-+91-9937148622 |

prerana_bgr@rediffmail.com |

  Wednesday 2nd September 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଦ୍ୟାଳୟ ସମୂହ କ୍ରୀଡା ପ୍ରତିଯୋଗିତା ପ୍ରସ୍ତୁତି ବୈଠକ   (02-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ ଅନ୍ତର୍ଗତ ସର୍ଭେୟର ଏବଂ ସ୍ବେଛାସେବୀ ଶିକ୍ଷକ/ଶିକ୍ଷିକାମାନଙ୍କ ବ୍ଲକସ୍ତରୀୟ ତାଳିମ ଶିବିର   (02-Sep-2026)       ||      ପଦୋନ୍ନତି ପାଇ ବରଗଡ଼ ସିଡିଏମଓ ହେଲେ ଡାକ୍ତର ଅଶୋକ ଦାସ ସମ୍ବଲପୁର ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଭାବପୂର୍ଣ୍ଣ ବିଦାୟ ସମ୍ବର୍ଦ୍ଧନା   (02-Sep-2026)       ||      ଛାତ୍ରଛାତ୍ରୀଙ୍କୁ କ୍ୟାରିୟର ଦିଗଦର୍ଶନ ଦେଲା ଆଇଆଇଟି କାନପୁରର ସାଥି ସମ୍ବଲପୁରରେ ପ୍ରଗତି ୨୦୨୬ କ୍ୟାରିୟର କାଉନସେଲିଂ ଓ ସଚେତନତା ଅଧିବେଶନ   (02-Sep-2026)       ||      ଏମ୍‌ସିଏଲ୍ ଦ୍ୱାରା ଇବ୍ ଭ୍ୟାଲି ୱାଶେରୀଠାରେ ୪,୦୦୦ ମେଟ୍ରିକ୍ ଟନ୍‌ କ୍ଷମତା ବିଶିଷ୍ଟ ସାଇଲୋର ଶୁଭାରମ୍ଭ   (02-Sep-2026)       ||      ସରକାରୀ ମେଡିକାଲ କଲେଜ ଓ ହସ୍ପିଟାଲ୍ ସୁନ୍ଦରଗଡ଼ରେ ନୂତନ ସ୍ୱାସ୍ଥ୍ୟସେବାର ଶୁଭାରମ୍ଭ   (02-Sep-2026)       ||      ତୁଷୁରା ସ୍ବାୟତ୍ତ ଶାସନ ଦିବସରେ ସମ୍ବର୍ଦ୍ଧିତ ହେଳେ ଧରିତ୍ରୀ ସାମ୍ବାଦିକ   (02-Sep-2026)       ||      ଫାଷ୍ଟଫୁଡ୍‌ ସେଣ୍ଟରରେ ମଙ୍ଗଳବାର ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ଯାଞ୍ଚ   (01-Sep-2026)       ||      ଲୋଇସିଂହା କଲେଜ ରେ ସୁ ପୋଷିତ ଓଡିଶା ମିଶନ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (01-Sep-2026)       ||      ସୂଚନା ନିର୍ଦ୍ଦେଶକଙ୍କୁ ଭେଟିଲେ ଓଡ଼ିଶା ବରିଷ୍ଠ ସାମ୍ୱାଦିକ ସଂଘର କର୍ମକର୍ତ୍ତା   (01-Sep-2026)       ||      ଶ୍ରୀ ଗଣେଶ ସରକାରୀ ଉଚ୍ଚ ବିଦ୍ୟାଳୟରେ ସଂସ୍କୃତ ଦିବସ   (01-Sep-2026)       ||      ଉଚ୍ଚ ଆକାଂକ୍ଷା ଓ ଉଚ୍ଚଶିକ୍ଷାର ନୂତନ ଦୃଷ୍ଟିକୋଣ ସହ ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ, ବଲାଙ୍ଗିରର ଷଷ୍ଠ ପ୍ରତିଷ୍ଠା ଦିବସ ପାଳିତ   (01-Sep-2026)       ||      ବିଶ୍ୱ ତାପାୟନ ସଙ୍କଟ ଉପରେ ସଚେତନତା କାର୍ଯ୍ୟକ୍ରମ   (01-Sep-2026)       ||      ଭଗବତୀ କୌଶଲ୍ୟା  ବି.ଏସ.ସି. ନର୍ସିଂ ଛାତ୍ରଛାତ୍ରୀ ଙ୍କ ଶପଥ ଗ୍ରହଣ ଉତ୍ସବ    (01-Sep-2026)       ||      ବଲାଙ୍ଗୀରରେ ମହିଳାଙ୍କ ପରିବେଶ ସଚେତନତା : ସ୍କୁଲ ପରିସରରେ ବୃକ୍ଷରୋପଣ   (01-Sep-2026)       ||      ତୁଷୁରାରେ ସ୍ୱାୟତ୍ତ ଶାସନ ଦିବସ ପାଳିତ   (01-Sep-2026)       ||      ତୁଷୁରାରେ ସ୍ୱାୟତ୍ତ ଶାସନ ଦିବସ ପାଳିତ   (01-Sep-2026)       ||      ସମ୍ବଲପୁରର ଅଜ୍ଞାତ ଇତିହାସ, ଐତିହ୍ୟ ଓ ସଂସ୍କୃତି ଉପରେ ଜାତୀୟ ସମ୍ମିଳନୀ ସଂସ୍କୃତି ସଭ୍ୟତାର ପ୍ରୟୋଗଶାଳା ହେବ ସମ୍ବଲପୁର ଜିଲ୍ଲା ଗଙ୍ଗାଧର ମେହେର ବିଶ୍ୱବିଦ୍ୟାଳୟ ପକ୍ଷରୁ ବିଶିଷ୍ଟ ଇତିହାସକାର ଶିବ ପ୍ରସାଦ ଦାସଙ୍କ ୧୨୫ତମ ଜୟନ୍ତୀ ପାଳିତ   (01-Sep-2026)       ||      ବଲାଙ୍ଗୀରର ବିକାଶ ଯାତ୍ରାରେ ଯୋଡ଼ି ହେଲା ଆଉ ଏକ ସ୍ୱର୍ଣ୍ଣିମ ଅଧ୍ୟାୟ - ଅଧ୍ୟକ୍ଷା ଲିକା ସାହୁ    (31-Aug-2026)       ||      ପଞ୍ଚାୟତ ସ୍ତରୀୟ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (31-Aug-2026)       ||     

HOME   ଜିଲ୍ଲା

୧୦୮ ଆମ୍ବୁଲାନ୍ସ ଧକ୍କାରେ ଜଣେ ମୃତ। କ୍ଷତିପୂରଣ ଦାବିରେ ରାସ୍ତା ଅବରୋଧ ।

01-May-2025



ଧର୍ମଗଡ଼ ( ଜ୍ୟୋତିରଞ୍ଜନ ବେମାଲ )
 କଳାହାଣ୍ଡି ଜିଲ୍ଲା ଧର୍ମଗଡ଼ ବିଜୁ ଏକ୍ସପ୍ରେସ ୱେ ବେହେରା  ଛକ ନିକଟରେ ଏକ ଆମ୍ବୁଲାନ୍ସ ଧକ୍କାରେ ଜଣେ ଯୁବକ ଙ୍କ ମୃତ୍ୟୁ ହୋଇଛି ।ମୃତ ବ୍ୟକ୍ତି ଜଣକ କୋକସରା ଥାନା  ଛଞ୍ଚାଣ ବାହାଲି ପଞ୍ଚାୟତ ରାବଣ ଗୁଡ଼ା ଗ୍ରାମର ଗଣ୍ଡାରାମ ଗୋପାଳ (୨୮ ) ବୋଲି ଜଣାପଡିଛି । ସୂଚନା ମତେ ସେ ବେହେରା ଠାରେ ଏକ ଫାଷ୍ଟ ଫୁଡ୍ ଦୋକାନରେ ମିସ୍ତ୍ରୀ ଭାବେ କାର୍ଯ୍ୟରତ ଥିଲେ । ପ୍ରତ୍ୟେକ ଦିନ ଭଳି ଗୁରୁବାର ଦିନ ଭୋର୍ ସକାଳୁ ସେ ନିଜ ଗାଁ ରୁ ବେହେରା କୁ ଏକ ସାଇକଲ ଯୋଗେ କାମ ପାଇଁ ଆସୁଥିଲେ । ଏହି ସମୟରେ ନବରଙ୍ଗପୁର  ରୁ  କଣ୍ଟାବାଞ୍ଜି ଅଭିମୁଖେ ଦୃତ ଗତିରେ ଆସୁଥିବା ଏକ  ୧୦୮ ଆମ୍ବୁଲାନ୍ସ( ଓଡି ୦୨ ବି ଏଚ ୮୯୬୪)  ଧକ୍କା ଦେଇଥିଲା ।ଯାହା ଫଳରେ ଯୁବକ ଜଣକ ଛିଟିକି ପଡ଼ି ଥିଲେ ।  ଦୁର୍ଘଟଣା ଘଟାଇଥିବା ଆମ୍ବୁଲାନ୍ସ କର୍ମଚାରୀ ଗୁରୁତର ଅବସ୍ଥାରେ ତାଙ୍କୁ ଉଦ୍ଧାର କରି ସେହି  ଆମ୍ବୁଲାନ୍ସ ରେ ପର୍ଲା ମେଡିକାଲ ରେ ଭର୍ତି କରିଥିଲେ ହିଁ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ । ଅନ୍ୟପଟେ ଆମ୍ବୁଲାନ୍ସ କର୍ମଚାରୀ ଧର୍ମଗଡ଼ ଥାନାରେ ଆତ୍ମସମର୍ପଣ କରିଥିବା ଜଣାପଡିଛି । ଘଟଣା କୁ ନେଇ ପରିବାର ଓ ସ୍ଥାନୀୟ ଲୋକଙ୍କ ମଧ୍ୟରେ ଉତ୍ତେଜନା ଦେଖାଯିବା ସହ କ୍ଷତିପୂରଣ ଦାବିରେ ଦୁଇଟି ସ୍ଥାନ ବେହେରା ଓ ପର୍ଲା   ବିଜୁ ଏକ୍ସପ୍ରେସ ୱେ ଠାରେ ରାସ୍ତା ଅବରୋଧ କରିଥିଲେ । ଯାହା ଫଳରେ ଦୀର୍ଘ ସମୟ ଧରି ଯାନବାହାନ ଚଳାଚଳ ବାଧାପ୍ରାପ୍ତ ହୋଇଥିଲା । ଖବର ପାଇ ଧର୍ମଗଡ଼ ଉପଜିଲ୍ଲପାଳ ଧିମାନ ଚକମା, ତହସିଲଦାର ,ଧର୍ମଗଡ଼ ଓ କୋକସରା ପୋଲିସ ପହଞ୍ଚି ପରିବାର ସହ ଆଲୋଚନା କରିଥିଲେ । ସରକାରଙ୍କ ନିୟମାନୁଯାୟୀ ମୃତକଙ୍କ ପରିବାର କୁ ଆର୍ଥିକ ସହାୟତା ଯୋଗାଇ ଦେବା ପ୍ରତିଶ୍ରୁତି ପରେ ରାସ୍ତା ଅବରୋଧ ହଟିଥିଲା ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଦ୍ୟାଳୟ ସମୂହ କ୍ରୀଡା ପ୍ରତିଯୋଗିତା ପ୍ରସ୍ତୁତି ବୈଠକ   02-Sep-2026
  ଜିଲ୍ଲା  
ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ ଅନ୍ତର୍ଗତ ସର୍ଭେୟର ଏବଂ ସ୍ବେଛାସେବୀ ଶିକ୍ଷକ/ଶିକ୍ଷିକାମାନଙ୍କ ବ୍ଲକସ୍ତରୀୟ ତାଳିମ ଶିବିର   02-Sep-2026
  ଜିଲ୍ଲା  
ପଦୋନ୍ନତି ପାଇ ବରଗଡ଼ ସିଡିଏମଓ ହେଲେ ଡାକ୍ତର ଅଶୋକ ଦାସ ସମ୍ବଲପୁର ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଭାବପୂର୍ଣ୍ଣ ବିଦାୟ ସମ୍ବର୍ଦ୍ଧନା   02-Sep-2026
  ଜିଲ୍ଲା  
ଛାତ୍ରଛାତ୍ରୀଙ୍କୁ କ୍ୟାରିୟର ଦିଗଦର୍ଶନ ଦେଲା ଆଇଆଇଟି କାନପୁରର ସାଥି ସମ୍ବଲପୁରରେ ପ୍ରଗତି ୨୦୨୬ କ୍ୟାରିୟର କାଉନସେଲିଂ ଓ ସଚେତନତା ଅଧିବେଶନ   02-Sep-2026
  ଜିଲ୍ଲା  
ଏମ୍‌ସିଏଲ୍ ଦ୍ୱାରା ଇବ୍ ଭ୍ୟାଲି ୱାଶେରୀଠାରେ ୪,୦୦୦ ମେଟ୍ରିକ୍ ଟନ୍‌ କ୍ଷମତା ବିଶିଷ୍ଟ ସାଇଲୋର ଶୁଭାରମ୍ଭ   02-Sep-2026
  ଜିଲ୍ଲା  
ସରକାରୀ ମେଡିକାଲ କଲେଜ ଓ ହସ୍ପିଟାଲ୍ ସୁନ୍ଦରଗଡ଼ରେ ନୂତନ ସ୍ୱାସ୍ଥ୍ୟସେବାର ଶୁଭାରମ୍ଭ   02-Sep-2026
  ଜିଲ୍ଲା  
ତୁଷୁରା ସ୍ବାୟତ୍ତ ଶାସନ ଦିବସରେ ସମ୍ବର୍ଦ୍ଧିତ ହେଳେ ଧରିତ୍ରୀ ସାମ୍ବାଦିକ   02-Sep-2026
  ଜିଲ୍ଲା  
ଫାଷ୍ଟଫୁଡ୍‌ ସେଣ୍ଟରରେ ମଙ୍ଗଳବାର ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ଯାଞ୍ଚ   01-Sep-2026
  ଜିଲ୍ଲା  
ଲୋଇସିଂହା କଲେଜ ରେ ସୁ ପୋଷିତ ଓଡିଶା ମିଶନ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ   01-Sep-2026
  ରାଜ୍ୟ  
ସୂଚନା ନିର୍ଦ୍ଦେଶକଙ୍କୁ ଭେଟିଲେ ଓଡ଼ିଶା ବରିଷ୍ଠ ସାମ୍ୱାଦିକ ସଂଘର କର୍ମକର୍ତ୍ତା   01-Sep-2026
  ଜିଲ୍ଲା  
ଶ୍ରୀ ଗଣେଶ ସରକାରୀ ଉଚ୍ଚ ବିଦ୍ୟାଳୟରେ ସଂସ୍କୃତ ଦିବସ   01-Sep-2026
  ଜିଲ୍ଲା  
ଉଚ୍ଚ ଆକାଂକ୍ଷା ଓ ଉଚ୍ଚଶିକ୍ଷାର ନୂତନ ଦୃଷ୍ଟିକୋଣ ସହ ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ, ବଲାଙ୍ଗିରର ଷଷ୍ଠ ପ୍ରତିଷ୍ଠା ଦିବସ ପାଳିତ   01-Sep-2026

You Might Also Like