-+91-9937148622 |

prerana_bgr@rediffmail.com |

  Wednesday 2nd September 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଦ୍ୟାଳୟ ସମୂହ କ୍ରୀଡା ପ୍ରତିଯୋଗିତା ପ୍ରସ୍ତୁତି ବୈଠକ   (02-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ ଅନ୍ତର୍ଗତ ସର୍ଭେୟର ଏବଂ ସ୍ବେଛାସେବୀ ଶିକ୍ଷକ/ଶିକ୍ଷିକାମାନଙ୍କ ବ୍ଲକସ୍ତରୀୟ ତାଳିମ ଶିବିର   (02-Sep-2026)       ||      ପଦୋନ୍ନତି ପାଇ ବରଗଡ଼ ସିଡିଏମଓ ହେଲେ ଡାକ୍ତର ଅଶୋକ ଦାସ ସମ୍ବଲପୁର ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଭାବପୂର୍ଣ୍ଣ ବିଦାୟ ସମ୍ବର୍ଦ୍ଧନା   (02-Sep-2026)       ||      ଛାତ୍ରଛାତ୍ରୀଙ୍କୁ କ୍ୟାରିୟର ଦିଗଦର୍ଶନ ଦେଲା ଆଇଆଇଟି କାନପୁରର ସାଥି ସମ୍ବଲପୁରରେ ପ୍ରଗତି ୨୦୨୬ କ୍ୟାରିୟର କାଉନସେଲିଂ ଓ ସଚେତନତା ଅଧିବେଶନ   (02-Sep-2026)       ||      ଏମ୍‌ସିଏଲ୍ ଦ୍ୱାରା ଇବ୍ ଭ୍ୟାଲି ୱାଶେରୀଠାରେ ୪,୦୦୦ ମେଟ୍ରିକ୍ ଟନ୍‌ କ୍ଷମତା ବିଶିଷ୍ଟ ସାଇଲୋର ଶୁଭାରମ୍ଭ   (02-Sep-2026)       ||      ସରକାରୀ ମେଡିକାଲ କଲେଜ ଓ ହସ୍ପିଟାଲ୍ ସୁନ୍ଦରଗଡ଼ରେ ନୂତନ ସ୍ୱାସ୍ଥ୍ୟସେବାର ଶୁଭାରମ୍ଭ   (02-Sep-2026)       ||      ତୁଷୁରା ସ୍ବାୟତ୍ତ ଶାସନ ଦିବସରେ ସମ୍ବର୍ଦ୍ଧିତ ହେଳେ ଧରିତ୍ରୀ ସାମ୍ବାଦିକ   (02-Sep-2026)       ||      ଫାଷ୍ଟଫୁଡ୍‌ ସେଣ୍ଟରରେ ମଙ୍ଗଳବାର ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ଯାଞ୍ଚ   (01-Sep-2026)       ||      ଲୋଇସିଂହା କଲେଜ ରେ ସୁ ପୋଷିତ ଓଡିଶା ମିଶନ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (01-Sep-2026)       ||      ସୂଚନା ନିର୍ଦ୍ଦେଶକଙ୍କୁ ଭେଟିଲେ ଓଡ଼ିଶା ବରିଷ୍ଠ ସାମ୍ୱାଦିକ ସଂଘର କର୍ମକର୍ତ୍ତା   (01-Sep-2026)       ||      ଶ୍ରୀ ଗଣେଶ ସରକାରୀ ଉଚ୍ଚ ବିଦ୍ୟାଳୟରେ ସଂସ୍କୃତ ଦିବସ   (01-Sep-2026)       ||      ଉଚ୍ଚ ଆକାଂକ୍ଷା ଓ ଉଚ୍ଚଶିକ୍ଷାର ନୂତନ ଦୃଷ୍ଟିକୋଣ ସହ ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ, ବଲାଙ୍ଗିରର ଷଷ୍ଠ ପ୍ରତିଷ୍ଠା ଦିବସ ପାଳିତ   (01-Sep-2026)       ||      ବିଶ୍ୱ ତାପାୟନ ସଙ୍କଟ ଉପରେ ସଚେତନତା କାର୍ଯ୍ୟକ୍ରମ   (01-Sep-2026)       ||      ଭଗବତୀ କୌଶଲ୍ୟା  ବି.ଏସ.ସି. ନର୍ସିଂ ଛାତ୍ରଛାତ୍ରୀ ଙ୍କ ଶପଥ ଗ୍ରହଣ ଉତ୍ସବ    (01-Sep-2026)       ||      ବଲାଙ୍ଗୀରରେ ମହିଳାଙ୍କ ପରିବେଶ ସଚେତନତା : ସ୍କୁଲ ପରିସରରେ ବୃକ୍ଷରୋପଣ   (01-Sep-2026)       ||      ତୁଷୁରାରେ ସ୍ୱାୟତ୍ତ ଶାସନ ଦିବସ ପାଳିତ   (01-Sep-2026)       ||      ତୁଷୁରାରେ ସ୍ୱାୟତ୍ତ ଶାସନ ଦିବସ ପାଳିତ   (01-Sep-2026)       ||      ସମ୍ବଲପୁରର ଅଜ୍ଞାତ ଇତିହାସ, ଐତିହ୍ୟ ଓ ସଂସ୍କୃତି ଉପରେ ଜାତୀୟ ସମ୍ମିଳନୀ ସଂସ୍କୃତି ସଭ୍ୟତାର ପ୍ରୟୋଗଶାଳା ହେବ ସମ୍ବଲପୁର ଜିଲ୍ଲା ଗଙ୍ଗାଧର ମେହେର ବିଶ୍ୱବିଦ୍ୟାଳୟ ପକ୍ଷରୁ ବିଶିଷ୍ଟ ଇତିହାସକାର ଶିବ ପ୍ରସାଦ ଦାସଙ୍କ ୧୨୫ତମ ଜୟନ୍ତୀ ପାଳିତ   (01-Sep-2026)       ||      ବଲାଙ୍ଗୀରର ବିକାଶ ଯାତ୍ରାରେ ଯୋଡ଼ି ହେଲା ଆଉ ଏକ ସ୍ୱର୍ଣ୍ଣିମ ଅଧ୍ୟାୟ - ଅଧ୍ୟକ୍ଷା ଲିକା ସାହୁ    (31-Aug-2026)       ||      ପଞ୍ଚାୟତ ସ୍ତରୀୟ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (31-Aug-2026)       ||     

HOME   ଜିଲ୍ଲା

ଏକତାର ଭାତ୍ରୁଭାବ ବନ୍ଧନ ଓ ପରିବେଶ ସୁରକ୍ଷା ନିଦର୍ଶନ ସୋଡ଼ା ଗ୍ରାମର ଷୋହଳ ପ୍ରହରୀ ନାମଯଜ୍ଞ

02-May-2025



ବରଗଡ଼:(ନିରଞ୍ଜନ ତ୍ରିପାଠୀ) -ବରଗଡ ଜିଲ୍ଲା ପାଇକମାଲ ବ୍ଲକ ଅନ୍ତର୍ଗତ ସୋଡ଼ା ଷୋହଳ ପ୍ରହରୀ ନାମ ଯଜ୍ଞ ଦେଖା ଦେଇଥିଲା ଏକତାର ଭାତ୍ରୁଭାବ ବନ୍ଧନ ଓ ପରିବେଶ ସୁରକ୍ଷା ର ନିଦର୍ଶନ।।ଗ୍ରାମବାସୀ ଙ୍କ ଦ୍ଵାରା ଅନୁଷ୍ଠିତ ଅନୁଷ୍ଠିତ ଏହି ନାମ ସଂକୀର୍ତ୍ତନ ଯଜ୍ଞ ଅଞ୍ଚଳର ବହୁ ମାନ୍ୟଗଣ୍ୟ ବ୍ୟକ୍ତିମାନେ ଯୋଗ ଦେଇ ଥିବା ବେଳେ ହଜାର ହଜାର ସଂଖ୍ୟାରେ ଶ୍ରଦ୍ଧାଳୁ ମହିଳା ଓ ପୁରୁଷ ଯୋଗ ଦେଇଥିଲେ। ଗ୍ରାମରେ ଅନୁଷ୍ଠିତ ଏହି ନାମ ସଂକୀର୍ତ୍ତନ ଯଜ୍ଞରେ ଅଞ୍ଚଳର ବରିଷ୍ଠ ସଙ୍କୀର୍ତ୍ତନ ଗାୟକ ଓ ବାହାକ ଯୋଗ ଦେଇଥିଲେ। ଗ୍ରାମ୍ୟ କମିଟି ସଭାପତି ଦେର୍ବାର୍ଚ୍ଚନ ସାହୁ ଙ୍କ ତତ୍ତ୍ଵାବଧାନରେ ଅନୁଷ୍ଠିତ ଏହି ନାମ ସଂକୀର୍ତ୍ତନ ଯଜ୍ଞ ପଣ୍ଡିତ ହୃଷୀକେଶ ଦେବତା ପୂଜାର୍ଚ୍ଚନା କରିଥିବା ବେଳେ ପୂଜାକର୍ତ୍ତା ଭାବେ ଉମେଶ ବେହେରା ଓ ଧର୍ମପତ୍ନୀ ବବଳୀ ବେହେରା ଦାୟିତ୍ଵ ନିର୍ବାହ କରିଥିଲେ। ଯୁବ ସରପଞ୍ଚ ଦିଲ୍ଲୀପ ବେହେରା ଓ ଟଙ୍କଧର ପ୍ରଧାନ ସମେତ କିଶୋର ରଣା, ଦିନେଶ ବେହେରା,ପଞ୍ଚାନନ୍ଦ ବିଶି, ଅରୂପା ରଣା,ଶିବାସିଷ ପ୍ରଧାନ,ବୈକୁଣ୍ଠ ପ୍ରଧାନ,ବିପିନ ସାହୁ, ଡୋଲାମଣି ବଢାଇ,ମନୋହର ରଣା ପ୍ରମୁଖ ସମସ୍ତ ପ୍ରକାର ଦାୟିତ୍ଵ ପ୍ରତି ନିର୍ବାହ କରିଥିଲେ।ପରିବେଶ ସୁରକ୍ଷା ପ୍ରତି ଗ୍ରାମବାସୀ ଗୁରୁତ୍ଵ ଦେଇ ଗଛ କଟା କୁ ବନ୍ଦ କରି ବାଉଁଶ ଦ୍ଵାରା ଯଜ୍ଞ ମଣ୍ଡଳୀ କୁ ନିର୍ମାଣ କରିଥିବା ଅଞ୍ଚଳ ପାଇଁ ଗୌରବ ବିଷୟ ରୂପେ ପରିଗଣିତ ହୋଇ ପରିବେଶ ସୁରକ୍ଷା ନିଦର୍ଶନ ର ମାର୍ଗ ଦର୍ଶକ ହୋଇଥିଲା।ଏହି ନାମ ସଂକୀର୍ତ୍ତନ ଯଜ୍ଞ ପୂର୍ଣ୍ଣହୋତୀ ବୈଠକି କାର୍ଯ୍ୟକ୍ରମ କୁ କୃପାସିନ୍ଧୁ ପ୍ରଧାନ ପରିଚାଳନା କରିଥିବା ବେଳେ ଆସିଥିବା ନାମ ସଂକୀର୍ତ୍ତନ ଦଳ ମାନଙ୍କୁ ଗ୍ରାମବାସୀ ଙ୍କ ତରଫରୁ ଉପଢ଼ୌକନ ଓ ପୁଷ୍ପମାଲ୍ୟ ଦେଇ ସମ୍ମାନିତ କରା ଯାଇଥିଲା। ବରିଷ୍ଠ ସାମ୍ବାଦିକ ପ୍ରକୃତି ବନ୍ଧୁ ଶ୍ରୀ ଧିରେନ ମହାନ୍ତି,ସାମ୍ବାଦିକ କୁଞ୍ଜ ବିହାରୀ ସାହୁ ସମେତ ଗନ୍ଧମାର୍ଦ୍ଦନ ସୁରକ୍ଷା ଯୁବ ପରିଷଦ ର ଆବାହକ ଦୁର୍ଯୋଧନ ପୁଟା ଙ୍କୁ ମଧ୍ୟ ଗ୍ରାମବାସୀ ଙ୍କ ପକ୍ଷରୁ ଉପଢୋକାନ ଓ ପୁଷ୍ପମାଲ୍ୟ ଦେଇ ସମ୍ମାନିତ କରା ଯାଇଥିଲା।ଏହା ପରେ ଦହି ହାଣ୍ଡି ଭଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଗ୍ରାମ ନଗର ପରିକ୍ରମା କରା ଯାଇଥିଲା। ଶାନ୍ତି ଶୃଙ୍ଖଳା ସହ ସମ୍ପନ୍ନ ହୋଇଥିବାରୁ ଗ୍ରାମ କମିଟି ସଭାପତି ଦେର୍ବାର୍ଚ୍ଚନ ସାହୁ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଦ୍ୟାଳୟ ସମୂହ କ୍ରୀଡା ପ୍ରତିଯୋଗିତା ପ୍ରସ୍ତୁତି ବୈଠକ   02-Sep-2026
  ଜିଲ୍ଲା  
ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ ଅନ୍ତର୍ଗତ ସର୍ଭେୟର ଏବଂ ସ୍ବେଛାସେବୀ ଶିକ୍ଷକ/ଶିକ୍ଷିକାମାନଙ୍କ ବ୍ଲକସ୍ତରୀୟ ତାଳିମ ଶିବିର   02-Sep-2026
  ଜିଲ୍ଲା  
ପଦୋନ୍ନତି ପାଇ ବରଗଡ଼ ସିଡିଏମଓ ହେଲେ ଡାକ୍ତର ଅଶୋକ ଦାସ ସମ୍ବଲପୁର ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଭାବପୂର୍ଣ୍ଣ ବିଦାୟ ସମ୍ବର୍ଦ୍ଧନା   02-Sep-2026
  ଜିଲ୍ଲା  
ଛାତ୍ରଛାତ୍ରୀଙ୍କୁ କ୍ୟାରିୟର ଦିଗଦର୍ଶନ ଦେଲା ଆଇଆଇଟି କାନପୁରର ସାଥି ସମ୍ବଲପୁରରେ ପ୍ରଗତି ୨୦୨୬ କ୍ୟାରିୟର କାଉନସେଲିଂ ଓ ସଚେତନତା ଅଧିବେଶନ   02-Sep-2026
  ଜିଲ୍ଲା  
ଏମ୍‌ସିଏଲ୍ ଦ୍ୱାରା ଇବ୍ ଭ୍ୟାଲି ୱାଶେରୀଠାରେ ୪,୦୦୦ ମେଟ୍ରିକ୍ ଟନ୍‌ କ୍ଷମତା ବିଶିଷ୍ଟ ସାଇଲୋର ଶୁଭାରମ୍ଭ   02-Sep-2026
  ଜିଲ୍ଲା  
ସରକାରୀ ମେଡିକାଲ କଲେଜ ଓ ହସ୍ପିଟାଲ୍ ସୁନ୍ଦରଗଡ଼ରେ ନୂତନ ସ୍ୱାସ୍ଥ୍ୟସେବାର ଶୁଭାରମ୍ଭ   02-Sep-2026
  ଜିଲ୍ଲା  
ତୁଷୁରା ସ୍ବାୟତ୍ତ ଶାସନ ଦିବସରେ ସମ୍ବର୍ଦ୍ଧିତ ହେଳେ ଧରିତ୍ରୀ ସାମ୍ବାଦିକ   02-Sep-2026
  ଜିଲ୍ଲା  
ଫାଷ୍ଟଫୁଡ୍‌ ସେଣ୍ଟରରେ ମଙ୍ଗଳବାର ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ଯାଞ୍ଚ   01-Sep-2026
  ଜିଲ୍ଲା  
ଲୋଇସିଂହା କଲେଜ ରେ ସୁ ପୋଷିତ ଓଡିଶା ମିଶନ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ   01-Sep-2026
  ରାଜ୍ୟ  
ସୂଚନା ନିର୍ଦ୍ଦେଶକଙ୍କୁ ଭେଟିଲେ ଓଡ଼ିଶା ବରିଷ୍ଠ ସାମ୍ୱାଦିକ ସଂଘର କର୍ମକର୍ତ୍ତା   01-Sep-2026
  ଜିଲ୍ଲା  
ଶ୍ରୀ ଗଣେଶ ସରକାରୀ ଉଚ୍ଚ ବିଦ୍ୟାଳୟରେ ସଂସ୍କୃତ ଦିବସ   01-Sep-2026
  ଜିଲ୍ଲା  
ଉଚ୍ଚ ଆକାଂକ୍ଷା ଓ ଉଚ୍ଚଶିକ୍ଷାର ନୂତନ ଦୃଷ୍ଟିକୋଣ ସହ ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ, ବଲାଙ୍ଗିରର ଷଷ୍ଠ ପ୍ରତିଷ୍ଠା ଦିବସ ପାଳିତ   01-Sep-2026

You Might Also Like