-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ଜିଲ୍ଲା

ଅବସରକାଳୀନ ସମ୍ବର୍ଦ୍ଧନା ସମାରୋହ ଅନୁଷ୍ଠିତ

06-May-2025



ଅମ୍ବାଭୋନା (ପ୍ରକାଶ ଚନ୍ଦ୍ର ରଥ) ସୋମବାର ଦିନ ଅମ୍ବାଭୋନା ବ୍ଳକ୍ ଅନ୍ତର୍ଗତ ସରକାରୀ ପ୍ରାଥମିକ ବିଦ୍ୟାଳୟ ସାଲ୍ହେପାଲି ରେ  ଗାଁ ର ଗୌନ୍ତିଆ ଶ୍ରୀଯୁକ୍ତ ଲିଙ୍ଗରାଜ ନାଏକଙ୍କ ସଭାପତିତ୍ବରେ ତଥା ବିଦ୍ୟାଳୟ ର ପ୍ରଧାନ ଶିକ୍ଷକ ଦରଣୀସେନ ଦୁଆନ ଓ ବିଦ୍ୟାଳୟ ପରିଚାଳନା କମିଟି ଚେୟାରମେନ ଶ୍ରୀଯୁକ୍ତ ଚନ୍ଦ୍ରମଣି ବେହେରା ଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ  ସହକାରୀ ଶିକ୍ଷକ ଶ୍ରୀଯୁକ୍ତ ରାମଲାଲ ପଟେଲ ଙ୍କ ଅବସରକାଳୀନ ସମ୍ବର୍ଦ୍ଧନା ସମାରୋହ ଅନୁଷ୍ଠିତ ହୋଇଯାଇଅଛି । ଏହି ସମାରୋହରେ ମୁଖ୍ୟ ଅତିଥି ଭାବେ ଅମ୍ବାଭୋନା ବ୍ଳକର ଏ ବି ଇ ଓ କମ୍ ବି ଆର୍ ସି ସି ଶ୍ରୀଯୁକ୍ତ ଲାଲ ମୋହନ ସିଂ,ଏ ବି ଇ ଓ ମୋହନ ଚରଣ ମହନ୍ତ, ମୁଖ୍ୟ ବକ୍ତା ରାଜ କୁମାର ବଘେଲ, ସମ୍ମାନୀତ ଅତିଥି ଭାବେ ମିଳନ କୁମାର ପଟେଲ,ସିଆର ସି ସି ସନ୍ତୋଷ ମାଝୀ ଯୋଗଦାନ କରିଥିଲେ । ଅତିଥି ମାନଙ୍କ ଦ୍ବାରା ଅଗ୍ରପୂଜ୍ୟ ଗଣେଶ ଓ ବୀଣାପାଣି ଙ୍କ ପୂଜାର୍ଚ୍ଚନା କରାଯାଇଥିଲା । ଛାତ୍ରୀ ମାନେ ସ୍ବାଗତ ସଙ୍ଗୀତ ଗାନ କରିଥିଲେ । ବିଦାୟୀ ଶିକ୍ଷକ, ସମ୍ମାନୀତ ଅତିଥି ମାନଙ୍କୁ ପୁଷ୍ପଗୁଚ୍ଛ ଓ ଉପଢ଼ୌକନ ଦେଇ ସମ୍ମାନୀତ କରାଯାଇଥିଲା । ଶିକ୍ଷକ  ଭୈରବ ନାଥ ପଟେଲ ସଭାର ଉଦ୍ଦେଶ୍ୟ ପ୍ରଦାନ କରିଥିବାବେଳେ ସେବକ ରାମ ପ୍ରଧାନ ସଭା ପରିଚାଳନା କରିଥିଲେ । ଶିକ୍ଷକ ରାମଲାଲ ପଟେଲ  ତା ୨୭/୦୮/୨୦୦୧ ରୁ ତା ୩୦/୦୪/୨୦୨୫ ପର୍ଯ୍ୟନ୍ତ ଶିକ୍ଷାଦାନ କରି ସମସ୍ତଙ୍କ ର ପ୍ରିୟ ହୋଇ ପାରିଛନ୍ତି । ଶିକ୍ଷକ ଶିକ୍ଷୟିତ୍ରୀ, ପରିଚାଳନା କମିଟି ସଭ୍ୟ ସଭ୍ୟା, ଛାତ୍ରଛାତ୍ରୀ ଗ୍ରାମ ବାସୀ ସମସ୍ତେ ବିଦାୟୀ ଶିକ୍ଷକଙ୍କ ଗୁଣଗାନ କରିଥିଲେ ।  ଅମ୍ବାଭୋନା ଏନ୍ ପି ଏସ୍ ଶିକ୍ଷକ ସଂଘର  ସଭାପତି ସ୍ବାଧୀନ କୁମାର ସାହୁ ଙ୍କ ସହ ଶିକ୍ଷା ପରିବାର ର ଶିକ୍ଷକ ଙ୍କ ଦ୍ବାରା ବିଦାୟୀ ଶିକ୍ଷକ ଙ୍କୁ ମାନପତ୍ର ଓ ଉପଢ଼ୌକନ ଦେଇ ସମ୍ମାନୀତ କରାଯାଇଥିଲା । ଏହାପରେ ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ, ଛାତ୍ରଛାତ୍ରୀ ପରିଚାଳନା କମିଟି ସଭ୍ୟ ସଭ୍ୟା ରାମଲାଲ ପଟେଲ ଙ୍କୁ ପୁଷ୍ପ ଗୁଚ୍ଛ ଓ ଉପଢ଼ୌକନ ଦେଇ ସମ୍ମାନୀତ କରିଥିଲେ । ଶେଷରେ ସହକାରୀ ଶିକ୍ଷକ ସନ୍ତୋଷ କୁମାର ବିଶ୍ବାଳ ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like