-+91-9937148622 |

prerana_bgr@rediffmail.com |

  Wednesday 2nd September 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ବୃଦ୍ଧଙ୍କ ମୃତ୍ୟୁ   (02-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ସ୍ୱଭାବ କବି ଗଙ୍ଗାଧର ମେହେର ଜୟନ୍ତୀ ପାଳିତ : ସ୍ୱଭାବ କବିଙ୍କ କବିତା ସମ୍ଭାର ମାନବୀୟ ବାର୍ତ୍ତା ବହନ କରିଥାଏ ବୋଲି ଅତିଥି ଗଣ ଙ୍କ ଅଭିମତ   (02-Sep-2026)       ||       ଆଜି ଠାରୁ ଆରମ୍ଭ ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟନ ଚମ୍ପିୟାନସିପ୍....   (02-Sep-2026)       ||      ସଂଶୋଧିତ ଖଣି ଆଇନ ପ୍ରତିବାଦରେ ବାମପନ୍ଥୀ ଦଳ ମାନଙ୍କର ସାମ୍ବାଦିକ ସମ୍ମିଳନୀ   (02-Sep-2026)       ||      ବିଦ୍ୟାଳୟ ସମୂହ କ୍ରୀଡା ପ୍ରତିଯୋଗିତା ପ୍ରସ୍ତୁତି ବୈଠକ   (02-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ ଅନ୍ତର୍ଗତ ସର୍ଭେୟର ଏବଂ ସ୍ବେଛାସେବୀ ଶିକ୍ଷକ/ଶିକ୍ଷିକାମାନଙ୍କ ବ୍ଲକସ୍ତରୀୟ ତାଳିମ ଶିବିର   (02-Sep-2026)       ||      ପଦୋନ୍ନତି ପାଇ ବରଗଡ଼ ସିଡିଏମଓ ହେଲେ ଡାକ୍ତର ଅଶୋକ ଦାସ ସମ୍ବଲପୁର ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଭାବପୂର୍ଣ୍ଣ ବିଦାୟ ସମ୍ବର୍ଦ୍ଧନା   (02-Sep-2026)       ||      ଛାତ୍ରଛାତ୍ରୀଙ୍କୁ କ୍ୟାରିୟର ଦିଗଦର୍ଶନ ଦେଲା ଆଇଆଇଟି କାନପୁରର ସାଥି ସମ୍ବଲପୁରରେ ପ୍ରଗତି ୨୦୨୬ କ୍ୟାରିୟର କାଉନସେଲିଂ ଓ ସଚେତନତା ଅଧିବେଶନ   (02-Sep-2026)       ||      ଏମ୍‌ସିଏଲ୍ ଦ୍ୱାରା ଇବ୍ ଭ୍ୟାଲି ୱାଶେରୀଠାରେ ୪,୦୦୦ ମେଟ୍ରିକ୍ ଟନ୍‌ କ୍ଷମତା ବିଶିଷ୍ଟ ସାଇଲୋର ଶୁଭାରମ୍ଭ   (02-Sep-2026)       ||      ସରକାରୀ ମେଡିକାଲ କଲେଜ ଓ ହସ୍ପିଟାଲ୍ ସୁନ୍ଦରଗଡ଼ରେ ନୂତନ ସ୍ୱାସ୍ଥ୍ୟସେବାର ଶୁଭାରମ୍ଭ   (02-Sep-2026)       ||      ତୁଷୁରା ସ୍ବାୟତ୍ତ ଶାସନ ଦିବସରେ ସମ୍ବର୍ଦ୍ଧିତ ହେଳେ ଧରିତ୍ରୀ ସାମ୍ବାଦିକ   (02-Sep-2026)       ||      ଫାଷ୍ଟଫୁଡ୍‌ ସେଣ୍ଟରରେ ମଙ୍ଗଳବାର ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ଯାଞ୍ଚ   (01-Sep-2026)       ||      ଲୋଇସିଂହା କଲେଜ ରେ ସୁ ପୋଷିତ ଓଡିଶା ମିଶନ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (01-Sep-2026)       ||      ସୂଚନା ନିର୍ଦ୍ଦେଶକଙ୍କୁ ଭେଟିଲେ ଓଡ଼ିଶା ବରିଷ୍ଠ ସାମ୍ୱାଦିକ ସଂଘର କର୍ମକର୍ତ୍ତା   (01-Sep-2026)       ||      ଶ୍ରୀ ଗଣେଶ ସରକାରୀ ଉଚ୍ଚ ବିଦ୍ୟାଳୟରେ ସଂସ୍କୃତ ଦିବସ   (01-Sep-2026)       ||      ଉଚ୍ଚ ଆକାଂକ୍ଷା ଓ ଉଚ୍ଚଶିକ୍ଷାର ନୂତନ ଦୃଷ୍ଟିକୋଣ ସହ ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ, ବଲାଙ୍ଗିରର ଷଷ୍ଠ ପ୍ରତିଷ୍ଠା ଦିବସ ପାଳିତ   (01-Sep-2026)       ||      ବିଶ୍ୱ ତାପାୟନ ସଙ୍କଟ ଉପରେ ସଚେତନତା କାର୍ଯ୍ୟକ୍ରମ   (01-Sep-2026)       ||      ଭଗବତୀ କୌଶଲ୍ୟା  ବି.ଏସ.ସି. ନର୍ସିଂ ଛାତ୍ରଛାତ୍ରୀ ଙ୍କ ଶପଥ ଗ୍ରହଣ ଉତ୍ସବ    (01-Sep-2026)       ||      ବଲାଙ୍ଗୀରରେ ମହିଳାଙ୍କ ପରିବେଶ ସଚେତନତା : ସ୍କୁଲ ପରିସରରେ ବୃକ୍ଷରୋପଣ   (01-Sep-2026)       ||      ତୁଷୁରାରେ ସ୍ୱାୟତ୍ତ ଶାସନ ଦିବସ ପାଳିତ   (01-Sep-2026)       ||     

HOME   ଜିଲ୍ଲା

କୃଷକ କ୍ଷେତ୍ର ଦିବସ ଏବଂ ଫସଲ ଅମଳ ପରବର୍ତ୍ତୀ ସଂରକ୍ଷଣ ସମ୍ବନ୍ଧୀୟ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ

03-May-2025



ଟିକାବାଲି (ରାଜକିଶୋର ପ୍ରଧାନ): କନ୍ଧମାଳ ଜିଲ୍ଲା ଟିକାବାଲି ବ୍ଲକ ର ବୁର୍ବିନାଯୁ, ଗାର୍ଡିଙ୍ଗିଆ, ପିକରଡ଼ି ଓ ଗୁଟିଙ୍ଗିଆ ଗ୍ରାମପଞ୍ଚାୟତ ରେ ୪ଦିନ ଧରି ଚାଷୀ ଭାଇ ଓ ଭଉଣୀ ମାନଙ୍କୁ ନେଇ ଧାନ ପରବର୍ତ୍ତୀ ଚାଷ ଜମିରେ କିପରି ଦ୍ୱତୀୟ ଫସଲ ଉତ୍ପାଦନ କରାଯାଇ ପାରିବ ସେ ନେଇ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି l ଏହି କାର୍ଯ୍ୟକ୍ରମଟି ସ୍ପେଚ୍ଛାସେଵୀ ଅନୁଷ୍ଠାନ ଆଇ. ସି. ଆଇ., MSSRF ଏବଂ ଓଡ଼ିଶା କୃଷ ବିଭାଗଙ୍କ ମିଳିତ ଉଦ୍ୟମ ରେ CRFM ନାମକ ଏକ କାର୍ଯ୍ୟକ୍ରମ ହାତ କୁ ନେଇ ଥିବା ଜଣା ପଡିଛି l କାର୍ଯ୍ୟକ୍ରମ ର ମୁଖ୍ୟ ଉର୍ଦ୍ଧେଶ୍ୟ କନ୍ଧମାଳ ଜିଲ୍ଲା ଏକ କୃଷି ବହୁଳ ଜିଲ୍ଲା ଭାବରେ ପରିଚିତ ଏବଂ ଜିଲ୍ଲା ର ଶତକଡା ୮୦% ଭାଗ ଲୋକ ଚାଷ ଉପରେ ନିର୍ଭର କରି ଜୀବିକା ନିର୍ବାହ କରିଥାନ୍ତି l କିନ୍ତୁ ସଚେତନ ତା ଅଭାବ ଏବଂ ଇଚ୍ଛାଶକ୍ତିର କମ ଯୋଗୁଁ ଏଠିକାର ଚାଷୀ ଭାଇ ଓ ଭଉଣୀ ମାନେ ଅଧିକାଂଶ ସମୟ ବାହାର ରାଜ୍ୟ କୁ ଦାଦନ ଶ୍ରମିକ ଭାବରେ ପଳେଇଆନ କରୁଥିବା ର ନଜର ଆସେ l କିନ୍ତୁ ସେ ସେବୁ କୁ ଦ୍ୱାହି ଦେଇ ଏକ ଚାଷୀ ର ବୈପ୍ଲବିକ ପରିବର୍ତ୍ତନ ଆଣିବାକୁ ପ୍ରୟାସ ଜାରି ରଖି ସଫଳ ଆଣିଛି ICI ଅନୁଷ୍ଠାନ l ଯାହା କି ବିନା ଜଳସେଚନ ଓ ସ୍ୱଳ୍ପ ପରିଶ୍ରମ ରେ ଆକାଶର କାକର, କୁହୁଡି ଓ ମାଟିର ଆଦ୍ରତାରେ ଧାନ ପରବର୍ତ୍ତୀ ଚାଷ ଜମି ରେ ଦ୍ୱତୀୟ ଅର୍ଥ କାରୀ ଫସଲ ଭାବରେ ଶୋରିଷ, ମଟର ଓ ବିରି ଚାଷ କରି ଚାଷୀ ମାନେ ବେଶ ଲାଭବାନ ହେବା ସହିତ ନିଜର ପାରିବାରିକ ସ୍ଥିତିର ସୁଧାର ଆଣିବା ସହ ଖାଦ୍ୟ ଓ ପୋଷଣର ସୁରକ୍ଷା କାଟିପାରିବେ।  ଏହି କାର୍ଯ୍ୟକ୍ରମରେ ଜଣେ ଚାଷୀ ଭାଈ  ୨ କିଲୋ ଶୋରିଷ ବୁଣି ପାଖା ପାଖି ୫୦କିଲୋ ଶୋରିଷ ଅମଳ କରିଛନ୍ତି  ଏବଂ ୮କିଲୋ ବିରି ବୁଣି ୧୫୦ କିଲୋ  ବିରି ଅମଳ କରିଥିବାର ଅଭିଜ୍ଞତାକୁ ଦର୍ଶାଇଛନ୍ତି l ଏଭଳି ଏକ ଯୁଗାନ୍ତକାରୀ କାର୍ଯ୍ୟକ୍ରମ ଟିକୁ ହାତକୁ ନେଇଥିବା ଅନୁଷ୍ଠାନ ର ନିର୍ଦେଶକ ପ୍ରବଧ ମହାନ୍ତି,ଟିକାବାଲି ବ୍ଲକ କୃଷି ଅଧିକାରୀ ଶ୍ରୀ ସନ୍ତୋଷ କୁମାର ଦଳବେହେରା, ସୂର୍ଯ୍ୟକାନ୍ତି ଦାସ, ସହିତ ସମସ୍ତ କାର୍ଯ୍ୟ କର୍ତ୍ତାଙ୍କୁ ସାଧୁବାଦ ଜଣାଇଛନ୍ତି ଚାଷୀ ଭାଇ ଓ ଭଉଣୀ ମାନେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ବୃଦ୍ଧଙ୍କ ମୃତ୍ୟୁ   02-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ସ୍ୱଭାବ କବି ଗଙ୍ଗାଧର ମେହେର ଜୟନ୍ତୀ ପାଳିତ : ସ୍ୱଭାବ କବିଙ୍କ କବିତା ସମ୍ଭାର ମାନବୀୟ ବାର୍ତ୍ତା ବହନ କରିଥାଏ ବୋଲି ଅତିଥି ଗଣ ଙ୍କ ଅଭିମତ   02-Sep-2026
  ଜିଲ୍ଲା  
 ଆଜି ଠାରୁ ଆରମ୍ଭ ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟନ ଚମ୍ପିୟାନସିପ୍....   02-Sep-2026
  ଜିଲ୍ଲା  
ସଂଶୋଧିତ ଖଣି ଆଇନ ପ୍ରତିବାଦରେ ବାମପନ୍ଥୀ ଦଳ ମାନଙ୍କର ସାମ୍ବାଦିକ ସମ୍ମିଳନୀ   02-Sep-2026
  ଜିଲ୍ଲା  
ବିଦ୍ୟାଳୟ ସମୂହ କ୍ରୀଡା ପ୍ରତିଯୋଗିତା ପ୍ରସ୍ତୁତି ବୈଠକ   02-Sep-2026
  ଜିଲ୍ଲା  
ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ ଅନ୍ତର୍ଗତ ସର୍ଭେୟର ଏବଂ ସ୍ବେଛାସେବୀ ଶିକ୍ଷକ/ଶିକ୍ଷିକାମାନଙ୍କ ବ୍ଲକସ୍ତରୀୟ ତାଳିମ ଶିବିର   02-Sep-2026
  ଜିଲ୍ଲା  
ପଦୋନ୍ନତି ପାଇ ବରଗଡ଼ ସିଡିଏମଓ ହେଲେ ଡାକ୍ତର ଅଶୋକ ଦାସ ସମ୍ବଲପୁର ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଭାବପୂର୍ଣ୍ଣ ବିଦାୟ ସମ୍ବର୍ଦ୍ଧନା   02-Sep-2026
  ଜିଲ୍ଲା  
ଛାତ୍ରଛାତ୍ରୀଙ୍କୁ କ୍ୟାରିୟର ଦିଗଦର୍ଶନ ଦେଲା ଆଇଆଇଟି କାନପୁରର ସାଥି ସମ୍ବଲପୁରରେ ପ୍ରଗତି ୨୦୨୬ କ୍ୟାରିୟର କାଉନସେଲିଂ ଓ ସଚେତନତା ଅଧିବେଶନ   02-Sep-2026
  ଜିଲ୍ଲା  
ଏମ୍‌ସିଏଲ୍ ଦ୍ୱାରା ଇବ୍ ଭ୍ୟାଲି ୱାଶେରୀଠାରେ ୪,୦୦୦ ମେଟ୍ରିକ୍ ଟନ୍‌ କ୍ଷମତା ବିଶିଷ୍ଟ ସାଇଲୋର ଶୁଭାରମ୍ଭ   02-Sep-2026
  ଜିଲ୍ଲା  
ସରକାରୀ ମେଡିକାଲ କଲେଜ ଓ ହସ୍ପିଟାଲ୍ ସୁନ୍ଦରଗଡ଼ରେ ନୂତନ ସ୍ୱାସ୍ଥ୍ୟସେବାର ଶୁଭାରମ୍ଭ   02-Sep-2026
  ଜିଲ୍ଲା  
ତୁଷୁରା ସ୍ବାୟତ୍ତ ଶାସନ ଦିବସରେ ସମ୍ବର୍ଦ୍ଧିତ ହେଳେ ଧରିତ୍ରୀ ସାମ୍ବାଦିକ   02-Sep-2026
  ଜିଲ୍ଲା  
ଫାଷ୍ଟଫୁଡ୍‌ ସେଣ୍ଟରରେ ମଙ୍ଗଳବାର ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ଯାଞ୍ଚ   01-Sep-2026

You Might Also Like