-+91-9937148622 |

prerana_bgr@rediffmail.com |

  Sunday 1st November 2026 |

| | | |

R.N.I. Regd No. ODIODI/2010/46693

Breaking News

ଲର୍କୀ ଗ୍ରାମର ରାମୁଡ଼ ଛକ ପାଖରେ ହରିଜନ ପଡ଼ାରେ କଂକ୍ରିଟ୍ ରାସ୍ତା ନିର୍ମାଣ ଦାବି   (01-Nov-2026)       ||      ବରିଷ୍ଠ ନାଗରିକ ସାକ୍ଷାତକାର ଅଭିଯାନ    (01-Nov-2026)       ||      ପିଏମ୍‌ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଏକତା ଦିବସ ପାଳିତ    (01-Nov-2026)       ||      ଯୋଗାଣ ବିଭାଗ ଦ୍ୱାରା ଚଢ଼ାଉ♦️ ୨୨୯ ଘରୋଇ ଗ୍ୟାସ ସିଲିଣ୍ଡର ଜବତ   (01-Nov-2026)       ||      ରେଟାମୁଣ୍ଡା ରେ ଭୋଗମଣ୍ଡପ ନିର୍ମାଣ ପାଇଁ ଭୂମି ପୂଜନ ଓ ଫଳକ ସ୍ଥାପନ   (01-Nov-2026)       ||      ଚାକିରୀରୁ ଅବସର ନେଲେ ଅଧ୍ୟକ୍ଷା ରେଖା ମ୍ୟାଡ଼ାମ(ସବୁ ମହଲରୁ ଭବ୍ୟ ସମ୍ବର୍ଦ୍ଧନା)   (01-Nov-2026)       ||      ରାଷ୍ଟ୍ରୀୟ ଏକତା ଦିବସରେ ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ୭୦ କିଲୋମିଟର ସାଇକେଲ ଯାତ୍ରା   (31-Oct-2026)       ||      ଜିଲ୍ଲାସ୍ତରୀୟ ଯୁବ ମହୋତ୍ସବ ୨୦୨୭ ପାଇଁ ପ୍ରସ୍ତୁତି, ନଭେମ୍ବର ୫ରୁ ପ୍ରତିଯୋଗିତା ଆରମ୍ଭ   (31-Oct-2026)       ||      ବରୀ ରେ ରାଷ୍ଟ୍ରୀୟ ଏକତା ଅଭିଯାନ ନିଶା ମୁକ୍ତ ଓଡିଶା   (31-Oct-2026)       ||      ବଲାଙ୍ଗୀର ଟାଉନ୍ ଥାନା ପକ୍ଷରୁ ରାଷ୍ଟ୍ରୀୟ ଏକତା ଦିବସ ପାଳିତ    (31-Oct-2026)       ||      ମୁନୁପାଲିରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ , ଟ୍ରାଇବ୍ରେକର ରେ ଲେଣ୍ଡା ଦଳ ଚାମ୍ପିଅନ   (31-Oct-2026)       ||      ପୂର୍ବତନ ପ୍ରଧାନ ମନ୍ତ୍ରୀ ସ୍ୱର୍ଗୀୟା ଇନ୍ଦିରା ଗାନ୍ଧୀଙ୍କ ୪୨ ତମ ଶ୍ରାଦ୍ଧ ବାର୍ଷିକୀପାଳିତ   (31-Oct-2026)       ||      ମର୍ମନ୍ତୁଦ ସଡ଼କ ଦୁର୍ଘଟଣା।   (31-Oct-2026)       ||      ବଲାଙ୍ଗୀର ଦିନ ପାଳନ ଉପଲକ୍ଷେ ଆଲୋଚନାଚକ୍ର "ସ୍ବପ୍ନ ଦେଖିବା ଜରୁରୀ,ମାତ୍ର ସ୍ୱପ୍ନକୁ ସାକାର କରିବାକୁ ଦୃଷ୍ଟିକୋଣ ରେ ପରିବର୍ତ୍ତନ ଆଣିବା ନିହାତି ଆବଶ୍ୟକ"   (31-Oct-2026)       ||      ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ରାଷ୍ଟ୍ରୀୟ ଏକତା ଦିବସ ପାଳିତ    (31-Oct-2026)       ||      *ନବରଙ୍ଗପୁର ଶିକ୍ଷା ବ୍ୟବସ୍ଥାରେ ଚିନ୍ତା!* *ଛୁଟି ପରେ ସ୍କୁଲ ଖୋଲିଲା, ଶିକ୍ଷକ ଉପସ୍ଥାନକୁ ନେଇ ପ୍ରଶ୍ନ — ତଦାରଖ ବ୍ୟବସ୍ଥା ଉପରେ ଉଠିଲା ଆଙ୍ଗୁଠି*   (31-Oct-2026)       ||      ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ଏକ ମାରାଥନ ଦୌଡ଼ କାର୍ଯ୍ୟକ୍ରମ   (31-Oct-2026)       ||      ବ୍ଲକ ସ୍ତରୀୟ ମତ୍ସ୍ୟ ଓ ପ୍ରାଣୀସମ୍ପଦ ମେଳା -୨୦୨୬ ଅନୁଷ୍ଠିତ   (31-Oct-2026)       ||      ପଦୋନ୍ନତି ପାଇଲେ ସୁବର୍ଣ୍ଣପୁର ଅତିରିକ୍ତ ଜିଲ୍ଲାପାଳ ଅଞ୍ଜଳୀନା ପ୍ରଧାନ; - ଶ୍ରମ ବିଭାଗ ର ଯୁଗ୍ମ ସଚିବ ଭାବେ ଯୋଗ ଦେବେ -   (31-Oct-2026)       ||      ବଡପୋଡ଼ାଗୁଡା ଗ୍ରାମପଞ୍ଚାୟତ ର ସମସ୍ତ ମଦକୋଠି ବନ୍ଦ ଦାବିନେଇଁ ତେଜିଲେ ମହିଳା   (31-Oct-2026)       ||     

HOME   ଜିଲ୍ଲା

ସମାଜସେବୀଙ୍କ ପରଲୋକ ।

03-May-2025



ଅମ୍ବାଭୋନା (ପ୍ରକାଶ ଚନ୍ଦ୍ର ରଥ)ବରଗଡ ଜିଲ୍ଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଚିଚୋଲି ଗ୍ରାମ ର ବୟୋଜ୍ୟେଷ୍ଠ ସମାଜ ସେବୀ , ପରୋପକାରୀ ତଥା ଧର୍ମପରାୟଣ ବ୍ୟକ୍ତି ଶ୍ରୀ ଥଣ୍ଡରାମ ସା ଙ୍କ ୯୫ବର୍ଷ ବୟସରେ ତାଙ୍କର ଚିଚୋଲିସ୍ଥିତ ବାସଭବନରେ ପରଲୋକ ଘଟିଛି। ତାଙ୍କ ବିୟୋଗ ରେ ଅମ୍ବାଭୋନା ଅଞ୍ଚଳରେ ଶୋକ ର ଛାୟା ଖେଳି ଯାଇଛି। ସେ ଅମ୍ବାଭୋନା ବ୍ଲକ ତୈଲିକ ସମାଜ ର ପୂର୍ବତନ ସଭାପତି ତଥା ବରଗଡ ଜିଲ୍ଲା ତୈଲିକ ସମାଜ ର ପ୍ରାକ୍ତନ ସଭ୍ୟ ଥିଲେ।  ଶୁକ୍ରବାର ଦିନ ଚିଚୋଲି ଗ୍ରାମର ସ୍ଵର୍ଗଦ୍ଵାର ଠାରେ ଗ୍ରାମବାସୀ, ଅଞ୍ଚଳର ବିଶିଷ୍ଟ ବ୍ୟକ୍ତି ତଥା ପରିବାରବର୍ଗ ଓ ବନ୍ଧୁ ବାନ୍ଧବ ତାଙ୍କୁ ଭାବପୂର୍ଣ୍ଣ ବିଦାୟ ଦେଇ ଥିଲେ । ଜ୍ୟେଷ୍ଠ ପୁତ୍ର ଶ୍ରୀ ଦେବାର୍ଚ୍ଚନ ସା ମୁଖାଗ୍ନି ଦେଇ ଥିଲେ । ପୁତ୍ର ଦୋଲାମଣି ସା, ଝସକେତନ୍ ସା ଓ ପୁତ୍ରୀ ସୁଲୋଚନା ସା ଙ୍କ ସହିତ ନାତି ନାତୁଣୀ ସମସ୍ତେ ଉପସ୍ଥିତ ଥିଲେ। ତାଙ୍କ ବିୟୋଗରେ ଭଟଲି ବିଧାୟକ ଈରାଶିଷ ଆଚାର୍ଯ୍ୟ,ସୈ।ରିଚରଣ ବାରିକ ,ଡ଼ା.ଚିନ୍ତାମଣି ପଟେଲ, ଅମ୍ବାଭୋନା ତୈଲିକ ସମାଜ ପ୍ରମୁଖ ଶୋକ ବ୍ୟକ୍ତ କରିଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଲର୍କୀ ଗ୍ରାମର ରାମୁଡ଼ ଛକ ପାଖରେ ହରିଜନ ପଡ଼ାରେ କଂକ୍ରିଟ୍ ରାସ୍ତା ନିର୍ମାଣ ଦାବି   01-Nov-2026
  ଜିଲ୍ଲା  
ବରିଷ୍ଠ ନାଗରିକ ସାକ୍ଷାତକାର ଅଭିଯାନ   01-Nov-2026
  ଜିଲ୍ଲା  
ପିଏମ୍‌ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଏକତା ଦିବସ ପାଳିତ   01-Nov-2026
  ଜିଲ୍ଲା  
ଯୋଗାଣ ବିଭାଗ ଦ୍ୱାରା ଚଢ଼ାଉ♦️ ୨୨୯ ଘରୋଇ ଗ୍ୟାସ ସିଲିଣ୍ଡର ଜବତ   01-Nov-2026
  ଜିଲ୍ଲା  
ରେଟାମୁଣ୍ଡା ରେ ଭୋଗମଣ୍ଡପ ନିର୍ମାଣ ପାଇଁ ଭୂମି ପୂଜନ ଓ ଫଳକ ସ୍ଥାପନ   01-Nov-2026
  ଜିଲ୍ଲା  
ଚାକିରୀରୁ ଅବସର ନେଲେ ଅଧ୍ୟକ୍ଷା ରେଖା ମ୍ୟାଡ଼ାମ(ସବୁ ମହଲରୁ ଭବ୍ୟ ସମ୍ବର୍ଦ୍ଧନା)   01-Nov-2026
  ଜିଲ୍ଲା  
ରାଷ୍ଟ୍ରୀୟ ଏକତା ଦିବସରେ ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ୭୦ କିଲୋମିଟର ସାଇକେଲ ଯାତ୍ରା   31-Oct-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଯୁବ ମହୋତ୍ସବ ୨୦୨୭ ପାଇଁ ପ୍ରସ୍ତୁତି, ନଭେମ୍ବର ୫ରୁ ପ୍ରତିଯୋଗିତା ଆରମ୍ଭ   31-Oct-2026
  ଜିଲ୍ଲା  
ବରୀ ରେ ରାଷ୍ଟ୍ରୀୟ ଏକତା ଅଭିଯାନ ନିଶା ମୁକ୍ତ ଓଡିଶା   31-Oct-2026
  ଜିଲ୍ଲା  
ବଲାଙ୍ଗୀର ଟାଉନ୍ ଥାନା ପକ୍ଷରୁ ରାଷ୍ଟ୍ରୀୟ ଏକତା ଦିବସ ପାଳିତ    31-Oct-2026
  ଜିଲ୍ଲା  
ମୁନୁପାଲିରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ , ଟ୍ରାଇବ୍ରେକର ରେ ଲେଣ୍ଡା ଦଳ ଚାମ୍ପିଅନ   31-Oct-2026
  ଜିଲ୍ଲା  
ପୂର୍ବତନ ପ୍ରଧାନ ମନ୍ତ୍ରୀ ସ୍ୱର୍ଗୀୟା ଇନ୍ଦିରା ଗାନ୍ଧୀଙ୍କ ୪୨ ତମ ଶ୍ରାଦ୍ଧ ବାର୍ଷିକୀପାଳିତ   31-Oct-2026

You Might Also Like