-+91-9937148622 |

prerana_bgr@rediffmail.com |

  Wednesday 2nd September 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଦ୍ୟାଳୟ ସମୂହ କ୍ରୀଡା ପ୍ରତିଯୋଗିତା ପ୍ରସ୍ତୁତି ବୈଠକ   (02-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ ଅନ୍ତର୍ଗତ ସର୍ଭେୟର ଏବଂ ସ୍ବେଛାସେବୀ ଶିକ୍ଷକ/ଶିକ୍ଷିକାମାନଙ୍କ ବ୍ଲକସ୍ତରୀୟ ତାଳିମ ଶିବିର   (02-Sep-2026)       ||      ପଦୋନ୍ନତି ପାଇ ବରଗଡ଼ ସିଡିଏମଓ ହେଲେ ଡାକ୍ତର ଅଶୋକ ଦାସ ସମ୍ବଲପୁର ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଭାବପୂର୍ଣ୍ଣ ବିଦାୟ ସମ୍ବର୍ଦ୍ଧନା   (02-Sep-2026)       ||      ଛାତ୍ରଛାତ୍ରୀଙ୍କୁ କ୍ୟାରିୟର ଦିଗଦର୍ଶନ ଦେଲା ଆଇଆଇଟି କାନପୁରର ସାଥି ସମ୍ବଲପୁରରେ ପ୍ରଗତି ୨୦୨୬ କ୍ୟାରିୟର କାଉନସେଲିଂ ଓ ସଚେତନତା ଅଧିବେଶନ   (02-Sep-2026)       ||      ଏମ୍‌ସିଏଲ୍ ଦ୍ୱାରା ଇବ୍ ଭ୍ୟାଲି ୱାଶେରୀଠାରେ ୪,୦୦୦ ମେଟ୍ରିକ୍ ଟନ୍‌ କ୍ଷମତା ବିଶିଷ୍ଟ ସାଇଲୋର ଶୁଭାରମ୍ଭ   (02-Sep-2026)       ||      ସରକାରୀ ମେଡିକାଲ କଲେଜ ଓ ହସ୍ପିଟାଲ୍ ସୁନ୍ଦରଗଡ଼ରେ ନୂତନ ସ୍ୱାସ୍ଥ୍ୟସେବାର ଶୁଭାରମ୍ଭ   (02-Sep-2026)       ||      ତୁଷୁରା ସ୍ବାୟତ୍ତ ଶାସନ ଦିବସରେ ସମ୍ବର୍ଦ୍ଧିତ ହେଳେ ଧରିତ୍ରୀ ସାମ୍ବାଦିକ   (02-Sep-2026)       ||      ଫାଷ୍ଟଫୁଡ୍‌ ସେଣ୍ଟରରେ ମଙ୍ଗଳବାର ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ଯାଞ୍ଚ   (01-Sep-2026)       ||      ଲୋଇସିଂହା କଲେଜ ରେ ସୁ ପୋଷିତ ଓଡିଶା ମିଶନ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (01-Sep-2026)       ||      ସୂଚନା ନିର୍ଦ୍ଦେଶକଙ୍କୁ ଭେଟିଲେ ଓଡ଼ିଶା ବରିଷ୍ଠ ସାମ୍ୱାଦିକ ସଂଘର କର୍ମକର୍ତ୍ତା   (01-Sep-2026)       ||      ଶ୍ରୀ ଗଣେଶ ସରକାରୀ ଉଚ୍ଚ ବିଦ୍ୟାଳୟରେ ସଂସ୍କୃତ ଦିବସ   (01-Sep-2026)       ||      ଉଚ୍ଚ ଆକାଂକ୍ଷା ଓ ଉଚ୍ଚଶିକ୍ଷାର ନୂତନ ଦୃଷ୍ଟିକୋଣ ସହ ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ, ବଲାଙ୍ଗିରର ଷଷ୍ଠ ପ୍ରତିଷ୍ଠା ଦିବସ ପାଳିତ   (01-Sep-2026)       ||      ବିଶ୍ୱ ତାପାୟନ ସଙ୍କଟ ଉପରେ ସଚେତନତା କାର୍ଯ୍ୟକ୍ରମ   (01-Sep-2026)       ||      ଭଗବତୀ କୌଶଲ୍ୟା  ବି.ଏସ.ସି. ନର୍ସିଂ ଛାତ୍ରଛାତ୍ରୀ ଙ୍କ ଶପଥ ଗ୍ରହଣ ଉତ୍ସବ    (01-Sep-2026)       ||      ବଲାଙ୍ଗୀରରେ ମହିଳାଙ୍କ ପରିବେଶ ସଚେତନତା : ସ୍କୁଲ ପରିସରରେ ବୃକ୍ଷରୋପଣ   (01-Sep-2026)       ||      ତୁଷୁରାରେ ସ୍ୱାୟତ୍ତ ଶାସନ ଦିବସ ପାଳିତ   (01-Sep-2026)       ||      ତୁଷୁରାରେ ସ୍ୱାୟତ୍ତ ଶାସନ ଦିବସ ପାଳିତ   (01-Sep-2026)       ||      ସମ୍ବଲପୁରର ଅଜ୍ଞାତ ଇତିହାସ, ଐତିହ୍ୟ ଓ ସଂସ୍କୃତି ଉପରେ ଜାତୀୟ ସମ୍ମିଳନୀ ସଂସ୍କୃତି ସଭ୍ୟତାର ପ୍ରୟୋଗଶାଳା ହେବ ସମ୍ବଲପୁର ଜିଲ୍ଲା ଗଙ୍ଗାଧର ମେହେର ବିଶ୍ୱବିଦ୍ୟାଳୟ ପକ୍ଷରୁ ବିଶିଷ୍ଟ ଇତିହାସକାର ଶିବ ପ୍ରସାଦ ଦାସଙ୍କ ୧୨୫ତମ ଜୟନ୍ତୀ ପାଳିତ   (01-Sep-2026)       ||      ବଲାଙ୍ଗୀରର ବିକାଶ ଯାତ୍ରାରେ ଯୋଡ଼ି ହେଲା ଆଉ ଏକ ସ୍ୱର୍ଣ୍ଣିମ ଅଧ୍ୟାୟ - ଅଧ୍ୟକ୍ଷା ଲିକା ସାହୁ    (31-Aug-2026)       ||      ପଞ୍ଚାୟତ ସ୍ତରୀୟ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (31-Aug-2026)       ||     

HOME   ଜିଲ୍ଲା

ଜିଲ୍ଲା ସୂଚନା ଓ ଲୋକ ସଂପର୍କ ବିଭାଗର କର୍ମଚାରୀଙ୍କ ବିଦାୟ କାଳୀନ ସମ୍ବର୍ଦ୍ଧନା ସଭା

02-May-2025



ବରଗଡ଼:(ନିରଞ୍ଜନ ତ୍ରିପାଠୀ)-ଜିଲ୍ଲା ସୂଚନା ଓ ଲୋକ ସଂପର୍କ ଅଧିକାରୀଙ୍କ କାର୍ଯ୍ୟାଳୟରେ କାର୍ଯ୍ୟରତ ଚତୁର୍ଥ ଶ୍ରେଣୀ କର୍ମଚାରୀ ଶ୍ରୀ ନୂଆଁ ସାହୁଙ୍କ ତା.୩୦.୦୪.୨୦୨୫ରିଖରେ ଚାକିରିରୁ ଅବସର ଗ୍ରହଣ କରିଥିଲେ। ଅଦ୍ୟ ତା.୦୨.୦୫.୨୦୨୫ରିଖରେ ତାଙ୍କ ବିଦାୟ କାଳୀନ ସମ୍ବର୍ଦ୍ଧନା ସଭା କାର୍ଯ୍ୟାଳୟର ଅଧିକାରୀ ତଥା ସମସ୍ତ କର୍ମଚାରୀଙ୍କ ତରଫରୁ ଜିଲ୍ଲା ସୂଚନା ଓ ଲୋକ ସଂପର୍କ ଅଧିକାରୀଙ୍କ କାର୍ଯ୍ୟାଳୟ ଠାରେ ଅନୁଷ୍ଠିତ ହୋଇଯାଇଛି । ଉକ୍ତ ସଭାରେ ଜିଲ୍ଲା ସୂଚନା ଓ ଲୋକ ସଂପର୍କ ଅଧିକାରୀ ଶ୍ରୀ ପ୍ରହଲ୍ଲାଦ ଖୋସ୍ଲାଙ୍କ ସମେତ ସମସ୍ତ କର୍ମଚାରୀମାନେ ଉପସ୍ଥିତ ହୋଇ ତାଙ୍କ ଅମୂଲ୍ୟ ଅବଦାନକୁ ସ୍ମରଣ କରିବା ସହ କାର୍ଯ୍ୟାଳୟର ଏକ ଅଂଶ ଭାବେ ସେ ସର୍ବଦା ନିଷ୍ଠାପର ଏଵଂ ଶୃଙ୍ଖଳିତ ଭାବେ କାର୍ଯ୍ୟ କରି ଆସିଥିବା ପ୍ରକାଶ କରିଥିଲେ । ପରିଶେଷରେ ଶ୍ରୀ ସାହୁ ନିଜର ଦୀର୍ଘ ୩୪ ବର୍ଷ ଚାକିରିର ସମସ୍ତ ସହକର୍ମୀ ଏବଂ ପ୍ରଶାସନିକ ଅଧିକାରୀଙ୍କୁ ଦୀର୍ଘ ଦିନର ସହାଯ୍ୟ ସହଯୋଗ ପାଇଁ ଧନ୍ୟବାଦ ଜଣାଇ ତାଙ୍କ ଜୀବନ ଯାତ୍ରା ବିଷୟରେ ବର୍ଣ୍ଣନା କରି କର୍ମକ୍ଷେତ୍ରରେ ଏକତା ଏବଂ ସମର୍ପଣର ଗୁରୁତ୍ୱକୁ ବ୍ୟାଖ୍ୟା କରିଥିଲେ | ତାଙ୍କ ଅସାଧାରଣ ସେବା ପାଇଁ ଜିଲ୍ଲା ସୂଚନା ଓ ଲୋକ ସଂପର୍କ ଅଧିକାରୀ ଏବଂ  ସମସ୍ତ କର୍ମଚାରୀ ସ୍ମୃତିଚିହ୍ନ ଏବଂ  ଅସ୍ଥାୟୀ ପେନସନ ଅର୍ଡର ପ୍ରଦାନ କରିବା ସହ ପରବର୍ତ୍ତୀ ଜୀବନରେ ସୁଖ, ସମୃଦ୍ଧି ଏବଂ ଶାନ୍ତି କାମନା କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଦ୍ୟାଳୟ ସମୂହ କ୍ରୀଡା ପ୍ରତିଯୋଗିତା ପ୍ରସ୍ତୁତି ବୈଠକ   02-Sep-2026
  ଜିଲ୍ଲା  
ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ ଅନ୍ତର୍ଗତ ସର୍ଭେୟର ଏବଂ ସ୍ବେଛାସେବୀ ଶିକ୍ଷକ/ଶିକ୍ଷିକାମାନଙ୍କ ବ୍ଲକସ୍ତରୀୟ ତାଳିମ ଶିବିର   02-Sep-2026
  ଜିଲ୍ଲା  
ପଦୋନ୍ନତି ପାଇ ବରଗଡ଼ ସିଡିଏମଓ ହେଲେ ଡାକ୍ତର ଅଶୋକ ଦାସ ସମ୍ବଲପୁର ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଭାବପୂର୍ଣ୍ଣ ବିଦାୟ ସମ୍ବର୍ଦ୍ଧନା   02-Sep-2026
  ଜିଲ୍ଲା  
ଛାତ୍ରଛାତ୍ରୀଙ୍କୁ କ୍ୟାରିୟର ଦିଗଦର୍ଶନ ଦେଲା ଆଇଆଇଟି କାନପୁରର ସାଥି ସମ୍ବଲପୁରରେ ପ୍ରଗତି ୨୦୨୬ କ୍ୟାରିୟର କାଉନସେଲିଂ ଓ ସଚେତନତା ଅଧିବେଶନ   02-Sep-2026
  ଜିଲ୍ଲା  
ଏମ୍‌ସିଏଲ୍ ଦ୍ୱାରା ଇବ୍ ଭ୍ୟାଲି ୱାଶେରୀଠାରେ ୪,୦୦୦ ମେଟ୍ରିକ୍ ଟନ୍‌ କ୍ଷମତା ବିଶିଷ୍ଟ ସାଇଲୋର ଶୁଭାରମ୍ଭ   02-Sep-2026
  ଜିଲ୍ଲା  
ସରକାରୀ ମେଡିକାଲ କଲେଜ ଓ ହସ୍ପିଟାଲ୍ ସୁନ୍ଦରଗଡ଼ରେ ନୂତନ ସ୍ୱାସ୍ଥ୍ୟସେବାର ଶୁଭାରମ୍ଭ   02-Sep-2026
  ଜିଲ୍ଲା  
ତୁଷୁରା ସ୍ବାୟତ୍ତ ଶାସନ ଦିବସରେ ସମ୍ବର୍ଦ୍ଧିତ ହେଳେ ଧରିତ୍ରୀ ସାମ୍ବାଦିକ   02-Sep-2026
  ଜିଲ୍ଲା  
ଫାଷ୍ଟଫୁଡ୍‌ ସେଣ୍ଟରରେ ମଙ୍ଗଳବାର ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ଯାଞ୍ଚ   01-Sep-2026
  ଜିଲ୍ଲା  
ଲୋଇସିଂହା କଲେଜ ରେ ସୁ ପୋଷିତ ଓଡିଶା ମିଶନ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ   01-Sep-2026
  ରାଜ୍ୟ  
ସୂଚନା ନିର୍ଦ୍ଦେଶକଙ୍କୁ ଭେଟିଲେ ଓଡ଼ିଶା ବରିଷ୍ଠ ସାମ୍ୱାଦିକ ସଂଘର କର୍ମକର୍ତ୍ତା   01-Sep-2026
  ଜିଲ୍ଲା  
ଶ୍ରୀ ଗଣେଶ ସରକାରୀ ଉଚ୍ଚ ବିଦ୍ୟାଳୟରେ ସଂସ୍କୃତ ଦିବସ   01-Sep-2026
  ଜିଲ୍ଲା  
ଉଚ୍ଚ ଆକାଂକ୍ଷା ଓ ଉଚ୍ଚଶିକ୍ଷାର ନୂତନ ଦୃଷ୍ଟିକୋଣ ସହ ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ, ବଲାଙ୍ଗିରର ଷଷ୍ଠ ପ୍ରତିଷ୍ଠା ଦିବସ ପାଳିତ   01-Sep-2026

You Might Also Like