-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||     

HOME   ଜିଲ୍ଲା

ନନ୍ଦପଡା ଶୀତଳ ଷଷ୍ଠୀ କମିଟି ଗଠିତ

06-May-2025



 

 


ସମ୍ବଲପୁର-(ସଂଜୀବ ପାଣିଗ୍ରାହୀ) -ସମ୍ବଲପୁରର ସର୍ବପୁରାତନ ନନ୍ଦପଡା ଶୀତଳଷଷ୍ଠୀ ଯାତ୍ରାର ସଫଳ ଆୟୋଜନ ପାଇଁ ଚଳିତ ବର୍ଷର ନୂତନ କମିଟି ରବିବାର ଗଠିତ ହୋଇଯାଇଛି। ବଂ ବଂ ବରାଡ ବାଲୁଙ୍କେଶ୍ୱର ବାବାଙ୍କ ଶୀତଳ ଷଷ୍ଠୀ ଯାତ୍ରା ପାଇଁ ଗଠିତ ନୂତନ କମିଟିରେ ସଭାପତି ରୂପେ ସର୍ବସମ୍ମତି କ୍ରମେ ସମୀର ରଞ୍ଜନ ବାବୁ,  ଉପ ସଭାପତି ପ୍ରଭୁଦତ୍ତ ପଣ୍ଡା ଓ ଆଶିଷ ବାବୁ, ସମ୍ପାଦକ ରୂପେ ସୁଶ୍ରିତ ମିଶ୍ର, ସହ ସମ୍ପାଦକ ରାଜୀବ ମାଝୀ ଓ ବାଲଗୋପଲ୍ ନନ୍ଦ, କୋଷାଧ୍ୟକ୍ଷ ଭୂବନ ମୋହନ ମିଶ୍ର ଓ ସୁନିଲ ତ୍ରିପାଠୀ, ସହ କୋଷାଧ୍ୟକ୍ଷ ଆଭାଷିଶ ମିଶ୍ର ଓ ରାଜା ପାଢ଼ୀ, ଗଣମାଧ୍ୟମ ସଂଯୋଜକ ବିରାଜ କୁମାର ମିଶ୍ର ଓ ମାନସ ରଥ ଙ୍କୁ ଦାୟିତ୍ୱ ଅର୍ପଣ କରାଯାଇଛି। ଡିଜିଟାଲ ପ୍ରସାର ଦଳରେ ଅଭିଷେକ ମିଶ୍ର , ଧନଞ୍ଜୟ ପାଣିଗ୍ରାହୀ, ଶୁଭମ୍ ନାୟକ, ଆଶୁତୋଷ ନନ୍ଦ ଓ ଦୀପକ ସାହୁ। 

ସାଂସ୍କୃତିକ କମିଟିରେ ସୁମନ ସାଗର ମିଶ୍ର ଓ ନିହାର ମିଶ୍ର। ମୁଖ୍ୟ ସଂଯୋଜକ ଫଣି ଭୂଷଣ ମିଶ୍ର । ଖାଦ୍ୟ ସମିତିରେ ଦିଲୀପ ମିଶ୍ର ଓ ସନ୍ତୋଷ ମିଶ୍ର। ରହଣି କମିଟିରେ ବିସ୍ନୁପ୍ରସାଦ ପାଢ଼ୀ ଓ ଟିଟୁ ନାୟକ। 

 ସେହିଭଳି ଉପଦେଷ୍ଟା ମଣ୍ଡଳୀରେ ସିଦ୍ଧେଶ୍ୱର ନନ୍ଦ, ଗୋଲକ ବିହାରୀ ମିଶ୍ର, ଅମୂଲ୍ୟ ମିଶ୍ର, ଚକ୍ରଧର ମିଶ୍ର, ପ୍ରଫୁଲ୍ଲ ହୋତା, ନିଗମାନନ୍ଦ ମିଶ୍ର , ସନ୍ତୋଷ ମିଶ୍ର, ଶିବ ମିଶ୍ର , ଲଳିତ ମୋହନ ମିଶ୍ର, ସନତ ନନ୍ଦ, ଦୁର୍ଗ ମାଧବ ମିଶ୍ର, ମନୋଜ ମହାପାତ୍ର ଓ ବିବେକା ମିଶ୍ର  ରହିଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026

You Might Also Like