-+91-9937148622 |

prerana_bgr@rediffmail.com |

  Wednesday 2nd September 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଦ୍ୟାଳୟ ସମୂହ କ୍ରୀଡା ପ୍ରତିଯୋଗିତା ପ୍ରସ୍ତୁତି ବୈଠକ   (02-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ ଅନ୍ତର୍ଗତ ସର୍ଭେୟର ଏବଂ ସ୍ବେଛାସେବୀ ଶିକ୍ଷକ/ଶିକ୍ଷିକାମାନଙ୍କ ବ୍ଲକସ୍ତରୀୟ ତାଳିମ ଶିବିର   (02-Sep-2026)       ||      ପଦୋନ୍ନତି ପାଇ ବରଗଡ଼ ସିଡିଏମଓ ହେଲେ ଡାକ୍ତର ଅଶୋକ ଦାସ ସମ୍ବଲପୁର ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଭାବପୂର୍ଣ୍ଣ ବିଦାୟ ସମ୍ବର୍ଦ୍ଧନା   (02-Sep-2026)       ||      ଛାତ୍ରଛାତ୍ରୀଙ୍କୁ କ୍ୟାରିୟର ଦିଗଦର୍ଶନ ଦେଲା ଆଇଆଇଟି କାନପୁରର ସାଥି ସମ୍ବଲପୁରରେ ପ୍ରଗତି ୨୦୨୬ କ୍ୟାରିୟର କାଉନସେଲିଂ ଓ ସଚେତନତା ଅଧିବେଶନ   (02-Sep-2026)       ||      ଏମ୍‌ସିଏଲ୍ ଦ୍ୱାରା ଇବ୍ ଭ୍ୟାଲି ୱାଶେରୀଠାରେ ୪,୦୦୦ ମେଟ୍ରିକ୍ ଟନ୍‌ କ୍ଷମତା ବିଶିଷ୍ଟ ସାଇଲୋର ଶୁଭାରମ୍ଭ   (02-Sep-2026)       ||      ସରକାରୀ ମେଡିକାଲ କଲେଜ ଓ ହସ୍ପିଟାଲ୍ ସୁନ୍ଦରଗଡ଼ରେ ନୂତନ ସ୍ୱାସ୍ଥ୍ୟସେବାର ଶୁଭାରମ୍ଭ   (02-Sep-2026)       ||      ତୁଷୁରା ସ୍ବାୟତ୍ତ ଶାସନ ଦିବସରେ ସମ୍ବର୍ଦ୍ଧିତ ହେଳେ ଧରିତ୍ରୀ ସାମ୍ବାଦିକ   (02-Sep-2026)       ||      ଫାଷ୍ଟଫୁଡ୍‌ ସେଣ୍ଟରରେ ମଙ୍ଗଳବାର ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ଯାଞ୍ଚ   (01-Sep-2026)       ||      ଲୋଇସିଂହା କଲେଜ ରେ ସୁ ପୋଷିତ ଓଡିଶା ମିଶନ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (01-Sep-2026)       ||      ସୂଚନା ନିର୍ଦ୍ଦେଶକଙ୍କୁ ଭେଟିଲେ ଓଡ଼ିଶା ବରିଷ୍ଠ ସାମ୍ୱାଦିକ ସଂଘର କର୍ମକର୍ତ୍ତା   (01-Sep-2026)       ||      ଶ୍ରୀ ଗଣେଶ ସରକାରୀ ଉଚ୍ଚ ବିଦ୍ୟାଳୟରେ ସଂସ୍କୃତ ଦିବସ   (01-Sep-2026)       ||      ଉଚ୍ଚ ଆକାଂକ୍ଷା ଓ ଉଚ୍ଚଶିକ୍ଷାର ନୂତନ ଦୃଷ୍ଟିକୋଣ ସହ ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ, ବଲାଙ୍ଗିରର ଷଷ୍ଠ ପ୍ରତିଷ୍ଠା ଦିବସ ପାଳିତ   (01-Sep-2026)       ||      ବିଶ୍ୱ ତାପାୟନ ସଙ୍କଟ ଉପରେ ସଚେତନତା କାର୍ଯ୍ୟକ୍ରମ   (01-Sep-2026)       ||      ଭଗବତୀ କୌଶଲ୍ୟା  ବି.ଏସ.ସି. ନର୍ସିଂ ଛାତ୍ରଛାତ୍ରୀ ଙ୍କ ଶପଥ ଗ୍ରହଣ ଉତ୍ସବ    (01-Sep-2026)       ||      ବଲାଙ୍ଗୀରରେ ମହିଳାଙ୍କ ପରିବେଶ ସଚେତନତା : ସ୍କୁଲ ପରିସରରେ ବୃକ୍ଷରୋପଣ   (01-Sep-2026)       ||      ତୁଷୁରାରେ ସ୍ୱାୟତ୍ତ ଶାସନ ଦିବସ ପାଳିତ   (01-Sep-2026)       ||      ତୁଷୁରାରେ ସ୍ୱାୟତ୍ତ ଶାସନ ଦିବସ ପାଳିତ   (01-Sep-2026)       ||      ସମ୍ବଲପୁରର ଅଜ୍ଞାତ ଇତିହାସ, ଐତିହ୍ୟ ଓ ସଂସ୍କୃତି ଉପରେ ଜାତୀୟ ସମ୍ମିଳନୀ ସଂସ୍କୃତି ସଭ୍ୟତାର ପ୍ରୟୋଗଶାଳା ହେବ ସମ୍ବଲପୁର ଜିଲ୍ଲା ଗଙ୍ଗାଧର ମେହେର ବିଶ୍ୱବିଦ୍ୟାଳୟ ପକ୍ଷରୁ ବିଶିଷ୍ଟ ଇତିହାସକାର ଶିବ ପ୍ରସାଦ ଦାସଙ୍କ ୧୨୫ତମ ଜୟନ୍ତୀ ପାଳିତ   (01-Sep-2026)       ||      ବଲାଙ୍ଗୀରର ବିକାଶ ଯାତ୍ରାରେ ଯୋଡ଼ି ହେଲା ଆଉ ଏକ ସ୍ୱର୍ଣ୍ଣିମ ଅଧ୍ୟାୟ - ଅଧ୍ୟକ୍ଷା ଲିକା ସାହୁ    (31-Aug-2026)       ||      ପଞ୍ଚାୟତ ସ୍ତରୀୟ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (31-Aug-2026)       ||     

HOME   ଜିଲ୍ଲା

ପଞ୍ଚାୟତ ସମିତି ମହାବିଦ୍ୟାଳୟର ନୂତନ ଶ୍ରେଣୀ କୋଠରୀ ଭିତ୍ତିପ୍ରସ୍ତର ସ୍ଥାପନ

02-May-2025



ବରଗଡ଼:(ନିରଞ୍ଜନ ତ୍ରିପାଠୀ)-ଓଡ଼ିଶା ରାଜ୍ୟ ସରକାରଙ୍କ ଉଚ୍ଚ ଶିକ୍ଷା ବିଭାଗ ଦ୍ଵାରା ବରଗଡ଼ ଜିଲ୍ଲା ଅନ୍ତର୍ଗତ ଗାଇସିଲେଟ ପଞ୍ଚାୟତ ସମିତି ମହାବିଦ୍ୟାଳୟର ଅତିରିକ୍ତ ଶ୍ରେଣୀ କୋଠରୀ ନିର୍ମାଣ ପାଇଁ ପ୍ରଦତ୍ତ ପାଣ୍ଠିରେ  ଦୁଇଟି କୋଠା ନିର୍ମାଣ ପାଇଁ ପଞ୍ଚାୟତ ସମିତି କାର୍ଯ୍ୟାଳୟ ଗାଇସିଲେଟ ମାଧ୍ୟମରେ ଶିଳାନ୍ୟାସ ପୂଜନ ଉତ୍ସବ ବିଜେପୁର ନିର୍ବାଚନ ମଣ୍ଡଳୀର ମାନ୍ୟବର ବିଧାୟକ ଶ୍ରୀମାନ ସନତ  କୁମାର ଗଡତୀୟା ଙ୍କ କରକମଳରେ ଶୁଭ ଉଦଘାଟିତ ହୋଇଯାଇଛି । ଉକ୍ତ କାର୍ଯ୍ୟକ୍ରମରେ ପଞ୍ଚାୟତ ସମିତି ଅଧ୍ୟକ୍ଷ ଶ୍ରୀ ପ୍ରଣୟ କୁମାର ସାହୁ,ବିଡିଓ ଲକ୍ଷ୍ମଣ ମାଝୀ, ଜିଲ୍ଲା ପରିଷଦ ସଭ୍ୟା ଶ୍ରୀମତୀ ଝରଣା ପାଣିଗ୍ରାହୀ,ସରପଞ୍ଚ ଶରତ କାଲୋ ଉପସ୍ଥିତ ଥିଲେ । ଅଧ୍ୟକ୍ଷ ଡ. ଜୟକେତନ ତ୍ରିପାଠୀ ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଅନ୍ୟତମ ଅତିଥି ଭାବରେ ଆନନ୍ଦ ମଟାରୀ, ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ ପ୍ରଭାତ ତ୍ରିପାଠୀ,କନିଷ୍ଠ ଯନ୍ତ୍ରୀ ବିକାଶ ଅଢ଼ା, ଲୋକେଶ ପୁରୋହିତ,ପ୍ରବୀଣ ପାଣିଗ୍ରାହୀ,ବିଶ୍ଵନାଥ ସାହୁ, ଝସକେତନ ସାହୁ ପ୍ରମୁଖ ଯୋଗଦାନ କରିଥିବାବେଳେ ମହାବିଦ୍ୟାଳୟର ସମସ୍ତ କର୍ମଚାରୀ ଉପସ୍ଥିତ ରହି କାର୍ଯ୍ୟକ୍ରମକୁ ସାଫଲ୍ୟ ମଣ୍ଡିତ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଦ୍ୟାଳୟ ସମୂହ କ୍ରୀଡା ପ୍ରତିଯୋଗିତା ପ୍ରସ୍ତୁତି ବୈଠକ   02-Sep-2026
  ଜିଲ୍ଲା  
ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ ଅନ୍ତର୍ଗତ ସର୍ଭେୟର ଏବଂ ସ୍ବେଛାସେବୀ ଶିକ୍ଷକ/ଶିକ୍ଷିକାମାନଙ୍କ ବ୍ଲକସ୍ତରୀୟ ତାଳିମ ଶିବିର   02-Sep-2026
  ଜିଲ୍ଲା  
ପଦୋନ୍ନତି ପାଇ ବରଗଡ଼ ସିଡିଏମଓ ହେଲେ ଡାକ୍ତର ଅଶୋକ ଦାସ ସମ୍ବଲପୁର ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଭାବପୂର୍ଣ୍ଣ ବିଦାୟ ସମ୍ବର୍ଦ୍ଧନା   02-Sep-2026
  ଜିଲ୍ଲା  
ଛାତ୍ରଛାତ୍ରୀଙ୍କୁ କ୍ୟାରିୟର ଦିଗଦର୍ଶନ ଦେଲା ଆଇଆଇଟି କାନପୁରର ସାଥି ସମ୍ବଲପୁରରେ ପ୍ରଗତି ୨୦୨୬ କ୍ୟାରିୟର କାଉନସେଲିଂ ଓ ସଚେତନତା ଅଧିବେଶନ   02-Sep-2026
  ଜିଲ୍ଲା  
ଏମ୍‌ସିଏଲ୍ ଦ୍ୱାରା ଇବ୍ ଭ୍ୟାଲି ୱାଶେରୀଠାରେ ୪,୦୦୦ ମେଟ୍ରିକ୍ ଟନ୍‌ କ୍ଷମତା ବିଶିଷ୍ଟ ସାଇଲୋର ଶୁଭାରମ୍ଭ   02-Sep-2026
  ଜିଲ୍ଲା  
ସରକାରୀ ମେଡିକାଲ କଲେଜ ଓ ହସ୍ପିଟାଲ୍ ସୁନ୍ଦରଗଡ଼ରେ ନୂତନ ସ୍ୱାସ୍ଥ୍ୟସେବାର ଶୁଭାରମ୍ଭ   02-Sep-2026
  ଜିଲ୍ଲା  
ତୁଷୁରା ସ୍ବାୟତ୍ତ ଶାସନ ଦିବସରେ ସମ୍ବର୍ଦ୍ଧିତ ହେଳେ ଧରିତ୍ରୀ ସାମ୍ବାଦିକ   02-Sep-2026
  ଜିଲ୍ଲା  
ଫାଷ୍ଟଫୁଡ୍‌ ସେଣ୍ଟରରେ ମଙ୍ଗଳବାର ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ଯାଞ୍ଚ   01-Sep-2026
  ଜିଲ୍ଲା  
ଲୋଇସିଂହା କଲେଜ ରେ ସୁ ପୋଷିତ ଓଡିଶା ମିଶନ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ   01-Sep-2026
  ରାଜ୍ୟ  
ସୂଚନା ନିର୍ଦ୍ଦେଶକଙ୍କୁ ଭେଟିଲେ ଓଡ଼ିଶା ବରିଷ୍ଠ ସାମ୍ୱାଦିକ ସଂଘର କର୍ମକର୍ତ୍ତା   01-Sep-2026
  ଜିଲ୍ଲା  
ଶ୍ରୀ ଗଣେଶ ସରକାରୀ ଉଚ୍ଚ ବିଦ୍ୟାଳୟରେ ସଂସ୍କୃତ ଦିବସ   01-Sep-2026
  ଜିଲ୍ଲା  
ଉଚ୍ଚ ଆକାଂକ୍ଷା ଓ ଉଚ୍ଚଶିକ୍ଷାର ନୂତନ ଦୃଷ୍ଟିକୋଣ ସହ ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ, ବଲାଙ୍ଗିରର ଷଷ୍ଠ ପ୍ରତିଷ୍ଠା ଦିବସ ପାଳିତ   01-Sep-2026

You Might Also Like