-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ଜିଲ୍ଲା

*ସୁବର୍ଣ୍ଣପୁର ଏସପି ଭାବରେ ଦାୟିତ୍ବ ନେଲେ ନାରାୟଣ ନାୟକ*-- *ସଧାରଣ ଲୋକ ଙ୍କୁ ସଠିକ ନ୍ୟାୟ ଓ ଉତ୍ତମ ପୋଲିସ ସେବା ପ୍ରଥମ ଦାୟିତ୍ବ*- - *ସୁବର୍ଣ୍ଣପୁର ନୂତନ ଏସପି*

05-May-2025



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ)
ସୁବର୍ଣ୍ଣପୁର ରେ ଆଜି ନୂତନ ଏସପି ଭାବରେ ଯୋଗ ଦେଲେ ଶ୍ରୀ ନାରାୟଣ ନାୟକ। ସୁବର୍ଣ୍ଣପୁର ଜିଲ୍ଲା ଏକ ଶାନ୍ତି ପ୍ରିୟ ଜିଲ୍ଲା l ସଧାରଣ ଲୋକ ଙ୍କୁ ସଠିକ ନ୍ୟାୟ ଓ ଉତ୍ତମ ପୋଲିସ ସେବା ଉପରେ ପ୍ରଥମେ ଗୁରୁତ୍ଵ ଦେବାକୁ ଶ୍ରୀ ନାୟକ କହିବାସହ ଟ୍ରାଫିକ ସମସ୍ୟା ର ସମାଧାନ ଦିଗରେ ପୁରା ପ୍ରୟାସ କରିବା ସହିତ ଛିନତାଇ, ଚୋରୀ ଡକାୟତି ଓ ନିଶା କାରବାର ତଥା ଅସାମାଜିକ କାର୍ଯ୍ଯ କଳାପ କୁ ମୋଟେ ବରଦାସ୍ତ କରାଯିବନି ବୋଲି ମତ ରଖି ଯେଉଁ ଗଞ୍ଜେଇ ଚୋରା ଚାଲାଣ ପାଇଁ ସାରା ଓଡ଼ିଶାରେ ରେ ଏଇ ଗୋଟେ ଦୁଇଟା ଜିଲ୍ଲା ପୁରା ବଦନାମ ହୋଇଛି ସେ ସବୁ ର ମୂଳୋତ୍ପାଟନ କରିବା ଦିଗରେ ସ୍ଵତନ୍ତ୍ର ସ୍କ୍ୱାର୍ଡ ଗଠନ କରି କାମ କରିବୁ ବୋଲି କହି ଏଥିପାଇଁ ଜନସାଧାରଣ ଙ୍କ ସହଯୋଗ ନିହାତି ଜରୁରୀ ବୋଲି କହିଥିଲେ l ଶ୍ରୀ ନାୟକ ଏହା ପୂର୍ବରୁ ସୁବର୍ଣ୍ଣପୁର ଜିଲ୍ଲା ପୋଲିସ ଅଫିସ, ତରଭା ଥାନା ରେ ଓ ଆଇ ସି, ବଲାଙ୍ଗିର ସଦର ଥାନା ରେ ଭାରପ୍ରାପ୍ତ ଥାନା ଅଧିକାରୀ, ଏସ ଡି ପି ଓ ଭାବେ, ମେରାଇନ ଓ କୋଷ୍ଟାଲ ସୁରକ୍ଷା ଦାୟିତ୍ବ ଏବଂ ସମ୍ବଲପୁର ଡି ଆଇ ଜି ଅଫିସ୍ ରେ ଖୁବ୍ ଦକ୍ଷତା ଓ ସଫଳତା ର ସହ କାର୍ଯ୍ଯ କରି ଥିଲେ l ପ୍ରକାଶ ଥାଉ କି ଯେ ବଲାଙ୍ଗିର ଲୋୟର ସୁକତେଲ ପ୍ରକଳ୍ପ ନିର୍ମାଣ  ଆନ୍ଦୋଳନ ଆଇନ ଶୃଙ୍ଖଳା ନିୟନ୍ତ୍ରଣ କରିବା ରେ ଶ୍ରୀ ନାୟକ ଙ୍କ ଉଲ୍ଲେଖନୀୟ ଭୂମିକା  ରହିଥିବା ବେଳେ ଆଗାମୀ ଦିନରେ ସୁବର୍ଣ୍ଣପୁର ଜିଲ୍ଲାର ଆଇନଶୃଙ୍ଖଳା, ଟ୍ରାଫିକ ସମସ୍ୟା   ବେଆଇନ ନିଶା କାରବାର ଉପରେ ସମ୍ପୁର୍ଣ୍ଣ  ନିୟନ୍ତ୍ରଣ ରଖିବା ଉପରେ ତାଙ୍କର ପ୍ରାଥମିକତା ରହିବ ବୋଲି ସେ ଗଣମାଧ୍ୟମ ପ୍ରତିନିଧିଙ୍କୁ ସୂଚନା ଦେଇ ତାଙ୍କର ସହାୟତା କାମନା କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like