-+91-9937148622 |

prerana_bgr@rediffmail.com |

  Wednesday 2nd September 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଦ୍ୟାଳୟ ସମୂହ କ୍ରୀଡା ପ୍ରତିଯୋଗିତା ପ୍ରସ୍ତୁତି ବୈଠକ   (02-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ ଅନ୍ତର୍ଗତ ସର୍ଭେୟର ଏବଂ ସ୍ବେଛାସେବୀ ଶିକ୍ଷକ/ଶିକ୍ଷିକାମାନଙ୍କ ବ୍ଲକସ୍ତରୀୟ ତାଳିମ ଶିବିର   (02-Sep-2026)       ||      ପଦୋନ୍ନତି ପାଇ ବରଗଡ଼ ସିଡିଏମଓ ହେଲେ ଡାକ୍ତର ଅଶୋକ ଦାସ ସମ୍ବଲପୁର ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଭାବପୂର୍ଣ୍ଣ ବିଦାୟ ସମ୍ବର୍ଦ୍ଧନା   (02-Sep-2026)       ||      ଛାତ୍ରଛାତ୍ରୀଙ୍କୁ କ୍ୟାରିୟର ଦିଗଦର୍ଶନ ଦେଲା ଆଇଆଇଟି କାନପୁରର ସାଥି ସମ୍ବଲପୁରରେ ପ୍ରଗତି ୨୦୨୬ କ୍ୟାରିୟର କାଉନସେଲିଂ ଓ ସଚେତନତା ଅଧିବେଶନ   (02-Sep-2026)       ||      ଏମ୍‌ସିଏଲ୍ ଦ୍ୱାରା ଇବ୍ ଭ୍ୟାଲି ୱାଶେରୀଠାରେ ୪,୦୦୦ ମେଟ୍ରିକ୍ ଟନ୍‌ କ୍ଷମତା ବିଶିଷ୍ଟ ସାଇଲୋର ଶୁଭାରମ୍ଭ   (02-Sep-2026)       ||      ସରକାରୀ ମେଡିକାଲ କଲେଜ ଓ ହସ୍ପିଟାଲ୍ ସୁନ୍ଦରଗଡ଼ରେ ନୂତନ ସ୍ୱାସ୍ଥ୍ୟସେବାର ଶୁଭାରମ୍ଭ   (02-Sep-2026)       ||      ତୁଷୁରା ସ୍ବାୟତ୍ତ ଶାସନ ଦିବସରେ ସମ୍ବର୍ଦ୍ଧିତ ହେଳେ ଧରିତ୍ରୀ ସାମ୍ବାଦିକ   (02-Sep-2026)       ||      ଫାଷ୍ଟଫୁଡ୍‌ ସେଣ୍ଟରରେ ମଙ୍ଗଳବାର ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ଯାଞ୍ଚ   (01-Sep-2026)       ||      ଲୋଇସିଂହା କଲେଜ ରେ ସୁ ପୋଷିତ ଓଡିଶା ମିଶନ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (01-Sep-2026)       ||      ସୂଚନା ନିର୍ଦ୍ଦେଶକଙ୍କୁ ଭେଟିଲେ ଓଡ଼ିଶା ବରିଷ୍ଠ ସାମ୍ୱାଦିକ ସଂଘର କର୍ମକର୍ତ୍ତା   (01-Sep-2026)       ||      ଶ୍ରୀ ଗଣେଶ ସରକାରୀ ଉଚ୍ଚ ବିଦ୍ୟାଳୟରେ ସଂସ୍କୃତ ଦିବସ   (01-Sep-2026)       ||      ଉଚ୍ଚ ଆକାଂକ୍ଷା ଓ ଉଚ୍ଚଶିକ୍ଷାର ନୂତନ ଦୃଷ୍ଟିକୋଣ ସହ ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ, ବଲାଙ୍ଗିରର ଷଷ୍ଠ ପ୍ରତିଷ୍ଠା ଦିବସ ପାଳିତ   (01-Sep-2026)       ||      ବିଶ୍ୱ ତାପାୟନ ସଙ୍କଟ ଉପରେ ସଚେତନତା କାର୍ଯ୍ୟକ୍ରମ   (01-Sep-2026)       ||      ଭଗବତୀ କୌଶଲ୍ୟା  ବି.ଏସ.ସି. ନର୍ସିଂ ଛାତ୍ରଛାତ୍ରୀ ଙ୍କ ଶପଥ ଗ୍ରହଣ ଉତ୍ସବ    (01-Sep-2026)       ||      ବଲାଙ୍ଗୀରରେ ମହିଳାଙ୍କ ପରିବେଶ ସଚେତନତା : ସ୍କୁଲ ପରିସରରେ ବୃକ୍ଷରୋପଣ   (01-Sep-2026)       ||      ତୁଷୁରାରେ ସ୍ୱାୟତ୍ତ ଶାସନ ଦିବସ ପାଳିତ   (01-Sep-2026)       ||      ତୁଷୁରାରେ ସ୍ୱାୟତ୍ତ ଶାସନ ଦିବସ ପାଳିତ   (01-Sep-2026)       ||      ସମ୍ବଲପୁରର ଅଜ୍ଞାତ ଇତିହାସ, ଐତିହ୍ୟ ଓ ସଂସ୍କୃତି ଉପରେ ଜାତୀୟ ସମ୍ମିଳନୀ ସଂସ୍କୃତି ସଭ୍ୟତାର ପ୍ରୟୋଗଶାଳା ହେବ ସମ୍ବଲପୁର ଜିଲ୍ଲା ଗଙ୍ଗାଧର ମେହେର ବିଶ୍ୱବିଦ୍ୟାଳୟ ପକ୍ଷରୁ ବିଶିଷ୍ଟ ଇତିହାସକାର ଶିବ ପ୍ରସାଦ ଦାସଙ୍କ ୧୨୫ତମ ଜୟନ୍ତୀ ପାଳିତ   (01-Sep-2026)       ||      ବଲାଙ୍ଗୀରର ବିକାଶ ଯାତ୍ରାରେ ଯୋଡ଼ି ହେଲା ଆଉ ଏକ ସ୍ୱର୍ଣ୍ଣିମ ଅଧ୍ୟାୟ - ଅଧ୍ୟକ୍ଷା ଲିକା ସାହୁ    (31-Aug-2026)       ||      ପଞ୍ଚାୟତ ସ୍ତରୀୟ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (31-Aug-2026)       ||     

HOME   ଜିଲ୍ଲା

ଚାକିରୀରୁ ଅବସର ନେଲେ ବରିଷ୍ଟ ଅଧ୍ୟାପକ ରୁଦ୍ର ନାରାୟଣ ଦାଶ

02-May-2025



ବିନିକା(ହିମାଂଶୁ ଶେଖର ପୁଟେଲ)ଏକାଧାରରେ ଜଣେ ନିର୍ଭୀକ,ଦକ୍ଷତା ପୂର୍ଣ୍ଣ ତଥା ସଚ୍ଚୋଟ ଏବଂ ଅତ୍ୟନ୍ତ ସଲଲତା ସମ୍ପନ୍ନ ବ୍ୟକ୍ତି ଭାବେ ସମସ୍ତଙ୍କ ଆଦର୍ଶର ପାତ୍ର ପ୍ରିୟ ଅଧ୍ୟାପକ ରୁଦ୍ର ନାରାୟଣ ଦାଶ ତାଙ୍କ ଚାକିରୀ ଜୀବନରୁ ଅବ୍ୟାହତି ନେଇଛନ୍ତି ।ବିନିକା ସିଦ୍ଧାର୍ଥ ଡିଗ୍ରୀ ମହାବିଦ୍ୟାଳୟରେ ରାଜନୀତି ବିଜ୍ଞାନ ବିଭାଗୀୟ ମୁଖ୍ୟ ଭାବେ ଅବତୀର୍ଣ୍ଣ ସୋନପୁର ନିବାସୀ ରୁଦ୍ର ନାରାୟଣ ଦାଶ ଗତ ୧୯୯୬ମସିହାରୁ ଅଦ୍ୟାବଧି ଅର୍ଥାତ ୨୦୨୫ପର୍ଯ୍ୟନ୍ତ କଲେଜରେ ଅଧ୍ୟୟନ କରୁଥିବା ଛାତ୍ରଛାତ୍ରୀ ମାନଙ୍କୁ ଅନବରତ ଭାବେ ଶିକ୍ଷାଦାନ ଦେଇ ଆସୁଥିଲେ ।ସେହି ସମୟ ସୀମା ମଧ୍ୟରେ ଯେଉଁ ଛାତ୍ରଛାତ୍ରୀ ମାନେ ତାଙ୍କ ଠାରୁ ଶିକ୍ଷାଦାନ କରି ଆସୁଥିଲେ ବର୍ତ୍ତମାନ ପ୍ରିୟ ଅଧ୍ୟାପକଙ୍କ କଲେଜରେ ଅନୁପସ୍ଥିତ ତାଙ୍କର ପାଠପଢା ଶୈଳୀକୁ ଅନେକ ଛାତ୍ରଛାତ୍ରୀ ମାନେ ଆଖିରୁ ଲୁହ ଝରାଇ ମନେ ପକାଉଛନ୍ତି ।ଅଧ୍ୟାପକ ଶ୍ରୀ ଦାଶ ସବୁବେଳେ ଛାତ୍ରଛାତ୍ରୀ ମାନଙ୍କୁ କଠିନ ପରିଶ୍ରମ କରିବା ସହ ସମାଜରେ ନିଜର ବ୍ୟକ୍ତିତ୍ଵର ପରିଚୟ ସୃଷ୍ଟି ପାଇଁ ଉଚିତ ମାର୍ଗରେ ଯାଇ ସଫଳ ହେବାକୁ ପ୍ରେରଣା ଦେଇ ଆସୁଥିଲେ ।ଏପ୍ରିଲ ୩୦ ଅବସର ଦିନ ତାଙ୍କୁ କଲେଜ ତରଫରୁ ବିଦାୟ କାଳୀନ ସମ୍ବର୍ଦ୍ଧନା ଦିଆଯାଇଥିଲା।ଏଥିରେ କଲେଜ ଅଧ୍ୟକ୍ଷ,ଅଧ୍ୟାପକ,ଅଧ୍ୟାପିକା,ସମସ୍ତ କର୍ମଚାରୀ,ଅଧ୍ୟୟନରତ ଛାତ୍ରଛାତ୍ରୀ ସାମିଲ ହୋଇ କଲେଜ ପ୍ରତି ତାଙ୍କର ଦାୟିତ୍ଵ,କର୍ତ୍ତବ୍ୟ ସମ୍ପାଦନ ଏବଂ ଶିକ୍ଷାଦାନ ଉପରେ ଆଲୋକପାତ କରିଥିଲେ।ପରେ ଶ୍ରୀ ଦାଶଙ୍କୁ କଲେଜର ସମସ୍ତ କର୍ମଚାରୀ ସୋନେପୁର ସ୍ଥିତ ବାସଭବନକୁ ନେଇ ଛାଡିଥିଲେ ।ସେଠାରେ ସମସ୍ତ କର୍ମଚାରୀ ମାନଙ୍କୁ ଶ୍ରୀ ଦାଶଙ୍କ ପରିବାର ତରଫରୁ ସ୍ବାଗତ କରାଯାଇଥିଲା ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଦ୍ୟାଳୟ ସମୂହ କ୍ରୀଡା ପ୍ରତିଯୋଗିତା ପ୍ରସ୍ତୁତି ବୈଠକ   02-Sep-2026
  ଜିଲ୍ଲା  
ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ ଅନ୍ତର୍ଗତ ସର୍ଭେୟର ଏବଂ ସ୍ବେଛାସେବୀ ଶିକ୍ଷକ/ଶିକ୍ଷିକାମାନଙ୍କ ବ୍ଲକସ୍ତରୀୟ ତାଳିମ ଶିବିର   02-Sep-2026
  ଜିଲ୍ଲା  
ପଦୋନ୍ନତି ପାଇ ବରଗଡ଼ ସିଡିଏମଓ ହେଲେ ଡାକ୍ତର ଅଶୋକ ଦାସ ସମ୍ବଲପୁର ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଭାବପୂର୍ଣ୍ଣ ବିଦାୟ ସମ୍ବର୍ଦ୍ଧନା   02-Sep-2026
  ଜିଲ୍ଲା  
ଛାତ୍ରଛାତ୍ରୀଙ୍କୁ କ୍ୟାରିୟର ଦିଗଦର୍ଶନ ଦେଲା ଆଇଆଇଟି କାନପୁରର ସାଥି ସମ୍ବଲପୁରରେ ପ୍ରଗତି ୨୦୨୬ କ୍ୟାରିୟର କାଉନସେଲିଂ ଓ ସଚେତନତା ଅଧିବେଶନ   02-Sep-2026
  ଜିଲ୍ଲା  
ଏମ୍‌ସିଏଲ୍ ଦ୍ୱାରା ଇବ୍ ଭ୍ୟାଲି ୱାଶେରୀଠାରେ ୪,୦୦୦ ମେଟ୍ରିକ୍ ଟନ୍‌ କ୍ଷମତା ବିଶିଷ୍ଟ ସାଇଲୋର ଶୁଭାରମ୍ଭ   02-Sep-2026
  ଜିଲ୍ଲା  
ସରକାରୀ ମେଡିକାଲ କଲେଜ ଓ ହସ୍ପିଟାଲ୍ ସୁନ୍ଦରଗଡ଼ରେ ନୂତନ ସ୍ୱାସ୍ଥ୍ୟସେବାର ଶୁଭାରମ୍ଭ   02-Sep-2026
  ଜିଲ୍ଲା  
ତୁଷୁରା ସ୍ବାୟତ୍ତ ଶାସନ ଦିବସରେ ସମ୍ବର୍ଦ୍ଧିତ ହେଳେ ଧରିତ୍ରୀ ସାମ୍ବାଦିକ   02-Sep-2026
  ଜିଲ୍ଲା  
ଫାଷ୍ଟଫୁଡ୍‌ ସେଣ୍ଟରରେ ମଙ୍ଗଳବାର ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ଯାଞ୍ଚ   01-Sep-2026
  ଜିଲ୍ଲା  
ଲୋଇସିଂହା କଲେଜ ରେ ସୁ ପୋଷିତ ଓଡିଶା ମିଶନ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ   01-Sep-2026
  ରାଜ୍ୟ  
ସୂଚନା ନିର୍ଦ୍ଦେଶକଙ୍କୁ ଭେଟିଲେ ଓଡ଼ିଶା ବରିଷ୍ଠ ସାମ୍ୱାଦିକ ସଂଘର କର୍ମକର୍ତ୍ତା   01-Sep-2026
  ଜିଲ୍ଲା  
ଶ୍ରୀ ଗଣେଶ ସରକାରୀ ଉଚ୍ଚ ବିଦ୍ୟାଳୟରେ ସଂସ୍କୃତ ଦିବସ   01-Sep-2026
  ଜିଲ୍ଲା  
ଉଚ୍ଚ ଆକାଂକ୍ଷା ଓ ଉଚ୍ଚଶିକ୍ଷାର ନୂତନ ଦୃଷ୍ଟିକୋଣ ସହ ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ, ବଲାଙ୍ଗିରର ଷଷ୍ଠ ପ୍ରତିଷ୍ଠା ଦିବସ ପାଳିତ   01-Sep-2026

You Might Also Like