-+91-9937148622 |

prerana_bgr@rediffmail.com |

  Wednesday 12th August 2026 |

| | | |

R.N.I. Regd No. ODIODI/2010/46693

Breaking News

ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   (12-Aug-2026)       ||      ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   (12-Aug-2026)       ||      ସ୍ୱର୍ଗତ ବଳରାମ ବାଗ ଙ୍କ ଅମର ଆତ୍ମାର ସତ୍ ଗତି ପାଇଁ ଶୋକସଭା ଅନୁଷ୍ଠିତ   (12-Aug-2026)       ||      ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   (11-Aug-2026)       ||      ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   (11-Aug-2026)       ||      ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା    (11-Aug-2026)       ||      ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ    (11-Aug-2026)       ||      ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   (11-Aug-2026)       ||      ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   (11-Aug-2026)       ||      ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   (11-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   (11-Aug-2026)       ||      ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (11-Aug-2026)       ||      ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   (11-Aug-2026)       ||      ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା    (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   (10-Aug-2026)       ||      ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି    (10-Aug-2026)       ||      କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (10-Aug-2026)       ||      ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   (10-Aug-2026)       ||      *ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   (10-Aug-2026)       ||     

HOME   ଜିଲ୍ଲା

ପାତୁଲିପାଲି ଗ୍ରାମରେ ହାତୀ ଉପଦ୍ରବ, କଦଳୀ ଓ କୋବି ବଗିଚା ଖାଇ ଗଲେ

21-Jan-2021



ରେଢାଖୋଲ ( ଅନିଲ କୁମାର ପୃଷ୍ଟି ) ସମ୍ବଲପୁର ଜିଲ୍ଲା ରେଢାଖୋଲ ବନଖଣ୍ଡ ଅଞ୍ଚଳରେ ଦିନକୁ ଦିନ ହାତୀ ଉପଦ୍ରବ ବଢିବାରେଲାଗିଛି।ଗତ କିଛି ଦିନ ପୂର୍ବରୁ ଜଙ୍ଗଲୀ ହାତୀ ପଲ ସବୁ ଅମଳକ୍ଷମ ଧାନ ଫସଲ ଖାଇବା ସହ ଦଳି ନଷ୍ଟ କରି  ସାରିବା ପରେ ଏବେ ଏହି ହାତୀ ସବୁ ଖାଦ୍ୟ ଅନେଶ୍ୱନରେ ଗାଁ ଓ ସହର ମୁହାଁ ହେଉ ଅଛନ୍ତି। ହେଲେ ବୁଧବାର ରାତିରେ ରେଢାଖୋଲ ଏନଏସି ଅନ୍ତର୍ଗତ ପତୁଳିପାଲି ଗ୍ରାମ ଭିତରକୁ ଏକ ଦନ୍ତା ହାତୀ ପସି ବ୍ୟାପକ ଫସଲ ନଷ୍ଟ କରି ଛନ୍ତି।  ଗ୍ରାମର କରୁଣା କର ଅମାତଙ୍କ କଦଳୀ ବଗିଚା ଓ କାଁହୁ ଦାସଙ୍କ କୋବି ଓ ଅନନ୍ୟା ପନି ପରିବା ବଗିଚା ଖାଇ, ମାଡି ଦଳି ବ୍ୟାପକ ନଷ୍ଟ କରି ଅଛି।ଗତ କିଛି ଦିନ ଆଗରୁ ପତୁଲିପାଲି ଗ୍ରାମର ବୁଥୁଲୁ  ଅମାତଙ୍କ ପନି ପରିବା ବଗିଚା ମଧ୍ୟ ଏହି ଦନ୍ତା ହାତୀ ଖାଇ ବ୍ୟାପକ ନଷ୍ଟ କରି ଥିଲେ । ହେଲେ ଦିନକୁ ଦିନ ହାତୀ ପଲ ଓ ଏକ ନିର୍ଦ୍ଦିଷ୍ଟ  ଦନ୍ତା ହାତୀ ଗ୍ରାମ ଓ ସହର ଭିତରକୁ ପଶି ଆସୁ ଅଛନ୍ତି।ଦିନ ବେଳା ଗାଁ ପାଖ ଜଙ୍ଗଲ ମାନଙ୍କରେ ରହି ଗର୍ଜନ କରୁ ଅଛନ୍ତି। ସଞ୍ଜ ନଇଁଲେ ହାତୀ ଗାଁ ପାଖକୁ ମାଡି ଆସୁ ଥିବାରୁ ଲୋକେ ଭୟ ଭିତ ହୋଇ ପଡୁ ଛନ୍ତି। ଏଣୁ ଗାଁ ଗାଁରେ ହାତୀ  ଉପଦ୍ରବ କରୁଥିବା ଅଞ୍ଚଳରେ ବନ ବିଭାଗ ପକ୍ଷରୁ ଘଉଡାଇବା ଦିଗରେ ପଦକ୍ଷେପ ନେବା ସହିତ କ୍ଷୟ କ୍ଷତିର ଆକଳନ କରି କ୍ଷତି ପୂରଣ ଯୋଗାଇ ଦେବାକୁ ଲୋକେ ଦାବି କରିଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   12-Aug-2026
  ଜିଲ୍ଲା  
ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   12-Aug-2026
  ଜିଲ୍ଲା  
ସ୍ୱର୍ଗତ ବଳରାମ ବାଗ ଙ୍କ ଅମର ଆତ୍ମାର ସତ୍ ଗତି ପାଇଁ ଶୋକସଭା ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   11-Aug-2026
  ଜିଲ୍ଲା  
ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   11-Aug-2026
  ଜିଲ୍ଲା  
ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା   11-Aug-2026
  ଜିଲ୍ଲା  
ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ   11-Aug-2026
  ଜିଲ୍ଲା  
ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   11-Aug-2026
  ଜିଲ୍ଲା  
ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   11-Aug-2026
  ଜିଲ୍ଲା  
ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   11-Aug-2026
  ଜିଲ୍ଲା  
ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   11-Aug-2026
  ଜିଲ୍ଲା  
ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   11-Aug-2026

You Might Also Like