-+91-9937148622 |

prerana_bgr@rediffmail.com |

  Monday 2nd November 2026 |

| | | |

R.N.I. Regd No. ODIODI/2010/46693

Breaking News

ପ୍ରଧାନ ଶିକ୍ଷକଙ୍କୁ ଅବସରକାଳୀନ ସମ୍ବର୍ଦ୍ଧନା   (02-Nov-2026)       ||      *ପାପଡାହାଣ୍ଡି ବ୍ଲକ କ୍ଷତ୍ରିୟ ଧାକଡ ସମାଜ ବୈଠକ*   (02-Nov-2026)       ||      ବୁଦ୍ଧିଜୀବୀ ସମ୍ମିଳନୀ ଏବଂ ଆଲୋଚନା ଚକ୍ର ଲୋଇସିଂହା ଅଗ୍ରେସନ ଭବନ ଠାରେ ଅନୁଷ୍ଠିତ    (02-Nov-2026)       ||      ବଲାଙ୍ଗୀରକୁ ଏକନମ୍ବର କରିବାର ମିଳିତ ଉଦ୍ୟମ ହେଉ-ଜିଲ୍ଲା ଯୋଜନାବୋର୍ଡ ଅଧ୍ୟକ୍ଷ   (01-Nov-2026)       ||      *ସାମ୍ୱାଦିକ ତଥା ସମାଜସେବୀ ଙ୍କ ମାତୃ ବିୟୋଗ*- *ସୋନପୁର ରେ ଶୋକ*-   (01-Nov-2026)       ||      ଡା ବୁ ଗାଁ ମା ଗଜଲଷ୍ମୀ ଭାଷା ଣୀ ଉତ୍ସବ    (01-Nov-2026)       ||      ଜାତୀୟ ବିଦ୍ୟାଳୟ ରଗ୍‌ବୀ ପ୍ରତିଯୋଗିତାରେ ଟିଟିଲାଗଡର ଝିଅ ଖିଲି ପାତ୍ର - ୧୭ ବର୍ଷରୁ କମ୍ ବର୍ଗରେ ଦିଲ୍ଲୀରେ ଦେଖାଇଲେ ଦମଦାର୍ ପ୍ରଦର୍ଶନ   (01-Nov-2026)       ||      ଟିଟିଲାଗଡ ପୌରପରିଷଦ ଅଞ୍ଚଳରେ ବିନା ରେରା ଅନୁମତିରେ ହେଉଛି ଜମି ବିକ୍ରି - ଜମି କିଣୁଥିବା ଲୋକ ପଛରେ ହେଉଛନ୍ତି ହଇରାଣ    (01-Nov-2026)       ||      ୧୪ ତମ ପୀତାମ୍ବର ପଧାନ ମେମୋରିଆଲ ଫୁଟବଲ,ଚରଦା ଦଳ ଚାମ୍ପିଅନ   (01-Nov-2026)       ||      ୭୭ ତମ କଳାହାଣ୍ଡି ଜିଲ୍ଲା ଗଠନ ଦିବସ ମହାସମାରୋହରେ ପାଳିତ   (01-Nov-2026)       ||      “୧ ନଭେମ୍ବର ବଲାଙ୍ଗୀର ଦିନ୍‌” ପାଇଁ ସାଂସ୍କୃତିକ ଶୋଭାଯାତ୍ରା♦️ ଧୂମ୍‌ନାଚିଲେ ଜେନ-ଜୀ   (01-Nov-2026)       ||      ନର୍ଲା ବ୍ଲକ ସ୍ତରୀୟ ୭୭ ତମ କଳାହାଣ୍ଡି ଗଠନ ଦିବସ ପାଳିତ   (01-Nov-2026)       ||      ମୁନୁପାଲିରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ , ଟ୍ରାଇବ୍ରେକର ରେ ଲେଣ୍ଡା ଦଳ ଚାମ୍ପିଅନ    (01-Nov-2026)       ||      ୫୧ ତମ ବନ୍ଧୁମିଳନ ପାଇଁ ପ୍ରସ୍ତୁତି ବୈଠକ    (01-Nov-2026)       ||      ନିର୍ଝରିଣୀର ସଭାପତି ରାମଚନ୍ଦ୍ର ସାହୁ ସମ୍ବର୍ଦ୍ଧିତ   (01-Nov-2026)       ||      ବଲାଙ୍ଗୀର ଦିନ ଅବସରରେ ଲିବେରେସନ ଅନୁଷ୍ଠାନ ତରଫରୁ କୁଇଜ ପ୍ରତିଯୋଗିତା    (01-Nov-2026)       ||      କିସ କିଟ ପ୍ରତିଷ୍ଠାତା ଡ଼. ଅଚ୍ୟୁତ ସାମନ୍ତ ଙ୍କୁ "ବିଶ୍ୱ ଆଦିବାସୀ ଗୌରବ ସମ୍ମାନ    (01-Nov-2026)       ||      ଲର୍କୀ ଗ୍ରାମର ରାମୁଡ଼ ଛକ ପାଖରେ ହରିଜନ ପଡ଼ାରେ କଂକ୍ରିଟ୍ ରାସ୍ତା ନିର୍ମାଣ ଦାବି   (01-Nov-2026)       ||      ବରିଷ୍ଠ ନାଗରିକ ସାକ୍ଷାତକାର ଅଭିଯାନ    (01-Nov-2026)       ||      ପିଏମ୍‌ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଏକତା ଦିବସ ପାଳିତ    (01-Nov-2026)       ||     

HOME   ଜିଲ୍ଲା

କୁମ୍ଭୋ ମୁଣ୍ଡା ଡୁଙ୍ଗର ଜଙ୍ଗଲ ରେ ମଣିଷ କଙ୍କାଳ ଉଦ୍ଧାର କଲା ଅମ୍ବାଭୋନା ପୋଲିସ

02-May-2025



ଅମ୍ବାଭୋନା (ପ୍ରକାଶ ଚନ୍ଦ୍ର ରଥ)ବରଗଡ ଜିଲ୍ଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ କୁମ୍ଭୋ ପଞ୍ଚାୟତ ର କୁମ୍ଭୋ ଗ୍ରାମ ନିକଟରୁ ମୁଣ୍ଡା ଡୁଙ୍ଗର ଜଙ୍ଗଲ ରେ ଏକ ମଣିଷ କଙ୍କାଳ ଅମ୍ବାଭୋନା ପୋଲିସ ଉଦ୍ଧାର କରିଛି। ଅମ୍ବାଭୋନା ପୋଲିସ ର ସୂଚନା ଅନୁସାରେ ଉକ୍ତ ମୃତ ବ୍ୟକ୍ତି ଙ୍କ ନାମ ରୁପଧର ନାୟକ (୬୨)ଏବଂ ସେ ସାନ ଜାମପାଲି ଗ୍ରାମ ର ବୋଲି ଜଣା ପଡିଛି। ଗତ ମାର୍ଚ୍ଚ ମାସ ୩୦ ତାରିଖ ରେ ରାତି ୧୦ ଟା ରୁ ରୂପଧର ନାୟକ ନିଖୋଜ ଥିଲେ। ଏ ନେଇ ଘର ସମ୍ପର୍କୀୟ ଲୋକ ଥାନାରେ ଏକ ଅଭିଯୋଗ କରିଥିଲେ। ଅନେକ ଖୋଜା ଖୋଜି କରିବା ପରେ କୁମ୍ଭୋ ଗ୍ରାମ ର ନିକଟରେ ଥିବା ମୁଣ୍ଡା ଡୁଙ୍ଗର ଜଙ୍ଗଲ ରେ ମଣିଷ କଙ୍କାଳ ପଡ଼ିଥିବା ଦେଖିଥିଲେ କିଛି ଦୁରରେ ଲୁଙ୍ଗି, ଗାମୁଛା ଓ ଚପଲ ପଡ଼ିଥିବା ଦେଖି ପରିବାର ଲୋକେ ଚିନ୍ହି ପାରିଥିଲେ। ଏ ନେଇ ଅମ୍ବାଭୋନା ପୋଲିସ କୁ ୨୯ ତାରିଖ ମଣିଷ କଙ୍କାଳ ପଡ଼ି ଥିବାର ସୂଚନା ଦେଇଥିଲେ। ଅମ୍ବାଭୋନା ଥାନା ଅଧିକାରୀ ବିପିନ ବାଗ ମୃତ ବ୍ୟକ୍ତି ଙ୍କ ପୁଅ ବଳରାମ ନାୟକ ଙ୍କ ଅଭିଯୋଗ କୁ ଆଧାର କରି ଘଟଣା ସ୍ଥଳ କୁ ପହଞ୍ଚି କେସ ନଂ ୬/୨୫ ରେ ମାମଲା ରୁଜୁ କରି ତଦନ୍ତ ଚଳାଇଥିଲେ। ଉକ୍ତ କଙ୍କାଳ କୁ ପଞ୍ଚନାମା କରି ପରିଚୟ ସକାଶେ ଏଫ ଏମ ଟି ଡିପାର୍ଟମେଣ୍ଟ ବୁର୍ଲା କୁ  ପରୀକ୍ଷା ପାଇଁ ପଠାଇଛନ୍ତି। ଘଟଣା ସ୍ଥଳ ରେ ସାଇଣ୍ଟିଫିକ ଟିମ, ଅମ୍ବାଭୋନା ତହସିଲଦାର,ସ୍ଥାନୀୟ ସରପଂଚ ଓ ଅମ୍ବାଭୋନା ପୋଲିସ ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପ୍ରଧାନ ଶିକ୍ଷକଙ୍କୁ ଅବସରକାଳୀନ ସମ୍ବର୍ଦ୍ଧନା   02-Nov-2026
  ଜିଲ୍ଲା  
*ପାପଡାହାଣ୍ଡି ବ୍ଲକ କ୍ଷତ୍ରିୟ ଧାକଡ ସମାଜ ବୈଠକ*   02-Nov-2026
  ଜିଲ୍ଲା  
ବୁଦ୍ଧିଜୀବୀ ସମ୍ମିଳନୀ ଏବଂ ଆଲୋଚନା ଚକ୍ର ଲୋଇସିଂହା ଅଗ୍ରେସନ ଭବନ ଠାରେ ଅନୁଷ୍ଠିତ   02-Nov-2026
  ଜିଲ୍ଲା  
ବଲାଙ୍ଗୀରକୁ ଏକନମ୍ବର କରିବାର ମିଳିତ ଉଦ୍ୟମ ହେଉ-ଜିଲ୍ଲା ଯୋଜନାବୋର୍ଡ ଅଧ୍ୟକ୍ଷ   01-Nov-2026
  ଜିଲ୍ଲା  
*ସାମ୍ୱାଦିକ ତଥା ସମାଜସେବୀ ଙ୍କ ମାତୃ ବିୟୋଗ*- *ସୋନପୁର ରେ ଶୋକ*-   01-Nov-2026
  ଜିଲ୍ଲା  
ଡା ବୁ ଗାଁ ମା ଗଜଲଷ୍ମୀ ଭାଷା ଣୀ ଉତ୍ସବ   01-Nov-2026
  ଜିଲ୍ଲା  
ଜାତୀୟ ବିଦ୍ୟାଳୟ ରଗ୍‌ବୀ ପ୍ରତିଯୋଗିତାରେ ଟିଟିଲାଗଡର ଝିଅ ଖିଲି ପାତ୍ର - ୧୭ ବର୍ଷରୁ କମ୍ ବର୍ଗରେ ଦିଲ୍ଲୀରେ ଦେଖାଇଲେ ଦମଦାର୍ ପ୍ରଦର୍ଶନ   01-Nov-2026
  ଜିଲ୍ଲା  
ଟିଟିଲାଗଡ ପୌରପରିଷଦ ଅଞ୍ଚଳରେ ବିନା ରେରା ଅନୁମତିରେ ହେଉଛି ଜମି ବିକ୍ରି - ଜମି କିଣୁଥିବା ଲୋକ ପଛରେ ହେଉଛନ୍ତି ହଇରାଣ   01-Nov-2026
  ଜିଲ୍ଲା  
୧୪ ତମ ପୀତାମ୍ବର ପଧାନ ମେମୋରିଆଲ ଫୁଟବଲ,ଚରଦା ଦଳ ଚାମ୍ପିଅନ   01-Nov-2026
  ଜିଲ୍ଲା  
୭୭ ତମ କଳାହାଣ୍ଡି ଜିଲ୍ଲା ଗଠନ ଦିବସ ମହାସମାରୋହରେ ପାଳିତ   01-Nov-2026
  ଜିଲ୍ଲା  
“୧ ନଭେମ୍ବର ବଲାଙ୍ଗୀର ଦିନ୍‌” ପାଇଁ ସାଂସ୍କୃତିକ ଶୋଭାଯାତ୍ରା♦️ ଧୂମ୍‌ନାଚିଲେ ଜେନ-ଜୀ   01-Nov-2026
  ଜିଲ୍ଲା  
ନର୍ଲା ବ୍ଲକ ସ୍ତରୀୟ ୭୭ ତମ କଳାହାଣ୍ଡି ଗଠନ ଦିବସ ପାଳିତ   01-Nov-2026

You Might Also Like