-+91-9937148622 |

prerana_bgr@rediffmail.com |

  Monday 14th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||      ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   (13-Sep-2026)       ||      ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   (13-Sep-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   (13-Sep-2026)       ||      ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||     

HOME   ଜିଲ୍ଲା

ନୂଆପଡା ଜିଲ୍ଲାର ଟପର୍ ଛାତ୍ରୀ ଦ୍ୱୟଙ୍କୁ ସମ୍ବର୍ଦ୍ଧିତ କଲେ ଜିଲ୍ଲାପାଳ

05-May-2025



ନୂଆପଡା[ପରମେଶ୍ଵର ମେହେର] ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ ଆନୁକୁଲ୍ୟରେ ପରିଚାଳିତ ମାଟ୍ରିକ ପରୀକ୍ଷାରେ ନୂଆପଡା ଜିଲ୍ଲାରେ ଟପର୍ ହୋଇଥିବା ଦୁଇ ଜଣ ଛାତ୍ରୀଙ୍କୁ ଆଜି ଜିଲ୍ଲାପାଳ ମଧୁସୂଦନ ଦାଶ ସମ୍ବର୍ଦ୍ଧିତ କରିଛନ୍ତି । ପଞ୍ଚାୟତ ହାଇସ୍କୁଲ୍ ମୁଣ୍ଡାପଡ଼ାର ଛାତ୍ରୀ ଶ୍ରେଷ୍ଠା ପଣ୍ଡା ୯୩.୧୭ ପ୍ରତିଶତ ମାର୍କ ରଖି ଜିଲ୍ଲାରେ ପ୍ରଥମ ସ୍ଥାନ ଅଧିକାର କରିଥିବାରୁ ଜିଲ୍ଲାପାଳ  ଏହି ହାଇସ୍କୁଲ୍ କୁ  ଯାଇ କୁମାରୀ ପଣ୍ଡାଙ୍କୁ ପୁଷ୍ପଗୁଚ୍ଛ ଓ ଉପଢ଼ୌକନ ଦେଇ ସମ୍ବର୍ଦ୍ଧିତ କରିଥିଲେ। ଏହିପରି ପରିଶ୍ରମ ଓ ଏକାଗ୍ରତା ଜାରି ରଖିଲେ ତୁମେ ମଧ୍ଯ ଦିନେ କଲେକ୍ଟର ହୋଇ ପାରିବ ବୋଲି ପ୍ରୋତ୍ସାହିତ କରିଥିଲେ ।ଏହି  ସମୟରେ କୋମନା ବିଡ଼ିଓ ବିନୟ କୁମାର ଭୋଇ, ସ୍କୁଲ୍ ପ୍ରଧାନ ଶିକ୍ଷକ ପତିତ ପାବନ ସାହୁ ଏବଂ ସମସ୍ତ ଶିକ୍ଷକ ଶିକ୍ଷୟତ୍ରୀ ଉପସ୍ଥିତ ଥିଲେ । ମୁଣ୍ଡାପଲା ଭଳି ଏକ ଛୋଟ ଯାଗା ର ସ୍କୁଲ୍ ରୁ ଜିଲ୍ଲା ଟପର୍ ବାହାରିଥିବାରୁ ଜିଲ୍ଲାପାଳ ସ୍କୁଲ୍ ର ଉଚ୍ଚ ପ୍ରଶଂସା କରିଥିଲେ।
ସେହିଭଳି  ଜିଲ୍ଲାପାଳ ପି ଏମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟ ସିନାପାଲି ର ଛାତ୍ରୀ ଝରଣା ମେହେର ୯୧ ପ୍ରତିଶତ ମାର୍କ ରଖି ଜିଲ୍ଲାରେ ଦ୍ବିତୀୟ ସ୍ଥାନ ଅଧିକାର  କରିଥିବାରୁ ତାଙ୍କ ଘରକୁ ଯାଇ ପୁଷ୍ଫଗୁଛ୍ଛ ଓ ଉପଢ଼ୌକନ ଦେଇ ସମ୍ବର୍ଦ୍ଧିତ କରିଥିଲେ। ଝରଣାଙ୍କ ଏଇ ସଫଳତାରେ ଖୁସି ହୋଇ ଜିଲ୍ଲାପାଳ ଭବିଷ୍ୟତରେ ଜଣେ ଆଇ ଏ ଏସ୍ ଅଧିକାରୀ ହୋଇ ଦେଶ ମାତୃକା ଓ ଜନ ସାଧାରଣଙ୍କ ସେବା କରିବା ପାଇଁ ଆହ୍ବାନ ଦେଇଥିଲେ। ଏହି ସମୟରେ ସିନାପାଲି ବିଡ଼ିଓ କାର୍ମୀ ଓରାମ, ବି ଇ ଓ ଯତୀନ୍ଦ୍ର କୁମାର ସେଠ୍, ସ୍କୁଲ୍ ର ବିଜ୍ଞାନ ଶିକ୍ଷକ ମନୋରଞ୍ଜନ ମେହେର ପ୍ରମୁଖ ଉପସ୍ଥିତ ଥିଲେ ।
 ମ୍ୟାଟ୍ରିକ ବୋର୍ଡ ପରୀକ୍ଷାରେ ଜିଲ୍ଲାର  ସଫଳତା ପାଇଁ ସମସ୍ତ କୃତୀ ଛାତ୍ର ଛାତ୍ରୀ , ଶିକ୍ଷକଶିକ୍ଷୟତ୍ରୀ ମାନଙ୍କୁ ଜିଲ୍ଲାପାଳ ଧନ୍ୟବାଦ ଜଣାଇଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ   13-Sep-2026
  ଜିଲ୍ଲା  
କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   13-Sep-2026
  ଜିଲ୍ଲା  
ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   13-Sep-2026
  ଜିଲ୍ଲା  
ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ   13-Sep-2026
  ଜିଲ୍ଲା  
ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି   13-Sep-2026
  ଜିଲ୍ଲା  
ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   13-Sep-2026
  ଜିଲ୍ଲା  
ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   13-Sep-2026

You Might Also Like