତ ସଂଗଠନ ମନ୍ତ୍ରୀ ମାନନୀୟ ତାରକ ଦାସ ସରକାର, ପଶ୍ଚିମ ସଂଭାଗ ସଭାପତି ଶ୍ରୀଯୁକ୍ତ ବେଣୁଧର ପ୍ରଧାନ ,  ଯୁବମୋର୍ଚ୍ଚା ପୂର୍ବତନ ରାଜ୍ୟ ସମ୍ପାଦକ ଶ୍ରୀଯୁକ୍ତ ପ୍ରିତେଶ କୁମାର ବହିଦାର ପ୍ରମୁଖ ମଞ୍ଚାସୀନ ହୋଇ ନିଜ ନିଜ ବକ୍ତବ୍ୟ ପ୍ରଦାନ କରିଥିଲେ। ପଶ୍ଚିମ ସଂଭାଗ ସଂଯୋଜକ ଶ୍ରୀଯୁକ୍ତ ଜ୍ୟୋତି ରଞ୍ଜନ ମିଶ୍ର ସ୍ବାଗତ ଭାଷଣ ଓ ଅତିଥି ପରିଚୟ ପ୍ରଦାନ ତଥା ଉଦ୍ଦେଶ୍ୟ ଜ୍ଞାପନ କରିଥିଲେ। ପଶ୍ଚିମ ସମ୍ଭାଗ ସହ ସଂଯୋଜକ ଶ୍ରୀଯୁକ୍ତ ଲୋକନାଥ ମିଶ୍ର କାର୍ଯ୍ୟକ୍ରମ ର ସଂଯୋଜନା କରିଥିଲେ। ମଞ୍ଚାସୀନ ସମସ୍ତ ଅତିଥି ମାନଙ୍କୁ ଉପଢୌକନ ଦେଇ ସମ୍ବର୍ଧିତ କରାଯାଇଥିଲା। ଛାତ୍ରୀ ମାନଙ୍କ ଦ୍ଵାରା ସ୍ବାଗତ ସଂଗୀତ ଗାନ ସମସ୍ତ ଙ୍କ ମନମୁଗ୍ଧକର ଥିଲା। ବରଗଡ଼, ସମ୍ବଲପୁର ଓ ରାଉରକେଲା ବିଭାଗରୁ ଶିଶୁ ମାନଙ୍କର ସର୍ବାଙ୍ଗୀନ ବିକାଶ ପାଇଁ ୧୩୨ ଟି ଶିଶୁ ମନ୍ଦିର ରୁ ୧୪୦ ଜଣ ଗୁରୁଜୀ ଗୁରୁମା ୧୫ ଜଣ ପ୍ରଶିକ୍ଷକ ପ୍ରଶିକ୍ଷିକା ଯୋଗଦେଇ ଥିଲେ।ପ୍ରାନ୍ତ ସମ୍ପାଦକ ଶ୍ରୀଯୁକ୍ତ ଖଗେଶ୍ବର ଦାଶ,  ସମ୍ବଲପୁର ବିଭାଗ ନିରୀକ୍ଷକ ଶ୍ରୀଯୁକ୍ତ ଜୟ କିଶୋର ପଣ୍ଡା, ବରଗଡ଼ ବିଭାଗ ନିରୀକ୍ଷକ ଶ୍ରୀଯୁକ୍ତ ଗୁପ୍ତେଶ୍ୱର ଥନାପତି, ରାଉରକେଲା ବିଭାଗ  ନିରୀକ୍ଷକ ଶ୍ରୀଯୁକ୍ତ ପ୍ରଦୀପ ମିଶ୍ର, ସଂକୁଳ ପ୍ରମୁଖ ଡଃ ଦ୍ଵାଦଶ କୁମାର ପ୍ରଧାନ,ଉପ ସଭାପତି ଶ୍ରୀଯୁକ୍ତ ଗୋପାଳ କୃଷ୍ଣ ମିଶ୍ର, ସଂପାଦକ ଜନକଲାଲ ମେହେର, ସମାଜ ସେବୀ ନୀରୋଜ ଦୋରା,ସଭ୍ୟା ମୋନାଲିସା ସ୍ବାଇଁ, ଛାତ୍ର ସଂସଦ ସଭାପତି ଗୁଣନିଧି ପଟେଲ, ପ୍ରଧାନ ଆଚାର୍ଯ୍ୟ ଶ୍ରୀଯୁକ୍ତ ଚୈତନ୍ୟ ଭୋଇ ସମେତ ମାତୃଭାରତୀ ର ସମସ୍ତ ସଭ୍ୟା ବୃନ୍ଦ, ଗୁରୁଜୀ ଗୁରୁମା ଉପସ୍ଥିତ ଥିଲେ । ସଭାପତି ଶ୍ରୀଯୁକ୍ତ ପୃଥିରାଜ ସାହୁ ଧନ୍ୟବାଦ ଅର୍ପଣ କରିଥିଲେ।ଏହି ପ୍ରଶିକ୍ଷଣ ଶିବିର ଟି ୧୦ ଦିନ ଧରି ପ୍ରଶିକ୍ଷଣ ଦିଆଯିବାର କାର୍ଯ୍ୟକ୍ରମ ରହିଛି। ସମସ୍ତ ଙ୍କ ସହଯୋଗ ରେ କାର୍ଯ୍ୟକ୍ରମ ଟି ସଫଳ ହୋଇଥଲା ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗୀରର ବିକାଶ ଯାତ୍ରାରେ ଯୋଡ଼ି ହେଲା ଆଉ ଏକ ସ୍ୱର୍ଣ୍ଣିମ ଅଧ୍ୟାୟ - ଅଧ୍ୟକ୍ଷା ଲିକା ସାହୁ   31-Aug-2026
  ଜିଲ୍ଲା  
ପଞ୍ଚାୟତ ସ୍ତରୀୟ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   31-Aug-2026
  ଜିଲ୍ଲା  
ଡେଙ୍ଗ ବିଦ୍ୟାଳୟରେ ଉତ୍ସାହୋଦ୍ଦୀପକ ପରିବେଶ ମଧ୍ୟରେ ‘ସଂସ୍କୃତ ସପ୍ତାହ’ ଉଦ୍‌ଯାପିତ   31-Aug-2026
  ରାଜ୍ୟ  
ଡେଙ୍ଗ ବିଦ୍ୟାଳୟରେ ଉତ୍ସାହୋଦ୍ଦୀପକ ପରିବେଶ ମଧ୍ୟରେ ‘ସଂସ୍କୃତ ସପ୍ତାହ’ ଉଦ୍‌ଯାପିତ   31-Aug-2026
  ଜିଲ୍ଲା  
ପୋଲରୁ ଖସିଲା ବାଇକ୍: ସ୍ତ୍ରୀ ମୃତ, ସ୍ବାମୀ ଓ ପୁଅ ଗୁରୁତର   31-Aug-2026
  ଜିଲ୍ଲା  
ସୁବର୍ଣ୍ଣପୁର ସିନିୟର୍ ଫୁଟବଲ୍ ଲିଗ - 2026 ରାମଧୁନ କ୍ଲବ ଚମ୍ପିୟାନ   31-Aug-2026
  ଜିଲ୍ଲା  
*ଜିଲ୍ଲାପାଳ ଡ଼. ନୃପ ରାଜ ସାହୁ ଙ୍କ ଅବସର କାଳୀନ ବିଦାୟ ସମ୍ବର୍ଦ୍ଧନା ରେ ଭାବ ପ୍ରବଣ ସୁବର୍ଣ୍ଣପୁର*-   31-Aug-2026
  ଜିଲ୍ଲା  
ବରପାଲି ବିଜ୍ଞାପିତ ପରିଷଦ ପକ୍ଷରୁ ସାୟତ୍ତ ଶାସନ ଦିବସ ପାଳିତ   31-Aug-2026
  ଜିଲ୍ଲା  
ବୋଡ଼େନ ବ୍ଲକ ପଞ୍ଚାୟତ ସମିତି ସମ୍ମିଳନୀ କକ୍ଷ ଠାରେ ଜିଲ୍ଲାପାଳ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   31-Aug-2026
  ଜିଲ୍ଲା  
ବରପାଲି ଓମ୍ ଶାନ୍ତି ଭବନରେ ପବିତ୍ର ରକ୍ଷା ବନ୍ଧନ ଉତ୍ସବ ପାଳିତ   31-Aug-2026
  ଜିଲ୍ଲା  
*ବେଆଇନ ମଦ ବିକ୍ରୀ ବନ୍ଦ ପାଇଁ ଜାମଗୁଡା ମହିଳା ମାନଙ୍କ ଦାବୀ*   31-Aug-2026
  ଜିଲ୍ଲା  
ବିନିକା କଂଗ୍ରେସ ତରଫରୁ ବିଏଲଏ-୨ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ   31-Aug-2026

You Might Also Like