-+91-9937148622 |

prerana_bgr@rediffmail.com |

  Monday 14th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||      ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   (13-Sep-2026)       ||      ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   (13-Sep-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   (13-Sep-2026)       ||      ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   (12-Sep-2026)       ||     

HOME   ଜିଲ୍ଲା

ଶିକ୍ଷାବିତ ମହେଶ ପଟ୍ଟନାୟକ ଙ୍କ ୨୪ ତମ ଶ୍ରାଦ୍ଧ ଦିବସ ପାଳିତ

04-May-2025



(ମନୋରଞ୍ଜନ ତ୍ରିପାଠୀ)
 ଶ୍ରୀ ଗୋପାଳଜୀ  ଯୋଗାଳୟ ସୋନପୁର ଠାରେ ବିଶିଷ୍ଟ ଶିକ୍ଷାବିତ ପୁଣ୍ୟାତ୍ମା ସ୍ବର୍ଗତ ମହେଶ ପ୍ରସାଦ ପଟ୍ଟନାୟକ ଙ୍କ  ୨୪ ତମ ଶ୍ରାଦ୍ଧ ବାର୍ଷିକୀ ଅବସରରେ ଶ୍ରଦ୍ଧାଞ୍ଜଳୀ ଅର୍ପଣ କରି ସ୍ମୁତି ଚାରଣ କଲେ ଯୋଗୀ ଗଣ l ଶ୍ରୀ ପଟ୍ଟନାୟକ ବିନିକା ବ୍ଲକ ର ନିଜ ଗାଁ କର୍ତଙ୍ଗ  ରୁ ଶିକ୍ଷା ଲାଭ ଆରମ୍ଭ କରି ପରେ ମହାରାଜା ହାଇସ୍କୁଲ୍ ସୋନପୁର ଠାରେ ଶିକ୍ଷାଲାଭ କରିଥିଲେ l ପରେ ପରେ ବ୍ରହ୍ମପୁର ଠାରେ ସି ଟି ଟ୍ରେନିଂ ସାରି ସୋନପୁର ମହାରାଜା ହାଇସ୍କୁଲ୍ ଓ ପାଟଣାଗଡ ହାଇସ୍କୁଲ ଠାରେ ରେ ନିଷ୍ଠା ର ସହିତ ଶିକ୍ଷକତା କରି ଚାକିରୀ କାଳ କଟାଇଥିଲେ l ସାହିତ୍ୟ, ଗଣିତ ଓ ଶରୀର  ବିଜ୍ଞାନ ବିଷୟ ରେ ସେ ଦକ୍ଷତା ର ସହ ଶିକ୍ଷାଦାନ କରି ଜଣେ ଆଦର୍ଶ ଶିକ୍ଷକ ଭାବେ ଅଭିବକ୍ତ ବଲାଙ୍ଗିର ଜିଲ୍ଲା ରେ ଖୁବ ପରିଚିତ ଥିଲେ l ଅମାୟିକ ବ୍ୟବହାର ଥିଲା ତାଙ୍କର l କଣ୍ଟାବାଞ୍ଜି ରେ ସେ ସ୍କୁଲ ଅଫ ଏସ ଆଇ ଭାବେ କିଛି ବର୍ଷ କାର୍ଯ୍ଯ କରି ଶହ ଶହ କିଲୋମିଟର ସାଇକଲ ରେ ଯାତ୍ରା କରି ସ୍କୁଲ୍ ଗୁଡ଼ିକ ପରିଦର୍ଶନ କରି ଶିକ୍ଷା ର ସଂସ୍କାର ଦିଗରେ ପ୍ରୟାସ କରୁଥିଲେ l ସୋନପୁର ଓ ବଲାଙ୍ଗିର ଜିଲ୍ଲାର ତାଙ୍କ ଅନେକ ଛାତ୍ର ଛାତ୍ରୀ ଓଡ଼ିଶା ତଥା ବିଭିନ୍ନ ରାଜ୍ୟ ରେ ଉଚ୍ଚ ପଦ ପଦବୀ ରେ ଥିବା ବେଳେ ସେ ମଧ୍ୟରୁ ଆଇ ଏ ଏସ ସୁବ୍ରତ ବାଗ୍ଚି ଙ୍କ ବଡ ଭାଈ ଆଇ ଏ ଏସ ଦେବୀ ପ୍ରାସାଦ ବାଗ୍ଚି, (ଓଡ଼ିଶା ର ପୁର୍ବତନ ଶାସନ ସଚିବ) ଶ୍ରୀ ପଟ୍ଟନାୟକ ଙ୍କ ଆଜ୍ଞାଧୀନ ଛାତ୍ର ଅଟନ୍ତି ବୋଲି ଯୋଗାଳୟ ସଭାପତି ହରି ହର ଶତପଥି, ସଂପାଦକ ଆର୍ତ୍ତ ତ୍ରାଣ ବାବୁ , ପ୍ରଦୀପ ପୁରୋହିତ ଓ ଅନ୍ୟ କର୍ମ କର୍ତ୍ତା  ସ୍ମୁତି ଚାରଣ କରିଥିଲେ l ଏଥିରେ ସମସ୍ତ ଯୋଗୀ ଓ ବରିଷ୍ଠ ନାଗରିକ ଯୋଗ ଦେଇଥିଲେ l


News Comment




Photo in News

Advertisment
Lastest News
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ   13-Sep-2026
  ଜିଲ୍ଲା  
କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   13-Sep-2026
  ଜିଲ୍ଲା  
ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   13-Sep-2026
  ଜିଲ୍ଲା  
ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ   13-Sep-2026
  ଜିଲ୍ଲା  
ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି   13-Sep-2026
  ଜିଲ୍ଲା  
ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   13-Sep-2026
  ଜିଲ୍ଲା  
ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   13-Sep-2026
  ଜିଲ୍ଲା  
ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   13-Sep-2026
  ରାଜ୍ୟ  
ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   13-Sep-2026

You Might Also Like