-+91-9937148622 |

prerana_bgr@rediffmail.com |

  Wednesday 12th August 2026 |

| | | |

R.N.I. Regd No. ODIODI/2010/46693

Breaking News

ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   (12-Aug-2026)       ||      ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   (12-Aug-2026)       ||      ସ୍ୱର୍ଗତ ବଳରାମ ବାଗ ଙ୍କ ଅମର ଆତ୍ମାର ସତ୍ ଗତି ପାଇଁ ଶୋକସଭା ଅନୁଷ୍ଠିତ   (12-Aug-2026)       ||      ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   (11-Aug-2026)       ||      ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   (11-Aug-2026)       ||      ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା    (11-Aug-2026)       ||      ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ    (11-Aug-2026)       ||      ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   (11-Aug-2026)       ||      ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   (11-Aug-2026)       ||      ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   (11-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   (11-Aug-2026)       ||      ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (11-Aug-2026)       ||      ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   (11-Aug-2026)       ||      ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା    (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   (10-Aug-2026)       ||      ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି    (10-Aug-2026)       ||      କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (10-Aug-2026)       ||      ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   (10-Aug-2026)       ||      *ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   (10-Aug-2026)       ||     

HOME   ଜିଲ୍ଲା

ଗାନ୍ଧି ପାଠାଗାରରେ ସ୍ୱର୍ଗତ ଲଳିତ ନାୟକଙ୍କ ବିୟୋଗରେ ଶୋକ ସଭା

21-Jan-2021



ବଲାଙ୍ଗିର,(ସନ୍ତୋଷ କୁମାର ଠାକୁର)- ଟିକ୍ରାପଡା ଗାନ୍ଧି ପାଠାଗାରରେ ସ୍ୱର୍ଗତ ଲଳିତ ନାୟକଙ୍କ ଅକାଳ ବିୟୋଗରେ ଶୋକସଭା ଅନୁଷ୍ଠିତ ହୋଇଯାଇଛି । ପାଠାଗାର ସଭାପତି ପ୍ରକାଶ ନେପାକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଶୋକସଭାରେ ଅମର ଆତ୍ମାର ସଦ୍‌ଗତି ନିମନ୍ତେ ନିରବ ପ୍ରାର୍ଥନା କରାଯାଇଥିଲା । ଉପସ୍ଥିତ ସଭ୍ୟମାନେ ସ୍ୱର୍ଗତ ନାୟକଙ୍କ ସ୍ମୃତି ଚାରଣ କରି ତାଙ୍କର ସମାଜ ପ୍ରତି ନିସ୍ୱାର୍ଥପର କାର୍ଯ୍ୟାବଳୀ କୁ ଭୂୟସା ପ୍ରଶଂସା କରିବା ସହ ବଲାଙ୍ଗିର ମାଟି ତଥା ସମଗ୍ର ଓଡିଶା ଜଣେ ସଂଗ୍ରାମୀ ଶ୍ରମିକନେତା, ରକ୍ତଦାନର ପ୍ରେରଣାଦାତା, ଗରିବ ଖଟିଖିଆଙ୍କ ସାଥୀଙ୍କୁ ହରେଇଲା ବୋଲି ମତ ବ୍ୟକ୍ତ କରିଥିଲେ । ବଲାଙ୍ଗିରର ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ତଥା ଅନ୍ୟାନ୍ୟ ଶିକ୍ଷାନୁଷ୍ଠାନ, ଧର୍ମାନୁଷ୍ଠାନ, ସାମାଜିକ ତଥା ସାଂସ୍କୃତିକ ଅନୁଷ୍ଠାନ ଏବଂ ବିଭିନ୍ନ ଆନ୍ଦୋଳନ ଯଥା ଲୋୟର ସୁକତେଲ, ବାଇପାସ ରାସ୍ତା ନିର୍ମାଣ, ବଲାଙ୍ଗିରରେ ସର୍କିଟ ହାଇକୋର୍ଟ ସ୍ଥାପନ ଓ କୃଷି ମହାବିଦ୍ୟାଳୟ ସ୍ଥାପନ, ଖୋର୍ଦ୍ଧା ବଲାଙ୍ଗିର ରେଳ ରାସ୍ତା ସ୍ଥାପନ ନିମନ୍ତେ ଆନ୍ଦୋଳନରେ ନିଜକୁ ସଂଶ୍ଲିଷ୍ଟ କରି ବଲାଙ୍ଗିର ମାଟିର ସୁଯୋଗ୍ୟ ସନ୍ତାନ ହେବାର ଗୌରବ ଅର୍ଜନ କରାଯାଇଛନ୍ତି । ଉକ୍ତ ସଭାରେ ପାଠାଗାରର ଉପ-ସଭାପତି ସନ୍ତକ ବହିଦାର, ବରିଷ୍ଠ ସଭ୍ୟ ଭଗବାନ ବଗର୍ତ୍ତି, ସମ୍ପାଦକ ପ୍ରଦୀପ ସାହୁ, ବରିଷ୍ଠ ସଭ୍ୟ ବୈଷ୍ଣବ ସାହୁ, ରବି ବହିଦାର, ରାଜେନ୍ଦ୍ର ମିଶ୍ର, ମହମ୍ମଦ ଅକବର, ଅରୁଣ ଖୁଆସ, ଚିତ୍ତ ରଂଜନ ସାହୁ, ଜିତେନ୍ଦ୍ର ନାଗ, ରାଜେନ୍ଦ୍ର ମିଶ୍ର, ପ୍ରଣୟ ଗଡତ୍ୟା, ରିୟାଜ ଖାନ, ମହମ୍ମଦ ସରବର, ଅନିସ ସାହୁ, ପ୍ରମୋଦ ପ୍ରଧାନ, ଦୟାନିଧି ବେହେରା  ପ୍ରମୁଖ ତଥା ସମସ୍ତ ସଭ୍ୟ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   12-Aug-2026
  ଜିଲ୍ଲା  
ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   12-Aug-2026
  ଜିଲ୍ଲା  
ସ୍ୱର୍ଗତ ବଳରାମ ବାଗ ଙ୍କ ଅମର ଆତ୍ମାର ସତ୍ ଗତି ପାଇଁ ଶୋକସଭା ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   11-Aug-2026
  ଜିଲ୍ଲା  
ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   11-Aug-2026
  ଜିଲ୍ଲା  
ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା   11-Aug-2026
  ଜିଲ୍ଲା  
ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ   11-Aug-2026
  ଜିଲ୍ଲା  
ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   11-Aug-2026
  ଜିଲ୍ଲା  
ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   11-Aug-2026
  ଜିଲ୍ଲା  
ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   11-Aug-2026
  ଜିଲ୍ଲା  
ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   11-Aug-2026
  ଜିଲ୍ଲା  
ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   11-Aug-2026

You Might Also Like