-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||     

HOME   ଜିଲ୍ଲା

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଶୀତଳଷଷ୍ଠୀ ସମନ୍ବୟ ସମିତି

06-May-2025



 


ସମ୍ବଲପୁର : (ସଂଜୀବ ପାଣିଗ୍ରାହୀ) -  ନନ୍ଦପଡା, ଝାଡୁଆପଡ଼ା ଓ ମୁଦିପଡ଼ାକୁ ନେଇ ଗଠିତ ସମ୍ବଲପୁର ଶୀତଳଷଷ୍ଠୀ ଯାତ୍ରା ମିଳିତ ସମନ୍ବୟ ସମିତିର କର୍ମକର୍ତ୍ତାମାନେ ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ତାଙ୍କ କାର୍ଯ୍ୟାଳୟରେ ଭେଟିଛନ୍ତି। ଶୀତଳଷଷ୍ଠୀ ଯାତ୍ରା ସମୟରେ ସମ୍ବଲପୁର ଆସିବା ପାଇଁ ସେମାନେ ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ କରିଛନ୍ତି ମୁଖ୍ୟମନ୍ତ୍ରୀ ମଧ୍ୟ ଶୀତଳଷଷ୍ଠୀ ଯାତ୍ରା ସମୟରେ ସମ୍ବଲପୁର ଗସ୍ତରେ ଆସିବା ପାଇଁ ସମନ୍ବୟ ସମିତିର କର୍ମକର୍ତ୍ତାମାନଙ୍କୁ ପ୍ରତିଶ୍ରୁତି ଦେଇଥିବା ଜଣାପଡ଼ିଛି। ସେମାନେ ଏହା ପୂର୍ବରୁ ଆଇନ ମନ୍ତ୍ରୀ ପୃଥୀରାଜ ହରିଚନ୍ଦନଙ୍କୁ ଭେଟି ଶୀତଳଷଷ୍ଠୀ ଯାତ୍ରା ପାଇଁ ଦେବୋତ୍ତର ବିଭାଗ ପକ୍ଷରୁ ଆର୍ଥିକ ସହାୟତା ଦେବା ପାଇଁ ଅନୁରୋଧ କରିଛନ୍ତି। ଗତବର୍ଷ ଏବଂ ଚଳିତ ବର୍ଷର ଆର୍ଥିକ ସହାୟତା ଏକ ସଂଗରେ ପ୍ରଦାନ କରିବା ନିମନ୍ତେ ଆଇନ ମନ୍ତ୍ରୀ ପ୍ରତିଶ୍ରୁତି ଦେଇଥିବା କହାଯାଇଛି। ସମ୍ବଲପୁର ବିଧାୟକ ଜୟନାରାୟଣ ମିଶ୍ରଙ୍କ ନେତୃତ୍ବରେ ମୁଖ୍ୟମନ୍ତ୍ରୀ ଓ ଆଇନମନ୍ତ୍ରୀଙ୍କୁ ରେଟିଥିବା ଏହି ପ୍ରତିନିଧି ଦଳର ସମନ୍ବୟ ସମିତିର ସଭାପତି ସୁଶାନ୍ତ ପୁରୋହିତ, କାର୍ଯ୍ୟକାରୀ ସଭାପତି ଅମୂଲ୍ୟ ମିଶ୍ରଙ୍କ ସହିତ ସରୋଜ ଦଲପତ, ସମୀର ବାବୁ, ମୁନୀଲ ଦାଶ, ଭୋଳାଶଙ୍କର ମହତମ, ବିନୋଦ ପଣ୍ଡା, ଶୁଭେନ୍ଦୁ ମିଶ୍ର, ବାବୁଲୁ ମିଶ୍ର ପ୍ରମୁଖ ସାମିଲ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026

You Might Also Like