-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ଜିଲ୍ଲା

ରେଳରେ କଟିଯାଇ ମହିଳାଙ୍କ ଆତ୍ମହତ୍ୟା

06-May-2025



ଅତାବିରା(ଆକାଶ ମିଶ୍ର): ବରଗଡ଼ ଜିଲ୍ଲା ଅତାବିରା ବ୍ଲକ ଅନ୍ତର୍ଗତ ଦେବାହଲ ରେଲୱେ ଲାଇନ ମଝିରେ ରେଲୱେ ପୋଲିସ ଏକ ମହିଳାଙ୍କ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ବରଗଡ ସ୍ଥିତ ଖେଦାପାଲିକୁ ପଠେଇଥିବା ଜଣାପଡିଛି ।ପ୍ରକାଶ ଥାଉ କି କୌଣସି ସୂତ୍ରରୁ ଖବର ପାଇ  ବରଗଡ଼ ରେଲୱେ ପୋଲିସ ର ଏସ ଆଇ ଦୁଃଖନାଶନ କୁମରା ଓ ସମ୍ବଲପୁର ରେଳୱେ ପୋଲିସ ଜି ଆର୍ ପି ଦୁଷ୍ମନ୍ତ ନାଏକ, କନଷ୍ଟେବଳ ସୋନୁଶ୍ରି ରାଉତ ଘଟଣା ସ୍ଥଳରେ ପହଞ୍ଚି ମୃତ ମହିଳା ଙ୍କ ପରିଚୟ ଓ ତାଙ୍କ ପରିଚିତ ବ୍ୟକ୍ତି ଙ୍କ ବିଷୟରେ ପଚରା ଉଚୁରା କରୁଥିବା ବେଳେ  ମୃତ ମହିଳାଙ୍କ ପୁଅ ଅନନ୍ତ ଓ ମାମୁଁ ଅଚ୍ୟୁତ ମହାପାତ୍ର ପହଞ୍ଚି ତାଙ୍କର ପରିଚୟ ଦେଇଥଲେ । 
ମୃତ ମହିଳା ଜଣକ ବରଗଡ଼ ଜିଲ୍ଲା ଭଟଲି ଥାନା ଅନ୍ତର୍ଗତ ଭଟିଗାଁ ର ସନୋଷିନି (୪୫) , ନିଜ  ସ୍ବାମୀଙ୍କ ସହ ଗତକାଲି  ସନ୍ଧ୍ୟାରେ  କୌଣସି କାରଣରୁ ଝଗଡ଼ା କରି ଘରୁ ଚାଲି ଆସି ଥିଲେ  ଓ ରେଳରେ ଆତ୍ମ ହତ୍ୟା କରିଛି ବୋଲି ମୃତକଙ୍କ ପରିବାର ଲୋକେ ପୋଲିସ ଆଗରେ ପ୍ରକାଶ କରିଥିଲେ । ପୋଲିସ ପକ୍ଷରୁ ତଦନ୍ତ ଜାରି ରହିଛି । ବ୍ୟବଚ୍ଛେଦ ପରେ ମୃତ ଶରୀରକୁ ଆଜି ପରିବାରକୁ ହସ୍ତାନ୍ତର କରାଯାଇଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like