-+91-9937148622 |

prerana_bgr@rediffmail.com |

  Thursday 23rd April 2026 |

| | | |

R.N.I. Regd No. ODIODI/2010/46693

Breaking News

ସୀମାନ୍ତର ଦୁଃଖ ଶୁଣିବାକୁ କେହି ନଥିଲେ,କଥା ଦେଇ କଥା ରଖିଥିବାରୁ ଟିଟିଲାଗଡ଼ ବିଧାୟକ ନବୀନ ଜୈନ ଙ୍କୁ ଧନ୍ୟବାଦ ଜଣାଇଛନ୍ତି ନିମୁର୍ଲା ଗ୍ରାମବାସୀ    (23-Apr-2026)       ||      *ସାମ୍ବାଦିକ ଏବଂ ଆଇନଜୀବୀ ଙ୍କ ସମାଜ ସେବା*   (23-Apr-2026)       ||      ଅନାସ୍ଥାରେ ପଦ ହରାଇଲେ ଅରଙ୍ଗାବାଦ ସରପଞ୍ଚ   (23-Apr-2026)       ||      ମହାନଦୀ ଧାରାର ଜଳବାୟୁ ପରିବର୍ତ୍ତନ କନକ୍ଳେଭ୍ ୨୦୨୬, ଜଳ ଓ ଶକ୍ତି ସଂରକ୍ଷଣ ସହ ପରିବେଶ ସୁରକ୍ଷା ନ କଲେ ମଣିଷ ବିକଳାଙ୍ଗ ହୋଇ ଯିବ: ଆଲୋଚକ   (23-Apr-2026)       ||      *ମହାନଦୀ ଧାରା ର ଜଳବାୟୁ ପରିବର୍ତ୍ତନ Conclave ୨୦୨୬*- *ଜଳ ଓ ଶକ୍ତି ସଂରକ୍ଷଣ ସହ ପରିବେଶ ସୁରକ୍ଷା ନ କଲେ ମଣିଷ ବିକଳାଙ୍ଗ ହୋଇ ଯିବ*- *ଆଲୋଚକ*-   (23-Apr-2026)       ||      ଡୁଙ୍ଗୁରିପାଲି ପଂଚାୟତ ସମିତିର ସାଧାରଣ ବୈଠକ ଅନୁଷ୍ଠିତ, ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ ର ସମୀକ୍ଷା   (23-Apr-2026)       ||      RTO ଚାଲାଣ ନାଁରେ ଠକେଇ: ୪ ଗିରଫ♦️ ସାଇବର ପୋଲିସ କବଜାରେ ଆରଟିଓ ଚାଲାଣ ନାଁରେ ଠକୁଥିବା ଗ୍ୟାଙ୍ଗ   (22-Apr-2026)       ||      ଚାକିରି ଦେବ କହି ମହିଳାଙ୍କ ଠାରୁ ଠକି ନେଲା ୧୫ଲକ୍ଷ ଟଙ୍କା    (22-Apr-2026)       ||      ଜନଗଣନାରେ ନିୟୋଜିତ ସରକାରୀ କର୍ମଚାରୀଙ୍କ ସୁରକ୍ଷା ପାଇଁ ଆସିବ ଏସ୍‌ଓପି ♦️ ଏନେଇ ରାଜସ୍ଵ ମନ୍ତ୍ରୀ ସୁରେଶ ପୂଜାରୀ ରାଜସ୍ବ ଓ ଜନଗଣନା ଅଧିକାରୀଙ୍କ ସହ ଏକ ବୈଠକ    (22-Apr-2026)       ||      .ସି କଲେଜରେ ଜାତୀୟ ସେବା ସଂସ୍ଥା ପକ୍ଷରୁ ଗ୍ରୀଷ୍ମ କାଳୀନ ଶିବିର   (22-Apr-2026)       ||      ଚଳିତ ଶିକ୍ଷାବର୍ଷ ୨୦୨୬-୨୭ର ପୋଷାକ ବିତରଣ ଉତ୍ସବ ଅନୁଷ୍ଠିତ   (22-Apr-2026)       ||      *ଆଜି ଠାରୁ ବଣ୍ଟନ ହେବ ହାଇଟେକ୍ ପଟ୍ଟା* -   (22-Apr-2026)       ||      ବିଶ୍ବ ପ୍ରତିମୂର୍ତ୍ତି ସଫେଇ ଓ ସଂରକ୍ଷଣ ଦିବସ   (22-Apr-2026)       ||      ଜିଲ୍ଲାସ୍ତରୀୟ ଅକ୍ଷି ମୁଠି କାର୍ଯ୍ୟକ୍ରମରେ ଯୋଗ ଦେଲେ ସାଂସଦ ମନମୋହନ ସାମଲ   (22-Apr-2026)       ||      ବିଶ୍ବପ୍ରସିଦ୍ଧ ରଥଯାତ୍ରା ପାଇଁ ରଥ ନିର୍ମାଣ କାର୍ଯ୍ୟ ଆରମ୍ଭ♦️ ରଥଖଳା ଚଳଚଞ୍ଚଳ    (22-Apr-2026)       ||      ଆହୁରି ୫ ଦିନ ଜଳିବ ପଶ୍ଚିମ ଓଡ଼ିଶା, କିଛି ସ୍ଥାନରେ ତାତି ୪୫ ଡିଗ୍ରୀ ଛୁଇଁପାରେ    (22-Apr-2026)       ||      ବଲାଙ୍ଗିର ପୌର ପରିଷଦ ପକ୍ଷରୁ ଆଳୋକିକରଣ କାର୍ଯ୍ୟକ୍ରମ ଉଦ୍ଘାଟନ    (21-Apr-2026)       ||      ସୁବର୍ଣ୍ଣପୁର ଠାରେ ସି ଏମ୍ ଟ୍ରଫି ର ଉଦ୍ଘାଟନ*- *ଭାଗ ନେଲେ ୪୩ ଗୋଟି ଦଳ*-   (21-Apr-2026)       ||      ମୁଖ୍ୟମନ୍ତ୍ରୀଙ୍କ ବଲାଙ୍ଗିର ଗସ୍ତ ବେଳେ ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗିରର ବିଭିନ୍ନ ସମସ୍ୟା ସମ୍ବଳିତ ଦାବିପତ୍ର ପ୍ରଦାନ କରିବ ବିଜେଡି    (21-Apr-2026)       ||      ସ୍କାଉଟ ମାଷ୍ଟର ଓ ଗାଇଡ଼ କ୍ୟାପ୍ଟନ ମାନଙ୍କ ବେସିକ ତାଲିମ ଶିବିର ଉଦଯାପିତ, "ଯୁବ ପିଢ଼ି କୁ ସଠିକ ମୂଲ୍ୟବୋଧ ଦେବାରେ ସ୍କାଉଟ ଓ ଗାଇଡ଼ ର ଭୂମିକା ଅପରିହାର୍ଯ୍ୟ"   (21-Apr-2026)       ||     

HOME   ଜିଲ୍ଲା

ସୋନପୁର ଠାରେ ମା ବୁଢ଼ିମା ଡେଲି ନିଡ୍ସ ସେଣ୍ଟର ର ଉଦଘାଟନ

01-May-2025



ସୋନପୁର ( ମନୋରଞ୍ଜନ ତ୍ରିପାଠୀ )
 ଅକ୍ଷୟ ତୃତୀୟା ଅବସର ରେ ଆଜି ଏକ ପବିତ୍ର ତିଥି ରେ ସୋନପୁର କସ୍ତୁରୀ ହୋଟେଲ୍ ସମ୍ମୁଖ ରେ ମା ବୁଢୀମା ଡେଲି ନିଡ୍ସ ସେଣ୍ଟର  ଉଦ୍ଘାଟିତ ହୋଇ ଯାଇଛି l ସୁନ୍ଦରଗଡ଼ ଷ୍ଟେଟ ବ୍ୟାଙ୍କ ର ଦର୍ଲିପାଲି ବ୍ରାଞ୍ଚ ମ୍ୟାନେଜର ଶ୍ରୀ ହିମାଂଶୁ ଶେଖର ପାତ୍ର ଓ ତାଙ୍କ ଧର୍ମପତ୍ନୀ ସମାଜସେବୀ ସ୍ଵାତୀ ପାତ୍ର ଏହା କୁ ଶୁଭ ଉଦ୍ଘାଟନ କରିଥିଲେ l ଏହି ସେଣ୍ଟର ର ପ୍ରୋପାଇଟର ଆନନ୍ଦ ପାତ୍ର ଙ୍କ ସଂଯୋଜନାରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ମାତା ସୁନନ୍ଦା ପାତ୍ର, ମହାରାଷ୍ଟ୍ର (ପୁନେ ) ର ସଫ୍ଟୱେର ଇଞ୍ଜିନିୟର ଜିତେନ୍ଦ୍ର କୁମାର ମିଶ୍ର, ଓଡ଼ିଶା ରାଜ୍ୟ ର ପ୍ରାକ୍ତନ ମତ୍ସ୍ୟ ନିଗମ ଅଧ୍ୟକ୍ଷ ଅଭିମନ୍ୟୁ କୁଶଳ, ଓଡ଼ିଶା ସାମ୍ୱାଦିକ ସଂଘ ର ରାଜ୍ୟ ସାଂଗଠାନିକ ସଂପାଦକ ରାଜ କିଶୋର ତ୍ରୀପାଠୀ, ଓଡ଼ିଶା ସାମ୍ୱାଦିକ ସଂଘ ଜିଲ୍ଲା ସଭାପତି ମନୋରଂଜନ ତ୍ରୀପାଠୀ, ସଂପାଦକ ମହାଦେବ ମଲ୍ଲିକ, ବରିଷ୍ଠ ସାମ୍ବାଦିକ ଦିଲ୍ଲୀପ ପାତ୍ର, ବୀବେକା ନନ୍ଦ ମିଶ୍ର, ସଞ୍ଜୟ ମହାପାତ୍ର, ବାବୁଲା ମିଶ୍ର, ରାଜେଶ ଅଗ୍ରୱାଲା, ଶେଷ ଦେବ ମେହେର, ଶାନ୍ତନୁ ବାଗ, ଗୋପାଳ ମେହେର, ବିଜେପି ଜିଲ୍ଲା ଯୁବ ମୋର୍ଚ୍ଚା ସଭାପତି ସ୍ୱରୂପ ପାତ୍ର , ନବ ମିଶ୍ର, ବ୍ରଜ କିଶୋର ପାତ୍ର ଙ୍କ ସମେତ ସହର ର ବହୁ ବିଶିଷ୍ଟ ବ୍ୟକ୍ତି ଏଠାରେ ଯୋଗ ଦେଇଥିଲେ l ଏଠାରେ ନିତ୍ୟ ବ୍ୟବହୃତ ଜିନିଷ ସୁଲଭ ମୂଲ୍ୟରେ ମିଳୁଥିବାରୁ ଗ୍ରାହକ ଙ୍କ ବହୁ ଭିଡ଼ ହେଉଥିବା ଜଣା ଯାଇଛି l


News Comment




Photo in News

Advertisment
Lastest News
  ଜିଲ୍ଲା  
ସୀମାନ୍ତର ଦୁଃଖ ଶୁଣିବାକୁ କେହି ନଥିଲେ,କଥା ଦେଇ କଥା ରଖିଥିବାରୁ ଟିଟିଲାଗଡ଼ ବିଧାୟକ ନବୀନ ଜୈନ ଙ୍କୁ ଧନ୍ୟବାଦ ଜଣାଇଛନ୍ତି ନିମୁର୍ଲା ଗ୍ରାମବାସୀ   23-Apr-2026
  ଜିଲ୍ଲା  
*ସାମ୍ବାଦିକ ଏବଂ ଆଇନଜୀବୀ ଙ୍କ ସମାଜ ସେବା*   23-Apr-2026
  ଜିଲ୍ଲା  
ଅନାସ୍ଥାରେ ପଦ ହରାଇଲେ ଅରଙ୍ଗାବାଦ ସରପଞ୍ଚ   23-Apr-2026
  ଜିଲ୍ଲା  
ମହାନଦୀ ଧାରାର ଜଳବାୟୁ ପରିବର୍ତ୍ତନ କନକ୍ଳେଭ୍ ୨୦୨୬, ଜଳ ଓ ଶକ୍ତି ସଂରକ୍ଷଣ ସହ ପରିବେଶ ସୁରକ୍ଷା ନ କଲେ ମଣିଷ ବିକଳାଙ୍ଗ ହୋଇ ଯିବ: ଆଲୋଚକ   23-Apr-2026
  ଜିଲ୍ଲା  
*ମହାନଦୀ ଧାରା ର ଜଳବାୟୁ ପରିବର୍ତ୍ତନ Conclave ୨୦୨୬*- *ଜଳ ଓ ଶକ୍ତି ସଂରକ୍ଷଣ ସହ ପରିବେଶ ସୁରକ୍ଷା ନ କଲେ ମଣିଷ ବିକଳାଙ୍ଗ ହୋଇ ଯିବ*- *ଆଲୋଚକ*-   23-Apr-2026
  ଜିଲ୍ଲା  
ଡୁଙ୍ଗୁରିପାଲି ପଂଚାୟତ ସମିତିର ସାଧାରଣ ବୈଠକ ଅନୁଷ୍ଠିତ, ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ ର ସମୀକ୍ଷା   23-Apr-2026
  ଜିଲ୍ଲା  
RTO ଚାଲାଣ ନାଁରେ ଠକେଇ: ୪ ଗିରଫ♦️ ସାଇବର ପୋଲିସ କବଜାରେ ଆରଟିଓ ଚାଲାଣ ନାଁରେ ଠକୁଥିବା ଗ୍ୟାଙ୍ଗ   22-Apr-2026
  ଜିଲ୍ଲା  
ଚାକିରି ଦେବ କହି ମହିଳାଙ୍କ ଠାରୁ ଠକି ନେଲା ୧୫ଲକ୍ଷ ଟଙ୍କା   22-Apr-2026
  ଜିଲ୍ଲା  
ଜନଗଣନାରେ ନିୟୋଜିତ ସରକାରୀ କର୍ମଚାରୀଙ୍କ ସୁରକ୍ଷା ପାଇଁ ଆସିବ ଏସ୍‌ଓପି ♦️ ଏନେଇ ରାଜସ୍ଵ ମନ୍ତ୍ରୀ ସୁରେଶ ପୂଜାରୀ ରାଜସ୍ବ ଓ ଜନଗଣନା ଅଧିକାରୀଙ୍କ ସହ ଏକ ବୈଠକ   22-Apr-2026
  ଜିଲ୍ଲା  
.ସି କଲେଜରେ ଜାତୀୟ ସେବା ସଂସ୍ଥା ପକ୍ଷରୁ ଗ୍ରୀଷ୍ମ କାଳୀନ ଶିବିର   22-Apr-2026
  ଜିଲ୍ଲା  
ଚଳିତ ଶିକ୍ଷାବର୍ଷ ୨୦୨୬-୨୭ର ପୋଷାକ ବିତରଣ ଉତ୍ସବ ଅନୁଷ୍ଠିତ   22-Apr-2026
  ଜିଲ୍ଲା  
*ଆଜି ଠାରୁ ବଣ୍ଟନ ହେବ ହାଇଟେକ୍ ପଟ୍ଟା* -   22-Apr-2026

You Might Also Like