-+91-9937148622 |

prerana_bgr@rediffmail.com |

  Monday 14th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||      ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   (13-Sep-2026)       ||      ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   (13-Sep-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   (13-Sep-2026)       ||      ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||     

HOME   ଜିଲ୍ଲା

ମାଗଣା ସ୍ବାସ୍ଥ୍ୟ ପରୀକ୍ଷା ଓ ଔଷଧ ବିତରଣ 

04-May-2025



ବଲାଙ୍ଗୀର(ପ୍ରେରଣା ଖବର): ବିଡିଘାଟ ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଜନକପୁର ଠାରେ ଚୁଡାପାଲି ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର ପକ୍ଷରୁ ଜନସାଧାରଣଙ୍କ ପାଇଁ ମାଗଣା ସ୍ବାସ୍ଥ୍ୟ ପରୀକ୍ଷା ଓ ଔଷଧ ବିତରଣ ସେବl ପ୍ରଦାନ କରାଯାଇଥିଲା। ଉକ୍ତ କାର୍ଯ୍ୟକ୍ରମକୁ ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀଙ୍କ ଅନୁମତି  ତଥା ନିର୍ଦ୍ଦେଶ ଅନୁସାରେ ଚୁଡ଼ାପାଲି  ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରର ଭାରପ୍ରାପ୍ତ ଡକ୍ଟର ସନ୍ତୋଷ କୁମାର ସାହୁ ଓ ଡକ୍ଟର ପ୍ରକାଶ କୁମାର ଦାସ ଓ ତାଙ୍କ ଷ୍ଟାଫଙ୍କ ତତ୍ତ୍ଵାବଧାନରେ ଦିବ୍ୟଜ୍ୟୋତି ଜାଗୃତି ଯୋଗ ସଂଗଠନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି ଓ ବ୍ୟବସ୍ଥା  କରାଯାଇ ଜନସଧାରଣ ଔଷଧ ଓ ସ୍ବାସ୍ଥ୍ୟ ପରୀକ୍ଷା କିପରି ସୁବିଧା ଓ ସୁଯୋଗ ପାଇ ପାରିବେ ସେଥି ପାଇଁ  ସହଯୋଗ କରିଥିଲେ । ଦିବ୍ୟଜ୍ୟୋତି ଜାଗୃତି ଯୋଗ ସଂଗଠନର ମୁଖ୍ୟ କର୍ମକର୍ତ୍ତା ମାନେ ହେଲେ ଆନନ୍ଦ ଚନ୍ଦ୍ର ବେହେରା, କାମେଶ୍ୱର ମହାଳିକ, ନୀଳକଣ୍ଠ ମେହେର, ୟାମୁଦ୍ଦ ମହମ୍ମଦ, ସୂର୍ଚ୍ଚନ ପୁଟେଲ, ଗୋପାଳ ଚନ୍ଦ୍ର ବସ୍ତିଆ, ବିରଞ୍ଚି ଗହୀର, ଆଶା ଦିଦି ବୀଣାପାଣି ଭଏ, ସହଦେବ ଧରୁଆ, ସମାଜସେବୀ ବିନୋଦ ରାଉତ ଓ ଅନ୍ୟାନ୍ୟ ଗ୍ରାମର ଭଦ୍ରବ୍ୟକ୍ତି ଆଦି ସମସ୍ତଙ୍କ ସହଯୋଗରେ କାର୍ଯ୍ୟକ୍ରମ ସମ୍ପନ୍ନ ହୋଇ ଥିଲା। ଶେଷରେ ମେଡିକାଲ ଷ୍ଟାଫ  ଶେଷଦେବ ଧରୁଆ ଧନ୍ୟବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ   13-Sep-2026
  ଜିଲ୍ଲା  
କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   13-Sep-2026
  ଜିଲ୍ଲା  
ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   13-Sep-2026
  ଜିଲ୍ଲା  
ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ   13-Sep-2026
  ଜିଲ୍ଲା  
ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି   13-Sep-2026
  ଜିଲ୍ଲା  
ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   13-Sep-2026
  ଜିଲ୍ଲା  
ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   13-Sep-2026
  ଜିଲ୍ଲା  
ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   13-Sep-2026

You Might Also Like