-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||     

HOME   ଜିଲ୍ଲା

୮ଚୋରୀ ବାଇକ ଓ ୨ମୋବାଇଲ ଉଦ୍ଧାର,୩ ଅଭିଯୁକ୍ତ କୋଟ ଚଲାଣ

06-May-2025



ବିନିକା(ହିମାଂଶୁ ଶେଖର ପୁଟେଲ)ଆଖିରୁ ନିଦ ହଜାଇ ମାସ ମାସ ଧରି ଘାଣ୍ଟି ଚିକିଡି ହେବା ପରେ ଶେଷରେ 
ବିନିକା ପୋଲିସକୁ ଏକ ପ୍ରକାର ସଫଳତା ମିଳିଛି । ବାରମ୍ବାର ଚୋରୀ ଡକାୟତି ଲୁଟ କରୁଥିବା ଚୋର ଅର୍ଥାତ ଡକାୟତ ମାନେ ସମ୍ପ୍ରତି ବିନିକା ଅଞ୍ଚଳର ବିଭିନ୍ନ ସ୍ଥାନରୁ ଏବଂ ପାଖ ପଡିଶା ଅଞ୍ଚଳରୁ ଚୋରୀ କରି ପୋଲିସକୁ  ଚ୍ୟାଲେଞ୍ଜ କରି ଆସୁଥିଲେ ।ଚୋରୀ,ଲୁଟ ଘଟଣା ନେଇ ଥାନାରେ ଅଭିଯୋଗ ହେଉଥିଲେ ମଧ୍ୟ ପୋଲିସ ମାମଲା ରୁଜୁ କରି ଘଟଣାର ତଦନ୍ତ ଜାରି ରଖିଥିଲା ହେଲେ ଚୋର,ଡକାୟତ,ଲୁଟେରା ଙ୍କୁ ତ୍ୱରିତ ଧରିବାରେ ସଫଳ ହେଉ ନଥିଲା । ବାରମ୍ବାର ସମ୍ପ୍ରତି ବିନିକା ଅଞ୍ଚଳର ପ୍ରାୟ ଦିନ/ରାତିରେ ଚୋରୀ  ଘଟଣା ବଡ଼ି ବଡ଼ି ଚାଲିବାରୁ ଲୋକଙ୍କ ସୁରକ୍ଷାର କବଚ ପୋଲିସର ଭୂମିକା କୁ ନେଇ ସାଧାରଣରେ ଆଲୋଚନା ପର୍ଯ୍ୟାଲୋଚନା ହେବା ସହିତ ପୋଲିସ କାର୍ଯ୍ୟ ଦକ୍ଷତା ପ୍ରତି ସାଧାରଣ ଲୋକେ ଆସ୍ଥା ହରାଇ ଦେଇ ଆସୁଥିଲେ ।ହେଲେ ପୋଲିସ ଚୋରୀ ମାମଲାକୁ ଗୁରୁତ୍ତ୍ଵ ଦେଇ ଅଭିଯୋଗକାରୀ ଏବଂ ଅଞ୍ଚଳବାସୀଙ୍କ ମନରେ ବିଶ୍ୱାସ ଜନ୍ମାଇବା ପାଇଁ କାହାକୁ କିଛି ନ
ଜଣାଇ ଭିତରିଆ ଭାବରେ ତଦନ୍ତ ଓ ପେଟ୍ରୋଲିଙ୍ଗ ବ୍ୟବସ୍ଥାକୁ କଡାକଡି କରିଥିଲା ଶେଷରେ ସଫଳ ମଧ୍ୟ ହୋଇଥିଲା ।ଆଜି ଏନେଇ ବିନିକା ଥାନାରେ ଅନୁଷ୍ଠିତ ପତ୍ରକାର ସମ୍ବିଲନୀରେ ପୋଲିସ ୩ଜଣ ଦୁର୍ଦ୍ଦାନ୍ତ ଚୋରକୁ ଗିରଫ କରିଥିବା ଓ ତାଙ୍କ ଠାରୁ ୮ଟି ବାଇକ ଓ ୨ଟି ମୋବାଇଲ ଜବତ କରିଥିବା ପୋଲିସ ପ୍ରକାଶ କରିଛି । ପୋଲିସ ପ୍ରଦାନ କରିଥିବା ସୂଚନା ଅନୁସାରେ ପୂର୍ବରୁ ଅନେକ ମାମଲାରେ ସଂଶ୍ଳିଷ୍ଟ ପୂଜାରୀ ସାହାଜବାହାଲ ଗ୍ରାମର ମୁଖ୍ୟ ଅଭିଯୁକ୍ତ କୁହାଯାଉଥିବା ନିରଞ୍ଜନ ମହାନନ୍ଦ ଔରଫ ନିଲୁ(୨୩) ସହ ତାର ସାଥି ଘାସିରାମ ଜଗଦଲା (୪୮),ଫୁଲମୁଠି ଗ୍ରାମର ଗଙ୍ଗାଧର ଛତ୍ରିଆ(୨୬)କୁ ଗିରଫ କରି କୋଟ ଚଲାଣ କରିଥିବା ଜଣାପଡିଛି ।


News Comment




Photo in News

Advertisment
Lastest News
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026

You Might Also Like