-+91-9937148622 |

prerana_bgr@rediffmail.com |

  Wednesday 4th November 2026 |

| | | |

R.N.I. Regd No. ODIODI/2010/46693

Breaking News

ସୁବର୍ଣ୍ଣପୁର ଜିଲ୍ଲାକୁ ଶିଶୁ ଶ୍ରମମୁକ୍ତ କରିବା ପାଇଁ ସଚେତନତା ରଥର ଶୁଭାରମ୍ଭ   (04-Nov-2026)       ||      ଭଗବାନପୁର ଲକ୍ଷ୍ମୀପୂଜା ପ୍ରତିଷ୍ଠାନର ସମ୍ବଦ୍ଧନା ସଭା   (04-Nov-2026)       ||      ଝାରମୁଣ୍ଡା ରେ ବ୍ଲକ ସ୍ତରୀୟ ସୁରଭି କାର୍ଯ୍ୟକ୍ରମ    (03-Nov-2026)       ||      ପୌରପରିଷଦ ପକ୍ଷରୁ ସକାଳେ ପଲିଥିନ ପାଇଁ ବିଭିନ୍ନ ଦୋକାନରେ ଚଢ଼ାଉ - ଦ୍ୱିପହରେ ପୌରାଧ୍ୟକ୍ଷା ଫେରାଇଲେ ବ୍ୟବସାୟୀଙ୍କ ଜିନିଷ ଓ ଜୋରିମାନା    (03-Nov-2026)       ||      ତୁରେକେଲା ବ୍ଳକ ସ୍ତରୀୟ ସୁରଭି ଉଦଯାପିତ   (03-Nov-2026)       ||      ମାନସିକ ଅନଗ୍ରସର ବ୍ୟକ୍ତିଙ୍କୁ ଉଦ୍ଧାର କରି ଚିକିତ୍ସା କରାଇଲା ଜଗବନ୍ଧୁ ଜରାଶ୍ରମ   (03-Nov-2026)       ||      *ଝରୀଗାଁ ବ୍ଲକରେ ବାତ୍ୟା ବେଳେ ଚାଉଳ ସମସ୍ୟା ହନ୍ତସନ୍ତ ଚକଲାପଦର ପଞ୍ଚାୟତର ୬ ଟି ଗ୍ରାମର ଗ୍ରାମବାସୀ*   (03-Nov-2026)       ||      *ଝରୀଗାଁ ବ୍ଲକରେ ବାତ୍ୟା ବେଳେ ଚାଉଳ ସମସ୍ୟା ହନ୍ତସନ୍ତ ଚକଲାପଦର ପଞ୍ଚାୟତର ୬ ଟି ଗ୍ରାମର ଗ୍ରାମବାସୀ*   (03-Nov-2026)       ||      ଡାବୁଗାଁ ବ୍ଲକ୍ ପାଇଁ ସାଂସଦ ପ୍ରତିନିଧି ନିଯୁକ୍ତ ହେଲେ ରାଜେନ୍ଦ୍ର ବିଷୟୀ   (03-Nov-2026)       ||      ଗାନ୍ଧୀନଗରରେ କୁମାର ପୂର୍ଣ୍ଣିମାର ଭବ୍ୟ ଆୟୋଜନ   (03-Nov-2026)       ||      ଗାଏବ ହୋଇଗଲା ଜିସି କଲେଜ ପରିଚାଳନା କମିଟି ପୁସ୍ତକ,,,,, ଉଚ୍ଚସ୍ତରୀୟ ତଦନ୍ତ ଦାବିରେ କର୍ମଚାରୀଙ୍କ ଅହୋରାତ୍ର ଧାରଣା   (03-Nov-2026)       ||      କଣ୍ଟାମାଳରେ ମାଗଣା ଚକ୍ଷୁ ଚିକିତ୍ସା କେନ୍ଦ୍ର ଉଦଘାଟିତ   (03-Nov-2026)       ||      ‘ବିକଶିତ ଭାରତ-୨୦୪୭’ ଓ ଶିକ୍ଷା ବ୍ୟବସ୍ଥା ଉପରେ ଆଲୋଚନା ଚକ୍ର♦️ଶିକ୍ଷାର ବିକାଶ ପାଇଁ ସରକାରଙ୍କ ବିଭିନ୍ନ ପଦକ୍ଷେପ ଉପରେ ଆଲୋକପାତ   (03-Nov-2026)       ||      ସିଲଭର ଗାନ୍ଧୀଙ୍କ ଦ୍ୱାରା ଗୁଜରାଟ ରେ ସ୍ୱଚ୍ଛ ଭାରତ ପଦଯାତ୍ରାର ଭବ୍ୟ ଆୟୋଜନ   (02-Nov-2026)       ||      ଥାନାରେ ଦାଦନ ଓ ସର୍ଦାରଙ୍କ ହାଜିରୀ ଚୁଲିକି ଗଲାଣି ଟାସ୍କଫୋର୍ସ  !   (02-Nov-2026)       ||      ଟିଟିଲାଗଡ଼ ବ୍ଲକର ପ୍ରାଥମିକ ଶିକ୍ଷକ ସଂଘର ନୂତନ କର୍ମକର୍ତ୍ତା ଚୟନ - ସୁଶାନ୍ତ କୁମାର ରଥ ସଭାପତି ଭାବେ ମନୋନୀତ    (02-Nov-2026)       ||      ଦ୍ୱାଦଶ ଭୀମପାହାଡମହୋତ୍ସବର ଲୋଗୋ ଉନ୍ମୋଚିତ   (02-Nov-2026)       ||      ବଲାଙ୍ଗିର ଦିନ୍‌ କାର୍ଯ୍ୟକ୍ରମରେ ବଲାଙ୍ଗିର ଜିଲ୍ଲା ସାମ୍ବାଦିକ ସଂଘ ଅପମାନିତ   (02-Nov-2026)       ||      ଧୀରପାଟଣା ଗ୍ରାମରେ ପହଞ୍ଚିଲା ସୁପ୍ରିମକୋର୍ଟ ଓ ହାଇକୋର୍ଟଙ୍କ ଇ-ସେବା ମୋବାଇଲ୍ ଭ୍ୟାନ୍, ଭିଡିଓ କନ୍‌ଫରେନ୍ସିଂରେ ୫ ବରିଷ୍ଠ ନାଗରିକଙ୍କ ସାକ୍ଷ୍ୟ ରେକର୍ଡ।   (02-Nov-2026)       ||      ବଲାଙ୍ଗୀର ପବ୍ଲିକ୍ ସ୍କୁଲରେ ଯୁଧିଷ୍ଠିର ମିଶ୍ରଙ୍କ ଶ୍ରାଦ୍ଧୋତ୍ସବ   (02-Nov-2026)       ||     

HOME   ଜିଲ୍ଲା

ଦୁର୍ଘଟଣାରେ ହେଲପର ମୃତ

01-May-2025



ଯାଜପୁର/ବରୀ(ରଞ୍ଜିତ ମହାନ୍ତି): ବରୀ ବ୍ଲକ ରାମଚନ୍ଦ୍ରପୁର ଥାନା ଅନ୍ତଗତ ଭଅଁରା ପଞ୍ଚାଯତ ତାରିଣୀ ଛକରେ ମର୍ମତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି । ଭଅଁରା ଗ୍ରାମରେ କାମ ଚାଲିଥିବା ଏକ ପୋଲକୁ ସମ୍ପୃକ୍ତ ଲରିଟି ରଡ ନେଇ ଆସିଥ୍‌ଲା । ସେଠାରେ ଓଲଟି ପଡିବାରୁ ହେଲ୍ମର ଗାଡ଼ି ତଳେ ଚାପି ହୋଇ ମୃତ୍ୟୁବରଣ କରିଥିବା ବେ ବେଳେ ଡ୍ରାଇଭର ଗୁରୁତର ହୋଇଛନ୍ତି । ସୂଚନା ଅନୁଯାୟୀ ଯାଜପୁର ଜିଲ୍ଲା ବରୀ ବ୍ଲକ ଭଅଁରା ତାରିଣୀ ଛକ ନିକଟରେ ଏହି ଦୁର୍ଘଟଣା ଘଟିଥିବା ବେଳେ ପୋଲ ନିର୍ମାଣ ପାଇଁ ରଡ଼ ନେଇ ଆସୁଥିବ ଆସୁଥିବା ବେଳେ ନଦୀବନ୍ଧ କଟା ଯାଇଥିବାରୁ ଭାରସାମ୍ୟ ହରାଇ ଲରି ଲରିଟି ବନ୍ଧ  ଉପରୁ ରୁ ତଳକୁ ଓଲଟି ପଡିଥିଲା । ଯେଉଁଥ୍ରେ ହେଲ୍ମରଙ୍କ ମୃତ୍ୟୁ ଘଟିଥିବା ବେଳେ ଡ୍ରାଇଭର ଗୁରୁତର ହୋଇଛନ୍ତି । ଖବର ପାଇଁ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ଉଭୟଙ୍କୁ ଉଦ୍ଧାର କରିଥିଲେ । ଘଟଣାସ୍ଥଳରେ ବରୀ ପୋଲିସ ପହଞ୍ଚି ହେଲ୍ପରଙ୍କ ଶବ ଜବତ କରିବା ସହିତ ଆହତ ଡ୍ରାଇଭରଙ୍କୁ ଯାଜପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ପଠାଇଛି। ଉଭୟଙ୍କ ପରିଚୟ ମିଳିପାରିନଥିବା ବେଳେ ସେମାନେ ବାହାର ଜିଲ୍ଲାର ହୋଇଥିବା ସୂଚନା ମିଳିଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସୁବର୍ଣ୍ଣପୁର ଜିଲ୍ଲାକୁ ଶିଶୁ ଶ୍ରମମୁକ୍ତ କରିବା ପାଇଁ ସଚେତନତା ରଥର ଶୁଭାରମ୍ଭ   04-Nov-2026
  ଜିଲ୍ଲା  
ଭଗବାନପୁର ଲକ୍ଷ୍ମୀପୂଜା ପ୍ରତିଷ୍ଠାନର ସମ୍ବଦ୍ଧନା ସଭା   04-Nov-2026
  ଜିଲ୍ଲା  
ଝାରମୁଣ୍ଡା ରେ ବ୍ଲକ ସ୍ତରୀୟ ସୁରଭି କାର୍ଯ୍ୟକ୍ରମ   03-Nov-2026
  ଜିଲ୍ଲା  
ପୌରପରିଷଦ ପକ୍ଷରୁ ସକାଳେ ପଲିଥିନ ପାଇଁ ବିଭିନ୍ନ ଦୋକାନରେ ଚଢ଼ାଉ - ଦ୍ୱିପହରେ ପୌରାଧ୍ୟକ୍ଷା ଫେରାଇଲେ ବ୍ୟବସାୟୀଙ୍କ ଜିନିଷ ଓ ଜୋରିମାନା   03-Nov-2026
  ଜିଲ୍ଲା  
ତୁରେକେଲା ବ୍ଳକ ସ୍ତରୀୟ ସୁରଭି ଉଦଯାପିତ   03-Nov-2026
  ରାଜ୍ୟ  
ମାନସିକ ଅନଗ୍ରସର ବ୍ୟକ୍ତିଙ୍କୁ ଉଦ୍ଧାର କରି ଚିକିତ୍ସା କରାଇଲା ଜଗବନ୍ଧୁ ଜରାଶ୍ରମ   03-Nov-2026
  ଜିଲ୍ଲା  
*ଝରୀଗାଁ ବ୍ଲକରେ ବାତ୍ୟା ବେଳେ ଚାଉଳ ସମସ୍ୟା ହନ୍ତସନ୍ତ ଚକଲାପଦର ପଞ୍ଚାୟତର ୬ ଟି ଗ୍ରାମର ଗ୍ରାମବାସୀ*   03-Nov-2026
  ଜିଲ୍ଲା  
*ଝରୀଗାଁ ବ୍ଲକରେ ବାତ୍ୟା ବେଳେ ଚାଉଳ ସମସ୍ୟା ହନ୍ତସନ୍ତ ଚକଲାପଦର ପଞ୍ଚାୟତର ୬ ଟି ଗ୍ରାମର ଗ୍ରାମବାସୀ*   03-Nov-2026
  ଜିଲ୍ଲା  
ଡାବୁଗାଁ ବ୍ଲକ୍ ପାଇଁ ସାଂସଦ ପ୍ରତିନିଧି ନିଯୁକ୍ତ ହେଲେ ରାଜେନ୍ଦ୍ର ବିଷୟୀ   03-Nov-2026
  ଜିଲ୍ଲା  
ଗାନ୍ଧୀନଗରରେ କୁମାର ପୂର୍ଣ୍ଣିମାର ଭବ୍ୟ ଆୟୋଜନ   03-Nov-2026
  ଜିଲ୍ଲା  
ଗାଏବ ହୋଇଗଲା ଜିସି କଲେଜ ପରିଚାଳନା କମିଟି ପୁସ୍ତକ,,,,, ଉଚ୍ଚସ୍ତରୀୟ ତଦନ୍ତ ଦାବିରେ କର୍ମଚାରୀଙ୍କ ଅହୋରାତ୍ର ଧାରଣା   03-Nov-2026
  ଜିଲ୍ଲା  
କଣ୍ଟାମାଳରେ ମାଗଣା ଚକ୍ଷୁ ଚିକିତ୍ସା କେନ୍ଦ୍ର ଉଦଘାଟିତ   03-Nov-2026

You Might Also Like