-+91-9937148622 |

prerana_bgr@rediffmail.com |

  Wednesday 2nd September 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଦ୍ୟାଳୟ ସମୂହ କ୍ରୀଡା ପ୍ରତିଯୋଗିତା ପ୍ରସ୍ତୁତି ବୈଠକ   (02-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ ଅନ୍ତର୍ଗତ ସର୍ଭେୟର ଏବଂ ସ୍ବେଛାସେବୀ ଶିକ୍ଷକ/ଶିକ୍ଷିକାମାନଙ୍କ ବ୍ଲକସ୍ତରୀୟ ତାଳିମ ଶିବିର   (02-Sep-2026)       ||      ପଦୋନ୍ନତି ପାଇ ବରଗଡ଼ ସିଡିଏମଓ ହେଲେ ଡାକ୍ତର ଅଶୋକ ଦାସ ସମ୍ବଲପୁର ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଭାବପୂର୍ଣ୍ଣ ବିଦାୟ ସମ୍ବର୍ଦ୍ଧନା   (02-Sep-2026)       ||      ଛାତ୍ରଛାତ୍ରୀଙ୍କୁ କ୍ୟାରିୟର ଦିଗଦର୍ଶନ ଦେଲା ଆଇଆଇଟି କାନପୁରର ସାଥି ସମ୍ବଲପୁରରେ ପ୍ରଗତି ୨୦୨୬ କ୍ୟାରିୟର କାଉନସେଲିଂ ଓ ସଚେତନତା ଅଧିବେଶନ   (02-Sep-2026)       ||      ଏମ୍‌ସିଏଲ୍ ଦ୍ୱାରା ଇବ୍ ଭ୍ୟାଲି ୱାଶେରୀଠାରେ ୪,୦୦୦ ମେଟ୍ରିକ୍ ଟନ୍‌ କ୍ଷମତା ବିଶିଷ୍ଟ ସାଇଲୋର ଶୁଭାରମ୍ଭ   (02-Sep-2026)       ||      ସରକାରୀ ମେଡିକାଲ କଲେଜ ଓ ହସ୍ପିଟାଲ୍ ସୁନ୍ଦରଗଡ଼ରେ ନୂତନ ସ୍ୱାସ୍ଥ୍ୟସେବାର ଶୁଭାରମ୍ଭ   (02-Sep-2026)       ||      ତୁଷୁରା ସ୍ବାୟତ୍ତ ଶାସନ ଦିବସରେ ସମ୍ବର୍ଦ୍ଧିତ ହେଳେ ଧରିତ୍ରୀ ସାମ୍ବାଦିକ   (02-Sep-2026)       ||      ଫାଷ୍ଟଫୁଡ୍‌ ସେଣ୍ଟରରେ ମଙ୍ଗଳବାର ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ଯାଞ୍ଚ   (01-Sep-2026)       ||      ଲୋଇସିଂହା କଲେଜ ରେ ସୁ ପୋଷିତ ଓଡିଶା ମିଶନ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (01-Sep-2026)       ||      ସୂଚନା ନିର୍ଦ୍ଦେଶକଙ୍କୁ ଭେଟିଲେ ଓଡ଼ିଶା ବରିଷ୍ଠ ସାମ୍ୱାଦିକ ସଂଘର କର୍ମକର୍ତ୍ତା   (01-Sep-2026)       ||      ଶ୍ରୀ ଗଣେଶ ସରକାରୀ ଉଚ୍ଚ ବିଦ୍ୟାଳୟରେ ସଂସ୍କୃତ ଦିବସ   (01-Sep-2026)       ||      ଉଚ୍ଚ ଆକାଂକ୍ଷା ଓ ଉଚ୍ଚଶିକ୍ଷାର ନୂତନ ଦୃଷ୍ଟିକୋଣ ସହ ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ, ବଲାଙ୍ଗିରର ଷଷ୍ଠ ପ୍ରତିଷ୍ଠା ଦିବସ ପାଳିତ   (01-Sep-2026)       ||      ବିଶ୍ୱ ତାପାୟନ ସଙ୍କଟ ଉପରେ ସଚେତନତା କାର୍ଯ୍ୟକ୍ରମ   (01-Sep-2026)       ||      ଭଗବତୀ କୌଶଲ୍ୟା  ବି.ଏସ.ସି. ନର୍ସିଂ ଛାତ୍ରଛାତ୍ରୀ ଙ୍କ ଶପଥ ଗ୍ରହଣ ଉତ୍ସବ    (01-Sep-2026)       ||      ବଲାଙ୍ଗୀରରେ ମହିଳାଙ୍କ ପରିବେଶ ସଚେତନତା : ସ୍କୁଲ ପରିସରରେ ବୃକ୍ଷରୋପଣ   (01-Sep-2026)       ||      ତୁଷୁରାରେ ସ୍ୱାୟତ୍ତ ଶାସନ ଦିବସ ପାଳିତ   (01-Sep-2026)       ||      ତୁଷୁରାରେ ସ୍ୱାୟତ୍ତ ଶାସନ ଦିବସ ପାଳିତ   (01-Sep-2026)       ||      ସମ୍ବଲପୁରର ଅଜ୍ଞାତ ଇତିହାସ, ଐତିହ୍ୟ ଓ ସଂସ୍କୃତି ଉପରେ ଜାତୀୟ ସମ୍ମିଳନୀ ସଂସ୍କୃତି ସଭ୍ୟତାର ପ୍ରୟୋଗଶାଳା ହେବ ସମ୍ବଲପୁର ଜିଲ୍ଲା ଗଙ୍ଗାଧର ମେହେର ବିଶ୍ୱବିଦ୍ୟାଳୟ ପକ୍ଷରୁ ବିଶିଷ୍ଟ ଇତିହାସକାର ଶିବ ପ୍ରସାଦ ଦାସଙ୍କ ୧୨୫ତମ ଜୟନ୍ତୀ ପାଳିତ   (01-Sep-2026)       ||      ବଲାଙ୍ଗୀରର ବିକାଶ ଯାତ୍ରାରେ ଯୋଡ଼ି ହେଲା ଆଉ ଏକ ସ୍ୱର୍ଣ୍ଣିମ ଅଧ୍ୟାୟ - ଅଧ୍ୟକ୍ଷା ଲିକା ସାହୁ    (31-Aug-2026)       ||      ପଞ୍ଚାୟତ ସ୍ତରୀୟ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (31-Aug-2026)       ||     

HOME   ଜିଲ୍ଲା

ବଲାଙ୍ଗୀର ପଶ୍ଚିମାଞ୍ଚଳ ବିଦ୍ୟୁତ କର୍ମଚାରୀ ସଂଘ ଦ୍ୱାରା ଶ୍ରମିକ ଦିବସ ପାଳିତ। 

02-May-2025



ବଲାଙ୍ଗୀର: ଆଜି ୦୧ମଇ ୨୦୨୫ ତାରିଖରେ ବଲାଙ୍ଗୀର ଠାରେ ପଶ୍ଚିମାଞ୍ଚଳ ବିଦ୍ୟୁତ କର୍ମଚାରୀ ସଂଘ ଦ୍ୱାରା ଶ୍ରମିକ ଦିବସ ପାଳିତ ହୋଇ ଯାଇଛି। ସ୍ଥାନୀୟ ପେଲେଶ ଲାଇନ ସ୍ଥିତ ବିଦ୍ୟୁତ୍ କର୍ମଚାରୀ ସଂଘ କାର୍ଯ୍ୟାଳୟ ଠାରେ ଏହାକୁ ପାଳନ କରା ଯାଇଛି। ଯେଉଁଥିରେ ସଂଘର ସମ୍ପାଦକ ବିଭୂତି ଭୂଷଣ ବିନ୍ଧାଣି ଙ୍କ ଦ୍ଵାରା ପତାକା ଉତ୍ତୋଳନ କରା ଯାଇଥିଲା। ସେହିପରି ପହଲଗାମ ଠାରେ ସଂଘଠିତ ହୋଇଥିବା ଆତଙ୍କବାଦ ନରସଂହାର ରେ ପ୍ରାଣ ହରାଇଥିବା ଲୋକଙ୍କ ପାଇଁ ନୀରବ ପ୍ରାର୍ଥନା କରା ଯାଇଥିଲା। ସେହିପରି ହେଇ ଆକ୍ରମଣ କୁ ତୀବ୍ର ନିନ୍ଦା କରାଯିବା ସହ ଭାରତ ସରକାର ଏହା ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ନେବାକୁ ଏଠି ସଂଘ ଦାବି କରିଛି। ଏବଂ ଏହାକୁ ନେଇ ଏକ ପ୍ରସ୍ତାବ ସର୍ବ ସମ୍ମତିରେ ଗୃହୀତ ହୋଇ ଯାଇଛି। ତେବେ ମଇ ଦିବସ ପାଳନ ସଭାରେ ସଭାପ୍ତିତ୍ଵ କରିଥିଲେ ସଂଗଠନର ସମ୍ପାଦକ ବିଭୂତି ଭୂଷଣ ବିନ୍ଧାଣି, ସେହିପରି ତାଙ୍କ ସହ ସଭାରେ ବିଶିଷ୍ଟ କୋଶଳ ନେତା ରବି ମିଶ୍ର, ରାନରାଜ ସିଂହଦେଓ, ଶ୍ରମିକ ନେତା ବୀରେନ୍ଦ୍ର ବଞ୍ଛୋର, ଶିକ୍ଷକ ନେତା ନରେନ୍ଦ୍ର ନାଥ ମିଶ୍ର, ବିଜୁଳି କର୍ମଚାରୀ ସଂଘର ସତ୍ୟ ବ୍ରତ ସିଂହ, ସଜନ ବାରିକ, କଷ୍ଟ ବେହେରା, ଶେଖ୍ ଅଲିମୁଦ୍ଦିନ, ମନୋରଞ୍ଜନ ଓଝା, ହେମନ୍ତ ପ୍ରଧାନ, ଚନ୍ଦ୍ରଭାନୁ ବେହେରା, ସିଦ୍ଧେଶ୍ୱର ରତନ ମଞ୍ଚସିନ ଏହି ନିଜର ମାତା ବ୍ୟକ୍ତ କରିବା ସହ ଏକ ଯୁଟ ହୋଇ ଶ୍ରମିକ କର୍ମ ଚାରି ମାରଣ ନୀତି ବିରୋଧରେ ବିଶେଦଗାର କରିଥିଲେ। ଏହି ସଭାରେ ବଲାଙ୍ଗୀର ଓ ସୁବର୍ଣ୍ଣ ପୂର୍ ଜିଲ୍ଲାର ଶତାଧିକ ବିଜୁଳି କର୍ମଚାରୀ ଅଂଶ ଗ୍ରହଣ କରିଥିଲେ। ପରୋଷେଶ ରେ ସଂଘର କୋଷାଧ୍ୟକ୍ଷ ଶ୍ରୀ ସତ୍ୟ ବ୍ରତ ସିଂହ ଧନ୍ୟବାଦ୍ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଦ୍ୟାଳୟ ସମୂହ କ୍ରୀଡା ପ୍ରତିଯୋଗିତା ପ୍ରସ୍ତୁତି ବୈଠକ   02-Sep-2026
  ଜିଲ୍ଲା  
ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ ଅନ୍ତର୍ଗତ ସର୍ଭେୟର ଏବଂ ସ୍ବେଛାସେବୀ ଶିକ୍ଷକ/ଶିକ୍ଷିକାମାନଙ୍କ ବ୍ଲକସ୍ତରୀୟ ତାଳିମ ଶିବିର   02-Sep-2026
  ଜିଲ୍ଲା  
ପଦୋନ୍ନତି ପାଇ ବରଗଡ଼ ସିଡିଏମଓ ହେଲେ ଡାକ୍ତର ଅଶୋକ ଦାସ ସମ୍ବଲପୁର ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଭାବପୂର୍ଣ୍ଣ ବିଦାୟ ସମ୍ବର୍ଦ୍ଧନା   02-Sep-2026
  ଜିଲ୍ଲା  
ଛାତ୍ରଛାତ୍ରୀଙ୍କୁ କ୍ୟାରିୟର ଦିଗଦର୍ଶନ ଦେଲା ଆଇଆଇଟି କାନପୁରର ସାଥି ସମ୍ବଲପୁରରେ ପ୍ରଗତି ୨୦୨୬ କ୍ୟାରିୟର କାଉନସେଲିଂ ଓ ସଚେତନତା ଅଧିବେଶନ   02-Sep-2026
  ଜିଲ୍ଲା  
ଏମ୍‌ସିଏଲ୍ ଦ୍ୱାରା ଇବ୍ ଭ୍ୟାଲି ୱାଶେରୀଠାରେ ୪,୦୦୦ ମେଟ୍ରିକ୍ ଟନ୍‌ କ୍ଷମତା ବିଶିଷ୍ଟ ସାଇଲୋର ଶୁଭାରମ୍ଭ   02-Sep-2026
  ଜିଲ୍ଲା  
ସରକାରୀ ମେଡିକାଲ କଲେଜ ଓ ହସ୍ପିଟାଲ୍ ସୁନ୍ଦରଗଡ଼ରେ ନୂତନ ସ୍ୱାସ୍ଥ୍ୟସେବାର ଶୁଭାରମ୍ଭ   02-Sep-2026
  ଜିଲ୍ଲା  
ତୁଷୁରା ସ୍ବାୟତ୍ତ ଶାସନ ଦିବସରେ ସମ୍ବର୍ଦ୍ଧିତ ହେଳେ ଧରିତ୍ରୀ ସାମ୍ବାଦିକ   02-Sep-2026
  ଜିଲ୍ଲା  
ଫାଷ୍ଟଫୁଡ୍‌ ସେଣ୍ଟରରେ ମଙ୍ଗଳବାର ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ଯାଞ୍ଚ   01-Sep-2026
  ଜିଲ୍ଲା  
ଲୋଇସିଂହା କଲେଜ ରେ ସୁ ପୋଷିତ ଓଡିଶା ମିଶନ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ   01-Sep-2026
  ରାଜ୍ୟ  
ସୂଚନା ନିର୍ଦ୍ଦେଶକଙ୍କୁ ଭେଟିଲେ ଓଡ଼ିଶା ବରିଷ୍ଠ ସାମ୍ୱାଦିକ ସଂଘର କର୍ମକର୍ତ୍ତା   01-Sep-2026
  ଜିଲ୍ଲା  
ଶ୍ରୀ ଗଣେଶ ସରକାରୀ ଉଚ୍ଚ ବିଦ୍ୟାଳୟରେ ସଂସ୍କୃତ ଦିବସ   01-Sep-2026
  ଜିଲ୍ଲା  
ଉଚ୍ଚ ଆକାଂକ୍ଷା ଓ ଉଚ୍ଚଶିକ୍ଷାର ନୂତନ ଦୃଷ୍ଟିକୋଣ ସହ ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ, ବଲାଙ୍ଗିରର ଷଷ୍ଠ ପ୍ରତିଷ୍ଠା ଦିବସ ପାଳିତ   01-Sep-2026

You Might Also Like