-+91-9937148622 |

prerana_bgr@rediffmail.com |

  Wednesday 2nd September 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ବୃଦ୍ଧଙ୍କ ମୃତ୍ୟୁ   (02-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ସ୍ୱଭାବ କବି ଗଙ୍ଗାଧର ମେହେର ଜୟନ୍ତୀ ପାଳିତ : ସ୍ୱଭାବ କବିଙ୍କ କବିତା ସମ୍ଭାର ମାନବୀୟ ବାର୍ତ୍ତା ବହନ କରିଥାଏ ବୋଲି ଅତିଥି ଗଣ ଙ୍କ ଅଭିମତ   (02-Sep-2026)       ||       ଆଜି ଠାରୁ ଆରମ୍ଭ ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟନ ଚମ୍ପିୟାନସିପ୍....   (02-Sep-2026)       ||      ସଂଶୋଧିତ ଖଣି ଆଇନ ପ୍ରତିବାଦରେ ବାମପନ୍ଥୀ ଦଳ ମାନଙ୍କର ସାମ୍ବାଦିକ ସମ୍ମିଳନୀ   (02-Sep-2026)       ||      ବିଦ୍ୟାଳୟ ସମୂହ କ୍ରୀଡା ପ୍ରତିଯୋଗିତା ପ୍ରସ୍ତୁତି ବୈଠକ   (02-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ ଅନ୍ତର୍ଗତ ସର୍ଭେୟର ଏବଂ ସ୍ବେଛାସେବୀ ଶିକ୍ଷକ/ଶିକ୍ଷିକାମାନଙ୍କ ବ୍ଲକସ୍ତରୀୟ ତାଳିମ ଶିବିର   (02-Sep-2026)       ||      ପଦୋନ୍ନତି ପାଇ ବରଗଡ଼ ସିଡିଏମଓ ହେଲେ ଡାକ୍ତର ଅଶୋକ ଦାସ ସମ୍ବଲପୁର ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଭାବପୂର୍ଣ୍ଣ ବିଦାୟ ସମ୍ବର୍ଦ୍ଧନା   (02-Sep-2026)       ||      ଛାତ୍ରଛାତ୍ରୀଙ୍କୁ କ୍ୟାରିୟର ଦିଗଦର୍ଶନ ଦେଲା ଆଇଆଇଟି କାନପୁରର ସାଥି ସମ୍ବଲପୁରରେ ପ୍ରଗତି ୨୦୨୬ କ୍ୟାରିୟର କାଉନସେଲିଂ ଓ ସଚେତନତା ଅଧିବେଶନ   (02-Sep-2026)       ||      ଏମ୍‌ସିଏଲ୍ ଦ୍ୱାରା ଇବ୍ ଭ୍ୟାଲି ୱାଶେରୀଠାରେ ୪,୦୦୦ ମେଟ୍ରିକ୍ ଟନ୍‌ କ୍ଷମତା ବିଶିଷ୍ଟ ସାଇଲୋର ଶୁଭାରମ୍ଭ   (02-Sep-2026)       ||      ସରକାରୀ ମେଡିକାଲ କଲେଜ ଓ ହସ୍ପିଟାଲ୍ ସୁନ୍ଦରଗଡ଼ରେ ନୂତନ ସ୍ୱାସ୍ଥ୍ୟସେବାର ଶୁଭାରମ୍ଭ   (02-Sep-2026)       ||      ତୁଷୁରା ସ୍ବାୟତ୍ତ ଶାସନ ଦିବସରେ ସମ୍ବର୍ଦ୍ଧିତ ହେଳେ ଧରିତ୍ରୀ ସାମ୍ବାଦିକ   (02-Sep-2026)       ||      ଫାଷ୍ଟଫୁଡ୍‌ ସେଣ୍ଟରରେ ମଙ୍ଗଳବାର ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ଯାଞ୍ଚ   (01-Sep-2026)       ||      ଲୋଇସିଂହା କଲେଜ ରେ ସୁ ପୋଷିତ ଓଡିଶା ମିଶନ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (01-Sep-2026)       ||      ସୂଚନା ନିର୍ଦ୍ଦେଶକଙ୍କୁ ଭେଟିଲେ ଓଡ଼ିଶା ବରିଷ୍ଠ ସାମ୍ୱାଦିକ ସଂଘର କର୍ମକର୍ତ୍ତା   (01-Sep-2026)       ||      ଶ୍ରୀ ଗଣେଶ ସରକାରୀ ଉଚ୍ଚ ବିଦ୍ୟାଳୟରେ ସଂସ୍କୃତ ଦିବସ   (01-Sep-2026)       ||      ଉଚ୍ଚ ଆକାଂକ୍ଷା ଓ ଉଚ୍ଚଶିକ୍ଷାର ନୂତନ ଦୃଷ୍ଟିକୋଣ ସହ ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ, ବଲାଙ୍ଗିରର ଷଷ୍ଠ ପ୍ରତିଷ୍ଠା ଦିବସ ପାଳିତ   (01-Sep-2026)       ||      ବିଶ୍ୱ ତାପାୟନ ସଙ୍କଟ ଉପରେ ସଚେତନତା କାର୍ଯ୍ୟକ୍ରମ   (01-Sep-2026)       ||      ଭଗବତୀ କୌଶଲ୍ୟା  ବି.ଏସ.ସି. ନର୍ସିଂ ଛାତ୍ରଛାତ୍ରୀ ଙ୍କ ଶପଥ ଗ୍ରହଣ ଉତ୍ସବ    (01-Sep-2026)       ||      ବଲାଙ୍ଗୀରରେ ମହିଳାଙ୍କ ପରିବେଶ ସଚେତନତା : ସ୍କୁଲ ପରିସରରେ ବୃକ୍ଷରୋପଣ   (01-Sep-2026)       ||      ତୁଷୁରାରେ ସ୍ୱାୟତ୍ତ ଶାସନ ଦିବସ ପାଳିତ   (01-Sep-2026)       ||     

HOME   ଜିଲ୍ଲା

କବି ସେଠ ଜୟନ୍ତୀ ପାଳନ ନାରୀ ସ୍ଵାଧୀନତାର ବାର୍ତ୍ତାଵହ ଥିଲେ:- ଖଗେଶ୍ବର

03-May-2025



ବରଗଡ଼:(ନିରଞ୍ଜନ ତ୍ରିପାଠୀ)-ନାରୀ ପୁରୁଷ ମୁଦ୍ରାର ଦୁଇ ପାର୍ଶ୍ୱ ପରି। ପୁରୁଷ ପରି ନାରୀର ସ୍ଵାଧୀନତା ଏକାନ୍ତ ଜରୁରୀ।ତେଣୁ ଦୂରଦ୍ରଷ୍ଟା କବି ଶେଠ ଵିଂଶ ଶତାବ୍ଦୀର ଅର୍ଦ୍ଧ ଶତାବ୍ଦୀରୁ ଏହା ଉପରେ ସେ ସ୍ଵର ଉଠାଇଥିଲେ। ସୁତରାଂ ନାରୀ ସ୍ଵାଧୀନତାର ବାର୍ତ୍ତାଵହ ଥିଲେ ସାହିତ୍ୟପ୍ରାଣ କଵି ଖଗେଶ୍ବର ଶେଠ। ଵରଗଡ ଜିଲ୍ଲା ବିଜେପୁର ଖଗେଶ୍ବର ସାହିତ୍ୟ କଳା ପରିଷଦ ପକ୍ଷରୁ ଆୟୋଜିତ କବି ଖଗେଶ୍ବର ଶେଠ ଜୟନ୍ତୀ ସମାରୋହରେ ଅତିଥିଗଣ ଏହି ମତପ୍ରକାଶ କରିଥିଲେ।ଜାରିଂ ପଞ୍ଚାୟତ ଅନ୍ତର୍ଗତ ପୂର୍ଣ୍ଣା ଗ୍ରାମରେ ଆୟୋଜିତ ଏହି ସାରସ୍ବତ ସମାରୋହକୁ ପ୍ରଫେସର ଡକ୍ଟର ପ୍ରଦୀପ କୁମାର ପ୍ରଧାନ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଉଦଘାଟନ କରିଥିଲେ। ସାମାଜିକକର୍ମୀ ପଙ୍କଜିନୀ ଦନ୍ତାଙ୍କ ଆବାହକତ୍ଵ ତଥା ପରିଷଦର ସଭାପତି ମୋହନ ସିଂଙ୍କ ଅଧ୍ୟକ୍ଷତାରେ ସ୍ତମ୍ଭକାର ତଥା ଅଧ୍ୟାପକ ସୁଶାନ୍ତ କୁମାର ମିଶ୍ର ମୁଖ୍ୟବକ୍ତା, ଜିଲ୍ଲା ପରିଷଦ ସଭ୍ୟ ସୁଶାନ୍ତ ଗଡତିଆ, ସରପଞ୍ଚ ପ୍ରତିନିଧି କର୍ଣ୍ଣ ଵିଭାର, ସାମାଜିକକର୍ମୀ ଯୋଗେନ୍ଦ୍ର ପଧାନ ପ୍ରମୁଖ ସମ୍ମାନୀୟ ଅତିଥି ଭାବେ ଯୋଗଦେଇ କବିଙ୍କୁ ଶ୍ରଦ୍ଧା ସୁମନ ଅର୍ପଣ କରିଥିଲେ।ଛାତ୍ରୀ ଦୀପ୍ତିମୟୀ ଗୁରୁ କବିଙ୍କ ନିବେଦନ କଵିତା ଆବୃତ୍ତି କରି ସମସ୍ତଙ୍କୁ ମନ୍ତ୍ରମୁଗ୍ଧ କରିଥିଲେ। ଉପସଭାପତି ହୃଦମଣି ସାହୁ ସ୍ଵାଗତ ଭାଷଣ ଓ ଅତିଥି ପରିଚୟ, ସଂପାଦକ ରାଜେଶ୍ଵର ବେହେରା ଉଦ୍ଦେଶ୍ୟ ଜ୍ଞାପନ କରିଥିଲେ। ଦ୍ଵିତୀୟ ଅଧିବେଶନରେ ଆୟୋଜିତ ସମ୍ବଲପୁରୀ କଵିତା ଆସରରେ ଜଗତଜ୍ଜୀବନ ରାମ ଡନସନା, ଯୁବରାଜ ଦୀପ, ଯୋଗେଶ୍ୱର ତାଣ୍ଡି, ଜଗନ୍ନାଥ କୁମାର,ଵିମଳ ଡନସନାଙ୍କ ସମେତ ଵହୁ କଵି ସାମିଲ୍ ହୋଇଥିଲେ।ପରେ କୁନି କଳାକାରମାନଙ୍କ ଦ୍ଵାରା ମନୋରମ ସମ୍ବଲପୁରୀ ନୃତ୍ୟ ପରିବେଷିତ ହୋଇଥିଲା। ସହ ସଂପାଦକ ମକରଧ୍ବଜ ସାହୁ ସମାରୋହକୁ ସଂଯୋଜନା କରିଥିଲେ।କବି ତୁଳସୀରାମ ମେହେର ଧନ୍ୟବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ବୃଦ୍ଧଙ୍କ ମୃତ୍ୟୁ   02-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ସ୍ୱଭାବ କବି ଗଙ୍ଗାଧର ମେହେର ଜୟନ୍ତୀ ପାଳିତ : ସ୍ୱଭାବ କବିଙ୍କ କବିତା ସମ୍ଭାର ମାନବୀୟ ବାର୍ତ୍ତା ବହନ କରିଥାଏ ବୋଲି ଅତିଥି ଗଣ ଙ୍କ ଅଭିମତ   02-Sep-2026
  ଜିଲ୍ଲା  
 ଆଜି ଠାରୁ ଆରମ୍ଭ ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟନ ଚମ୍ପିୟାନସିପ୍....   02-Sep-2026
  ଜିଲ୍ଲା  
ସଂଶୋଧିତ ଖଣି ଆଇନ ପ୍ରତିବାଦରେ ବାମପନ୍ଥୀ ଦଳ ମାନଙ୍କର ସାମ୍ବାଦିକ ସମ୍ମିଳନୀ   02-Sep-2026
  ଜିଲ୍ଲା  
ବିଦ୍ୟାଳୟ ସମୂହ କ୍ରୀଡା ପ୍ରତିଯୋଗିତା ପ୍ରସ୍ତୁତି ବୈଠକ   02-Sep-2026
  ଜିଲ୍ଲା  
ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ ଅନ୍ତର୍ଗତ ସର୍ଭେୟର ଏବଂ ସ୍ବେଛାସେବୀ ଶିକ୍ଷକ/ଶିକ୍ଷିକାମାନଙ୍କ ବ୍ଲକସ୍ତରୀୟ ତାଳିମ ଶିବିର   02-Sep-2026
  ଜିଲ୍ଲା  
ପଦୋନ୍ନତି ପାଇ ବରଗଡ଼ ସିଡିଏମଓ ହେଲେ ଡାକ୍ତର ଅଶୋକ ଦାସ ସମ୍ବଲପୁର ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଭାବପୂର୍ଣ୍ଣ ବିଦାୟ ସମ୍ବର୍ଦ୍ଧନା   02-Sep-2026
  ଜିଲ୍ଲା  
ଛାତ୍ରଛାତ୍ରୀଙ୍କୁ କ୍ୟାରିୟର ଦିଗଦର୍ଶନ ଦେଲା ଆଇଆଇଟି କାନପୁରର ସାଥି ସମ୍ବଲପୁରରେ ପ୍ରଗତି ୨୦୨୬ କ୍ୟାରିୟର କାଉନସେଲିଂ ଓ ସଚେତନତା ଅଧିବେଶନ   02-Sep-2026
  ଜିଲ୍ଲା  
ଏମ୍‌ସିଏଲ୍ ଦ୍ୱାରା ଇବ୍ ଭ୍ୟାଲି ୱାଶେରୀଠାରେ ୪,୦୦୦ ମେଟ୍ରିକ୍ ଟନ୍‌ କ୍ଷମତା ବିଶିଷ୍ଟ ସାଇଲୋର ଶୁଭାରମ୍ଭ   02-Sep-2026
  ଜିଲ୍ଲା  
ସରକାରୀ ମେଡିକାଲ କଲେଜ ଓ ହସ୍ପିଟାଲ୍ ସୁନ୍ଦରଗଡ଼ରେ ନୂତନ ସ୍ୱାସ୍ଥ୍ୟସେବାର ଶୁଭାରମ୍ଭ   02-Sep-2026
  ଜିଲ୍ଲା  
ତୁଷୁରା ସ୍ବାୟତ୍ତ ଶାସନ ଦିବସରେ ସମ୍ବର୍ଦ୍ଧିତ ହେଳେ ଧରିତ୍ରୀ ସାମ୍ବାଦିକ   02-Sep-2026
  ଜିଲ୍ଲା  
ଫାଷ୍ଟଫୁଡ୍‌ ସେଣ୍ଟରରେ ମଙ୍ଗଳବାର ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ଯାଞ୍ଚ   01-Sep-2026

You Might Also Like