-+91-9937148622 |

prerana_bgr@rediffmail.com |

  Wednesday 2nd September 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ବୃଦ୍ଧଙ୍କ ମୃତ୍ୟୁ   (02-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ସ୍ୱଭାବ କବି ଗଙ୍ଗାଧର ମେହେର ଜୟନ୍ତୀ ପାଳିତ : ସ୍ୱଭାବ କବିଙ୍କ କବିତା ସମ୍ଭାର ମାନବୀୟ ବାର୍ତ୍ତା ବହନ କରିଥାଏ ବୋଲି ଅତିଥି ଗଣ ଙ୍କ ଅଭିମତ   (02-Sep-2026)       ||       ଆଜି ଠାରୁ ଆରମ୍ଭ ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟନ ଚମ୍ପିୟାନସିପ୍....   (02-Sep-2026)       ||      ସଂଶୋଧିତ ଖଣି ଆଇନ ପ୍ରତିବାଦରେ ବାମପନ୍ଥୀ ଦଳ ମାନଙ୍କର ସାମ୍ବାଦିକ ସମ୍ମିଳନୀ   (02-Sep-2026)       ||      ବିଦ୍ୟାଳୟ ସମୂହ କ୍ରୀଡା ପ୍ରତିଯୋଗିତା ପ୍ରସ୍ତୁତି ବୈଠକ   (02-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ ଅନ୍ତର୍ଗତ ସର୍ଭେୟର ଏବଂ ସ୍ବେଛାସେବୀ ଶିକ୍ଷକ/ଶିକ୍ଷିକାମାନଙ୍କ ବ୍ଲକସ୍ତରୀୟ ତାଳିମ ଶିବିର   (02-Sep-2026)       ||      ପଦୋନ୍ନତି ପାଇ ବରଗଡ଼ ସିଡିଏମଓ ହେଲେ ଡାକ୍ତର ଅଶୋକ ଦାସ ସମ୍ବଲପୁର ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଭାବପୂର୍ଣ୍ଣ ବିଦାୟ ସମ୍ବର୍ଦ୍ଧନା   (02-Sep-2026)       ||      ଛାତ୍ରଛାତ୍ରୀଙ୍କୁ କ୍ୟାରିୟର ଦିଗଦର୍ଶନ ଦେଲା ଆଇଆଇଟି କାନପୁରର ସାଥି ସମ୍ବଲପୁରରେ ପ୍ରଗତି ୨୦୨୬ କ୍ୟାରିୟର କାଉନସେଲିଂ ଓ ସଚେତନତା ଅଧିବେଶନ   (02-Sep-2026)       ||      ଏମ୍‌ସିଏଲ୍ ଦ୍ୱାରା ଇବ୍ ଭ୍ୟାଲି ୱାଶେରୀଠାରେ ୪,୦୦୦ ମେଟ୍ରିକ୍ ଟନ୍‌ କ୍ଷମତା ବିଶିଷ୍ଟ ସାଇଲୋର ଶୁଭାରମ୍ଭ   (02-Sep-2026)       ||      ସରକାରୀ ମେଡିକାଲ କଲେଜ ଓ ହସ୍ପିଟାଲ୍ ସୁନ୍ଦରଗଡ଼ରେ ନୂତନ ସ୍ୱାସ୍ଥ୍ୟସେବାର ଶୁଭାରମ୍ଭ   (02-Sep-2026)       ||      ତୁଷୁରା ସ୍ବାୟତ୍ତ ଶାସନ ଦିବସରେ ସମ୍ବର୍ଦ୍ଧିତ ହେଳେ ଧରିତ୍ରୀ ସାମ୍ବାଦିକ   (02-Sep-2026)       ||      ଫାଷ୍ଟଫୁଡ୍‌ ସେଣ୍ଟରରେ ମଙ୍ଗଳବାର ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ଯାଞ୍ଚ   (01-Sep-2026)       ||      ଲୋଇସିଂହା କଲେଜ ରେ ସୁ ପୋଷିତ ଓଡିଶା ମିଶନ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (01-Sep-2026)       ||      ସୂଚନା ନିର୍ଦ୍ଦେଶକଙ୍କୁ ଭେଟିଲେ ଓଡ଼ିଶା ବରିଷ୍ଠ ସାମ୍ୱାଦିକ ସଂଘର କର୍ମକର୍ତ୍ତା   (01-Sep-2026)       ||      ଶ୍ରୀ ଗଣେଶ ସରକାରୀ ଉଚ୍ଚ ବିଦ୍ୟାଳୟରେ ସଂସ୍କୃତ ଦିବସ   (01-Sep-2026)       ||      ଉଚ୍ଚ ଆକାଂକ୍ଷା ଓ ଉଚ୍ଚଶିକ୍ଷାର ନୂତନ ଦୃଷ୍ଟିକୋଣ ସହ ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ, ବଲାଙ୍ଗିରର ଷଷ୍ଠ ପ୍ରତିଷ୍ଠା ଦିବସ ପାଳିତ   (01-Sep-2026)       ||      ବିଶ୍ୱ ତାପାୟନ ସଙ୍କଟ ଉପରେ ସଚେତନତା କାର୍ଯ୍ୟକ୍ରମ   (01-Sep-2026)       ||      ଭଗବତୀ କୌଶଲ୍ୟା  ବି.ଏସ.ସି. ନର୍ସିଂ ଛାତ୍ରଛାତ୍ରୀ ଙ୍କ ଶପଥ ଗ୍ରହଣ ଉତ୍ସବ    (01-Sep-2026)       ||      ବଲାଙ୍ଗୀରରେ ମହିଳାଙ୍କ ପରିବେଶ ସଚେତନତା : ସ୍କୁଲ ପରିସରରେ ବୃକ୍ଷରୋପଣ   (01-Sep-2026)       ||      ତୁଷୁରାରେ ସ୍ୱାୟତ୍ତ ଶାସନ ଦିବସ ପାଳିତ   (01-Sep-2026)       ||     

HOME   ଜିଲ୍ଲା

ଜାତୀୟ ସ୍ତରରେ ପୁରସ୍କୃତ ହେଲା ସର୍ଟ ଫିଲ୍ମ କୋକୁଆ

03-May-2025



ବଲାଙ୍ଗିର(ପ୍ରେରଣା ଖବର): ରାଜଧାନୀ ଦିଲ୍ଲୀ ଠାରେ ଅନୁଷ୍ଠିତ ୧୫ତମ ଦାଦା ସାହେବ ଫାଲକେ ଚଳଚ୍ଚିତ୍ର ଉତ୍ସଵ ୨୦୨୫ରେ ଭାଗନେଇ ଶ୍ରେଷ୍ଠ ସଙ୍ଗୀତ ଓ ପ୍ରଚ୍ଛଦ ସଙ୍ଗୀତ ପୁରସ୍କାରରେ ଯୋଗ୍ୟବିବେଚିତ ହେବାର ସୌଭାଗ୍ୟ ଲାଭ କରିଛି । ଏ ନିୟୁ ଫିଲ୍ମ ବେନରରେ ପ୍ରସ୍ତୁତ କୋଶଲି ସର୍ଟ ଫିଲ୍ମ "କୋକୁଆ"। ପ୍ରୋଜାଜକ ସମୀର ରଞ୍ଜନ ରଣାଙ୍କ କାହାଣୀ ଓ ଚିତ୍ରନାଟ୍ୟକୁ ନିର୍ଦେଶନା, ସମ୍ପାଦନା ତଥା  ଯୁଗ୍ନ ପ୍ରୋଜାଜନା କରିଛନ୍ତି ଯୁବ ନିର୍ଦେଶକ ସୋମ୍ୟ ରଞ୍ଜନ ରଣା । ଲଳିତ ପୂଜାରୀ ଓ ଶ୍ରୀନିବାସ ମିଶ୍ର ଅଭିନୀତ ଏହି ଚଳଚିତ୍ର ରେ କୃଷ୍ଣ ଚନ୍ଦ୍ର ସେନ୍ଦରିଆ ଓ ସାଇ ଚରଣଙ୍କ ଗୀତକୁ  ସଂଗୀତରେ ସଜାଇଛନ୍ତି ନିଜେ ଏ.ସାଇ ଚରଣ । କ୍ୟାମେରା ପରିଚାଳନା କରିଛନ୍ତି ସଂଗ୍ରାମ ମହାପାତ୍ର ସେହିପରି ସଂଳାପ ପରିଚାଳନା ରେ ଦୟା ସାଗର ଧରୁଆ ।  ଗତକାଲି ନୁଆଦିଲ୍ଲୀରେ ଏକ ବର୍ଣାଡ୍ୟ ଉତ୍ସବରେ ଏହାକୁ ଶ୍ରେଷ୍ଠ ସଙ୍ଗୀତ ଓ ପ୍ରଚ୍ଛଦ ସଙ୍ଗୀତ ବିଭାଗରେ ପୁରସ୍କୃତ କରାଯାଇଛି. ସୂଚନାଯୋଗ୍ୟ ଯେ ପଶ୍ଚିମ ଓଡିଶା ର ବରିଷ୍ଠ କଣ୍ଠଶିଳ୍ପୀ ମୁରଲିଧାରି ପତି ଙ୍କ କଣ୍ଠଦାନରେ ଫୁଲେ ଫଲେ ପତର ଡାଲେ ସବୁ ଠାନେ ରହିଛୁ ଗୀତ ଅତ୍ୟନ୍ତ ହୃଦୟ ସ୍ପର୍ଶି ହେବା ସହ ଦର୍ଶକଙ୍କ ପ୍ରଶଂସା ସାଉଁଟି ବାରେ ସଫଳତା ଲାଭ କରିଛି ।
ପଶ୍ଚିମ ଓଡିଶାର ଗ୍ରାମ୍ୟ ପୃଷ୍ଠଭୂମି ଉପରେ ଆଧାରିତ ଏହି ଚଳଚିତ୍ର ଖୁବ ଶୀଘ୍ର ଏକ ଓଟିଟି ପ୍ଲାଟଫର୍ମରେ ମୁକ୍ତିଲାଭ କରିବ ବୋଲି ପ୍ରୋଯାଜନା ସଂସ୍ଥାରୁ ପ୍ରକାଶ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ବୃଦ୍ଧଙ୍କ ମୃତ୍ୟୁ   02-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ସ୍ୱଭାବ କବି ଗଙ୍ଗାଧର ମେହେର ଜୟନ୍ତୀ ପାଳିତ : ସ୍ୱଭାବ କବିଙ୍କ କବିତା ସମ୍ଭାର ମାନବୀୟ ବାର୍ତ୍ତା ବହନ କରିଥାଏ ବୋଲି ଅତିଥି ଗଣ ଙ୍କ ଅଭିମତ   02-Sep-2026
  ଜିଲ୍ଲା  
 ଆଜି ଠାରୁ ଆରମ୍ଭ ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟନ ଚମ୍ପିୟାନସିପ୍....   02-Sep-2026
  ଜିଲ୍ଲା  
ସଂଶୋଧିତ ଖଣି ଆଇନ ପ୍ରତିବାଦରେ ବାମପନ୍ଥୀ ଦଳ ମାନଙ୍କର ସାମ୍ବାଦିକ ସମ୍ମିଳନୀ   02-Sep-2026
  ଜିଲ୍ଲା  
ବିଦ୍ୟାଳୟ ସମୂହ କ୍ରୀଡା ପ୍ରତିଯୋଗିତା ପ୍ରସ୍ତୁତି ବୈଠକ   02-Sep-2026
  ଜିଲ୍ଲା  
ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ ଅନ୍ତର୍ଗତ ସର୍ଭେୟର ଏବଂ ସ୍ବେଛାସେବୀ ଶିକ୍ଷକ/ଶିକ୍ଷିକାମାନଙ୍କ ବ୍ଲକସ୍ତରୀୟ ତାଳିମ ଶିବିର   02-Sep-2026
  ଜିଲ୍ଲା  
ପଦୋନ୍ନତି ପାଇ ବରଗଡ଼ ସିଡିଏମଓ ହେଲେ ଡାକ୍ତର ଅଶୋକ ଦାସ ସମ୍ବଲପୁର ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଭାବପୂର୍ଣ୍ଣ ବିଦାୟ ସମ୍ବର୍ଦ୍ଧନା   02-Sep-2026
  ଜିଲ୍ଲା  
ଛାତ୍ରଛାତ୍ରୀଙ୍କୁ କ୍ୟାରିୟର ଦିଗଦର୍ଶନ ଦେଲା ଆଇଆଇଟି କାନପୁରର ସାଥି ସମ୍ବଲପୁରରେ ପ୍ରଗତି ୨୦୨୬ କ୍ୟାରିୟର କାଉନସେଲିଂ ଓ ସଚେତନତା ଅଧିବେଶନ   02-Sep-2026
  ଜିଲ୍ଲା  
ଏମ୍‌ସିଏଲ୍ ଦ୍ୱାରା ଇବ୍ ଭ୍ୟାଲି ୱାଶେରୀଠାରେ ୪,୦୦୦ ମେଟ୍ରିକ୍ ଟନ୍‌ କ୍ଷମତା ବିଶିଷ୍ଟ ସାଇଲୋର ଶୁଭାରମ୍ଭ   02-Sep-2026
  ଜିଲ୍ଲା  
ସରକାରୀ ମେଡିକାଲ କଲେଜ ଓ ହସ୍ପିଟାଲ୍ ସୁନ୍ଦରଗଡ଼ରେ ନୂତନ ସ୍ୱାସ୍ଥ୍ୟସେବାର ଶୁଭାରମ୍ଭ   02-Sep-2026
  ଜିଲ୍ଲା  
ତୁଷୁରା ସ୍ବାୟତ୍ତ ଶାସନ ଦିବସରେ ସମ୍ବର୍ଦ୍ଧିତ ହେଳେ ଧରିତ୍ରୀ ସାମ୍ବାଦିକ   02-Sep-2026
  ଜିଲ୍ଲା  
ଫାଷ୍ଟଫୁଡ୍‌ ସେଣ୍ଟରରେ ମଙ୍ଗଳବାର ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ଯାଞ୍ଚ   01-Sep-2026

You Might Also Like