-+91-9937148622 |

prerana_bgr@rediffmail.com |

  Wednesday 2nd September 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଦ୍ୟାଳୟ ସମୂହ କ୍ରୀଡା ପ୍ରତିଯୋଗିତା ପ୍ରସ୍ତୁତି ବୈଠକ   (02-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ ଅନ୍ତର୍ଗତ ସର୍ଭେୟର ଏବଂ ସ୍ବେଛାସେବୀ ଶିକ୍ଷକ/ଶିକ୍ଷିକାମାନଙ୍କ ବ୍ଲକସ୍ତରୀୟ ତାଳିମ ଶିବିର   (02-Sep-2026)       ||      ପଦୋନ୍ନତି ପାଇ ବରଗଡ଼ ସିଡିଏମଓ ହେଲେ ଡାକ୍ତର ଅଶୋକ ଦାସ ସମ୍ବଲପୁର ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଭାବପୂର୍ଣ୍ଣ ବିଦାୟ ସମ୍ବର୍ଦ୍ଧନା   (02-Sep-2026)       ||      ଛାତ୍ରଛାତ୍ରୀଙ୍କୁ କ୍ୟାରିୟର ଦିଗଦର୍ଶନ ଦେଲା ଆଇଆଇଟି କାନପୁରର ସାଥି ସମ୍ବଲପୁରରେ ପ୍ରଗତି ୨୦୨୬ କ୍ୟାରିୟର କାଉନସେଲିଂ ଓ ସଚେତନତା ଅଧିବେଶନ   (02-Sep-2026)       ||      ଏମ୍‌ସିଏଲ୍ ଦ୍ୱାରା ଇବ୍ ଭ୍ୟାଲି ୱାଶେରୀଠାରେ ୪,୦୦୦ ମେଟ୍ରିକ୍ ଟନ୍‌ କ୍ଷମତା ବିଶିଷ୍ଟ ସାଇଲୋର ଶୁଭାରମ୍ଭ   (02-Sep-2026)       ||      ସରକାରୀ ମେଡିକାଲ କଲେଜ ଓ ହସ୍ପିଟାଲ୍ ସୁନ୍ଦରଗଡ଼ରେ ନୂତନ ସ୍ୱାସ୍ଥ୍ୟସେବାର ଶୁଭାରମ୍ଭ   (02-Sep-2026)       ||      ତୁଷୁରା ସ୍ବାୟତ୍ତ ଶାସନ ଦିବସରେ ସମ୍ବର୍ଦ୍ଧିତ ହେଳେ ଧରିତ୍ରୀ ସାମ୍ବାଦିକ   (02-Sep-2026)       ||      ଫାଷ୍ଟଫୁଡ୍‌ ସେଣ୍ଟରରେ ମଙ୍ଗଳବାର ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ଯାଞ୍ଚ   (01-Sep-2026)       ||      ଲୋଇସିଂହା କଲେଜ ରେ ସୁ ପୋଷିତ ଓଡିଶା ମିଶନ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (01-Sep-2026)       ||      ସୂଚନା ନିର୍ଦ୍ଦେଶକଙ୍କୁ ଭେଟିଲେ ଓଡ଼ିଶା ବରିଷ୍ଠ ସାମ୍ୱାଦିକ ସଂଘର କର୍ମକର୍ତ୍ତା   (01-Sep-2026)       ||      ଶ୍ରୀ ଗଣେଶ ସରକାରୀ ଉଚ୍ଚ ବିଦ୍ୟାଳୟରେ ସଂସ୍କୃତ ଦିବସ   (01-Sep-2026)       ||      ଉଚ୍ଚ ଆକାଂକ୍ଷା ଓ ଉଚ୍ଚଶିକ୍ଷାର ନୂତନ ଦୃଷ୍ଟିକୋଣ ସହ ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ, ବଲାଙ୍ଗିରର ଷଷ୍ଠ ପ୍ରତିଷ୍ଠା ଦିବସ ପାଳିତ   (01-Sep-2026)       ||      ବିଶ୍ୱ ତାପାୟନ ସଙ୍କଟ ଉପରେ ସଚେତନତା କାର୍ଯ୍ୟକ୍ରମ   (01-Sep-2026)       ||      ଭଗବତୀ କୌଶଲ୍ୟା  ବି.ଏସ.ସି. ନର୍ସିଂ ଛାତ୍ରଛାତ୍ରୀ ଙ୍କ ଶପଥ ଗ୍ରହଣ ଉତ୍ସବ    (01-Sep-2026)       ||      ବଲାଙ୍ଗୀରରେ ମହିଳାଙ୍କ ପରିବେଶ ସଚେତନତା : ସ୍କୁଲ ପରିସରରେ ବୃକ୍ଷରୋପଣ   (01-Sep-2026)       ||      ତୁଷୁରାରେ ସ୍ୱାୟତ୍ତ ଶାସନ ଦିବସ ପାଳିତ   (01-Sep-2026)       ||      ତୁଷୁରାରେ ସ୍ୱାୟତ୍ତ ଶାସନ ଦିବସ ପାଳିତ   (01-Sep-2026)       ||      ସମ୍ବଲପୁରର ଅଜ୍ଞାତ ଇତିହାସ, ଐତିହ୍ୟ ଓ ସଂସ୍କୃତି ଉପରେ ଜାତୀୟ ସମ୍ମିଳନୀ ସଂସ୍କୃତି ସଭ୍ୟତାର ପ୍ରୟୋଗଶାଳା ହେବ ସମ୍ବଲପୁର ଜିଲ୍ଲା ଗଙ୍ଗାଧର ମେହେର ବିଶ୍ୱବିଦ୍ୟାଳୟ ପକ୍ଷରୁ ବିଶିଷ୍ଟ ଇତିହାସକାର ଶିବ ପ୍ରସାଦ ଦାସଙ୍କ ୧୨୫ତମ ଜୟନ୍ତୀ ପାଳିତ   (01-Sep-2026)       ||      ବଲାଙ୍ଗୀରର ବିକାଶ ଯାତ୍ରାରେ ଯୋଡ଼ି ହେଲା ଆଉ ଏକ ସ୍ୱର୍ଣ୍ଣିମ ଅଧ୍ୟାୟ - ଅଧ୍ୟକ୍ଷା ଲିକା ସାହୁ    (31-Aug-2026)       ||      ପଞ୍ଚାୟତ ସ୍ତରୀୟ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (31-Aug-2026)       ||     

HOME   ରାଜ୍ୟ

Jjkn

02-May-2025



ବଲାଙ୍ଗିର(ପ୍ରେରଣା ଖବର): ରାଜଧାନୀ ଦିଲ୍ଲୀ ଠାରେ ଅନୁଷ୍ଠିତ ୧୫ତମ ଦାଦା ସାହେବ ଫାଲକେ ଚଳଚ୍ଚିତ୍ର ଉତ୍ସଵ ୨୦୨୫ ରେ ଭାଗନେଇ ଶ୍ରେଷ୍ଠ ସଙ୍ଗୀତ ଓ ପ୍ରଚ୍ଛଦ ସଙ୍ଗୀତ ପୁରସ୍କାରରେ ଯୋଗ୍ୟ ବିବେଚିତ ହେବାର ସୌଭାଗ୍ୟ ଲାଭ କରିଛି ଏ ନିୟୁ ଫିଲ୍ମ ବେନରରେ ପ୍ରସ୍ତୁତ କୋଶଲି ସର୍ଟ ଫିଲ୍ମ  'କୋକୁଆ'।
ପ୍ରୋଜାଜକ ସମୀର ରଞ୍ଜନ ରଣାଙ୍କ କାହାଣୀ ଓ ଚିତ୍ରନାଟ୍ୟକୁ ନିର୍ଦେଶନା, ସମ୍ପାଦନା ତଥା  ଯୁଗ୍ନ ପ୍ରୋଜାଜନା କରିଛନ୍ତି ଯୁବ ନିର୍ଦେଶକ ସୋମ୍ୟରଞ୍ଜନ ରଣା । ଲଳିତ ପୂଜାରୀ ଓ ଶ୍ରୀନିବାସ ମିଶ୍ର ଅଭିନୀତ ଏହି ଫିଲ୍ମରେ କୃଷ୍ଣଚନ୍ଦ୍ର ସେନ୍ଦରିଆ ଓ ସାଇ ଚରଣଙ୍କ ଗୀତକୁ  ସଂଗୀତରେ ସଜାଇ ଛନ୍ତି ନିଜେ ଏ.ସାଇ ଚରଣ । କ୍ୟାମେରା ପରିଚାଳନା କରିଛନ୍ତି ସଂଗ୍ରାମ ମହାପାତ୍ର । ସେହିପରି ସଂଳାପ ପରିଚାଳନାରେ ଦୟା ସାଗର ଧରୁଆ । ଗତକାଲି ନୁଆଦିଲ୍ଲୀରେ ଏକ ବର୍ଣ୍ଣାଢ୍ୟ ଉତ୍ସବରେ ଏହାକୁ ଶ୍ରେଷ୍ଠ ସଙ୍ଗୀତ ଓ ପ୍ରଚ୍ଛଦ ସଙ୍ଗୀତ ବିଭାଗରେ ପୁରସ୍କୃତ କରାଯାଇଛି l ସୂଚନାଯୋଗ୍ୟ ଯେ ପଶ୍ଚିମ ଓଡିଶାର ବରିଷ୍ଠ କଣ୍ଠଶିଳ୍ପୀ ମୁରଲିଧାରି ପତି ଙ୍କ କଣ୍ଠଦାନରେ ଫୁଲେ ଫଲେ ପତର ଡାଲେ ସବୁ ଠାନେ ରହିଛୁ ଗୀତ ଅତ୍ୟନ୍ତ ହୃଦୟସ୍ପର୍ଶି ହେବା ସହ ଦର୍ଶକଙ୍କ ପ୍ରଶଂସା ସାଉଁଟିବାରେ ସଫଳତା ଲାଭ କରିଛି l
ପଶ୍ଚିମ ଓଡିଶାର ଗ୍ରାମ୍ୟ ପୃଷ୍ଠଭୂମି ଉପରେ ଆଧାରିତ ଏହି ଚଳଚ୍ଚିତ୍ର ଖୁବ ଶୀଘ୍ର ଏକ ଓଟିଟି ପ୍ଲାଟଫର୍ମରେ ମୁକ୍ତିଲାଭ କରିବ ବୋଲି ପ୍ରୋଯାଜନା ସଂସ୍ଥାରୁ ପ୍ରକାଶ l


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଦ୍ୟାଳୟ ସମୂହ କ୍ରୀଡା ପ୍ରତିଯୋଗିତା ପ୍ରସ୍ତୁତି ବୈଠକ   02-Sep-2026
  ଜିଲ୍ଲା  
ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ ଅନ୍ତର୍ଗତ ସର୍ଭେୟର ଏବଂ ସ୍ବେଛାସେବୀ ଶିକ୍ଷକ/ଶିକ୍ଷିକାମାନଙ୍କ ବ୍ଲକସ୍ତରୀୟ ତାଳିମ ଶିବିର   02-Sep-2026
  ଜିଲ୍ଲା  
ପଦୋନ୍ନତି ପାଇ ବରଗଡ଼ ସିଡିଏମଓ ହେଲେ ଡାକ୍ତର ଅଶୋକ ଦାସ ସମ୍ବଲପୁର ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଭାବପୂର୍ଣ୍ଣ ବିଦାୟ ସମ୍ବର୍ଦ୍ଧନା   02-Sep-2026
  ଜିଲ୍ଲା  
ଛାତ୍ରଛାତ୍ରୀଙ୍କୁ କ୍ୟାରିୟର ଦିଗଦର୍ଶନ ଦେଲା ଆଇଆଇଟି କାନପୁରର ସାଥି ସମ୍ବଲପୁରରେ ପ୍ରଗତି ୨୦୨୬ କ୍ୟାରିୟର କାଉନସେଲିଂ ଓ ସଚେତନତା ଅଧିବେଶନ   02-Sep-2026
  ଜିଲ୍ଲା  
ଏମ୍‌ସିଏଲ୍ ଦ୍ୱାରା ଇବ୍ ଭ୍ୟାଲି ୱାଶେରୀଠାରେ ୪,୦୦୦ ମେଟ୍ରିକ୍ ଟନ୍‌ କ୍ଷମତା ବିଶିଷ୍ଟ ସାଇଲୋର ଶୁଭାରମ୍ଭ   02-Sep-2026
  ଜିଲ୍ଲା  
ସରକାରୀ ମେଡିକାଲ କଲେଜ ଓ ହସ୍ପିଟାଲ୍ ସୁନ୍ଦରଗଡ଼ରେ ନୂତନ ସ୍ୱାସ୍ଥ୍ୟସେବାର ଶୁଭାରମ୍ଭ   02-Sep-2026
  ଜିଲ୍ଲା  
ତୁଷୁରା ସ୍ବାୟତ୍ତ ଶାସନ ଦିବସରେ ସମ୍ବର୍ଦ୍ଧିତ ହେଳେ ଧରିତ୍ରୀ ସାମ୍ବାଦିକ   02-Sep-2026
  ଜିଲ୍ଲା  
ଫାଷ୍ଟଫୁଡ୍‌ ସେଣ୍ଟରରେ ମଙ୍ଗଳବାର ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ଯାଞ୍ଚ   01-Sep-2026
  ଜିଲ୍ଲା  
ଲୋଇସିଂହା କଲେଜ ରେ ସୁ ପୋଷିତ ଓଡିଶା ମିଶନ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ   01-Sep-2026
  ରାଜ୍ୟ  
ସୂଚନା ନିର୍ଦ୍ଦେଶକଙ୍କୁ ଭେଟିଲେ ଓଡ଼ିଶା ବରିଷ୍ଠ ସାମ୍ୱାଦିକ ସଂଘର କର୍ମକର୍ତ୍ତା   01-Sep-2026
  ଜିଲ୍ଲା  
ଶ୍ରୀ ଗଣେଶ ସରକାରୀ ଉଚ୍ଚ ବିଦ୍ୟାଳୟରେ ସଂସ୍କୃତ ଦିବସ   01-Sep-2026
  ଜିଲ୍ଲା  
ଉଚ୍ଚ ଆକାଂକ୍ଷା ଓ ଉଚ୍ଚଶିକ୍ଷାର ନୂତନ ଦୃଷ୍ଟିକୋଣ ସହ ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ, ବଲାଙ୍ଗିରର ଷଷ୍ଠ ପ୍ରତିଷ୍ଠା ଦିବସ ପାଳିତ   01-Sep-2026

You Might Also Like