-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||     

HOME   ଜିଲ୍ଲା

ବଲାଙ୍ଗୀର ଜିଲ୍ଲାରେ ଯୁବ କଂଗ୍ରେସ ପ୍ରଭାରୀ ମନ୍ଦାକିନୀ ବାଣୁଆ ହେଲେ

06-May-2025



ଭବାନୀପାଟଣା(ଜଗନ୍ନାଥ ନାଏକ) :ରାଜ୍ୟ ଯୁବ କଂଗ୍ରେସ ସାଧାରଣ ସମ୍ପାଦିକା ଦାଇତ୍ୱ ରେ ଥିବା କଳାହାଣ୍ଡି ଜିଲ୍ଲା ଭବାନୀପାଟଣା ସହର ର ମନ୍ଦାକିନୀ ବାଣୁଆଁ (ସୋନୀ ) ଙ୍କୁ ବଲାଙ୍ଗୀର ଜିଲ୍ଲା ଯୁବ କଂଗ୍ରେସ ର ପ୍ରଭାରୀ ଭାବେ ନିଯୁକ୍ତ କରାଯାଇଛି l ରାଜ୍ୟ ଯୁବ କଂଗ୍ରେସ ସଭାପତି ରଞ୍ଜିତ ପାତ୍ରଙ୍କ ଅନୁମୋଦନ କ୍ରମେ ତାଙ୍କୁ ଏହି ଦାଇତ୍ୱ ମିଳିଛି l ମନ୍ଦାକିନୀ କଳାହାଣ୍ଡି ଜିଲ୍ଲା କଂଗ୍ରେସରେ ଜଣେ ସକ୍ରିୟ ନାରୀ ନେତ୍ରୀ ରହି ଥିବା ବେଳେ ବିଭିନ୍ନ ସାମାଜିକ କାର୍ଯ୍ୟ କରିବା ସହ ଗରିବଙ୍କ ନ୍ୟାୟ ପାଇଁ ସବୁବେଳେ ଲଢେଇ କରିଥାନ୍ତି l ସେ ପ୍ରଥମେ ଜିଲ୍ଲା ଯୁବ କଂଗ୍ରେସ ଉପସଭାନେତ୍ରୀ ଥିଲେ, ବର୍ତ୍ତମାନ ରାଜୀବ ଗାନ୍ଧୀ ପଞ୍ଚାୟତ ରାଜ ( RGPRS)ର ସେ ଭବାନୀପାଟଣା ମ୍ୟୁନିସିପାଲିଟି ଆବାହକ ଦାଇତ୍ୱ ରେ ମଧ୍ୟ ରହିଛନ୍ତି। ଦଳରେ ଯୁବ କର୍ମକର୍ତ୍ତାଙ୍କୁ ସଂଗଠିତ କରିବାରେ ତାଙ୍କର ପ୍ରମୁଖ ଭୂମିକା ରହିଛି ଏତେ କମ ବୟସରେ ସେ ରାଜନୀତି ରେ ବହୁତ ଆଗକୁ ଯାଇଛନ୍ତି ଏଥିପାଇଁ ସେ ତାଙ୍କର ନେତା ଭକ୍ତ ଚରଣ ଦାସ ଓ ସାଗର ଚରଣ ଦାସ ଙ୍କୁ ଶ୍ରେୟ ଦେଇଛନ୍ତି l ବଲାଙ୍ଗୀର ଜିଲ୍ଲା ଯୁବ କଂଗ୍ରେସ ପ୍ରଭାରୀ ଭାବେ ଦାଇତ୍ୱ ମିଳିବା ପରେ ସେ ଆଗାମୀ ଦିନରେ ଓଡିଶା ର ଯୁବକ ଯୁବତୀ ଙ୍କର ହକ ଅଧିକାର, ନ୍ୟାର୍ଯ୍ୟ ଦାବି ପାଇଁ ଲଢେଇ ଜୋରଦାର ଜାରି ରଖିବା ସହ ଯୁବକମାନଙ୍କୁ କଂଗ୍ରେସ ପ୍ରତି ଆକୃଷ୍ଟ କରାଇ ତୃଣମୂଳ ସ୍ତର ରେ ଦଳକୁ ମଜବୁତ କରିବେ ବୋଲି ତାଙ୍କ ପ୍ରତିକ୍ରିୟାରେ ପ୍ରକାଶ କରିଛନ୍ତି ।(


News Comment




Photo in News

Advertisment
Lastest News
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026

You Might Also Like