-+91-9937148622 |

prerana_bgr@rediffmail.com |

  Monday 14th September 2026 |

| | | |

R.N.I. Regd No. ODIODI/2010/46693

Breaking News

ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||      ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   (13-Sep-2026)       ||     

HOME   ଜିଲ୍ଲା

ବିଶ୍ବାତ୍ମ ବିଦ୍ୟାମନ୍ଦିରରେ ଶିକ୍ଷକ ପ୍ରଶିକ୍ଷଣ ଓ ବ୍ୟକ୍ତିତ୍ବ ପରିମାର୍ଜନ ଶିବିର ଉଦଯାପିତ

05-May-2025



ବଲାଙ୍ଗୀର (ଦେବାଶିଷ ବହିଦାର)

ଗତ ମେ  ୨ ରୁ ୫ ତାରିଖ ପର୍ଯ୍ୟନ୍ତ ବିଶ୍ବାତ୍ମ ବିଦ୍ୟା ମନ୍ଦିର, ଆନନ୍ଦ ନିକେତନ, ବଲାଙ୍ଗିର ଠାରେ “ଶିକ୍ଷକ ପ୍ରଶିକ୍ଷଣ ଏବଂ ବ୍ୟକ୍ତିତ୍ବ ପରିମାର୍ଜନ ଶିବିର” ଅନୁଷ୍ଠିତ ହୋଇଥିଲା । ଏହି ଶିବିରର ଶୁଭଉଦ୍ଘାଟନ ପୂଜ୍ୟପାଦ ଶ୍ରୀ ସ୍ଵାମୀଜୀ ମହାରାଜଙ୍କ ଦ୍ଵାରା ହୋଇଥିଲା।

ଉକ୍ତ ଅବସରରେ ବିଶ୍ବାତ୍ମ ଚେତନା ପରିଷଦର ସାଧାରଣ ସମ୍ପାଦକ ତଥା ବିଦ୍ୟା ମନ୍ଦିରର ବଲାଙ୍ଗୀରର ସଭାପତି ସ୍ଵାମୀ ସତ୍ୟ ବେଦାନନ୍ଦ ସରସ୍ଵତୀ, ସମ୍ପାଦକ ନବୀନ କୁମାର ବେଦବାକ, ନିର୍ଦ୍ଦେଶିକା ମାଁ ଶ୍ରଦ୍ଧାମୂର୍ତ୍ତି ସରସ୍ବତୀ, ବିଶ୍ବାତ୍ମ ବିଦ୍ୟା ମନ୍ଦିର ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ପ୍ରାଚାର୍ଯ୍ୟ ଡଃ ସୁଶାନ୍ତ କୁମାର ପ୍ରଧାନ, ପ୍ରଧାନଆଚାର୍ଯ୍ୟ ତରୁଣ କୁମାର ତ୍ରିପାଠୀ ତଥା ପ୍ରଶିକ୍ଷଣ ଶିବିରର ସଂଯୋଜକ ଚନ୍ଦ୍ରକୁମାର ପୁରୋହିତ ସମସ୍ତ ପ୍ରଶିକ୍ଷାର୍ଥୀମାନଙ୍କୁ ମାର୍ଗଦର୍ଶନ କରିଥିଲେ ।

ଉକ୍ତ ଶିବିରରେ ବଲାଙ୍ଗିର, ସମ୍ବଲପୁର, ଜୟପାଟଣା, ବାନେର, ଆମଜୋର, ଡୁଙ୍ଗୁରିପାଲି ଓ ସାହାଜବାହାଲ୍ ବିଦ୍ୟାମନ୍ଦିରର ସମସ୍ତ ଆଚାର୍ଯ୍ୟ-ଆଚାର୍ଯ୍ୟାଗଣ ଯୋଗଦାନ କରି ପ୍ରଶିକ୍ଷଣ ପ୍ରାପ୍ତ କରିଥିଲେ ।
   ଏହି ଶିବିରରେ ପ୍ରାକ୍-ପ୍ରାଥମିକ, ପ୍ରାଥମିକ, ଉଚ୍ଚପ୍ରାଥମିକ ଏବଂ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ସ୍ତରରେ ବିଭିନ୍ନ ଶୈକ୍ଷିକ ବିଷୟ ଉପରେ ଅଭିଜ୍ଞ ପ୍ରଶିକ୍ଷକମାନଙ୍କ ଦ୍ଵାରା ପ୍ରଶିକ୍ଷଣ ଦିଆ ଯାଇଥିଲା । ଏହି କାର୍ଯ୍ୟକ୍ରମରେ ପ୍ରଶିକ୍ଷକ ଭାବରେ ଡଃ ସୁଧିର ସାହୁ, ଡଃ ଅଜିତ କୁମାର ପ୍ରଧାନ,  ଅନନ୍ତ କୁମାର ନାଏକ, ମଦନ ସିଂ ମାଝି, ଦିବ୍ୟସିଂହ ସାହୁ, ସୁଶିଲ କୁମାର ମହଲା ଯୋଗଦାନକରି ଆଚାର୍ଯ୍ୟ-ଆଚାର୍ଯ୍ୟାମାନଙ୍କୁ ପ୍ରଶିକ୍ଷଣ ପ୍ରଦାନ କରିଥିଲେ। ଏହି ପ୍ରଶିକ୍ଷଣ ଶିବିରରେ ସ୍ଵାମୀ ସତ୍ୟବେଦାନନ୍ଦ ସରସ୍ଵତୀଜୀ ପ୍ରତ୍ୟହ ପ୍ରାତଃ କାଳରେ ଶିବିରାର୍ଥୀମାନଙ୍କୁ ଯୋଗାଭ୍ୟାସ ସହ ପ୍ରାର୍ଥନା ଓ 

ବୈଦିକ ମନ୍ତ୍ରର ଅଭ୍ୟାସ କରାଉଥିଲେ ଏବଂ ସାନ୍ଧ୍ୟ ସତ୍ରରେ ପୂଜ୍ଯପାଦ ସଦ୍‌ଗୁରୁଦେବ ଶ୍ରୀ ସ୍ଵାମୀଜୀ ମହାରାଜ ଶିବିରାର୍ଥୀ ମାନଙ୍କ ଜିଜ୍ଞାସାର ସମାଧାନ ତଥା ବ୍ୟକ୍ତିତ୍ଵ ପରିମାର୍ଜନ ଓ ବିକାଶ ସନ୍ଦର୍ଭରେ ମାର୍ଗଦର୍ଶନ କରିଥିଲେ ।
  ଉଦ୍‌ଯାପନୀ ଉତ୍ସବରେ ପୂଜ୍ୟପାଦ ଶ୍ରୀ ସ୍ଵାମୀଜୀ ମହାରାଜଙ୍କ ଦ୍ଵାରା ସମସ୍ତ ପ୍ରଶିକ୍ଷକ ମାନଙ୍କୁ ସମ୍ବର୍ଧନା ତଥା ଆଚାର୍ଯ୍ୟ-ଆଚାର୍ଯ୍ୟା ମାନଙ୍କୁ ପ୍ରମାଣପତ୍ର ପ୍ରଦାନ କରାଯାଇଥିଲା । ଶେଷରେ ବିଶ୍ଵାତ୍ମ ବିଦ୍ୟାମନ୍ଦିରର ସଂଯୋଜକ ସଂବିତ୍ କୁମାର ଧନ୍ୟବାଦ ଅର୍ପଣ କରିଥିଲେ। ସମସ୍ତ କାର୍ଯ୍ୟକ୍ରମକୁ ନବୀନ କୁମାର ବେଦବାକ୍, ଡଃ ସୁଶାନ୍ତ କୁମାର ପ୍ରଧାନ ଏବଂ ଚନ୍ଦ୍ର କୁମାର ପୁରୋହିତ ପରିଚାଳନା କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ   13-Sep-2026

You Might Also Like