-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||     

HOME   ଜିଲ୍ଲା

ଚତୁର୍ଥ ଥର ପାଇଁ ସମ୍ବଲପୁର ଜିଲ୍ଲା ବିଜେଡି ସଭାପତି ଦାୟିତ୍ୱ ମିଳିଥିବାରୁ କର୍ମୀଙ୍କ ମହଲରେ ବେଶ୍ ଆନନ୍ଦ ଓ ଉଲ୍ଲାସ

06-May-2025



 


ସମ୍ବଲପୁର :(ସଂଜୀବ ପାଣିଗ୍ରାହୀ) - ବିଜୁ ଜନତା ଦଳର ସମ୍ବଲପୁର ଜିଲ୍ଲା ସଭାପତି ଭାବରେ ଚତୁର୍ଥ ଥର ପାଇଁ ପୂର୍ବତନ ମନ୍ତ୍ରୀ ଇଂ ରୋହିତ ପୂଜାରୀଙ୍କୁ ଦାୟିତ୍ଵ ମିଳିଥିବାରୁ ଦଳୀୟ କର୍ମୀଙ୍କ ମହଲରେ ବେଶ୍ ଆନନ୍ଦ ଓ ଉଲ୍ଲlସ ଖେଳିଯାଇଛି । ଏହି ଅବସରରେ ଆଜି ଇଂ ରୋହିତ ପୂଜାରୀଙ୍କ ସାକ୍ଷୀପଡ଼ା ସ୍ଥିତ ଆବାସିକ କାର୍ଯ୍ୟଳୟରେ ବହୁ ମାତ୍ରାରେ ଦଳୀୟ ନେତୃମଣ୍ଡଳୀ ଓ କର୍ମୀ ଏକତ୍ରିତ ହୋଇ ମିଷ୍ଟାନ୍ନ ବଣ୍ଟନ କରିବା ସହ ଆତସ ବାଜି କରି ଉତ୍ସବ ମନାଇଥିଲେ । ଏହି ଅବସରରେ ଆଜିର କାର୍ଯ୍ୟକ୍ରମରେ ଦଳର ବରିଷ୍ଠ ନେତା ଏମ୍ ଡି ସନାଉଳା,  ବସନ୍ତ ମିଶ୍ର, ସୁରୁବାବୁ ମେହେର, ସଂଜୀବ ଷଡ଼ଙ୍ଗୀ, ଆନନ୍ଦ ବଡଗୟା, ବେଣୁଧର ଦାସ, ଏମ୍ ଡି ଇଶାକ, ସୌରୀ ପାଣିଗ୍ରାହୀ, ସୁବାସ ଜେନା, ଧର୍ମରାଜ୍ ମରେଇ, ସୁରେନ୍ଦ୍ର ବିଶ୍ବାଳ,ଭାସ୍କର ଦାସ, ପ୍ରହଲ୍ଲାଦ ଗୁରୁ, ଦେବାଶିଷ ପରିଡ଼ା, ଶୁଭ୍ରାଂଶୁ ପାଢ଼ୀ, ଶୟଦ୍ ଶାବୁଦ୍ଦିନ, ଅନମୋଲ ଦାସ, ସିପ୍ରା ମହାନ୍ତି, ସଂଯୁକ୍ତା ମେହେର, ଉଷା ପ୍ରଧାନ, ସଂଗୀତା ସ୍ୱାଇଁ, ସୁନନ୍ଦା ଚଇନି, ନନ୍ଦିନୀ ପ୍ରଧାନ, ସରିତା ଦାସ, ମୁନି ବେଗମ୍, ଶୁରେଖା ସାହୁ, ସ୍ଵେତା ନାୟକ, ପାର୍ବତୀ ସାହା, ରଶ୍ମି ତ୍ରିପାଠୀ, ହସିନା ବେଗମ, ମମତା ମହାନ୍ତି, ସବିତା ନାୟକ, ଶିବପ୍ରୀୟା ସାହୁ, ମାମି ଆୟାନ, ରୁଦ୍ର ଷଡ଼ଙ୍ଗୀ, ରାଜୁ ମେହେର, ସବିର ଅହମଦ, ପ୍ରଦୀପ ପଟ୍ଟନାୟକ, ପ୍ରଶାନ୍ତ ନାୟକ, ସୋମ ପ୍ରକାଶ ବେହେରାଙ୍କ ସମେତ ବହୁ ସଂଖ୍ୟାରେ କର୍ମୀ ଉପସ୍ଥିତ ରହି ଆଗାମୀ ଦିନରେ ଜିଲ୍ଲା ସଭାପତି ଇଂ ରୋହିତ ପୂଜାରୀଙ୍କ ନେତୃତ୍ୱରେ ସମ୍ବଲପୁର ଜିଲ୍ଲାରେ ସଂଗଠନ ବହୁ ଆଗକୁ ବଢିବ ବୋଲି ଦୃଢୋକ୍ତି ପ୍ରକାଶ କରିଥିଲେ ଏବଂ ନବୀନ ପଟ୍ଟନାୟକ ଜିନ୍ଦାବାଦ, ରୋହିତ ପୂଜାରୀ ଜିନ୍ଦାବାଦ, ବିଜେଡି ଜିନ୍ଦାବାଦ ନାରାରେ ଗଗନ ପବନ ପ୍ରକମ୍ପିତ ହୋଇଥିଲl ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026

You Might Also Like