-+91-9937148622 |

prerana_bgr@rediffmail.com |

  Monday 14th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||      ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   (13-Sep-2026)       ||      ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   (13-Sep-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   (13-Sep-2026)       ||      ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   (12-Sep-2026)       ||     

HOME   ଜିଲ୍ଲା

ବ୍ଲକ ସମ୍ମିଳନୀ କକ୍ଷ ଠାରେ ବାଲ୍ୟବିବାହ ଓ ଡ୍ରପ ଆଉଟ ରୋକିବାକୁ ବ୍ଲକ ସ୍ତରୀୟ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ

04-May-2025



(ମିହିର ଶଙ୍କର ପାତ୍ର,)
 ପାପଡାହାଣ୍ଡି ବ୍ଲକ ସମ୍ମିଳନୀ କକ୍ଷ ରେ ରେ ବାଲ୍ୟବିବାହ ଓ ଡ୍ରପ ଆଉଟ ରୋକିବା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି | ଏହି କାର୍ଯ୍ୟକ୍ରମ କୁ ନବରଙ୍ଗପୁର ଜିଲ୍ଲା ଡି.ସି.ପି.ୟୁ . ପ୍ରଭାସିନୀ ପଟ୍ଟନାୟକ ଙ୍କ ସଭାପତିତ୍ୱ ରେ ବୈଠକ  ଅନୁଷ୍ଠିତ ହୋଇଥିଲା | ଏହି କାର୍ଯ୍ୟକ୍ରମ ରେ ମୁଖ୍ୟ ଅତିଥିଭାବେ ବ୍ଲକ ଉପାଧ୍ୟକ୍ଷ ସୁଶାନ୍ତ କୁମାର ବେହେରା ଯୋଗ ଦେଇଥିଲେ | ସମ୍ମାନୀୟ ଅତିଥିଭାବେ ବି.ଇ.ଓ. ସୌମେନ୍ଦ୍ର ଭୌମିକ , ଏ.ବି.ଇ.ଓ. ବାଳକ ଦାସ ରନ୍ଧାରୀ , ବି.ପି.ଏମ. ସୁଧାଂଶୁ ବିଶ୍ୱାଳ ଯୋଗ ଦେଇଥିଲେ,  କାର୍ଯ୍ୟକ୍ରମ ରେ ପାପଡାହାଣ୍ଡି ବ୍ଲକ ର ସମସ୍ତ ସି.ଆର.ସି.ସି., ଓ  ପ୍ରଧାନ ଶିକ୍ଷକ ଏବଂ ଲୋକପ୍ରତିନିଧି ସରପଞ୍ଚ  ସମୁହ  ଯୋଗ ଦେଇଥିଲେ | ସଭାର ମୁଖ୍ୟ ଲକ୍ଷ୍ୟ  କିପରି ପିଲାମାନେ ଅଧାରୁ ପାଠ ଛାଡ଼ିବେନି ., ଶିଶୁ ଚାଲାଣ , ଶିଶୁ ଶ୍ରମିକ ଉପରେ ଆମେ ପଂଚାୟତ ଏବଂ ବ୍ଲକ ର ମିଳିତ ଆୟୋଗରେ କିପରି ସମାଧାନ କରି ପାରିବା ଓ ପଂଚାୟତ ରେ ଗ୍ରାମ ସଭାରେ କିପରି ଶିଶୁ ମାନଙ୍କର ଉନ୍ନତି ପାଇଁ ପଦକ୍ଷେପ ଦେବା . । ସରକାରଙ୍କ ଯୋଜନାରେ କିପରି ଶିଶୁମାନଙ୍କୁ ଯୋଜନାରେ ସାମିଲ କରି ପାରିବା ସେ ବିଷୟରେ ଆଲୋଚନା ହୋଇଥିଲା।ସରପଞ୍ଚ ଚନ୍ଦ୍ର ଧ୍ଵଜ ମାଝୀ  ଦିବସର ଆଭିମୁଖ୍ୟ ବାବଦରେ ମତ ପୋଷଣ କରିଥିଲେ ସି.ଆର.ସି.ସି ବାବୁଲାଲ ସାଗର -ବାଲ୍ୟ ବିବାହ,ଶିଶୁ ଶ୍ରମିକ,ଦାଦନ ରୋକିବା, ଡ୍ରପ ଆଉଟ ଦୂର ବିଷୟରେ ବୁଝାଇଥିଲେ।


News Comment




Photo in News

Advertisment
Lastest News
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ   13-Sep-2026
  ଜିଲ୍ଲା  
କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   13-Sep-2026
  ଜିଲ୍ଲା  
ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   13-Sep-2026
  ଜିଲ୍ଲା  
ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ   13-Sep-2026
  ଜିଲ୍ଲା  
ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି   13-Sep-2026
  ଜିଲ୍ଲା  
ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   13-Sep-2026
  ଜିଲ୍ଲା  
ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   13-Sep-2026
  ଜିଲ୍ଲା  
ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   13-Sep-2026
  ରାଜ୍ୟ  
ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   13-Sep-2026

You Might Also Like