-+91-9937148622 |

prerana_bgr@rediffmail.com |

  Monday 14th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||      ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   (13-Sep-2026)       ||      ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   (13-Sep-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   (13-Sep-2026)       ||      ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||     

HOME   ଜିଲ୍ଲା

ଏକ୍ସିଶ ବ୍ୟାଙ୍କ ପକ୍ଷରୁ ରକ୍ତ ଦାନ ଶିବିର ଅନୁଷ୍ଠିତ

04-May-2025



ସୋନପୁର ( ମନୋରଞ୍ଜନ ତ୍ରିପାଠୀ)
ସୁବର୍ଣ୍ଣପୁର ଜିଲ୍ଲାର ସଦର ମହକୁମା Axis Bank ତରଫରୁ ଏକ ସ୍ବେଛାକୃତ ରକ୍ତଦାନ ଶିବିର ଆୟୋଜନ କରାଯାଇ ଥିଲା। ଏହି ଶିବିରକୁ ଜିଲ୍ଲାର ଅତିରିକ୍ତ ସ୍ୱାସ୍ଥ୍ୟ ଅଧିକାରୀ ଡା .ଦୁର୍ଗା ଦତ୍ତ ଦାଶ ଉଦ୍ଘାଟନ କରିଥିଲେ  । ଏହି ଶିବିର ରେ ଜଣେ ମହିଳା ଓ ଖୋଦ୍ ବ୍ୟାଙ୍କ ମ୍ୟାନେଜର ଙ୍କ ସହିତ ସମୁଦାୟ 28 ୟୁନିଟ୍ ରକ୍ତ ସଂଗ୍ରହ କରାଯାଇ ଥିଲା । ସର୍ଵ ସାଧାରଣ ଙ୍କ ସହିତ ଉତ୍ତମ ସମ୍ପର୍କ ସ୍ଥାପନ ଓ ରକ୍ତ କେନ୍ଦ୍ର ରେ ରକ୍ତ ଅଭାବ କୁ ଦୂର  କରିବା ସକାଶେ ଏ ଶିବିର ଅନୁଷ୍ଠିତ କରାଯାଇ ଥିଲା ବୋଲି ମୁଖ୍ୟ  ବ୍ୟାଙ୍କ ମ୍ୟାନେଜର ସୁମନ୍ତ ଦତ୍ତ କହିଛନ୍ତି । ଏହି ମହତ କାର୍ଯ୍ୟକ୍ରମ କୁ ଜିଲ୍ଲା ରକ୍ତ ଦାତା ସେବା ସଂଘ ସଭାପତି ମନୋଜ ପଣ୍ଡା ଓ ଜିଲ୍ଲା ରକ୍ତ କେନ୍ଦ୍ର ର ଟେକ୍ନିସିଆନ ସୁଦାମ ବିଶ୍ଵାଳ, କାଉନସିଲର ଜଗତ ଦରୁଆନ , ଯୁଧିଷ୍ଟିର ନାୟକ ପ୍ରମୁଖ ରକ୍ତ ଦାନ ଶିବିର ପରିଚାଳନା କରିଥିଲେ । ସମସ୍ତ ରକ୍ତ ଦାତା ଙ୍କୁ ମାନପତ୍ର ପ୍ରଦାନ କରି ସମ୍ବର୍ଧିତ କରାଯାଇଥିଲା । ତପନ କୁମାର ମିଶ୍ର, ଲଳିତ ମେହେର, ରାଜେଶ୍ ମହାନ୍ତି, ସୂମିତ୍ କୁମାର୍ ଦାଶ, ସଂଧ୍ୟା ରାଣୀ ବେହେରା, ରୋଜି ସାହୁ ପ୍ରମୁଖ ରକ୍ତ ଦାନ କରି ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ   13-Sep-2026
  ଜିଲ୍ଲା  
କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   13-Sep-2026
  ଜିଲ୍ଲା  
ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   13-Sep-2026
  ଜିଲ୍ଲା  
ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ   13-Sep-2026
  ଜିଲ୍ଲା  
ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି   13-Sep-2026
  ଜିଲ୍ଲା  
ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   13-Sep-2026
  ଜିଲ୍ଲା  
ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   13-Sep-2026
  ଜିଲ୍ଲା  
ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   13-Sep-2026

You Might Also Like