-+91-9937148622 |

prerana_bgr@rediffmail.com |

  Sunday 13th September 2026 |

| | | |

R.N.I. Regd No. ODIODI/2010/46693

Breaking News

କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||      ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   (13-Sep-2026)       ||      ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   (13-Sep-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   (13-Sep-2026)       ||      ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   (12-Sep-2026)       ||      ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (12-Sep-2026)       ||      ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   (12-Sep-2026)       ||      ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ    (12-Sep-2026)       ||      ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   (12-Sep-2026)       ||     

HOME   ଜିଲ୍ଲା

ବବିତା ରଥ ପ୍ରଥମ ସ୍ଥାନରେ

03-May-2025



ବରଗଡ଼:(ନିରଞ୍ଜନ ତ୍ରିପାଠୀ)- ଚଳିତ ବର୍ଷ ଦଶମ ଶ୍ରେଣୀ ବୋର୍ଡ଼ ପରୀକ୍ଷାରେ ୯୭.୩୩ ମାର୍କ ରଖି ଓଡ଼ିଶାରେ ପ୍ରଥମ ସ୍ଥାନ ରଖିଥିବା ବବିତା ରଥ (ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର, ବରଗଡ଼) ବରଗଡ଼ ଜିଲ୍ଲା ପାଇଁ ଗର୍ବ ଏବଂ ଗୌରବ ସାଜିଛନ୍ତି। ଆଜି ବରଗଡର ଅଗ୍ରଣୀ ସ୍ବେଚ୍ଛାସେବୀ ସଂଗଠନ ଏଚିଭର୍ସ ହେଲ୍ପିଙ୍ଗ୍ ଫାଉଣ୍ଡେସନର ସଭାପତି ଶ୍ରୀ ଦିବାକର ମାଝି, ସଂପାଦକ ଶ୍ରୀ ଭଗବାନ ପ୍ରଧାନ, ଶ୍ରା ହେମନ୍ତ ପାତ୍ର ଏବଂ ଶ୍ରୀ ଦୀପକ ମହାପାତ୍ର ତାଙ୍କ ବାସଭବନ ବରଗଡ ସ୍ଥିତ ବ୍ରହ୍ମଚାରୀକୁ ଯାଇଥିଲେ। ତାଙ୍କୁ ପୁଷ୍ଗଗୁଚ୍ଛ ଦେଇ ସମ୍ବର୍ଦ୍ଧନା କରିବା ସହ ତାଙ୍କ ଉଜ୍ବଳ ଭବିଷ୍ୟତ କାମନା କରି ତାଙ୍କ ସଫଳତା ଆଗାମୀ ଦିନରେ ଅନ୍ୟ ଛାତ୍ରଛାତ୍ରୀଙ୍କ ପାଇଁ ପ୍ରେରଣାର ଉତ୍ସ ହେବ ବୋଲି କହିଛନ୍ତି


News Comment




Photo in News

Advertisment
Lastest News
  ଜିଲ୍ଲା  
କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   13-Sep-2026
  ଜିଲ୍ଲା  
ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   13-Sep-2026
  ଜିଲ୍ଲା  
ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ   13-Sep-2026
  ଜିଲ୍ଲା  
ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି   13-Sep-2026
  ଜିଲ୍ଲା  
ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   13-Sep-2026
  ଜିଲ୍ଲା  
ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   13-Sep-2026
  ଜିଲ୍ଲା  
ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   13-Sep-2026
  ରାଜ୍ୟ  
ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   13-Sep-2026
  ଜିଲ୍ଲା  
ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   13-Sep-2026
  ଜିଲ୍ଲା  
ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ   12-Sep-2026
  ଜିଲ୍ଲା  
ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   12-Sep-2026
  ଜିଲ୍ଲା  
*ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   12-Sep-2026

You Might Also Like