-+91-9937148622 |

prerana_bgr@rediffmail.com |

  Wednesday 2nd September 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଦ୍ୟାଳୟ ସମୂହ କ୍ରୀଡା ପ୍ରତିଯୋଗିତା ପ୍ରସ୍ତୁତି ବୈଠକ   (02-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ ଅନ୍ତର୍ଗତ ସର୍ଭେୟର ଏବଂ ସ୍ବେଛାସେବୀ ଶିକ୍ଷକ/ଶିକ୍ଷିକାମାନଙ୍କ ବ୍ଲକସ୍ତରୀୟ ତାଳିମ ଶିବିର   (02-Sep-2026)       ||      ପଦୋନ୍ନତି ପାଇ ବରଗଡ଼ ସିଡିଏମଓ ହେଲେ ଡାକ୍ତର ଅଶୋକ ଦାସ ସମ୍ବଲପୁର ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଭାବପୂର୍ଣ୍ଣ ବିଦାୟ ସମ୍ବର୍ଦ୍ଧନା   (02-Sep-2026)       ||      ଛାତ୍ରଛାତ୍ରୀଙ୍କୁ କ୍ୟାରିୟର ଦିଗଦର୍ଶନ ଦେଲା ଆଇଆଇଟି କାନପୁରର ସାଥି ସମ୍ବଲପୁରରେ ପ୍ରଗତି ୨୦୨୬ କ୍ୟାରିୟର କାଉନସେଲିଂ ଓ ସଚେତନତା ଅଧିବେଶନ   (02-Sep-2026)       ||      ଏମ୍‌ସିଏଲ୍ ଦ୍ୱାରା ଇବ୍ ଭ୍ୟାଲି ୱାଶେରୀଠାରେ ୪,୦୦୦ ମେଟ୍ରିକ୍ ଟନ୍‌ କ୍ଷମତା ବିଶିଷ୍ଟ ସାଇଲୋର ଶୁଭାରମ୍ଭ   (02-Sep-2026)       ||      ସରକାରୀ ମେଡିକାଲ କଲେଜ ଓ ହସ୍ପିଟାଲ୍ ସୁନ୍ଦରଗଡ଼ରେ ନୂତନ ସ୍ୱାସ୍ଥ୍ୟସେବାର ଶୁଭାରମ୍ଭ   (02-Sep-2026)       ||      ତୁଷୁରା ସ୍ବାୟତ୍ତ ଶାସନ ଦିବସରେ ସମ୍ବର୍ଦ୍ଧିତ ହେଳେ ଧରିତ୍ରୀ ସାମ୍ବାଦିକ   (02-Sep-2026)       ||      ଫାଷ୍ଟଫୁଡ୍‌ ସେଣ୍ଟରରେ ମଙ୍ଗଳବାର ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ଯାଞ୍ଚ   (01-Sep-2026)       ||      ଲୋଇସିଂହା କଲେଜ ରେ ସୁ ପୋଷିତ ଓଡିଶା ମିଶନ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (01-Sep-2026)       ||      ସୂଚନା ନିର୍ଦ୍ଦେଶକଙ୍କୁ ଭେଟିଲେ ଓଡ଼ିଶା ବରିଷ୍ଠ ସାମ୍ୱାଦିକ ସଂଘର କର୍ମକର୍ତ୍ତା   (01-Sep-2026)       ||      ଶ୍ରୀ ଗଣେଶ ସରକାରୀ ଉଚ୍ଚ ବିଦ୍ୟାଳୟରେ ସଂସ୍କୃତ ଦିବସ   (01-Sep-2026)       ||      ଉଚ୍ଚ ଆକାଂକ୍ଷା ଓ ଉଚ୍ଚଶିକ୍ଷାର ନୂତନ ଦୃଷ୍ଟିକୋଣ ସହ ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ, ବଲାଙ୍ଗିରର ଷଷ୍ଠ ପ୍ରତିଷ୍ଠା ଦିବସ ପାଳିତ   (01-Sep-2026)       ||      ବିଶ୍ୱ ତାପାୟନ ସଙ୍କଟ ଉପରେ ସଚେତନତା କାର୍ଯ୍ୟକ୍ରମ   (01-Sep-2026)       ||      ଭଗବତୀ କୌଶଲ୍ୟା  ବି.ଏସ.ସି. ନର୍ସିଂ ଛାତ୍ରଛାତ୍ରୀ ଙ୍କ ଶପଥ ଗ୍ରହଣ ଉତ୍ସବ    (01-Sep-2026)       ||      ବଲାଙ୍ଗୀରରେ ମହିଳାଙ୍କ ପରିବେଶ ସଚେତନତା : ସ୍କୁଲ ପରିସରରେ ବୃକ୍ଷରୋପଣ   (01-Sep-2026)       ||      ତୁଷୁରାରେ ସ୍ୱାୟତ୍ତ ଶାସନ ଦିବସ ପାଳିତ   (01-Sep-2026)       ||      ତୁଷୁରାରେ ସ୍ୱାୟତ୍ତ ଶାସନ ଦିବସ ପାଳିତ   (01-Sep-2026)       ||      ସମ୍ବଲପୁରର ଅଜ୍ଞାତ ଇତିହାସ, ଐତିହ୍ୟ ଓ ସଂସ୍କୃତି ଉପରେ ଜାତୀୟ ସମ୍ମିଳନୀ ସଂସ୍କୃତି ସଭ୍ୟତାର ପ୍ରୟୋଗଶାଳା ହେବ ସମ୍ବଲପୁର ଜିଲ୍ଲା ଗଙ୍ଗାଧର ମେହେର ବିଶ୍ୱବିଦ୍ୟାଳୟ ପକ୍ଷରୁ ବିଶିଷ୍ଟ ଇତିହାସକାର ଶିବ ପ୍ରସାଦ ଦାସଙ୍କ ୧୨୫ତମ ଜୟନ୍ତୀ ପାଳିତ   (01-Sep-2026)       ||      ବଲାଙ୍ଗୀରର ବିକାଶ ଯାତ୍ରାରେ ଯୋଡ଼ି ହେଲା ଆଉ ଏକ ସ୍ୱର୍ଣ୍ଣିମ ଅଧ୍ୟାୟ - ଅଧ୍ୟକ୍ଷା ଲିକା ସାହୁ    (31-Aug-2026)       ||      ପଞ୍ଚାୟତ ସ୍ତରୀୟ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (31-Aug-2026)       ||     

HOME   ଜିଲ୍ଲା

ସୋନପୁର ଠାରେ ମା ବୁଢ଼ିମା ଡେଲି ନିଡ୍ସ ସେଣ୍ଟର ର ଉଦଘାଟନ

01-May-2025



ସୋନପୁର - ମନୋରଞ୍ଜନ ତ୍ରିପାଠୀ 
ଅକ୍ଷୟ ତୃତୀୟା ଅବସର ରେ ଆଜି ଏକ ପବିତ୍ର ତିଥି ରେ ସୋନପୁର କସ୍ତୁରୀ ହୋଟେଲ୍ ସମ୍ମୁଖ ରେ ମା ବୁଢୀମା ଡେଲି ନିଡ୍ସ ସେଣ୍ଟର  ଉଦ୍ଘାଟିତ ହୋଇ ଯାଇଛି l ସୁନ୍ଦରଗଡ଼ ଷ୍ଟେଟ ବ୍ୟାଙ୍କ ର ଦର୍ଲିପାଲି ବ୍ରାଞ୍ଚ ମ୍ୟାନେଜର ଶ୍ରୀ ହିମାଂଶୁ ଶେଖର ପାତ୍ର ଓ ତାଙ୍କ ଧର୍ମପତ୍ନୀ ସମାଜସେବୀ ଭବାନୀ ପାତ୍ର ଏହା କୁ ଶୁଭ ଉଦ୍ଘାଟନ କରିଥିଲେ l ଏହି ସେଣ୍ଟର ର ପ୍ରୋପାଇଟର ଆନନ୍ଦ ପାତ୍ର ଙ୍କ ସଂଯୋଜନାରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ପିତା ପରମେଶ୍ବର ପାତ୍ର, ମାତା ସୁନନ୍ଦା ପାତ୍ର, ସ୍ତ୍ରୀ ଏମ ଶ୍ରୀଦେବୀ, ଝିଅ କେ. ପାୱନି,  ଭାଈ ବିନୋଦ ପାତ୍ର, ମହାରାଷ୍ଟ୍ର (ପୁନେ ) ର ସଫ୍ଟୱେର ଇଞ୍ଜିନିୟର ଜିତେନ୍ଦ୍ର କୁମାର ମିଶ୍ର, ଓଡ଼ିଶା ରାଜ୍ୟ ର ପ୍ରାକ୍ତନ ମତ୍ସ୍ୟ ନିଗମ ଅଧ୍ୟକ୍ଷ ଅଭିମନ୍ୟୁ କୁଶଳ, ଓଡ଼ିଶା ସାମ୍ୱାଦିକ ସଂଘ ର ରାଜ୍ୟ ସାଂଗଠାନିକ ସଂପାଦକ ରାଜ କିଶୋର ତ୍ରୀପାଠୀ, ଓଡ଼ିଶା ସାମ୍ୱାଦିକ ସଂଘ ଜିଲ୍ଲା ସଭାପତି ମନୋରଂଜନ ତ୍ରୀପାଠୀ, ସଂପାଦକ ମହାଦେବ ମଲ୍ଲିକ, ବରିଷ୍ଠ ସାମ୍ବାଦିକ ଦିଲ୍ଲୀପ ପାତ୍ର, ବୀବେକା ନନ୍ଦ ମିଶ୍ର, ସଞ୍ଜୟ ମହାପାତ୍ର, ବାବୁଲା ମିଶ୍ର,  ଶେଷ ଦେବ ମେହେର, ଶାନ୍ତନୁ ବାଗ, ଗୋପାଳ ମେହେର, ବିଜେପି ଜିଲ୍ଲା ଯୁବ ମୋର୍ଚ୍ଚା ସଭାପତି ସ୍ୱରୂପ ପାତ୍ର , ନବ ମିଶ୍ର, ବ୍ରଜ କିଶୋର ପାତ୍ର ଙ୍କ ସମେତ ସହର ର ବହୁ ବିଶିଷ୍ଟ ବ୍ୟକ୍ତି ଏଠାରେ ଯୋଗ ଦେଇଥିଲେ l ଏଠାରେ ନିତ୍ୟ ବ୍ୟବହୃତ ଜିନିଷ ସୁଲଭ ମୂଲ୍ୟରେ ମିଳୁଥିବାରୁ ଗ୍ରାହକ ଙ୍କ ବହୁ ଭିଡ଼ ହେଉଥିବା ଜଣା ଯାଇଛି l


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଦ୍ୟାଳୟ ସମୂହ କ୍ରୀଡା ପ୍ରତିଯୋଗିତା ପ୍ରସ୍ତୁତି ବୈଠକ   02-Sep-2026
  ଜିଲ୍ଲା  
ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ ଅନ୍ତର୍ଗତ ସର୍ଭେୟର ଏବଂ ସ୍ବେଛାସେବୀ ଶିକ୍ଷକ/ଶିକ୍ଷିକାମାନଙ୍କ ବ୍ଲକସ୍ତରୀୟ ତାଳିମ ଶିବିର   02-Sep-2026
  ଜିଲ୍ଲା  
ପଦୋନ୍ନତି ପାଇ ବରଗଡ଼ ସିଡିଏମଓ ହେଲେ ଡାକ୍ତର ଅଶୋକ ଦାସ ସମ୍ବଲପୁର ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଭାବପୂର୍ଣ୍ଣ ବିଦାୟ ସମ୍ବର୍ଦ୍ଧନା   02-Sep-2026
  ଜିଲ୍ଲା  
ଛାତ୍ରଛାତ୍ରୀଙ୍କୁ କ୍ୟାରିୟର ଦିଗଦର୍ଶନ ଦେଲା ଆଇଆଇଟି କାନପୁରର ସାଥି ସମ୍ବଲପୁରରେ ପ୍ରଗତି ୨୦୨୬ କ୍ୟାରିୟର କାଉନସେଲିଂ ଓ ସଚେତନତା ଅଧିବେଶନ   02-Sep-2026
  ଜିଲ୍ଲା  
ଏମ୍‌ସିଏଲ୍ ଦ୍ୱାରା ଇବ୍ ଭ୍ୟାଲି ୱାଶେରୀଠାରେ ୪,୦୦୦ ମେଟ୍ରିକ୍ ଟନ୍‌ କ୍ଷମତା ବିଶିଷ୍ଟ ସାଇଲୋର ଶୁଭାରମ୍ଭ   02-Sep-2026
  ଜିଲ୍ଲା  
ସରକାରୀ ମେଡିକାଲ କଲେଜ ଓ ହସ୍ପିଟାଲ୍ ସୁନ୍ଦରଗଡ଼ରେ ନୂତନ ସ୍ୱାସ୍ଥ୍ୟସେବାର ଶୁଭାରମ୍ଭ   02-Sep-2026
  ଜିଲ୍ଲା  
ତୁଷୁରା ସ୍ବାୟତ୍ତ ଶାସନ ଦିବସରେ ସମ୍ବର୍ଦ୍ଧିତ ହେଳେ ଧରିତ୍ରୀ ସାମ୍ବାଦିକ   02-Sep-2026
  ଜିଲ୍ଲା  
ଫାଷ୍ଟଫୁଡ୍‌ ସେଣ୍ଟରରେ ମଙ୍ଗଳବାର ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ଯାଞ୍ଚ   01-Sep-2026
  ଜିଲ୍ଲା  
ଲୋଇସିଂହା କଲେଜ ରେ ସୁ ପୋଷିତ ଓଡିଶା ମିଶନ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ   01-Sep-2026
  ରାଜ୍ୟ  
ସୂଚନା ନିର୍ଦ୍ଦେଶକଙ୍କୁ ଭେଟିଲେ ଓଡ଼ିଶା ବରିଷ୍ଠ ସାମ୍ୱାଦିକ ସଂଘର କର୍ମକର୍ତ୍ତା   01-Sep-2026
  ଜିଲ୍ଲା  
ଶ୍ରୀ ଗଣେଶ ସରକାରୀ ଉଚ୍ଚ ବିଦ୍ୟାଳୟରେ ସଂସ୍କୃତ ଦିବସ   01-Sep-2026
  ଜିଲ୍ଲା  
ଉଚ୍ଚ ଆକାଂକ୍ଷା ଓ ଉଚ୍ଚଶିକ୍ଷାର ନୂତନ ଦୃଷ୍ଟିକୋଣ ସହ ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ, ବଲାଙ୍ଗିରର ଷଷ୍ଠ ପ୍ରତିଷ୍ଠା ଦିବସ ପାଳିତ   01-Sep-2026

You Might Also Like