-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||     

HOME   ଜିଲ୍ଲା

ଆସନ୍ତୁ ଆମ ସହ ଯୋଡି ହୋଇ ନିରୋଗ ରୁହନ୍ତୁ:-ଅଜିତ କୁମାର ସାହୁ

06-May-2025



ବରଗଡ଼:(ନିରଞ୍ଜନ ତ୍ରିପାଠୀ)-ବରଗଡ଼ ଜିଲ୍ଲା ବିଜେପୁର ବରିଷ୍ଠ ନାଗରିକଙ୍କ ପ୍ରୟାସରେ ବର୍ତ୍ତମାନର ସମାଜ କିଛି ଶିଖିବା ଉଚିତ।ଦିର୍ଘ ୧୫ ବର୍ଷ ହେବ ଭୋର ୪.୩୦ ମିନିଟରେ ଗୋଟିଏ ସ୍ଥାନରେ ଠୁଳ ହୋଇ ଆରମ୍ଭ କରନ୍ତି ପ୍ରାତଃ ଭ୍ରମଣ।ପ୍ରାୟ ୪ କିଲୋମିଟର ଯିବା ଏବଂ ଆସିବା ସମୟ ପ୍ରାୟ ୧ ଘଣ୍ଟାରେ ଅତିକ୍ରମ କରିଥାନ୍ତି। ଏସମ୍ପର୍କରେ ଆମ ପ୍ରତିନିଧି ୬ ଜଣିଆ ସାଥି ଙ୍କୁ ପଚାରିବାରୁ ଏହା ଦ୍ୱାରା ମାନସିକ ଦୁଶ୍ଚିନ୍ତା ଦୂର ହେବା ସହ ଉଚ୍ଚ ରକ୍ତଚାପ, ମଧୁମେହ ରୋଗ ନିୟନ୍ତ୍ରିତ ହେଉଥିବା ଆମେ ଅନୁଭବ କରୁଛୁ। ଏପରିକି ନିରୋଗ ରହିବା ସାଙ୍ଗକୁ ବାତ ପିତ୍ତ କଫ ନିୟନ୍ତ୍ରଣ ହେଉଛି।ଆମେ ତ ବର୍ତ୍ତମାନ ଫିଟ୍ ଅଛୁ ବୋଲି ମତବ୍ୟକ୍ତ କରିଥିଲେ। ଏହି ଟିମ୍ ଆରମ୍ଭ ହୋଇଥିଲା ଅବସର ପ୍ରାପ୍ତ ପ୍ରଧାନ ଶିକ୍ଷକ ଅଜିତ କୁମାର ସାହୁ ଏବଂ ଅବସର ପ୍ରାପ୍ତ ଶିକ୍ଷକ ପ୍ରଫୁଲ୍ଲ ଚନ୍ଦ୍ର ଦାଶ ।ପରେ ଭୋଜରାଜ ସାହୁ,ହିମାଦ୍ରୀ ବିହାରୀ ବେହେରା, ଆନନ୍ଦ ଚନ୍ଦ୍ର ସାହୁ, ସୁରେନ୍ଦ୍ର ନାଥ ବେହେରା ଯୋଡ଼ି ହୋଇ ନିୟମିତ ପ୍ରାତଃ ଭ୍ରମଣରେ ଯିବା ଆସିବା କରୁଥିବା ଦେଖାଦେଇଛି। ସେମାନେ କହନ୍ତି ଆସନ୍ତୁ ଆମ ସହ ସାମିଲ୍ ହୋଇ ନିରୋଗ ରହନ୍ତୁ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026

You Might Also Like