-+91-9937148622 |

prerana_bgr@rediffmail.com |

  Tuesday 21st April 2026 |

| | | |

R.N.I. Regd No. ODIODI/2010/46693

Breaking News

ଭିନ୍ନକ୍ଷମ ମହିଳା ଙ୍କୁ ନିର୍ମମ ଭାବେ ହତ୍ୟା କଲା ମଦ୍ୟପ ସ୍ଵାମୀ ।   (21-Apr-2026)       ||      ଅକ୍ଷିମୁଠି ଅନୁକୂଳ କଲେ ବିଧାୟକ   (21-Apr-2026)       ||      ରାଧାମୋହନ ଉଚ୍ଚ ବିଦ୍ୟାଳୟର ନୂତନ ଗୃହ ଉଦ୍ଘାଟିତ    (21-Apr-2026)       ||      ବଦଳୁଥିବା କପଡ଼ା, ବଦଳିଥିବା ଅନ୍ଦାଜ୍ କୁ ନେଇ ଏବେ ଜୋରଦାର ଚର୍ଚ୍ଚା।ରାଜନୀତିକୁ ଫେରିବେ କି ପ୍ରଭାତ    (21-Apr-2026)       ||      ନିଖିଳ ଓଡିଶା ଆଶା କର୍ମୀ ସଂଘ, ଟିଟିଲାଗଡ଼ ସହରାଞ୍ଚଳ କମିଟି ଓ ବ୍ଲକ କମିଟିର ମିଳିତ ବୈଠକ ଅନୁଷ୍ଠିତ    (20-Apr-2026)       ||      ଉତ୍କଳ  କଲେଜ ଅଫ ନର୍ସିଂ ଆଣ୍ଡ ମେଡିକାଲ ସାଇନ୍‌ସ ର  ବାର୍ଷିକୋତ୍ସବ ଓ ଶପଥଗ୍ରହଣ   (20-Apr-2026)       ||      ବଲାଙ୍ଗୀରର ଦିବ୍ୟମ କେଜ୍ରିୱାଲ ଇତିହାସ ସୃଷ୍ଟି କଲେ♦️ ୟୁ ୧୯ରେ ତିନୋଟି ସ୍ବର୍ଣ୍ଣ ସହ ଚମ୍ପିୟାନ    (20-Apr-2026)       ||      ଟିଟିଲାଗଡ଼ରେ ସାମ୍ବାଦିକଙ୍କୁ ଧମକ, ପୁଲିସ ନିକଟରେ ଅଭିଯୋଗ   (20-Apr-2026)       ||      "ସୁବର୍ଣ୍ଣପୁର ଠାରେ ରଥ ଯାତ୍ରା ପାଇଁ ରଥ କାଠ ଅନୁକୂଳ"- "ତିନି ଠାକୁର ଙ୍କ ନୂଆଁ ରଥ ନିର୍ମାଣ କାର୍ଯ୍ୟ ଆରମ୍ଭ" "ଦୀର୍ଘ ବର୍ଷ ପରେ ଭକ୍ତ ଦର୍ଶନ କରିବେ ନୂଆଁ ରଥ" -   (20-Apr-2026)       ||      *ବାଲ୍ୟ ବିବାହ ନିରାକରଣ ପାଇଁ ବ୍ଲକ ସ୍ତରୀୟ ସ୍ୱତନ୍ତ୍ର ବୈଠକ*-   (20-Apr-2026)       ||      *କେରଣ୍ଡି ଗ୍ରାମରେ ପ୍ରତିଷ୍ଠା ହେଲା ମାଁ ଠାକୁରାଣୀଙ୍କ ଭବ୍ୟ ମନ୍ଦିର*   (20-Apr-2026)       ||      ଦଶମ ସିବିଏସଇ ବୋର୍ଡ ପରୀକ୍ଷାରେ ଓଏଭି ଓ ଭିବିଷ୍ୟ ଛାତ୍ରଛାତ୍ରୀଙ୍କ ବାଜିମାତ।   (20-Apr-2026)       ||      ଠିକାଦାର ଓ ପୂର୍ତ୍ତ ବିଭାଗ ବଳପୂର୍ବକ କାମଆରମ୍ଭ କରିବା ପ୍ରତିବାଦରେ କ୍ଷତିଗ୍ରସ୍ତ ଜମିମାଲିକମାନେ ବରୀ ତହସିଲକାର୍ଯ୍ୟାଳୟ ସମ୍ମୁଖରେ ଧାରଣା   (20-Apr-2026)       ||      ସୁଦିପ୍ତା ମହାନ୍ତିଙ୍କ ବିୟୋଗରେ ପ୍ରବାସୀ ଓଡ଼ିଆ ମହଲରେ ଶୋକର ଛାୟା   (20-Apr-2026)       ||      ଜିଲ୍ଲାସ୍ତରୀୟ କବି ଶ୍ରୀଜୟଦେବ ଜୟନ୍ତୀ ଉତ୍ସବ ପାଳିତ    (20-Apr-2026)       ||      ବଲାଙ୍ଗିରରେ ଅକ୍ଷୟ ତୃତୀୟା, କୃଷକ ଦିବସ ଓ ଅକ୍ଷିମୁଠି ଅନୁକୂଳ ପାଳନ   (20-Apr-2026)       ||      ବରପାଲି ୧୪୯ ତମ ଶୀତଳ ଷଷ୍ଠୀ ଥାଳଉଠା ସମ୍ପନ୍ନ   (20-Apr-2026)       ||      ଅଜଣା ଗାଡ଼ି ଧକ୍କା ରେ ବାଇକ ଚାଳକ ମୃତ -   (20-Apr-2026)       ||      ବରପାଲିର ବରିଷ୍ଠ ସାମ୍ୱାଦିକ ପ୍ରଭୁ ଚରଣ ମହାନ୍ତିଙ୍କ ପତ୍ନୀ ବିୟୋଗ   (20-Apr-2026)       ||      ବାଗଡିଆରେ ନାମଯଜ୍ଞ ନେଇ କଳସ ଶୋଭାଯାତ୍ରା   (20-Apr-2026)       ||     

HOME   ଜିଲ୍ଲା

ଭାରତୀୟ ଷ୍ଟେଟ ବ୍ୟାଙ୍କ ପକ୍ଷରୁ କଏନ୍ ଏକ୍ସଚେଞ୍ଜ ସେବା

03-May-2025



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ)
 ସୋନପୁର ଷ୍ଟେଟ ବ୍ୟାଙ୍କ ଅଫ ଇଣ୍ଡିଆ ପକ୍ଷରୁ ଗ୍ରାହକ ତଥା ସହର ର ସମସ୍ତ ବର୍ଗ ର ବ୍ୟବସାୟୀ ମାନଙ୍କୁ କଏନ ବଣ୍ଟନ ଓ କଏନ୍ ଏକ୍ସଚେଞ୍ଜ ସେବା ପ୍ରଦାନ କରାଯାଇଛି l ପ୍ରତ୍ୟହ ଗ୍ରାହକ ଓ ଛୋଟ ବଡ଼ ବ୍ୟବସାୟୀ ଙ୍କୁ  ଏହିଭଳି ଏକ ଟଙ୍କିଆ, ଦୁଇ ଟଙ୍କିଆ, ପାଞ୍ଚ ଟଙ୍କିଆ, ଦଶ ଓ କୋଡ଼ିଏ ଟଙ୍କିଆ କଏନ୍ ବଣ୍ଟନ କରିବା ଦ୍ବାରା ଲୋକେ ନିଜ ନିଜର ବ୍ୟବସାୟ କାରବାର କୁ ସଠିକ୍ ଭାବେ ପରିଚାଳନା  କରିବା ସହ ଦୋକାନୀ ଓ ଗ୍ରାହକ ଙ୍କ ସବୁ ସମସ୍ୟା ର ସମାଧାନ  ହୋଇ ବ୍ୟବସାୟ ବୃଦ୍ଧି ଦିଗରେ ସହାୟକ ହୋଇ ପାରିବ ବୋଲି ବ୍ୟବସାୟୀ ମନୋରଞ୍ଜନ ତ୍ରୀପାଠୀ  ଓ ବାବୁଲା ମିଶ୍ର ପ୍ରକାଶ କରିଛନ୍ତି l ଆଜି ର ଏହି  କାର୍ଯ୍ୟକ୍ରମ ରେ ଷ୍ଟେଟ୍ ବ୍ୟାଙ୍କ୍ କେଶ୍ ଅଫିସର ବିଜ୍ଞାନ ବିଭାର, କର୍ମଚାରୀ ଶୁଭମ ମହାପାତ୍ର , ଆର୍ମ ଗାର୍ଡ ବିପିନ ବିହାରୀ ଦାଶ, ବବଲୁ ମେହେର ପ୍ରମୁଖ ନିୟୋଜିତ ଥିବା ବେଳେ  ଶହ ଶହ ଗ୍ରାହକ ଓ ବ୍ୟବସାୟୀ ଙ୍କୁ କଏନ୍ ବଣ୍ଟନ କରିଥିବା ଜଣା ଯାଇଛି l ଷ୍ଟେଟ ବ୍ୟାଙ୍କ ର ଏତାଦୃଶ ପଦକ୍ଷେପକୁ ଜନସାଧାରଣ ରେ ପ୍ରଶଂସା କରାଯାଇଥିବା ବେଳେ ଆଗାମୀ ଦିନରେ କଏନ୍ ର କୁତ୍ରୀମ ଅଭାବକୁ ରୋକିହେବା ସହ ସମସ୍ତ ଙ୍କ ପାଇଁ ଆଦାନ ପ୍ରଦାନ ସହଜ ହୋଇପାରିବ ବୋଲି  ଗ୍ରାହକ ମହଲରେ  ଖୁସି ପ୍ରକାଶ ପାଇଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଭିନ୍ନକ୍ଷମ ମହିଳା ଙ୍କୁ ନିର୍ମମ ଭାବେ ହତ୍ୟା କଲା ମଦ୍ୟପ ସ୍ଵାମୀ ।   21-Apr-2026
  ଜିଲ୍ଲା  
ଅକ୍ଷିମୁଠି ଅନୁକୂଳ କଲେ ବିଧାୟକ   21-Apr-2026
  ଜିଲ୍ଲା  
ରାଧାମୋହନ ଉଚ୍ଚ ବିଦ୍ୟାଳୟର ନୂତନ ଗୃହ ଉଦ୍ଘାଟିତ   21-Apr-2026
  ଜିଲ୍ଲା  
ବଦଳୁଥିବା କପଡ଼ା, ବଦଳିଥିବା ଅନ୍ଦାଜ୍ କୁ ନେଇ ଏବେ ଜୋରଦାର ଚର୍ଚ୍ଚା।ରାଜନୀତିକୁ ଫେରିବେ କି ପ୍ରଭାତ   21-Apr-2026
  ଜିଲ୍ଲା  
ନିଖିଳ ଓଡିଶା ଆଶା କର୍ମୀ ସଂଘ, ଟିଟିଲାଗଡ଼ ସହରାଞ୍ଚଳ କମିଟି ଓ ବ୍ଲକ କମିଟିର ମିଳିତ ବୈଠକ ଅନୁଷ୍ଠିତ   20-Apr-2026
  ଜିଲ୍ଲା  
ଉତ୍କଳ  କଲେଜ ଅଫ ନର୍ସିଂ ଆଣ୍ଡ ମେଡିକାଲ ସାଇନ୍‌ସ ର  ବାର୍ଷିକୋତ୍ସବ ଓ ଶପଥଗ୍ରହଣ   20-Apr-2026
  ରାଜ୍ୟ  
ବଲାଙ୍ଗୀରର ଦିବ୍ୟମ କେଜ୍ରିୱାଲ ଇତିହାସ ସୃଷ୍ଟି କଲେ♦️ ୟୁ ୧୯ରେ ତିନୋଟି ସ୍ବର୍ଣ୍ଣ ସହ ଚମ୍ପିୟାନ   20-Apr-2026
  ଜିଲ୍ଲା  
ଟିଟିଲାଗଡ଼ରେ ସାମ୍ବାଦିକଙ୍କୁ ଧମକ, ପୁଲିସ ନିକଟରେ ଅଭିଯୋଗ   20-Apr-2026
  ଜିଲ୍ଲା  
"ସୁବର୍ଣ୍ଣପୁର ଠାରେ ରଥ ଯାତ୍ରା ପାଇଁ ରଥ କାଠ ଅନୁକୂଳ"- "ତିନି ଠାକୁର ଙ୍କ ନୂଆଁ ରଥ ନିର୍ମାଣ କାର୍ଯ୍ୟ ଆରମ୍ଭ" "ଦୀର୍ଘ ବର୍ଷ ପରେ ଭକ୍ତ ଦର୍ଶନ କରିବେ ନୂଆଁ ରଥ" -   20-Apr-2026
  ଜିଲ୍ଲା  
*ବାଲ୍ୟ ବିବାହ ନିରାକରଣ ପାଇଁ ବ୍ଲକ ସ୍ତରୀୟ ସ୍ୱତନ୍ତ୍ର ବୈଠକ*-   20-Apr-2026
  ଜିଲ୍ଲା  
*କେରଣ୍ଡି ଗ୍ରାମରେ ପ୍ରତିଷ୍ଠା ହେଲା ମାଁ ଠାକୁରାଣୀଙ୍କ ଭବ୍ୟ ମନ୍ଦିର*   20-Apr-2026
  ଜିଲ୍ଲା  
ଦଶମ ସିବିଏସଇ ବୋର୍ଡ ପରୀକ୍ଷାରେ ଓଏଭି ଓ ଭିବିଷ୍ୟ ଛାତ୍ରଛାତ୍ରୀଙ୍କ ବାଜିମାତ।   20-Apr-2026

You Might Also Like