-+91-9937148622 |

prerana_bgr@rediffmail.com |

  Monday 14th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||      ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   (13-Sep-2026)       ||      ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   (13-Sep-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   (13-Sep-2026)       ||      ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||     

HOME   ଜିଲ୍ଲା

ତହଁକ୍ କୁଟୁମ୍ ପାଇଲା ଭାସା ରଥି ସମ୍ମାନ

05-May-2025



ବରଗଡ(ପ୍ରେରଣା ଖବର): ବରଗଡ ଜିଲ୍ଲାର ପ୍ରମୁଖ ଅନୁଷ୍ଠାନ କଲାଦହନା ପକ୍ଷରୁ ତୃତୀୟ ବାର୍ଷିକ ଉତ୍ସବ ମହାସମାରୋହ ରେ ପାଳିତ ହୋଇଯାଇଛି। ଏହି ଅବସରରେ ମୁଖ୍ୟଅତିଥି ଭାବେ ସମାଜସେବୀ ନରେନ୍ଦ୍ର କୁମାର ହୋତା ଯୋଗ ଦେଇଥିବା ବେଳେ ସମ୍ପାଦକ ଦିନେଶ ଭୋଇ, ସମ୍ମାନିତ ଅତିଥି ବିକ୍ରମ ସାହୁ, ଡକ୍ଟର ନିରଞ୍ଜନ ପଣ୍ଡା, ଡକ୍ଟର ତନ୍ମୟୀ ଅଗସ୍ତି ମଞ୍ଚାସୀନ ଥିଲେ। ଓଡିଶାର କୋଶଲି ଭାଷାର ଅଗ୍ରଣୀ ସାହିତ୍ୟ ଅନୁଷ୍ଠାନ ତହଁକ୍ କୁଟୁମ୍ କୋଶଲୀ ଭାଷା ସାହିତ୍ୟ ଏବଂ ସଂସ୍କୃତି କ୍ଷେତ୍ରରେ ଦୀର୍ଘ ୧୦ବର୍ଷ ହେବ କାମ କରିଆସୁଛି ଏବଂ ବିଭିନ୍ନ ପ୍ରକାରର ସାହିତ୍ୟ କାର୍ଯ୍ୟକ୍ରମ କରିଆସୁଛି। କୋଶଲି ପ୍ରତି ସବୁବେଳେ ସମର୍ପିତ ହୋଇ କାମ କରି ଆସୁଥିବାରୁ କଲାଦହନା ପରିବାର ପକ୍ଷରୁ ଭାଷା ରଥି ସମ୍ମାନରେ ସମ୍ମାନିତ କରାଯାଇଛି। ଏହି ବର୍ଣ୍ଣାଢ୍ୟ ଉତ୍ସବରେ ତହଁକ୍ ର ସମ୍ପାଦକ ରାଜେଶ ଦଣ୍ଡସେନା, ମୂଖ୍ୟ ସମ୍ପାଦକ ଅର୍ଜୁନ କୁମାର ସାହୁ, ମୂଖ୍ୟ ପ୍ରଭାରୀ ଶ୍ରିୟାକାନ୍ତ ଦାଶ, ଯୁବ ବିଭାଗ ମୁଖ୍ୟ ଭରତ ମେହେର ଏବଂ ସାଂସ୍କୃତିକ ବିଭାଗ ମୁଖ୍ୟ ମିଲନ ପଣ୍ଡା ପ୍ରମୁଖ ଉପସ୍ଥିତ ରହି ଏହି ସମ୍ମାନ ଗ୍ରହଣ କରିଥିଲେ। ଏହି ସମ୍ମାନ ପାଇବାପରେ ଅଞ୍ଚଳରେ ଖୁସିର ଲହରୀ ଖେଳିଯାଇଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ   13-Sep-2026
  ଜିଲ୍ଲା  
କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   13-Sep-2026
  ଜିଲ୍ଲା  
ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   13-Sep-2026
  ଜିଲ୍ଲା  
ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ   13-Sep-2026

You Might Also Like