-+91-9937148622 |

prerana_bgr@rediffmail.com |

  Wednesday 2nd September 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଦ୍ୟାଳୟ ସମୂହ କ୍ରୀଡା ପ୍ରତିଯୋଗିତା ପ୍ରସ୍ତୁତି ବୈଠକ   (02-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ ଅନ୍ତର୍ଗତ ସର୍ଭେୟର ଏବଂ ସ୍ବେଛାସେବୀ ଶିକ୍ଷକ/ଶିକ୍ଷିକାମାନଙ୍କ ବ୍ଲକସ୍ତରୀୟ ତାଳିମ ଶିବିର   (02-Sep-2026)       ||      ପଦୋନ୍ନତି ପାଇ ବରଗଡ଼ ସିଡିଏମଓ ହେଲେ ଡାକ୍ତର ଅଶୋକ ଦାସ ସମ୍ବଲପୁର ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଭାବପୂର୍ଣ୍ଣ ବିଦାୟ ସମ୍ବର୍ଦ୍ଧନା   (02-Sep-2026)       ||      ଛାତ୍ରଛାତ୍ରୀଙ୍କୁ କ୍ୟାରିୟର ଦିଗଦର୍ଶନ ଦେଲା ଆଇଆଇଟି କାନପୁରର ସାଥି ସମ୍ବଲପୁରରେ ପ୍ରଗତି ୨୦୨୬ କ୍ୟାରିୟର କାଉନସେଲିଂ ଓ ସଚେତନତା ଅଧିବେଶନ   (02-Sep-2026)       ||      ଏମ୍‌ସିଏଲ୍ ଦ୍ୱାରା ଇବ୍ ଭ୍ୟାଲି ୱାଶେରୀଠାରେ ୪,୦୦୦ ମେଟ୍ରିକ୍ ଟନ୍‌ କ୍ଷମତା ବିଶିଷ୍ଟ ସାଇଲୋର ଶୁଭାରମ୍ଭ   (02-Sep-2026)       ||      ସରକାରୀ ମେଡିକାଲ କଲେଜ ଓ ହସ୍ପିଟାଲ୍ ସୁନ୍ଦରଗଡ଼ରେ ନୂତନ ସ୍ୱାସ୍ଥ୍ୟସେବାର ଶୁଭାରମ୍ଭ   (02-Sep-2026)       ||      ତୁଷୁରା ସ୍ବାୟତ୍ତ ଶାସନ ଦିବସରେ ସମ୍ବର୍ଦ୍ଧିତ ହେଳେ ଧରିତ୍ରୀ ସାମ୍ବାଦିକ   (02-Sep-2026)       ||      ଫାଷ୍ଟଫୁଡ୍‌ ସେଣ୍ଟରରେ ମଙ୍ଗଳବାର ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ଯାଞ୍ଚ   (01-Sep-2026)       ||      ଲୋଇସିଂହା କଲେଜ ରେ ସୁ ପୋଷିତ ଓଡିଶା ମିଶନ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (01-Sep-2026)       ||      ସୂଚନା ନିର୍ଦ୍ଦେଶକଙ୍କୁ ଭେଟିଲେ ଓଡ଼ିଶା ବରିଷ୍ଠ ସାମ୍ୱାଦିକ ସଂଘର କର୍ମକର୍ତ୍ତା   (01-Sep-2026)       ||      ଶ୍ରୀ ଗଣେଶ ସରକାରୀ ଉଚ୍ଚ ବିଦ୍ୟାଳୟରେ ସଂସ୍କୃତ ଦିବସ   (01-Sep-2026)       ||      ଉଚ୍ଚ ଆକାଂକ୍ଷା ଓ ଉଚ୍ଚଶିକ୍ଷାର ନୂତନ ଦୃଷ୍ଟିକୋଣ ସହ ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ, ବଲାଙ୍ଗିରର ଷଷ୍ଠ ପ୍ରତିଷ୍ଠା ଦିବସ ପାଳିତ   (01-Sep-2026)       ||      ବିଶ୍ୱ ତାପାୟନ ସଙ୍କଟ ଉପରେ ସଚେତନତା କାର୍ଯ୍ୟକ୍ରମ   (01-Sep-2026)       ||      ଭଗବତୀ କୌଶଲ୍ୟା  ବି.ଏସ.ସି. ନର୍ସିଂ ଛାତ୍ରଛାତ୍ରୀ ଙ୍କ ଶପଥ ଗ୍ରହଣ ଉତ୍ସବ    (01-Sep-2026)       ||      ବଲାଙ୍ଗୀରରେ ମହିଳାଙ୍କ ପରିବେଶ ସଚେତନତା : ସ୍କୁଲ ପରିସରରେ ବୃକ୍ଷରୋପଣ   (01-Sep-2026)       ||      ତୁଷୁରାରେ ସ୍ୱାୟତ୍ତ ଶାସନ ଦିବସ ପାଳିତ   (01-Sep-2026)       ||      ତୁଷୁରାରେ ସ୍ୱାୟତ୍ତ ଶାସନ ଦିବସ ପାଳିତ   (01-Sep-2026)       ||      ସମ୍ବଲପୁରର ଅଜ୍ଞାତ ଇତିହାସ, ଐତିହ୍ୟ ଓ ସଂସ୍କୃତି ଉପରେ ଜାତୀୟ ସମ୍ମିଳନୀ ସଂସ୍କୃତି ସଭ୍ୟତାର ପ୍ରୟୋଗଶାଳା ହେବ ସମ୍ବଲପୁର ଜିଲ୍ଲା ଗଙ୍ଗାଧର ମେହେର ବିଶ୍ୱବିଦ୍ୟାଳୟ ପକ୍ଷରୁ ବିଶିଷ୍ଟ ଇତିହାସକାର ଶିବ ପ୍ରସାଦ ଦାସଙ୍କ ୧୨୫ତମ ଜୟନ୍ତୀ ପାଳିତ   (01-Sep-2026)       ||      ବଲାଙ୍ଗୀରର ବିକାଶ ଯାତ୍ରାରେ ଯୋଡ଼ି ହେଲା ଆଉ ଏକ ସ୍ୱର୍ଣ୍ଣିମ ଅଧ୍ୟାୟ - ଅଧ୍ୟକ୍ଷା ଲିକା ସାହୁ    (31-Aug-2026)       ||      ପଞ୍ଚାୟତ ସ୍ତରୀୟ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (31-Aug-2026)       ||     

HOME   ଜିଲ୍ଲା

ସରକାରୀ ମହାବିଦ୍ୟାଳୟ ଅଧ୍ୟକ୍ଷଙ୍କ ଅବସର ଗ୍ରହଣ

02-May-2025



ବଲାଙ୍ଗୀର, (ପ୍ରେରଣା ଖବର) ବୁଧବାର ଦିନ  ସ୍ଥାନୀୟ ସରକାରୀ ମହାବିଦ୍ୟାଳୟ ବଲାଙ୍ଗିରର ଭାରପ୍ରାପ୍ତ ଅଧ୍ୟକ୍ଷ ପ୍ରାଧ୍ୟାପକ ଘନଶ୍ୟାମ ବେହେରା ଅବସର ଗ୍ରହଣ କରିଛନ୍ତି l ସେ ପ୍ରାୟ ଦୁଇ ବର୍ଷଧରି ଅଧ୍ୟକ୍ଷ ଦାୟିତ୍ବରେ ଥିଲେ l ସମ୍ବଲପୁର ଶିକ୍ଷକ ଶିକ୍ଷା ମହାବିଦ୍ୟାଳୟରେ ନିଜର କର୍ମମୟ ଜୀବନ ଆରମ୍ଭ କରି ସରକାରୀ ମହିଳା ମହାବିଦ୍ୟାଳୟ ବଲାଙ୍ଗିର ଓ ଶେଷରେ ସରକାରୀ ମହାବିଦ୍ୟାଳୟ ବଲାଙ୍ଗିର ଠାରେ ନିଜର ଦାୟିତ୍ଵ ସୁଚାରୁ ରୂପେ ସମ୍ପାଦନା କରି ଅବସର ଗ୍ରହଣ କରିଛନ୍ତି l ଦୀର୍ଘ ତିନି ଦଶନ୍ଧି ଧରି ଅଧ୍ୟାପନା କରି ଛାତ୍ର ସମାଜରେ ପରିଚିତ ଲାଭ କରିଥିଲେ l ଏ ଅବସରରେ ମହାବିଦ୍ୟାଳୟରେ ଏକ ସେବା ନିବୃତ୍ତ ସମ୍ବର୍ଦ୍ଧନା ପର୍ବ ଅନୁଷ୍ଠିତ ହୋଇଥିଲା l ମାନପତ୍ର, ପୁଷ୍ପଗୁଚ୍ଛ ଓ ଉତ୍ତରୀୟ ଦେଇ ସମ୍ବର୍ଦ୍ଧିତ କରାଯାଇଥିଲା l ଡ଼ ଅଶୋକ କୁମାର ମହାରଣା ନିଜ ହସ୍ତ ଅଙ୍କିତ ଅଧ୍ୟକ୍ଷଙ୍କ ଫଟୋ ଚିତ୍ର ଉପହାର ଦେଇଥିଲେ | ଉପସ୍ଥିତ ଅଧ୍ୟାପକ ଅଧ୍ୟାପିକା ତଥା ଅନ୍ୟାନ୍ୟ କର୍ମଚାରୀ ମାନେ ତାଙ୍କ ସହ ବିତେଇଥିବା ମୂହୁର୍ତ୍ତଗୁଡ଼ିକ ଉପରେ ଆଲୋକପାତ କରିଥିଲେ l ସେବା ନିବୃତ୍ତ ଜୀବନ ସୁଖମୟ ଓ ଫଳପ୍ରଦ ହେଉ ବୋଲି କାମନା କରିଥିଲେ l ଡ଼ କୌତୁକ ପନ୍ଦର ମାନପତ୍ର ପଠନ କରିଥିଲେ l ସଭାକୁ ଡ଼. ଅଶୋକ କୁମାର ମହାରଣା ପରିଚାଳିତ କରିଥିବାବେଳେ, ଅଧ୍ୟାପକ ହୃଷୀକେଶ ଦାସ ଧନ୍ୟବାଦ୍ ଅର୍ପଣ କରିଥିଲେ l ମହାବିଦ୍ୟାଳୟର ଅଧ୍ୟାପିକା ବନ୍ଦନା ବାର୍,ଡ଼. ରମଣୀ ନାୟକ, ସରୋଜ କୁମାର ସାହୁ, ଆଶୀର୍ବାଦ ସାହୁ, ପଙ୍କଜ ଖମାରୀ, ପୁରୁଷୋତ୍ତମ କିସାନ୍, ଭବାନୀ ପଟେଲ୍, ଫୁଲ ସାହୁ, ବିଶ୍ଵ ଭୂଷଣ ବିଶ୍ଵାଳ, ନୀଳକଣ୍ଠ ନାଗ, ଶ୍ରୁତି ମିଶ୍ର, ଡ଼. ଅଜିତ୍ କୁମାର ପୂଜାହାରି, କମଳାକାନ୍ତ କରାଲି ପ୍ରମୁଖ ସ୍ମୃତି ବଖାଣି ଥିଲେ l ମହାବିଦ୍ୟାଳୟର ଅନ୍ୟାନ୍ୟ ଅଧ୍ୟାପ କ ଓ ଅଧ୍ୟାପିକା ତଥା କର୍ମଚାରୀ ସାହାଯ୍ୟ ସହଯୋଗ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଦ୍ୟାଳୟ ସମୂହ କ୍ରୀଡା ପ୍ରତିଯୋଗିତା ପ୍ରସ୍ତୁତି ବୈଠକ   02-Sep-2026
  ଜିଲ୍ଲା  
ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ ଅନ୍ତର୍ଗତ ସର୍ଭେୟର ଏବଂ ସ୍ବେଛାସେବୀ ଶିକ୍ଷକ/ଶିକ୍ଷିକାମାନଙ୍କ ବ୍ଲକସ୍ତରୀୟ ତାଳିମ ଶିବିର   02-Sep-2026
  ଜିଲ୍ଲା  
ପଦୋନ୍ନତି ପାଇ ବରଗଡ଼ ସିଡିଏମଓ ହେଲେ ଡାକ୍ତର ଅଶୋକ ଦାସ ସମ୍ବଲପୁର ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଭାବପୂର୍ଣ୍ଣ ବିଦାୟ ସମ୍ବର୍ଦ୍ଧନା   02-Sep-2026
  ଜିଲ୍ଲା  
ଛାତ୍ରଛାତ୍ରୀଙ୍କୁ କ୍ୟାରିୟର ଦିଗଦର୍ଶନ ଦେଲା ଆଇଆଇଟି କାନପୁରର ସାଥି ସମ୍ବଲପୁରରେ ପ୍ରଗତି ୨୦୨୬ କ୍ୟାରିୟର କାଉନସେଲିଂ ଓ ସଚେତନତା ଅଧିବେଶନ   02-Sep-2026
  ଜିଲ୍ଲା  
ଏମ୍‌ସିଏଲ୍ ଦ୍ୱାରା ଇବ୍ ଭ୍ୟାଲି ୱାଶେରୀଠାରେ ୪,୦୦୦ ମେଟ୍ରିକ୍ ଟନ୍‌ କ୍ଷମତା ବିଶିଷ୍ଟ ସାଇଲୋର ଶୁଭାରମ୍ଭ   02-Sep-2026
  ଜିଲ୍ଲା  
ସରକାରୀ ମେଡିକାଲ କଲେଜ ଓ ହସ୍ପିଟାଲ୍ ସୁନ୍ଦରଗଡ଼ରେ ନୂତନ ସ୍ୱାସ୍ଥ୍ୟସେବାର ଶୁଭାରମ୍ଭ   02-Sep-2026
  ଜିଲ୍ଲା  
ତୁଷୁରା ସ୍ବାୟତ୍ତ ଶାସନ ଦିବସରେ ସମ୍ବର୍ଦ୍ଧିତ ହେଳେ ଧରିତ୍ରୀ ସାମ୍ବାଦିକ   02-Sep-2026
  ଜିଲ୍ଲା  
ଫାଷ୍ଟଫୁଡ୍‌ ସେଣ୍ଟରରେ ମଙ୍ଗଳବାର ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ଯାଞ୍ଚ   01-Sep-2026
  ଜିଲ୍ଲା  
ଲୋଇସିଂହା କଲେଜ ରେ ସୁ ପୋଷିତ ଓଡିଶା ମିଶନ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ   01-Sep-2026
  ରାଜ୍ୟ  
ସୂଚନା ନିର୍ଦ୍ଦେଶକଙ୍କୁ ଭେଟିଲେ ଓଡ଼ିଶା ବରିଷ୍ଠ ସାମ୍ୱାଦିକ ସଂଘର କର୍ମକର୍ତ୍ତା   01-Sep-2026
  ଜିଲ୍ଲା  
ଶ୍ରୀ ଗଣେଶ ସରକାରୀ ଉଚ୍ଚ ବିଦ୍ୟାଳୟରେ ସଂସ୍କୃତ ଦିବସ   01-Sep-2026
  ଜିଲ୍ଲା  
ଉଚ୍ଚ ଆକାଂକ୍ଷା ଓ ଉଚ୍ଚଶିକ୍ଷାର ନୂତନ ଦୃଷ୍ଟିକୋଣ ସହ ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ, ବଲାଙ୍ଗିରର ଷଷ୍ଠ ପ୍ରତିଷ୍ଠା ଦିବସ ପାଳିତ   01-Sep-2026

You Might Also Like