-+91-9937148622 |

prerana_bgr@rediffmail.com |

  Wednesday 30th September 2026 |

| | | |

R.N.I. Regd No. ODIODI/2010/46693

Breaking News

୩୫ କେଜି ୬୮୦ ଗ୍ରାମ ଗଞ୍ଜେଇ ଜବତ, ଜଣେ ଗିରଫ ,   (30-Sep-2026)       ||      ଜିଲ୍ଲା ସ୍ତରୀୟ ଲୋକନୃତ୍ୟ ଓ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ମାୟାବର୍ହା ଉଚ୍ଚ ବିଦ୍ୟାଳୟ ପୁରସ୍କୃତ   (30-Sep-2026)       ||      ବୃନ୍ଦାବନ ଧାମ ଦର୍ଶନ କଲେ କୁଟୁମଡୋଳା ଗୁପ୍ତେଶ୍ୱର କୀର୍ତ୍ତନ ମଣ୍ଡଳୀର ୬୮ ଭକ୍ତ   (30-Sep-2026)       ||      ପ୍ରବାସୀ ଶ୍ରମିକ ପ୍ରଥା ହ୍ରାସ ପାଇଁ ବିଭାଗୀୟ ପଦକ୍ଷେପ ବଢ଼ାଇବାକୁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ   (30-Sep-2026)       ||      ଜଗବନ୍ଧୁ ଦାସ ସ୍ନାତକ ମହିଳା ମହାବିଦ୍ୟାଳୟରେ ହିନ୍ଦୀ ଦିବସ   (30-Sep-2026)       ||      "ଆତ୍ମହତ୍ୟା କୌଣସି ସମସ୍ୟାର ସମାଧାନ ନୁହେଁ, ମନକଥା କୁହ, ଜୀବନ ବଞ୍ଚାଅ"   (30-Sep-2026)       ||      ଓଡ଼ିଶା ବେଷ୍ଟ ଇଞ୍ଜିନିୟର ଆୱାର୍ଡ଼ରେ ସମ୍ମାନିତ ହେଲେ ଟିଟିଲାଗଡର ଅନ୍ୱେଷ ଷଡଙ୍ଗୀ    (30-Sep-2026)       ||      ଚୁଡାପାଲିରେ ସ୍ୱାଧିନତା ସଂଗ୍ରାମୀ ଯୋଗେଶ୍ୱର କୁମୁରାଙ୍କ ୮୮ତମ ପ୍ରଜାମେଳିର ସ୍ମୃତି କୁ ମନେ ପକାଇଲେ ଗ୍ରାମବାସୀ   (29-Sep-2026)       ||      କାଶିପାଲି ରେ ଆଙ୍ଗନ୍ କା ଉତ୍ସବ ଉଦଯାପିତ    (29-Sep-2026)       ||      କୋକସରା ବ୍ଲକ ରେ ୧୬୮ ଅଙ୍ଗନ ବାଡି କେନ୍ଦ୍ର ରେ ପାଳିତ ହେଲା ଆଙ୍ଗନ କା ଉତ୍ସବ    (29-Sep-2026)       ||      ଆଗଲପୁର ଅଙ୍ଗନୱାଡ଼ି କେନ୍ଦ୍ର ରେ ଆଙ୍ଗନ୍ କା ଉତ୍ସବ ପାଳିତ   (29-Sep-2026)       ||      *ସାହାଣୀ କପ୍ ଫୁଟବଲ୍    (29-Sep-2026)       ||      ଆଙ୍ଗନ କା ଉତ୍ସବ ପାଳିତ    (29-Sep-2026)       ||      ଫୁଲମୁଠି ଅଙ୍ଗନାୱାର୍ଡ କେନ୍ଦ୍ର ରେ ଆଙ୍କନ କା ଉତ୍ସବ    (29-Sep-2026)       ||      ଫୁଲମୁଠି ଅଙ୍ଗୱାର୍ଡ ରେ ଆଙ୍କନ କା ଉତ୍ସବ    (29-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଚତୁର୍ଥ ଦିନରେ ପିତୃପକ୍ଷ ସେବା କାର୍ଯ୍ୟକ୍ରମ।   (29-Sep-2026)       ||      *ଡାବୁଗାଁ ଗୋଷ୍ଠୀ ସ୍ତରୀୟ ବିଦ୍ୟାଳୟ ସମୁହ ଖେଳ ଓ ଦୌଡକୁଦ ପ୍ରତିଯୋଗିତା ଉଦ୍ଘାଟିତ*   (29-Sep-2026)       ||      ବେଲପଡା ମହାବିଦ୍ୟାଳୟରେ ସ୍ୱାଗତ ସମ୍ବର୍ଦ୍ଧନା   (29-Sep-2026)       ||      *ମା ସୁରେଶ୍ଵରୀ ଙ୍କ ମନ୍ଦିର ରେ ଚଣ୍ଡୀ ଯଜ୍ଞ ପାଇଁ ଦ୍ୱିତୀୟ ପ୍ରସ୍ତୁତି ବୈଠକ*-   (29-Sep-2026)       ||      ଜୟ ଜଗନ୍ନାଥ ଫୂଟବଲ ଟୁର୍ନାମେଣ୍ଟ ୨୦୨୬ ଉଦଯାପିତ    (29-Sep-2026)       ||     

HOME   ଦେଶ ବିଦେଶ

କରୋନା ଟିକା ନେବେ ପ୍ରଧାନମନ୍ତ୍ରୀ ମୋଦି, ୨ୟ ପର୍ଯ୍ୟାୟରେ ସମସ୍ତ ମୁଖ୍ୟମନ୍ତ୍ରୀ ଓ ସାଂସଦଙ୍କୁ ଭ୍ୟାକ୍‌ସିନ୍‌‌

21-Jan-2021



ନୂଆଦିଲ୍ଲୀ, (ପ୍ରେରଣା ଖବର ବ୍ୟୁରୋ): କରୋନା ଟିକାକରଣର ୨ୟ ପର୍ଯ୍ୟାୟରେ ଟିକା ନେବେ ପ୍ରଧାନମନ୍ତ୍ରୀ । ଏଥିରେ ପ୍ରଧାନମନ୍ତ୍ରୀଙ୍କ ସମେତ ସାଂସଦ ଏବଂ ସମସ୍ତ ରାଜ୍ୟର  ମୁଖ୍ୟମନ୍ତ୍ରୀ, ବିଧାୟକ ସାମିଲ ହେବେ । ସାଧାରଣଲୋକଙ୍କୁ କରୋନା ଭ୍ୟାକ୍‌ସିନ୍‌ ପ୍ରତି ଭରସା ଯୋଗାଡ଼ କରିବାରେ ଏହା ସହାୟକ ହେବ ।

ଦେଶରେ ପ୍ରଥମ ପର୍ଯ୍ୟାୟ କରୋନା ଟିକାକରଣ ଜାରି ରହିଛି । ଆଉ କିଛି ଦିନ ପରେ ୨ ପର୍ଯ୍ୟାୟ ଟିକାକରଣ ଆରମ୍ଭ ହେବ । ତେବେ ମିଲିଥିବା ଖବର ଅନୁଯାୟୀ, ଏହି ୨ୟ ପର୍ଯ୍ୟାୟ ଟିକାକରଣରେ ପ୍ରଧାନମନ୍ତ୍ରୀ , ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀ, ସାଂସଦ, ବିଧାୟକ ସାମିଲ ହେବେ । ଖାସ୍‌ କରି ଯେଉଁମାନଙ୍କ ଅଧିକ ବୟସ ବା ୫୦ରୁ ଅଧିକ ରହିଛି । ସେମାନଙ୍କୁ ପ୍ରାଥମିକତା ଦିଆଯିବ ।
ସେହିପରି ଏହି ଟିକାକରଣରେ ଗୃହମନ୍ତ୍ରୀ ଅମିତ ଶାହା, ଅନ୍ୟ ମନ୍ତ୍ରୀମାନେ ସାମିଲ ହେବ । ରାଜ୍ୟପାଳମାନଙ୍କୁ ମଧ୍ୟ ଭାକ୍‌ସିନେସନ କରାଯିବ ।  ତେବେ ୨ ପର୍ଯ୍ୟାୟରେ ସୁରକ୍ଷାକର୍ମୀଙ୍କୁ ମଧ୍ୟ ସାମିଲ କରାଯିବ । ଯେଉଁମାନଙ୍କର ବୟସ ୫୦ରୁ ଅଧିକ ହୋଇଥିବା , ସେମାନଙ୍କୁ ପ୍ରାଥମିକତା ଦିଆଯିବ । ତେବେ ବର୍ତ୍ତମାନ ପର୍ଯ୍ୟନ୍ତ ଦେଶରେ କରୋନା ଟିକାକରଣର ୨ୟ ପର୍ଯ୍ୟାୟ କେବେ ଆରମ୍ଭ ହେବ, ତାହା ସ୍ପଷ୍ଟ ହୋଇନାହିଁ ।
ସୂଚନାଯୋଗ୍ୟ ଯେ, ଦେଶରେ ପ୍ରଥମ ପର୍ଯ୍ୟାୟ ଟିକାକରଣ ଜାରି ରହିଛି । କୋଭାକ୍ସିନ ଓ କୋଭିସିଲ୍ଡ଼ ଟିକାକୁ ଦିଆଯାଉଛି । ଏହି ଟିକାରକରଣରେ ପ୍ରଥମେ ସ୍ୱାସ୍ଥ୍ୟକର୍ମୀ ଓ ଫ୍ରଣ୍ଟ ଲାଇନ୍‌ ଓ୍ୱାର୍କସଙ୍କୁ ଭାକ୍‌ସିନ୍‌ ଦିଆଯାଉଛି । ପ୍ରଥମ ଚରଣ ଜୋରସୋରରେ ଜାରି ରହିଛି । ଏହାପରେ ୨ୟ ଚରଣ ଆରମ୍ଭ ହେବ । କିନ୍ତୁ କିଛି ଲୋକଙ୍କ ମନରେ ଭାକସିନ୍‌ ନେଇ ଅନେକ ପ୍ରକାରର ଦ୍ୱନ୍ଦ ସୃଷ୍ଟି ହେଉଛି । ସାଧାରଣାଲୋକଙ୍କ ଏହି ଦ୍ୱନ୍ଦ ଦୂର କରିବା ପାଇଁ ପ୍ରଧାନମନ୍ତ୍ରୀ ସମେତ ଅନ୍ୟ ନେତା ଏବଂ ମୁଖ୍ୟମନ୍ତ୍ରୀ କରୋନା ଭାକସିନ୍‌ ନେବେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
୩୫ କେଜି ୬୮୦ ଗ୍ରାମ ଗଞ୍ଜେଇ ଜବତ, ଜଣେ ଗିରଫ ,   30-Sep-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ଲୋକନୃତ୍ୟ ଓ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ମାୟାବର୍ହା ଉଚ୍ଚ ବିଦ୍ୟାଳୟ ପୁରସ୍କୃତ   30-Sep-2026
  ରାଜ୍ୟ  
ବୃନ୍ଦାବନ ଧାମ ଦର୍ଶନ କଲେ କୁଟୁମଡୋଳା ଗୁପ୍ତେଶ୍ୱର କୀର୍ତ୍ତନ ମଣ୍ଡଳୀର ୬୮ ଭକ୍ତ   30-Sep-2026
  ଜିଲ୍ଲା  
ପ୍ରବାସୀ ଶ୍ରମିକ ପ୍ରଥା ହ୍ରାସ ପାଇଁ ବିଭାଗୀୟ ପଦକ୍ଷେପ ବଢ଼ାଇବାକୁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ   30-Sep-2026
  ଜିଲ୍ଲା  
ଜଗବନ୍ଧୁ ଦାସ ସ୍ନାତକ ମହିଳା ମହାବିଦ୍ୟାଳୟରେ ହିନ୍ଦୀ ଦିବସ   30-Sep-2026
  ଜିଲ୍ଲା  
"ଆତ୍ମହତ୍ୟା କୌଣସି ସମସ୍ୟାର ସମାଧାନ ନୁହେଁ, ମନକଥା କୁହ, ଜୀବନ ବଞ୍ଚାଅ"   30-Sep-2026
  ରାଜ୍ୟ  
ଓଡ଼ିଶା ବେଷ୍ଟ ଇଞ୍ଜିନିୟର ଆୱାର୍ଡ଼ରେ ସମ୍ମାନିତ ହେଲେ ଟିଟିଲାଗଡର ଅନ୍ୱେଷ ଷଡଙ୍ଗୀ   30-Sep-2026
  ଜିଲ୍ଲା  
ଚୁଡାପାଲିରେ ସ୍ୱାଧିନତା ସଂଗ୍ରାମୀ ଯୋଗେଶ୍ୱର କୁମୁରାଙ୍କ ୮୮ତମ ପ୍ରଜାମେଳିର ସ୍ମୃତି କୁ ମନେ ପକାଇଲେ ଗ୍ରାମବାସୀ   29-Sep-2026
  ଜିଲ୍ଲା  
କାଶିପାଲି ରେ ଆଙ୍ଗନ୍ କା ଉତ୍ସବ ଉଦଯାପିତ   29-Sep-2026
  ଜିଲ୍ଲା  
କୋକସରା ବ୍ଲକ ରେ ୧୬୮ ଅଙ୍ଗନ ବାଡି କେନ୍ଦ୍ର ରେ ପାଳିତ ହେଲା ଆଙ୍ଗନ କା ଉତ୍ସବ   29-Sep-2026
  ଜିଲ୍ଲା  
ଆଗଲପୁର ଅଙ୍ଗନୱାଡ଼ି କେନ୍ଦ୍ର ରେ ଆଙ୍ଗନ୍ କା ଉତ୍ସବ ପାଳିତ   29-Sep-2026
  ଜିଲ୍ଲା  
*ସାହାଣୀ କପ୍ ଫୁଟବଲ୍   29-Sep-2026

You Might Also Like