-+91-9937148622 |

prerana_bgr@rediffmail.com |

  Monday 14th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||      ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   (13-Sep-2026)       ||      ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   (13-Sep-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   (13-Sep-2026)       ||      ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||     

HOME   ଜିଲ୍ଲା

ସାହିତ୍ୟ ଅକାଦେମି ଅନୁବାଦ ପୁରସ୍କାର ୨୦୨୫ ପାଇଁ ପୁସ୍ତକ ଆହ୍ୱାନ

04-May-2025



ନୂଆଦିଲ୍ଲୀ(ପ୍ରେରଣା ଖବର): ସାହିତ୍ୟ ଅକାଦେମି ୧୯୮୯ ମସିହାରୁ ପ୍ରତିବର୍ଷ ଅକାଦେମି ଦ୍ୱାରା ସ୍ୱୀକୃତ ୨୪ଟି ଭାରତୀୟ ଭାଷାରେ ‘ସାହିତ୍ୟ ଅକାଦେମି ଅନୁବାଦ ପୁରସ୍କାର’ ପ୍ରଦାନ କରୁଛି । ଅକାଦେମି ଦ୍ୱାରା ସ୍ୱୀକୃତ ଅସମିୟା, ବଙ୍ଗଳା, ବୋଡ଼ୋ, ଡୋଗ୍ରୀ, ଇଂରାଜୀ, ଗୁଜରାଟୀ, ହିନ୍ଦୀ, କନ୍ନଡ଼, କଶ୍ମିରୀ, କୋଙ୍କଣୀ, ମୈଥିଳି, ମାଲୟାଲମ, ମଣିପୁରୀ, ମରାଠୀ, ନେପାଳୀ, ଓଡ଼ିଆ, ପଞ୍ଜାବୀ, ରାଜସ୍ଥାନୀ, ସଂସ୍କୃତ, ସାନ୍ତାଳୀ, ସିନ୍ଧି, ତାମିଲ, ତେଲୁଗୁ ଏବଂ ଉର୍ଦ୍ଦୁ ଭାଷାରେ ଭାରତୀୟ ଲେଖକମାନଙ୍କ ଦ୍ୱାରା ଅନୂଦିତ ସର୍ବୋତ୍କୃଷ୍ଟ ଅନୁବାଦ ପୁସ୍ତକକୁ ଏହି ପୁରସ୍କାର ଦିଆଯାଏ । ଏକ ସମ୍ମାନଜନକ ଉତ୍ସବରେ ପୁରସ୍କାର ସ୍ୱରୂପ ୫୦ ହଜାର ଟଙ୍କାର ଅର୍ଥରାଶି ଏବଂ ଫଳକ ପ୍ରଦାନ କରାଯାଇଥାଏ ।
ସାହିତ୍ୟ ଅକାଦେମି ୨୦୨୫ ବର୍ଷର ସାହିତ୍ୟ ଅକାଦେମି ଅନୁବାଦ ପୁରସ୍କାର ପାଇଁ ଭାରତୀୟ ଅନୁବାଦକ, ଅନୁବାଦକଙ୍କ ଶୁଭଚିନ୍ତକ ଏବଂ ପ୍ରକାଶକମାନଙ୍କଠାରୁ ଅକାଦେମି ଦ୍ୱାରା ସ୍ୱୀକୃତ ୨୪ଟି ଭାଷାରେ ଅନୁବାଦ ପୁସ୍ତକ ଆହ୍ୱାନ କରୁଛି । ୨୦୧୯,୨୦୨୦,୨୦୨୧,୨୦୨୨ ଏବଂ ୨୦୨୩ (ଅର୍ଥାତ୍ ୧ ଜାନୁଆରି ୨୦୧୯ରୁ ୩୧ ଡିସେମ୍ବର ୨୦୨୩ ମଧ୍ୟରେ) ପ୍ରଥମେ ପ୍ରକାଶିତ ଅନୁବାଦ ପୁସ୍ତକଗୁଡ଼ିକୁ ଏହି ପୁରସ୍କାର ପାଇଁ ବିଚାରକୁ ନିଆଯିବ । ପ୍ରତ୍ୟେକ ବହିର ଏକ କିତା ନକଲ ସହିତ ଆବେଦନ ପତ୍ର ଜମା କରିବାର ଶେଷ ତାରିଖ ୩୧ ମେ ୨୦୨୫ । ଓଡ଼ିଆ ଅନୁବାଦ ପୁସ୍ତକ ଗୁଡିକ କୋଲକାତାସ୍ଥିତ ଆଞ୍ଚଳିକ କାର୍ଯ୍ୟାଳୟକୁ ପଠାଇବାକୁ ହେବ l ଏହି ପୁରସ୍କାର ସଂପର୍କିତ ବିସ୍ତୃତ ବିବରଣୀ ଜାଣିବା ପାଇଁ ସାହିତ୍ୟ ଅକାଦେମିର ୱେବ୍ସାଇଟ୍ www.sahitya-akademi.gov.in ରେ ଉପଲବ୍ଧ ସାହିତ୍ୟ ଅକାଦେମି ଅନୁବାଦ ପୁରସ୍କାର ନିୟମାବଳୀ ଦେଖିବାକୁ ଅନୁରୋଧ କରାଯାଇଛି l


News Comment




Photo in News

Advertisment
Lastest News
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ   13-Sep-2026
  ଜିଲ୍ଲା  
କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   13-Sep-2026
  ଜିଲ୍ଲା  
ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   13-Sep-2026
  ଜିଲ୍ଲା  
ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ   13-Sep-2026
  ଜିଲ୍ଲା  
ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି   13-Sep-2026
  ଜିଲ୍ଲା  
ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   13-Sep-2026
  ଜିଲ୍ଲା  
ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   13-Sep-2026
  ଜିଲ୍ଲା  
ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   13-Sep-2026

You Might Also Like