-+91-9937148622 |

prerana_bgr@rediffmail.com |

  Monday 14th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||      ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   (13-Sep-2026)       ||      ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   (13-Sep-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   (13-Sep-2026)       ||      ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||     

HOME   ଜିଲ୍ଲା

ନୂଆପଡ଼ା ଜିଲ୍ଲାପାଳ ଓ ଜିଲ୍ଲା ଆରକ୍ଷୀ ଅଧିକ୍ଷକଙ୍କ ଜିଲ୍ଲା ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ

05-May-2025



ନୂଆପଡା (ଡୋଲେଶ୍ୱର ବାଗ)
 ନୂଆପଡ଼ା ସଦଦ୍ଭାବନା ସଭା ଗୃହଠାରେ ନୂଆପଡା ଜିଲ୍ଲାପାଳ ମଧୁସୂଦନ ଦାଶ ଓ  ଜିଲ୍ଲା ଆରକ୍ଷୀ ଅଧିକ୍ଷକ ଜି ଆର୍ ରେଡ୍ଡି ରାଘବେନ୍ଦ୍ରଙ୍କ  ଜିଲ୍ଲାସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ସମସ୍ତ ଅଭିଯୋଗର ଶୁଣାଣି କରି ଆବଶ୍ୟକ ପଦକ୍ଷେପ ପାଇଁ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଧେଶ ଦେଇଛନ୍ତି।  ଆଜିର ଅଭିଯୋଗ ଶୁଣାଣି ଶିବିରରେ ଜିଲ୍ଲାପାଳ ଓ ଜିଲ୍ଲା ଆରକ୍ଷୀ ଅଧିକ୍ଷକଙ୍କ ସହିତ ,ବନଖଣ୍ଡ ଅଧିକାରୀ ବନ୍ୟ ଜନ୍ତୁ- ମହାଦେବ ବଡ଼ାଇକ, ଜିଲ୍ଲା ମୂଖ୍ୟ ଉନ୍ନୟନ ଅଧିକାରୀ ଲମ୍ବୋଦର ଧରୁଆ, ଉପ ଜିଲ୍ଲାପାଳ ଯୋଗେନ୍ଦ୍ର ମାଝୀ,ଭାର ପ୍ରାପ୍ତ ଜିଲ୍ଲା ମୁଖ୍ୟ ଚିକତ୍ସାଧିକାରୀ ଡଃ ଗୁରୁପ୍ରସାଦ ଜେନା ,  ବ୍ଲକ୍ ଅଧ୍ୟକ୍ଷା ତାରେଶ୍ୱରୀ ସାହୁ, ଜିଲ୍ଲା ପରିଷଦ ସଦସ୍ୟ  ଭାନୁ ପ୍ରତାପ ସିଂ ମାଝୀ, ଭରତ ଲାଲ ସାହୁ  ପ୍ରମୁଖ ଉପସ୍ଥିତ ଥିଲେ l ବିଡ଼ିଓ ରୋହିତ ଭୋଇ, ତହସିଲଦାର ପ୍ରଣବ ରଞ୍ଜନ ସାହୁ  , ଡେପୁଟି କଲେକ୍ଟର  ଶେଖ୍ ନସିମ   ଶିବିର ପରିଚାଳନାରେ ସହଯୋଗ କରିଥିଲେ l ଏଠାରେ  ସମସ୍ତ ପ୍ରଶାସନିକ ଅଧିକାରୀ, ଜିଲ୍ଲାସ୍ତରୀୟ ଅଧିକାରୀ ,  ଯନ୍ତ୍ରୀ, ଲାଇନ୍ ବିଭାଗ ଅଧିକାରୀ ମାନେ ଯୋଗ ଦେଇଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ   13-Sep-2026
  ଜିଲ୍ଲା  
କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   13-Sep-2026
  ଜିଲ୍ଲା  
ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   13-Sep-2026
  ଜିଲ୍ଲା  
ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ   13-Sep-2026

You Might Also Like