-+91-9937148622 |

prerana_bgr@rediffmail.com |

  Monday 14th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||      ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   (13-Sep-2026)       ||      ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   (13-Sep-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   (13-Sep-2026)       ||      ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   (12-Sep-2026)       ||     

HOME   ଜିଲ୍ଲା

ପ୍ରସିଦ୍ଧ ବୈଶାଖମେଳା ପାଇଁ ନିମନ୍ତ୍ରଣ ପ୍ରକ୍ରିୟା ଜାରି

04-May-2025



ବରଗଡ଼/ପାଇକମାଲ:  ବରଗଡ ଜିଲ୍ଲାର ଶ୍ରୀ ଶ୍ରୀ ନୃସିଂହନାଥ ମନ୍ଦିର ପ୍ରସିଦ୍ଧ ବୈଶାଖ ମେଳା ପାଇଁ ନିମନ୍ତ୍ରଣ ପ୍ରକ୍ରିୟା ଜାରି ରହିଛି।  ଆଗାମୀ ୭ତାରିଖରୁ ୧୨ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେବାକୁ ଥିବା ଏହି ମହୋତ୍ସବକୁ ଆହୁରି ଲୋକାଭିମୁଖୀ କରିବା ପାଇଁ ବିଭିନ୍ନ ବର୍ଗର ବ୍ୟକ୍ତିବିଶେଷଙ୍କୁ ନିମନ୍ତ୍ରଣ କରାଯାଇଛି । ବରଗଡ ସାଂସଦ ପ୍ରଦୀପ ପୁରୋହିତଙ୍କ ତତ୍ତ୍ଵାବଧାନରେ ନୃସିଂହନାଥ ମନ୍ଦିର ଟ୍ରଷ୍ଟ ବୋର୍ଡର କାର୍ଯ୍ୟ ନିର୍ବାହୀ ଅଧିକାରୀ ପୁରୁଷୋତ୍ତମ ପଧାନ, ବୈଶାଖ ମେଲା କମିଟି ସଦସ୍ୟ ସଞ୍ଜୀବ ମାଝୀ ପ୍ରମୁଖ ଭୁବନେଶ୍ୱର ଯାଇ କେନ୍ଦ୍ର ହାଉସିଂ ଓ ନଗର ଉନ୍ନୟନ ମନ୍ତ୍ରୀ ଟୋଖନ ସାହୁଙ୍କୁ ହୋଟେଲ ମେଫେଆରରେ ସାକ୍ଷାତ କରି ବୈଶାଖ ମେଳାକୁ ନିମନ୍ତ୍ରଣ କରିଥିଲେ । ଏହି ଅବସରରେ ଶ୍ରୀ ନୃସିଂହନାଥ ଓ ବୈଶାଖ ମେଳାର ବିଭିନ୍ନ ଦିଗ ଉପରେ ଆଲୋଚନା କରିଥିଲେ । ସେହିପରି ଓଡ଼ିଶାର ରାଜସ୍ବ ମନ୍ତ୍ରୀ ସୁରେଶ ପୁଜାହାରୀ, ରାଜ୍ୟ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା, ପଞ୍ଚାୟତିରାଜ ମନ୍ତ୍ରୀ ରବି ନାରାୟଣ ନାଏକ, ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ଗଣେଶ ରାମ ସିଂ ଖୁଣ୍ଟିଆ, ରାଜ୍ୟ ଉନ୍ନୟନ ବିଭାଗ କମିଶନର ଅନୁ ଗର୍ଗ, ପୁରୀ ଜଗନ୍ନାଥ ମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀ, ରାଜ୍ୟ ଶ୍ରମ ବିଭାଗ କମିଶନର ଇନ୍ଦ୍ରମଣି ତ୍ରିପାଠି  ତଥା ବିଭିନ୍ନ ମନ୍ତ୍ରୀ, ବିଭିନ୍ନ ବିଭାଗୀୟ ଅଧିକାରୀ ପ୍ରମୁଖଙ୍କୁ ବୈଶାଖ ମେଳା ପାଇଁ ଆମନ୍ତ୍ରଣ କରିଥିଲେ । ସୂଚନା ଯୋଗ୍ୟ ଯେ କେଉଁ ଆବହମାନ କାଳରୁ ଅନୁଷ୍ଠିତ ହୋଇ ଆସୁଥିବା ବୈଶାଖ ମେଲାକୁ ପ୍ରତିବର୍ଷ ଶ୍ରଦ୍ଧାଳୁମାନେ ଅପେକ୍ଷା  କରି ରହିଥାନ୍ତି। ଏହି ପବିତ୍ର ପୀଠର ମାହାତ୍ମ୍ୟ, ବିଶ୍ୱାସ ଓ ଭକ୍ତି ପାଇଁ ଭକ୍ତଙ୍କୁ ଟାଣି ଆଣି ଥାଏ । ଚଳିତ ବର୍ଷ ମଧ୍ୟ ଓଡ଼ିଶା, ଛତିଶଗଡ଼ ତଥା ବିଭିନ୍ନ ରାଜ୍ୟରୁ ଲକ୍ଷାଧିକ ଭକ୍ତଙ୍କ ସମାଗମ ହେବ । ତେଣୁ ଏହି ଭାବ ଭକ୍ତି ଭରା ମହୋତ୍ସବକୁ ଆହୁରି ପ୍ରଚାର ପ୍ରସାର କରିବା ପାଇଁ ଚଳିତ ବର୍ଷ ବିଭିନ୍ନ ବର୍ଗର ଲୋକଙ୍କୁ ଆମନ୍ତ୍ରଣ କରାଯାଉଛି । ତେଣୁ ମେଲା କମିଟି ପକ୍ଷରୁ ମଧ୍ୟ ବ୍ୟାପକ ପ୍ରସ୍ତୁତି ଚାଲିଥିବାର ଜଣାଯାଇଛି ।


News Comment




Photo in News

Advertisment
Lastest News
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ   13-Sep-2026
  ଜିଲ୍ଲା  
କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   13-Sep-2026
  ଜିଲ୍ଲା  
ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   13-Sep-2026
  ଜିଲ୍ଲା  
ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ   13-Sep-2026
  ଜିଲ୍ଲା  
ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି   13-Sep-2026
  ଜିଲ୍ଲା  
ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   13-Sep-2026
  ଜିଲ୍ଲା  
ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   13-Sep-2026
  ଜିଲ୍ଲା  
ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   13-Sep-2026
  ରାଜ୍ୟ  
ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   13-Sep-2026

You Might Also Like