-+91-9937148622 |

prerana_bgr@rediffmail.com |

  Monday 14th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||      ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   (13-Sep-2026)       ||      ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   (13-Sep-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   (13-Sep-2026)       ||      ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   (12-Sep-2026)       ||     

HOME   ଜିଲ୍ଲା

୧୪୮ ତମ ବରପାଲି ଶୀତଳ ଷଷ୍ଠୀ ଯାତ୍ରାର ଆୟୋଜନ ନିମନ୍ତେ ଜିଲ୍ଲା ସ୍ତରୀୟ ପ୍ରସ୍ତୁତି ବୈଠକ

04-May-2025



ବରଗଡ଼:(ନିରଞ୍ଜନ ତ୍ରିପାଠୀ) -ବରଗଡ ଜିଲ୍ଲା ବରପାଲି ବ୍ଲକ ସଭା ଗୃହ ଠାରେ ବରପାଲି ତହସିଲଦାର ରୁକ୍ମଣ ମେହେରଙ୍କ ଅଧ୍ୟକ୍ଷତାରେ ମହାନ ପୌରାଣିକ ୧୪୮ ତମ ଶୀତଳ ଷଷ୍ଠୀ ଯାତ୍ରା ମହୋତ୍ସବର ସଫଳ ଆୟୋଜନ ନିମନ୍ତେ ଜିଲ୍ଲାସ୍ତରୀୟ ଅଧିକାରୀ ଏବଂ ଲୋକ ପ୍ରତିନିଧି ତଥା କମିଟିର ସମସ୍ତ ସାଦସ୍ୟଙ୍କୁ ନେଇଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଉଥିଲା ।
ବୈଠକରେ ମାନ୍ୟବର ବିଜେପୁର ବିଧାୟକ ଶ୍ରୀ ସନତ କୁମାର ଗଡତୀୟା, ବରପାଲି ବ୍ଲକ ଚେୟାରମେନ ରୀନା ଥଇତ,ବରଗଡ଼ ଉପ ଜିଲ୍ଲାପାଳ ପ୍ରସନ୍ନ କୁମାର ପାଣ୍ଡେ,ଏସ ଡି ପି  ଓ  ପଦାରବିନ୍ଦ ତ୍ରିପାଠୀ, ଏନଏସି କାର୍ଯ୍ୟନିର୍ବାହୀ ଅଧିକାରୀ ଭୁବନ କୁମାର ଶତପଥୀ, ଏନଏସି ଅଧ୍ୟକ୍ଷ  ଦୀନେଶ ଗହୀର, ସାଂସଦ ପ୍ରତିନିଧି ପଦ୍ମଲୋଚନ ସାହୁ , ବରପାଲି ବ୍ଲକ ବିଡ଼ିଓ ସୁମନ୍ତ କୁମ୍ଭାର ,ଅତିତିକ୍ତ ବ୍ଲକ ଶିକ୍ଷା ଅଧିକାରୀ ରତ୍ନକୁମାର ଭୋଇ ମଞ୍ଚାସିନ ରହିଥିବା ବେଳେ ସ୍ବାସ୍ଥ୍ୟ ବିଭାଗ, ଜଳସମ୍ପଦ ବିଭାଗ, ଅଗ୍ନିଶମ ବିଭାଗ,ବିଦ୍ୟୁତ ବିଭାଗ,ପୋଲିସ ବିଭାଗୀୟ ଅଧିକାରୀ ଉପସ୍ଥିତ ରହି

ବରପାଲି  ଶୀତଳ ଷଷ୍ଠୀ ଯାତ୍ରା ମହୋତ୍ସବ କମିଟି ସଭାପତି ଆନନ୍ଦ ବାବୁ,ସମ୍ପାଦକ ଜୟନ୍ତ ତ୍ରିପାଠୀ,ବରିଷ୍ଠ ସଭ୍ୟ ପିନାକୀ ଦାଶ ଙ୍କ ସମେତ ହିମାଦ୍ରୀ ନଗର  ପାର୍ବତୀ ବିବାହ ଉତ୍ସବ କମିଟି ସଭାପତି,ବରପାଲି ର ବିଭିନ୍ନ ଅନୁଷ୍ଠାନ ର ସଭାପତି, ସମ୍ପାଦକ ମାନେ ଉପସ୍ଥିତ ରହି ଶୀତଳ ଷଷ୍ଠୀ ଯାତ୍ରା ମହୋତ୍ସବ ର ସୁ-ପରିଚାଳନା ଓ ବିଭିନ୍ନ ସମସ୍ୟା ଯଥା ଯାତ୍ରା ସମୟରେ ବାଧା ସୃଷ୍ଟି  ହେଉଥିବା ରାସ୍ତାର ସଂପ୍ରସାରଣ, ରାସ୍ତା ଓ ନାଳ ନର୍ଦ୍ଦମା ର ସଫେଇ, ଜବରଦଖଲ ଥିବା ଉଠା ଦୋକାନ ହଟାଇବା, ଯାତ୍ରା ସମୟରେ ପିଇବା ପାଣି ଓ ବିଦ୍ୟୁତ ସମସ୍ୟା ଭଳି ବିଭିନ୍ନ ବିଷୟରେ ଗୁରୁତ୍ବପୂର୍ଣ୍ଣ ଆଲୋଚନା ହୋଇଥିଲା ।
 ଶେଷରେ ଏନଏସି କାର୍ଯ୍ୟନିର୍ବାହୀ ଅଧିକାରୀ ଭୁବନ କୁମାର ଶତପଥୀ ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ   13-Sep-2026
  ଜିଲ୍ଲା  
କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   13-Sep-2026
  ଜିଲ୍ଲା  
ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   13-Sep-2026
  ଜିଲ୍ଲା  
ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ   13-Sep-2026
  ଜିଲ୍ଲା  
ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି   13-Sep-2026
  ଜିଲ୍ଲା  
ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   13-Sep-2026
  ଜିଲ୍ଲା  
ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   13-Sep-2026
  ଜିଲ୍ଲା  
ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   13-Sep-2026
  ରାଜ୍ୟ  
ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   13-Sep-2026

You Might Also Like