-+91-9937148622 |

prerana_bgr@rediffmail.com |

  Wednesday 2nd September 2026 |

| | | |

R.N.I. Regd No. ODIODI/2010/46693

Breaking News

ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ ଅନ୍ତର୍ଗତ ସର୍ଭେୟର ଏବଂ ସ୍ବେଛାସେବୀ ଶିକ୍ଷକ/ଶିକ୍ଷିକାମାନଙ୍କ ବ୍ଲକସ୍ତରୀୟ ତାଳିମ ଶିବିର   (02-Sep-2026)       ||      ପଦୋନ୍ନତି ପାଇ ବରଗଡ଼ ସିଡିଏମଓ ହେଲେ ଡାକ୍ତର ଅଶୋକ ଦାସ ସମ୍ବଲପୁର ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଭାବପୂର୍ଣ୍ଣ ବିଦାୟ ସମ୍ବର୍ଦ୍ଧନା   (02-Sep-2026)       ||      ଛାତ୍ରଛାତ୍ରୀଙ୍କୁ କ୍ୟାରିୟର ଦିଗଦର୍ଶନ ଦେଲା ଆଇଆଇଟି କାନପୁରର ସାଥି ସମ୍ବଲପୁରରେ ପ୍ରଗତି ୨୦୨୬ କ୍ୟାରିୟର କାଉନସେଲିଂ ଓ ସଚେତନତା ଅଧିବେଶନ   (02-Sep-2026)       ||      ଏମ୍‌ସିଏଲ୍ ଦ୍ୱାରା ଇବ୍ ଭ୍ୟାଲି ୱାଶେରୀଠାରେ ୪,୦୦୦ ମେଟ୍ରିକ୍ ଟନ୍‌ କ୍ଷମତା ବିଶିଷ୍ଟ ସାଇଲୋର ଶୁଭାରମ୍ଭ   (02-Sep-2026)       ||      ସରକାରୀ ମେଡିକାଲ କଲେଜ ଓ ହସ୍ପିଟାଲ୍ ସୁନ୍ଦରଗଡ଼ରେ ନୂତନ ସ୍ୱାସ୍ଥ୍ୟସେବାର ଶୁଭାରମ୍ଭ   (02-Sep-2026)       ||      ତୁଷୁରା ସ୍ବାୟତ୍ତ ଶାସନ ଦିବସରେ ସମ୍ବର୍ଦ୍ଧିତ ହେଳେ ଧରିତ୍ରୀ ସାମ୍ବାଦିକ   (02-Sep-2026)       ||      ଫାଷ୍ଟଫୁଡ୍‌ ସେଣ୍ଟରରେ ମଙ୍ଗଳବାର ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ଯାଞ୍ଚ   (01-Sep-2026)       ||      ଲୋଇସିଂହା କଲେଜ ରେ ସୁ ପୋଷିତ ଓଡିଶା ମିଶନ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (01-Sep-2026)       ||      ସୂଚନା ନିର୍ଦ୍ଦେଶକଙ୍କୁ ଭେଟିଲେ ଓଡ଼ିଶା ବରିଷ୍ଠ ସାମ୍ୱାଦିକ ସଂଘର କର୍ମକର୍ତ୍ତା   (01-Sep-2026)       ||      ଶ୍ରୀ ଗଣେଶ ସରକାରୀ ଉଚ୍ଚ ବିଦ୍ୟାଳୟରେ ସଂସ୍କୃତ ଦିବସ   (01-Sep-2026)       ||      ଉଚ୍ଚ ଆକାଂକ୍ଷା ଓ ଉଚ୍ଚଶିକ୍ଷାର ନୂତନ ଦୃଷ୍ଟିକୋଣ ସହ ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ, ବଲାଙ୍ଗିରର ଷଷ୍ଠ ପ୍ରତିଷ୍ଠା ଦିବସ ପାଳିତ   (01-Sep-2026)       ||      ବିଶ୍ୱ ତାପାୟନ ସଙ୍କଟ ଉପରେ ସଚେତନତା କାର୍ଯ୍ୟକ୍ରମ   (01-Sep-2026)       ||      ଭଗବତୀ କୌଶଲ୍ୟା  ବି.ଏସ.ସି. ନର୍ସିଂ ଛାତ୍ରଛାତ୍ରୀ ଙ୍କ ଶପଥ ଗ୍ରହଣ ଉତ୍ସବ    (01-Sep-2026)       ||      ବଲାଙ୍ଗୀରରେ ମହିଳାଙ୍କ ପରିବେଶ ସଚେତନତା : ସ୍କୁଲ ପରିସରରେ ବୃକ୍ଷରୋପଣ   (01-Sep-2026)       ||      ତୁଷୁରାରେ ସ୍ୱାୟତ୍ତ ଶାସନ ଦିବସ ପାଳିତ   (01-Sep-2026)       ||      ତୁଷୁରାରେ ସ୍ୱାୟତ୍ତ ଶାସନ ଦିବସ ପାଳିତ   (01-Sep-2026)       ||      ସମ୍ବଲପୁରର ଅଜ୍ଞାତ ଇତିହାସ, ଐତିହ୍ୟ ଓ ସଂସ୍କୃତି ଉପରେ ଜାତୀୟ ସମ୍ମିଳନୀ ସଂସ୍କୃତି ସଭ୍ୟତାର ପ୍ରୟୋଗଶାଳା ହେବ ସମ୍ବଲପୁର ଜିଲ୍ଲା ଗଙ୍ଗାଧର ମେହେର ବିଶ୍ୱବିଦ୍ୟାଳୟ ପକ୍ଷରୁ ବିଶିଷ୍ଟ ଇତିହାସକାର ଶିବ ପ୍ରସାଦ ଦାସଙ୍କ ୧୨୫ତମ ଜୟନ୍ତୀ ପାଳିତ   (01-Sep-2026)       ||      ବଲାଙ୍ଗୀରର ବିକାଶ ଯାତ୍ରାରେ ଯୋଡ଼ି ହେଲା ଆଉ ଏକ ସ୍ୱର୍ଣ୍ଣିମ ଅଧ୍ୟାୟ - ଅଧ୍ୟକ୍ଷା ଲିକା ସାହୁ    (31-Aug-2026)       ||      ପଞ୍ଚାୟତ ସ୍ତରୀୟ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (31-Aug-2026)       ||      ଡେଙ୍ଗ ବିଦ୍ୟାଳୟରେ ଉତ୍ସାହୋଦ୍ଦୀପକ ପରିବେଶ ମଧ୍ୟରେ ‘ସଂସ୍କୃତ ସପ୍ତାହ’ ଉଦ୍‌ଯାପିତ   (31-Aug-2026)       ||     

HOME   ଜିଲ୍ଲା

ଆନ୍ତର୍ଜାତିକ ଶ୍ରମିକ ଦିବସ -୨୦୨୫ ଜିଲ୍ଲାସ୍ତରୀୟ ଶ୍ରମିକ ଦିବସ ସମାରୋହ ପାଳନ

01-May-2025



ବରଗଡ଼:(ନିରଞ୍ଜନ ତ୍ରିପାଠୀ)- ଯଦୁମଣି ପଧାନ ଅଡ଼ିଟରିୟମ ଠାରେ ଜିଲ୍ଲା ପ୍ରଶାସନ ଓ ପ୍ରଭାଗୀୟ ଶ୍ରମ ଆୟୁକ୍ତଙ୍କ ,ବରଗଡର ମିଳିତ ଆନୁକୂଲ୍ୟରେ ଓଡିଶା କୋଠାବାଡ଼ି ଓ ଅନ୍ୟାନ୍ୟ ନିର୍ମାଣ ଶ୍ରମିକ କଲ୍ୟାଣ ବୋର୍ଡ (ନିର୍ମାଣ ଶ୍ରମିକ କଲ୍ୟାଣ ଯୋଜନା)ଅଧିନରେ ହିତାଧିକାରୀଙ୍କୁ ପରିଚୟ ପତ୍ର ଏବଂ ବିଭିନ୍ନ ସହାୟତା ବିତରଣ କାର୍ଯ୍ୟକ୍ରମ ସ୍ଥାନୀୟ ଯଦୁମଣି ପ୍ରଧାନ ଅଡ଼ିଟିରିୟମ ହଲଠାରେ ଅନୁଷ୍ଠିତ ହୋଇଯାଇଛି । ଭକ୍ତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ବରଗଡ଼ ନିର୍ବାଚନ ମଣ୍ଡଳୀର ମାନ୍ୟବର ବିଧାୟକ  ଶ୍ରୀ ଅଶ୍ୱିନୀ କୁମାର ଷଢ଼ଙ୍ଗୀ ଏବଂ ଭଟଲି ନିର୍ବାଚନମଣ୍ଡଳୀର ମାନ୍ୟବର ବିଧାୟକ ଶ୍ରୀ ଇରାଶିଷ ଆଚାର୍ଯ୍ୟ ଯୋଗ ଦେଇଥିଲେ। ପ୍ରଭାଗୀୟ  ଶ୍ରମ ଆୟୁକ୍ତ,ବରଗଡ଼, ଶ୍ରୀ ମାନଭଞ୍ଜନ ପ୍ରଧାନ, ଜିଲ୍ଲା ଶ୍ରମ ଅଧିକାରୀ ଶ୍ରୀଯଶୋବନ୍ତ ଅମାତ ଏବଂ ସହକାରୀ ଶ୍ରମ ଅଧିକାରୀ ମଧ୍ୟ ଉପସ୍ଥିତ ଥିଲେ। ପଞ୍ଜିକୃତ ଯୋଗ୍ୟ ହିତାଧିକାରୀ/ନାମପ୍ରାପ୍ତ ବ୍ୟକ୍ତି/ଆଇନଗତ ଉତ୍ତରାଧିକାରୀଙ୍କୁ ବିବାହ ସହାୟତା, ମାତୃତ୍ୱ ସୁବିଧା, ଶିକ୍ଷା ସହାୟତା, ମୃତ୍ୟୁ ସୁବିଧା ଏବଂ ଅନ୍ତିମ ସଂସ୍କାର ସହାୟତା ଏବଂ ଓଡ଼ିଶା ଅସଂଗଠିତ ଶ୍ରମିକ ସାମାଜିକ ସୁରକ୍ଷା ବୋର୍ଡର ନିର୍ମାଣ ଶ୍ରମିକ କଲ୍ୟାଣ ଯୋଜନା ଅଧୀନରେ ପରିଚୟ ପତ୍ର ପାଇଁ ବିଭିନ୍ନ ସୁବିଧା/ସହାୟତା ବଣ୍ଟନ କରାଯାଇଥିଲା।

ଏଠାରେ ୧୬୦ ମୃତ୍ୟୁ ସହାୟତା, ୧୫୨ ଅନ୍ତିମ ସଂସ୍କାର ଖର୍ଚ୍ଚ, ୯୩ ଶିକ୍ଷା ସହାୟତା, ୪୪୬ ବିବାହ ସହାୟତା ଏବଂ ୦୮ ପ୍ରସୂତି ସୁବିଧା, ମୋଟ ୮୫୯ ହିତାଧିକାରୀଙ୍କୁ ସହାୟତା ପ୍ରଦାନ କରାଯାଇଥିଲା। ଏହା ବ୍ୟତୀତ, ମୋଟ ୧୦୦ ପରିଚୟ ପତ୍ର ଏବଂ ୨୫ ପରିଚୟ ପତ୍ର ମଧ୍ୟ ବଣ୍ଟନ କରାଯାଇଥିଲା।
ଅତିରିକ୍ତ ଶ୍ରମ ଅଧିକାରୀ ମିସ୍‌ ତାନିଆ ଠାକୁର ଅନ୍ୟବାଦଅର୍ପଣ କରିଥିଲେ । ତତ୍‌ ସହିତ କାର୍ଯ୍ୟକ୍ରମକୁ ସୂଚାରୁରୂପେ ସମ୍ପାଦନ କରିବାପାଇଁ ଯୁଗ୍ମ ଶ୍ରମ କାର୍ଯ୍ୟାଳୟର ସମସ୍ତ ସହକାରୀ ଶ୍ରମ ଅଧିକାରୀ, ଶ୍ରୀଜଗନ୍ନାଥ ଷଡଙ୍ଗୀ, ଶ୍ରୀନିତ୍ୟାନନ୍ଦ ସାହୁ, ଶ୍ରୀ ଗୋବିନ୍ଦ ମେହେର ,କେଦାର ସିଂ ବରିହା ,ଘନଶ୍ୟାମ ମହାନ୍ତି, ଅରବିନ୍ଧ ହାତୀ ବୃନ୍ଦ ପ୍ରମୁଖ ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ ଅନ୍ତର୍ଗତ ସର୍ଭେୟର ଏବଂ ସ୍ବେଛାସେବୀ ଶିକ୍ଷକ/ଶିକ୍ଷିକାମାନଙ୍କ ବ୍ଲକସ୍ତରୀୟ ତାଳିମ ଶିବିର   02-Sep-2026
  ଜିଲ୍ଲା  
ପଦୋନ୍ନତି ପାଇ ବରଗଡ଼ ସିଡିଏମଓ ହେଲେ ଡାକ୍ତର ଅଶୋକ ଦାସ ସମ୍ବଲପୁର ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଭାବପୂର୍ଣ୍ଣ ବିଦାୟ ସମ୍ବର୍ଦ୍ଧନା   02-Sep-2026
  ଜିଲ୍ଲା  
ଛାତ୍ରଛାତ୍ରୀଙ୍କୁ କ୍ୟାରିୟର ଦିଗଦର୍ଶନ ଦେଲା ଆଇଆଇଟି କାନପୁରର ସାଥି ସମ୍ବଲପୁରରେ ପ୍ରଗତି ୨୦୨୬ କ୍ୟାରିୟର କାଉନସେଲିଂ ଓ ସଚେତନତା ଅଧିବେଶନ   02-Sep-2026
  ଜିଲ୍ଲା  
ଏମ୍‌ସିଏଲ୍ ଦ୍ୱାରା ଇବ୍ ଭ୍ୟାଲି ୱାଶେରୀଠାରେ ୪,୦୦୦ ମେଟ୍ରିକ୍ ଟନ୍‌ କ୍ଷମତା ବିଶିଷ୍ଟ ସାଇଲୋର ଶୁଭାରମ୍ଭ   02-Sep-2026
  ଜିଲ୍ଲା  
ସରକାରୀ ମେଡିକାଲ କଲେଜ ଓ ହସ୍ପିଟାଲ୍ ସୁନ୍ଦରଗଡ଼ରେ ନୂତନ ସ୍ୱାସ୍ଥ୍ୟସେବାର ଶୁଭାରମ୍ଭ   02-Sep-2026
  ଜିଲ୍ଲା  
ତୁଷୁରା ସ୍ବାୟତ୍ତ ଶାସନ ଦିବସରେ ସମ୍ବର୍ଦ୍ଧିତ ହେଳେ ଧରିତ୍ରୀ ସାମ୍ବାଦିକ   02-Sep-2026
  ଜିଲ୍ଲା  
ଫାଷ୍ଟଫୁଡ୍‌ ସେଣ୍ଟରରେ ମଙ୍ଗଳବାର ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ଯାଞ୍ଚ   01-Sep-2026
  ଜିଲ୍ଲା  
ଲୋଇସିଂହା କଲେଜ ରେ ସୁ ପୋଷିତ ଓଡିଶା ମିଶନ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ   01-Sep-2026
  ରାଜ୍ୟ  
ସୂଚନା ନିର୍ଦ୍ଦେଶକଙ୍କୁ ଭେଟିଲେ ଓଡ଼ିଶା ବରିଷ୍ଠ ସାମ୍ୱାଦିକ ସଂଘର କର୍ମକର୍ତ୍ତା   01-Sep-2026
  ଜିଲ୍ଲା  
ଶ୍ରୀ ଗଣେଶ ସରକାରୀ ଉଚ୍ଚ ବିଦ୍ୟାଳୟରେ ସଂସ୍କୃତ ଦିବସ   01-Sep-2026
  ଜିଲ୍ଲା  
ଉଚ୍ଚ ଆକାଂକ୍ଷା ଓ ଉଚ୍ଚଶିକ୍ଷାର ନୂତନ ଦୃଷ୍ଟିକୋଣ ସହ ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ, ବଲାଙ୍ଗିରର ଷଷ୍ଠ ପ୍ରତିଷ୍ଠା ଦିବସ ପାଳିତ   01-Sep-2026
  ଜିଲ୍ଲା  
ବିଶ୍ୱ ତାପାୟନ ସଙ୍କଟ ଉପରେ ସଚେତନତା କାର୍ଯ୍ୟକ୍ରମ   01-Sep-2026

You Might Also Like