-+91-9937148622 |

prerana_bgr@rediffmail.com |

  Wednesday 2nd September 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଦ୍ୟାଳୟ ସମୂହ କ୍ରୀଡା ପ୍ରତିଯୋଗିତା ପ୍ରସ୍ତୁତି ବୈଠକ   (02-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ ଅନ୍ତର୍ଗତ ସର୍ଭେୟର ଏବଂ ସ୍ବେଛାସେବୀ ଶିକ୍ଷକ/ଶିକ୍ଷିକାମାନଙ୍କ ବ୍ଲକସ୍ତରୀୟ ତାଳିମ ଶିବିର   (02-Sep-2026)       ||      ପଦୋନ୍ନତି ପାଇ ବରଗଡ଼ ସିଡିଏମଓ ହେଲେ ଡାକ୍ତର ଅଶୋକ ଦାସ ସମ୍ବଲପୁର ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଭାବପୂର୍ଣ୍ଣ ବିଦାୟ ସମ୍ବର୍ଦ୍ଧନା   (02-Sep-2026)       ||      ଛାତ୍ରଛାତ୍ରୀଙ୍କୁ କ୍ୟାରିୟର ଦିଗଦର୍ଶନ ଦେଲା ଆଇଆଇଟି କାନପୁରର ସାଥି ସମ୍ବଲପୁରରେ ପ୍ରଗତି ୨୦୨୬ କ୍ୟାରିୟର କାଉନସେଲିଂ ଓ ସଚେତନତା ଅଧିବେଶନ   (02-Sep-2026)       ||      ଏମ୍‌ସିଏଲ୍ ଦ୍ୱାରା ଇବ୍ ଭ୍ୟାଲି ୱାଶେରୀଠାରେ ୪,୦୦୦ ମେଟ୍ରିକ୍ ଟନ୍‌ କ୍ଷମତା ବିଶିଷ୍ଟ ସାଇଲୋର ଶୁଭାରମ୍ଭ   (02-Sep-2026)       ||      ସରକାରୀ ମେଡିକାଲ କଲେଜ ଓ ହସ୍ପିଟାଲ୍ ସୁନ୍ଦରଗଡ଼ରେ ନୂତନ ସ୍ୱାସ୍ଥ୍ୟସେବାର ଶୁଭାରମ୍ଭ   (02-Sep-2026)       ||      ତୁଷୁରା ସ୍ବାୟତ୍ତ ଶାସନ ଦିବସରେ ସମ୍ବର୍ଦ୍ଧିତ ହେଳେ ଧରିତ୍ରୀ ସାମ୍ବାଦିକ   (02-Sep-2026)       ||      ଫାଷ୍ଟଫୁଡ୍‌ ସେଣ୍ଟରରେ ମଙ୍ଗଳବାର ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ଯାଞ୍ଚ   (01-Sep-2026)       ||      ଲୋଇସିଂହା କଲେଜ ରେ ସୁ ପୋଷିତ ଓଡିଶା ମିଶନ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (01-Sep-2026)       ||      ସୂଚନା ନିର୍ଦ୍ଦେଶକଙ୍କୁ ଭେଟିଲେ ଓଡ଼ିଶା ବରିଷ୍ଠ ସାମ୍ୱାଦିକ ସଂଘର କର୍ମକର୍ତ୍ତା   (01-Sep-2026)       ||      ଶ୍ରୀ ଗଣେଶ ସରକାରୀ ଉଚ୍ଚ ବିଦ୍ୟାଳୟରେ ସଂସ୍କୃତ ଦିବସ   (01-Sep-2026)       ||      ଉଚ୍ଚ ଆକାଂକ୍ଷା ଓ ଉଚ୍ଚଶିକ୍ଷାର ନୂତନ ଦୃଷ୍ଟିକୋଣ ସହ ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ, ବଲାଙ୍ଗିରର ଷଷ୍ଠ ପ୍ରତିଷ୍ଠା ଦିବସ ପାଳିତ   (01-Sep-2026)       ||      ବିଶ୍ୱ ତାପାୟନ ସଙ୍କଟ ଉପରେ ସଚେତନତା କାର୍ଯ୍ୟକ୍ରମ   (01-Sep-2026)       ||      ଭଗବତୀ କୌଶଲ୍ୟା  ବି.ଏସ.ସି. ନର୍ସିଂ ଛାତ୍ରଛାତ୍ରୀ ଙ୍କ ଶପଥ ଗ୍ରହଣ ଉତ୍ସବ    (01-Sep-2026)       ||      ବଲାଙ୍ଗୀରରେ ମହିଳାଙ୍କ ପରିବେଶ ସଚେତନତା : ସ୍କୁଲ ପରିସରରେ ବୃକ୍ଷରୋପଣ   (01-Sep-2026)       ||      ତୁଷୁରାରେ ସ୍ୱାୟତ୍ତ ଶାସନ ଦିବସ ପାଳିତ   (01-Sep-2026)       ||      ତୁଷୁରାରେ ସ୍ୱାୟତ୍ତ ଶାସନ ଦିବସ ପାଳିତ   (01-Sep-2026)       ||      ସମ୍ବଲପୁରର ଅଜ୍ଞାତ ଇତିହାସ, ଐତିହ୍ୟ ଓ ସଂସ୍କୃତି ଉପରେ ଜାତୀୟ ସମ୍ମିଳନୀ ସଂସ୍କୃତି ସଭ୍ୟତାର ପ୍ରୟୋଗଶାଳା ହେବ ସମ୍ବଲପୁର ଜିଲ୍ଲା ଗଙ୍ଗାଧର ମେହେର ବିଶ୍ୱବିଦ୍ୟାଳୟ ପକ୍ଷରୁ ବିଶିଷ୍ଟ ଇତିହାସକାର ଶିବ ପ୍ରସାଦ ଦାସଙ୍କ ୧୨୫ତମ ଜୟନ୍ତୀ ପାଳିତ   (01-Sep-2026)       ||      ବଲାଙ୍ଗୀରର ବିକାଶ ଯାତ୍ରାରେ ଯୋଡ଼ି ହେଲା ଆଉ ଏକ ସ୍ୱର୍ଣ୍ଣିମ ଅଧ୍ୟାୟ - ଅଧ୍ୟକ୍ଷା ଲିକା ସାହୁ    (31-Aug-2026)       ||      ପଞ୍ଚାୟତ ସ୍ତରୀୟ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (31-Aug-2026)       ||     

HOME   ଜିଲ୍ଲା

ଆଦର୍ଶ ଶିକ୍ଷକ ଚାଣ୍ଡାଳ ମିଶ୍ରଙ୍କ ଅବସରକାଳୀନ ସମ୍ବର୍ଦ୍ଧନା ସମାରୋହ

02-May-2025



ବଲାଙ୍ଗୀର, ତା.୦୨/୦୪ (ପ୍ରେରଣା ଖବର) : ବଲାଙ୍ଗୀର ଜିଲ୍ଲା ସଇଁତଳା ବ୍ଲକ ଅନ୍ତର୍ଗତ ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ , ଡେଙ୍ଗର ଆଦର୍ଶ ପ୍ରଧାନ ଶିକ୍ଷକ ଚାଣ୍ଡାଳ ମିଶ୍ର ଦୀର୍ଘ ୩୪ ବର୍ଷ ଧରି ଶିକ୍ଷା କ୍ଷେତ୍ରରେ ମହତ୍ ସେବା ପ୍ରଦାନ କରି ସେବା ନିବୃତ ହୋଇଛନ୍ତି।ଏହି ଅବସରରେ ଏକ ଅବସରକାଳୀନ ସମ୍ବର୍ଦ୍ଧନା ସମାରୋହ ଅନୁଷ୍ଠିତ ହୋଇଯାଇଅଛି। ଶିକ୍ଷୟିତ୍ରୀ ରେଣୁକା ସାହୁଙ୍କ ସଭାପତିତ୍ବରେ  ଏକ ସଭା ଅନୁଷ୍ଠିତ ହୋଇଥିଲା। ସଭାରେ ଶିକ୍ଷକ ଶିକ୍ଷୟିତ୍ରୀ, ଛାତ୍ରଛାତ୍ରୀଙ୍କ ସହ ବିଦ୍ୟାଳୟ ପରିଚାଳନା କମିଟିର ସଭାପତି  ମହେନ୍ଦ୍ର ରଣା, ଗଣେଶ ରଣା, ରତନ ରଣା, ବିଘ୍ନରାଜ ରଣା, ହୁସେନ ସାଗର ଆଦି ଗ୍ରାମବାସୀବୃନ୍ଦ ଯୋଗଦେଇଥିଲେ।  ଶିକ୍ଷକ ସୁଦର୍ଶନ ଦାଶ ସଭା ପରିଚାଳନା କରିଥିଲା ବେଳେ ଶିକ୍ଷକ ଲିଙ୍ଗରାଜ ନନ୍ଦ ମାନପତ୍ର ପାଠନ କରିଥିଲେ। ଇତ୍ୟବସରରେ ଶ୍ରୀଯୁକ୍ତ ମିଶ୍ରଙ୍କୁ ପୁଷ୍ପମାଲ୍ୟ ସହ ପୁଷ୍ପଗୁଚ୍ଛ ଓ ଉପଢ଼ୌକନ ଦ୍ଵାରା ସମ୍ବର୍ଦ୍ଧିତ କରାଯାଇଥିଲା। ପୁରାତନ ଛାତ୍ରଛାତ୍ରୀଗଣ ଉପସ୍ଥିତ ହୋଇ ଆଶୀର୍ବାଦ ଲାଭ କରିଥିଲେ। ଉପସ୍ଥିତ ସମସ୍ତେ ଶିକ୍ଷକଙ୍କ ଆଦର୍ଶର ଗୁଣଗାନ ସହ ଅବସରକାଳୀନ ପରବର୍ତ୍ତୀ ଜୀବନ ସୁଖମୟ ହେବାର କାମନା କରିଥିଲେ। ସଭା ଶେଷରେ ଶ୍ରୀଯୁକ୍ତ ମିଶ୍ର ଛାତ୍ରଛାତ୍ରୀମାନଙ୍କ ଜୀବନକୁ ଅନୁଶାସନଯୁକ୍ତ କରିବା ପାଇଁ ଉପଦେଶ ଦେବା ସହ ସାଥି ସହକର୍ମୀଙ୍କୁ ଉତ୍ସାହିତ ହୋଇ କାମ କରିବା ପାଇଁ ପରାମର୍ଶ ଦେଇଥିଲେ । ଏହାପରେ ଗ୍ରାମବାସୀମାନେ ଏକ ବିଶାଳ ଶୋଭାଯାତ୍ରାରେ ଶିକ୍ଷକଙ୍କୁ ନେଇ ଗ୍ରାମ ପରିକ୍ରମା କରାଇ ସମ୍ବର୍ଦ୍ଧିତ କରିଥିଲେ। ଶିକ୍ଷକଙ୍କ ଅବସରରେ ସମ୍ପୂର୍ଣ୍ଣ ଅଞ୍ଚଳରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଥିଲା। ଶିକ୍ଷକ ରାମ ନାରାୟଣ ଦାଶ, କୃପାସିନ୍ଧୁ ମିଶ୍ର, ଦୀପକ ସେନ ଧରୁଆ, ସମୀର ସେଠି, ହିମାଂଶୁ ବିଶ୍ଵାଳ, ଅବିନାଶ ଭୋଇ,ଦେବେଶ ହୋତା , ଶିକ୍ଷୟିତ୍ରୀ ଗାୟତ୍ରୀ ବାରିକ, ଦ୍ରୌପଦୀ ଭୋଇ, ତପସ୍ଵିନୀ ପଟେଲ, କାନ୍ତି ଭୋଇ, ଶିବାନୀ ମଲ୍ଲିକ ପ୍ରମୁଖ ସକ୍ରିୟ ଭାବେ ସହଯୋଗ କରିଥିଲେ। ସଭା ଶେଷରେ ଶିକ୍ଷକ ମନରଞ୍ଜନ ପରିଡ଼ା ଧନ୍ୟବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଦ୍ୟାଳୟ ସମୂହ କ୍ରୀଡା ପ୍ରତିଯୋଗିତା ପ୍ରସ୍ତୁତି ବୈଠକ   02-Sep-2026
  ଜିଲ୍ଲା  
ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ ଅନ୍ତର୍ଗତ ସର୍ଭେୟର ଏବଂ ସ୍ବେଛାସେବୀ ଶିକ୍ଷକ/ଶିକ୍ଷିକାମାନଙ୍କ ବ୍ଲକସ୍ତରୀୟ ତାଳିମ ଶିବିର   02-Sep-2026
  ଜିଲ୍ଲା  
ପଦୋନ୍ନତି ପାଇ ବରଗଡ଼ ସିଡିଏମଓ ହେଲେ ଡାକ୍ତର ଅଶୋକ ଦାସ ସମ୍ବଲପୁର ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଭାବପୂର୍ଣ୍ଣ ବିଦାୟ ସମ୍ବର୍ଦ୍ଧନା   02-Sep-2026
  ଜିଲ୍ଲା  
ଛାତ୍ରଛାତ୍ରୀଙ୍କୁ କ୍ୟାରିୟର ଦିଗଦର୍ଶନ ଦେଲା ଆଇଆଇଟି କାନପୁରର ସାଥି ସମ୍ବଲପୁରରେ ପ୍ରଗତି ୨୦୨୬ କ୍ୟାରିୟର କାଉନସେଲିଂ ଓ ସଚେତନତା ଅଧିବେଶନ   02-Sep-2026
  ଜିଲ୍ଲା  
ଏମ୍‌ସିଏଲ୍ ଦ୍ୱାରା ଇବ୍ ଭ୍ୟାଲି ୱାଶେରୀଠାରେ ୪,୦୦୦ ମେଟ୍ରିକ୍ ଟନ୍‌ କ୍ଷମତା ବିଶିଷ୍ଟ ସାଇଲୋର ଶୁଭାରମ୍ଭ   02-Sep-2026
  ଜିଲ୍ଲା  
ସରକାରୀ ମେଡିକାଲ କଲେଜ ଓ ହସ୍ପିଟାଲ୍ ସୁନ୍ଦରଗଡ଼ରେ ନୂତନ ସ୍ୱାସ୍ଥ୍ୟସେବାର ଶୁଭାରମ୍ଭ   02-Sep-2026
  ଜିଲ୍ଲା  
ତୁଷୁରା ସ୍ବାୟତ୍ତ ଶାସନ ଦିବସରେ ସମ୍ବର୍ଦ୍ଧିତ ହେଳେ ଧରିତ୍ରୀ ସାମ୍ବାଦିକ   02-Sep-2026
  ଜିଲ୍ଲା  
ଫାଷ୍ଟଫୁଡ୍‌ ସେଣ୍ଟରରେ ମଙ୍ଗଳବାର ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ଯାଞ୍ଚ   01-Sep-2026
  ଜିଲ୍ଲା  
ଲୋଇସିଂହା କଲେଜ ରେ ସୁ ପୋଷିତ ଓଡିଶା ମିଶନ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ   01-Sep-2026
  ରାଜ୍ୟ  
ସୂଚନା ନିର୍ଦ୍ଦେଶକଙ୍କୁ ଭେଟିଲେ ଓଡ଼ିଶା ବରିଷ୍ଠ ସାମ୍ୱାଦିକ ସଂଘର କର୍ମକର୍ତ୍ତା   01-Sep-2026
  ଜିଲ୍ଲା  
ଶ୍ରୀ ଗଣେଶ ସରକାରୀ ଉଚ୍ଚ ବିଦ୍ୟାଳୟରେ ସଂସ୍କୃତ ଦିବସ   01-Sep-2026
  ଜିଲ୍ଲା  
ଉଚ୍ଚ ଆକାଂକ୍ଷା ଓ ଉଚ୍ଚଶିକ୍ଷାର ନୂତନ ଦୃଷ୍ଟିକୋଣ ସହ ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ, ବଲାଙ୍ଗିରର ଷଷ୍ଠ ପ୍ରତିଷ୍ଠା ଦିବସ ପାଳିତ   01-Sep-2026

You Might Also Like